ବର୍ତ୍ତମାନ ଅବତରଣ କରିବା ପର୍ଯ୍ୟନ୍ତ ଯାତ୍ରା ନିଜେ ସମାପ୍ତ କରିବ ଲ୍ୟାଣ୍ଡର୍
ସରିଲା ଚନ୍ଦ୍ରୟାନ-୩ର କକ୍ଷପଥ ପରିବର୍ତ୍ତନ ପ୍ରକ୍ରିୟା । ଆଜି ଇସ୍ରୋ ପାଇଁ ଆଉ ଏକ ଅଗ୍ନି ପରୀକ୍ଷା ।
ସନ୍ଧ୍ୟା ୭ଟା ବେଳେ ଏହି ପ୍ରକ୍ରିୟାରେ ସଫଳ ହୋଇଛି ଇସ୍ରୋ । ଜୁଲାଇ ୧୪ରେ ଉତକ୍ଷେପଣ ହୋଇଥିଲା ଚନ୍ଦ୍ରୟାନ-୩ । ୨ ସପ୍ତାହ ପୃଥିବୀ ପରିକ୍ରମା ପରେ ଅଗଷ୍ଟ ୧ରେ ଚନ୍ଦ୍ର ଆଡ଼କୁ ଯାଇଥିଲା ।
ଚନ୍ଦ୍ରର ମାଧ୍ୟାକର୍ଷଣ ଶକ୍ତି ଦୁର୍ବଳ ହୋଇଥିବାରୁ, ଠିକ୍ ସମୟରେ ସ୍ପେଶକ୍ରାଫ୍ଟର ବେଗ ହ୍ରାସ କରିବା ଇସ୍ରୋ ପାଇଁ ବଡ଼ ଚାଲେଞ୍ଜ ରହିବ ।
ବାଲେଶ୍ୱର ଜିଲ୍ଲା ସୋର ଥାନା ପାରମହଲା ଗାଁକୁ ନେଇ ଏବେ ଜୋରଦାର ଚର୍ଚ୍ଚା l ଚର୍ଚ୍ଚାର କାରଣ ଶୁଣିଲେ ଆପଣ ବି ତାଜୁବ ହୋଇଯିବେ l ଇତିହାସ ରଚିଥିବା ଚନ୍ଦ୍ରାୟନ-୩ର ଅବିକଳ ନକଲ କରିଛନ୍ତି ସୋର ଅଞ୍ଚଳର ଜଣେ ଯୁବକ ଏସ.କେ ସାହାରାଉଦ୍ଦିନ..
ଖାଲି ମହିଳା ନୁହେଁ ପୁରୁଷମାନେ ମଧ୍ୟ କାନ ଫୋଡ଼ାନ୍ତି। କିନ୍ତୁ ଆପଣ ଜାଣନ୍ତି କି କାନ ଫୋଡ଼ିବା କେବଳ ଏକ ଫ୍ୟାଶନ ନୁହେଁ, ଏହା ପଛରେ କେତେକ ବୈଜ୍ଞାନିକ କାରଣ ମଧ୍ୟ ଅଛି। ତେବେ ଆସନ୍ତୁ ଏ ବିଷୟରେ ଜାଣିନେବା।
ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ବର୍ତ୍ତମାନ ଚନ୍ଦ୍ରୟାନ ୩ର ଉତ୍କ୍ଷେପଣ କରିଛି। ଉତ୍କ୍ଷେପଣ ହେବା ପରେ ଏହା ୨୩ କିମ୍ବା ୨୪ ଅଗଷ୍ଟରେ ଚନ୍ଦ୍ର ପୃଷ୍ଠରେ ସପ୍ଟ ଲାଣ୍ଡିଂ କରିବ ବୋଲି ଆଶା କରାଯାଉଛି। ISRO ଚନ୍ଦ୍ରୟାନ -୩ ରେ ମଧ୍ୟ ଅନେକ ପରିବର୍ତ୍ତନ କରିଛି।
୬ ସେପ୍ଟେମ୍ବର, ୨୦୧୯ର ରାତି ଗୋଟାଏ ୩୮ । ଚନ୍ଦ୍ରର ଦକ୍ଷିଣ ମେରୁରେ କଷ୍ଟସାଧ୍ୟ ଚନ୍ଦ୍ରାବତରଣର ପ୍ରକ୍ରିୟା ଆରମ୍ଭ ହୋଇଥିଲା । ବିକ୍ରମ ଲ୍ୟାଣ୍ଡର୍ ସଫ୍ଟ ଲ୍ୟାଣ୍ଡି କରିଥାନ୍ତା ।ରୋଭର୍ ପ୍ରଜ୍ଞାନକୁ ଚନ୍ଦ୍ରପୃଷ୍ଠରେ ଓହ୍ଲାଇଥାନ୍ତା ଆଉ ଆରମ୍ଭ ହୋଇଥାନ୍ତା, ଜହ୍ନ ରାଇଜର ରହସ୍ୟ ଖୋଜା । ଧୀରେ ଧୀରେ ଦୂରତା କମି କମି ଲ୍ୟାଣ୍ଡର ଓହ୍ଲାଇବାର ଶେଷ ୧୫ ମିନିଟ୍ ଆସି ପହଞ୍ଚିଲା
ଅର୍ବିଟ ରେଜିଂ ମାନୁଭର୍ ପରେ ସର୍ବନିମ୍ନ ଦୂରତା ୧୭୨ କିଲୋମିଟର ଏବଂ ସର୍ବାଧିକ ଦୂରତା ୪୧ ହଜାର ୭୬୨ କିଲୋମିଟରକୁ ବୃଦ୍ଧି ପାଇଛି ।
ନିର୍ଦ୍ଧାରିତ କକ୍ଷପଥରେ ଅବସ୍ଥାପିତ ହେଲା ଚନ୍ଦ୍ରୟାନ-୩..ଜହ୍ନ ରାଇଜ ଅଭିମୁଖେ ଭାରତର ଯାତ୍ରା..
ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍। ସରିଛି ରିହର୍ସାଲ୍, ମିଳିଛି ଗ୍ରୀନ୍ ସିଗ୍ନାଲ୍। ଲଞ୍ଚପ୍ୟାଡରେ ତୟାର୍ ଇସ୍ରୋର 'ବାହୁବଳୀ'। ଅପେକ୍ଷା.. ଆସନ୍ତାକାଲିର 'ଚନ୍ଦ୍ରୟାନ' ମୁହୂର୍ତ୍ତକୁ।
ଆସନ୍ତାକାଲି ଭାରତର ବହୁ ପ୍ରତୀକ୍ଷିତ ତୃତୀୟ ମୁନ୍ ମିଶନ୍ । ଚନ୍ଦ୍ରଯାନ-୩କୁ ଧରି ଲଞ୍ଚ ପ୍ୟାଡରେ ପ୍ରସ୍ତୁତ ରହିଛି ବୃହତକାୟ ରକେଟ୍ LVM3-M4 । ଏବେ ଶ୍ରୀହରିକୋଟାର ଲଞ୍ଚ ପ୍ୟାଡରେ ସ୍ଥିତି କିଭଳି ରହିଛି ଏବଂ ନିର୍ଦ୍ଧାରିତ ସମୟରେ ଚନ୍ଦ୍ରଯାନ-୩ ଲଞ୍ଚ ହେଲେ ଜହ୍ନ ରାଇଜରେ କେବେ ପାଦ ଥାପିବ, ସେ ନେଇ ଚର୍ଚ୍ଚା ଚାଲିଛି।
ମିଶନର ସଫଳତା କାମନା କରିଛନ୍ତି ଇସ୍ରୋ ଅଧ୍ୟକ୍ଷ ଏସ. ସୋମନା
ଅନ୍ତର୍ଜାତୀୟ ଗଣମାଧ୍ୟମ ୱାଶିଂଟନ୍ ପୋଷ୍ଟରେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ ଅଛି ଯେ ୨୦୨୫ରେ ସୂର୍ଯ୍ୟ ତାହାର ସୋଲାର ମ୍ୟାକ୍ସିମମ ସ୍ଥିତିକୁ ଆସିଯିବ। ଯାହାକୁ ସାମ୍ନା କରିବାକୁ ଆଜିକାର ଡିଜିଟାଲ ଦୁନିଆ ପ୍ରସ୍ତୁତ ନୁହେଁ। ଇଣ୍ଟରନେଟ୍ ଆପୋକ୍ଲିପ୍ସ ଭଳି ଶବ୍ଦକୁ ନେଇ ସୋସିଆଲ୍ ମିଡିଆ ବ୍ୟବହାରକାରୀଙ୍କ ଭିତରେ ମଧ୍ୟ ବିଭିନ୍ନ ଆଶଙ୍କା ଓ ଚର୍ଚ୍ଚା ହେଉଛି।
ସୋଲାର୍ ଜିଓ-ଇଞ୍ଜିନିୟରିଂ ଦ୍ୱାରା ପୃଥିବୀର ତାପମାତ୍ରା ବୃଦ୍ଧି ବା ଗ୍ଲୋବାଲ୍ ୱାର୍ମିଂ ଏବଂ ଜଳବାୟୁ ପରିବର୍ତ୍ତନ ବା କ୍ଲାଇମେଟ ଚେଞ୍ଜ ର ମୁକାବିଲା କରାଯାଇପାରିବ କି ନାହିଁ, ସେନେଇ ଖୋଲା ମତ ଲୋଡ଼ିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ ।
ଲିସା... ସତସତିକା ମଣିଷ ନୁହଁନ୍ତି, ହେଲେ ମଣିଷଠୁ ବି କିଛି କମ୍ ନୁହଁନ୍ତି। କଥାବାର୍ତ୍ତା, ମୁଖଭଙ୍ଗୀ, ଖବର ପରିବେଷଣ । ଅବିକଳ ଉପସ୍ଥାପିକାଙ୍କ ଭଳି। ଲିସା ଏକ ଭର୍ଚୁଆଲ୍ ରୋବଟ୍ ଭଳି।
ଏବେ ଚନ୍ଦ୍ରୟାନ-୩ରେ ସେଇ ଅଧୁରା ସ୍ୱପ୍ନକୁ ସାକାର କରିବା ଅର୍ଥାତ୍ ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ କରି ତା ଭିତରୁ ରୋଭର ଗଡ଼ାଇବା ପାଇଁ ପୂର୍ଣ୍ଣ ଆଶାବାଦୀ ଅଛି ଇସ୍ରୋ।
ପ୍ରଶ୍ନ ଉଠୁଛି, ଏପରି ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଦ୍ବାରା ଆଗକୁ ଚାକିରି ହରାଇବେ କି କର୍ମଚାରୀ ? AI ଏଭଳି କାର୍ଯ୍ୟକ୍ଷମ ହେଲେ ନିଯୁକ୍ତି କ୍ଷେତ୍ରରେ ପ୍ରଭାବିତ ହେବ କି ମଣିଷ ସମାଜ?
ଜୁଲାଇ ୧୩ରେ ଲଞ୍ଚ ହେବ ବହୁ ପ୍ରତିକ୍ଷୀତ ଚନ୍ଦ୍ରୟାନ-୩। ଏଥର ଜହ୍ନ ପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ହେବ କହିଲେ ଇସ୍ରୋ ଚେୟାରମ୍ୟାନ ଏସ୍. ସୋମନାଥ। ସତୀଶ ଧାୱନ ସ୍ପେଶ୍ ସେଣ୍ଟରରୁ GSLV-ମାର୍କ ଥ୍ରୀ ରକେଟ୍ ଦ୍ୱାରା କରାଯିବ ଉତକ୍ଷେପଣ।
ବେଙ୍ଗାଲୁରୁ ସ୍ଥିତ ୟୁଆର୍ ରାଓ ସାଟେଲାଇଟ ସେଣ୍ଟର ବା URSCରେ ଏହି କାର୍ଯ୍ୟ ଚାଲିଛି। ସେଠାରୁ ଚନ୍ଦ୍ରୟାନ-୩କୁ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାକୁ ପଠାଯିବ।
ଅନ୍ତରୀକ୍ଷରେ ରୋଷେଇ କରିବା ଏକ ବିରଳ ଘଟଣା। ମହାକାଶଚାରୀମାନେ ସାଧାରଣତଃ ସେମାନଙ୍କର ମିଶନ ସମୟରେ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତ ଏବଂ ପ୍ୟାକେଟ୍ ଖାଦ୍ୟ ଉପରେ ନିର୍ଭର କରନ୍ତି। ଏବେ ବୈଜ୍ଞାନିକମାନେ ଆନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନ୍ରେ ଆଳୁ ଚିପ୍ସ ଛାଣିବାରେ ସଫଳ ହୋଇଛନ୍ତି।
ବାରମ୍ବାର ଗର୍ଭପାତ କାହିଁକି ହେଉଛି ତାହା ଉପରେ ଏହା ସବିଶେଷ ଧାରଣା ଦେଇପାରିବ ବୋଲି ବୈଜ୍ଞାନିକମାନେ ମତ ରଖିଛନ୍ତି।
ଚନ୍ଦ୍ରଯାନ-୩ ଲଞ୍ଚ ଲାଗି ରକେଟ୍ ଏଲ୍ବିଏମ୍-୩ର ବ୍ୟବହାର କରାଯାଉଛି। ରକେଟ୍କୁ ମଧ୍ୟ ପ୍ରସ୍ତୁତ କରାଯାଉଛି। ଚଳିତ ମାସ ଶେଷ ସୁଦ୍ଧା ଚନ୍ଦ୍ରଯାନ-୩କୁ ରକେଟ୍ ସହ ଯୋଡ଼ା ଯିବ ଏବଂ ବିଭିନ୍ନ ପ୍ରକାରର ଟେଷ୍ଟ କରାଯିବ।
କୁହାଯାଏ ଆମର ମନର ଅବସ୍ଥା ସହ ଲୁହର ସମ୍ପର୍କ ରହିଛି । ହେଲେ ଏହାକୁ ନେଇ କିଛି ବୈଜ୍ଞାନିକ କାରଣ ରଖିଛନ୍ତି । ସୂଚନା ଅନୁସାରେ କାନ୍ଦିବାର ଅନେକ କିଛି ମାଧ୍ୟମ ରହିଛି ।
୨୦ ବର୍ଷ ପରେ ରାତି ଆକାଶରେ ଆଉ ଦିଶିବନି ତାରା ! କାରଣ ଅଳ୍ପ କିଛି ଦଶନ୍ଧି ପରେ ହୁଏତ ରାତି ଆକାଶରେ ଆଉ ତାରା ଦେଖାଯିବନି। ଗବେଷକମାନେ ଏଭଳି ଆକଳନ କରିବା ପଛର କାରଣ ହେଉଛି ଆଲୋକ ପ୍ରଦୂଷଣ।