ୱାଶିଂଟନ: କରୋନା ମହାମାରୀ ଭିତରେ ପ୍ରଥମ ଥର ପାଇଁ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ମାସ୍କ ପିନ୍ଧିଥିବା ଦେଖିବାକୁ ମିଳିଛି। ଗତ ସପ୍ତାହରେ ମେରି ଏଲିଜାବେଥ୍ ହାଉସ ପରିଦର୍ଶନବେଳେ ମାସ୍କ ପିନ୍ଧିଥିବା ନେଇ ଏକ ଫଟୋ ନିଜେ ମେଲାନିଆ ଟ୍ୱିଟରରେ ପୋଷ୍ଟ କରିଛନ୍ତି। ମେଲାନିଆ ଏବେ ସ୍ୱାମୀ ତଥା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ପ୍ରଚାର କରୁଛନ୍ତି । ବିଭିନ୍ନ ସାମାଜିକ ସଂଗଠନ ସହ ମିଶି କାମ କରୁଛନ୍ତି । ଆମେରିକାରେ କରୋନା ସଂଗୀନ ସ୍ଥିତିରେ […]
ୱାଶିଂଟନ୍: ମାରାତ୍ମକ କରୋନା ଜୀବାଣୁ ବିପର୍ଯ୍ୟୟ ସତ୍ତ୍ୱେ ଆମେରିକାରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଏପରି ଚେତାବନୀ ଦେଇଛନ୍ତି । ସେ କହିଛନ୍ତି, ଯଦି ବିଦ୍ୟାଳୟଗୁଡ଼ିକ ଖୋଲା ନଯାଏ ତେବେ ସ୍କୁଲକୁ ଦିଆ ଯାଉଥିବା ପାଣ୍ଠି ବନ୍ଦ କରାଯିବ। ଟ୍ରମ୍ପ ଅଭିଯୋଗ କରିଛନ୍ତି, ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ସୁରକ୍ଷା ନିର୍ଦ୍ଦେଶାବଳୀ ଅଯୌକ୍ତିକ ଏବଂ ମହଙ୍ଗା ଅଟେ। ଏହାର କିଛି ସମୟ ପରେ ଆମେରିକାର ଉପରାଷ୍ଟ୍ରପତି ମାଇକ ପେନ୍ସ ଘୋଷଣା କରିଛନ୍ତି ଯେ ରୋଗ […]
ନୂଆଦିଲ୍ଲୀ: G-7 ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ । G-7 ସମ୍ମିଳନୀ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଟ୍ରମ୍ପ ଟେଲିଫୋନ୍ ଯୋଗେ ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି । ଏଥିସହ ଚୀନ୍-ଭାରତ ସୀମା ବିବାଦ ଏବଂ ଉଭୟ ଦେଶରେ କରୋନା ସ୍ଥିତି ନେଇ ମଧ୍ୟ ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନରେ ସଂସ୍କାର ନେଇ ମଧ୍ୟ ଆଲୋଚନା ହୋଇଛି । […]
ୱାଶିଂଟନ: ମେ’ ୨୫ରେ ମିନେପୋଲିସ୍ରେ ପୁଲିସ୍ ହେପାଜତରେ ଥିବା କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲଏଡ୍ଙ୍କ ମୃତ୍ୟୁପରେ ଆମେରିକାରେ ବିକ୍ଷୋଭ ନିଆଁ ତେଜିବାରେ ଲାଗିଛି। ସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ଗତକାଲି ବିଳମ୍ବିତ ରାତିରେ ବିକ୍ଷୋଭକାରୀମାନେ ହ୍ୱାଇଟ୍ ହାଉସ୍ ବାହାରେ ବିକ୍ଷୋଭ କରିଥିଲେ। ଏହାକୁ ନେଇ ପୁଲିସ୍ ଓ ବିକ୍ଷୋଭକାରୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏବେ ଏହି ହିଂସା ୩୦ ସହରରେ ବ୍ୟାପିଗଲାଣି। ଦ ନ୍ୟୁୟର୍କ ଟାଇମ୍ସ ସୂଚନା ଅନୁସାରେ, ଯେତେବେଳେ ଶତାଧିକ ବିକ୍ଷୋଭକାରୀ […]
ନୂଆଦିଲ୍ଲୀ: ଚୀନ୍ ସହ ସୀମା ବିବାଦ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହୋଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଦୁଇ ଦେଶ ମଧ୍ୟରେ ଯେଉଁ ସ୍ଥିତି ଉପୁଜିଛି ତାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଭଲ ମୁଡ୍ ରେ ନାହାନ୍ତି ବୋଲି କହିଛନ୍ତି ଟ୍ରମ୍ପ। ସେ ଏକଥା ମଧ୍ୟ କହିଛନ୍ତି ଯେ, ଦୁଇ ଦେଶ ମଧ୍ୟରେ ବଡ଼ ସଂଘର୍ଷ ଚାଲିଛି। ୧. ୪ ବିିଲିୟନ ଜନସଂଖ୍ୟା ଥିବା ଏହି ଦୁଇ ରାଷ୍ଟ୍ର ସାମରିକ କ୍ଷେତ୍ରରେ ବେଶ୍ […]
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲଡ୍ ଟ୍ରମ୍ପ ପୁଣି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ ଟାର୍ଗେଟ କରିଛନ୍ତି ।କରୋନା ସଂକ୍ରମଣର ମୁକାବିଲା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଯଦି ଆଗାମୀ ୩୦ ଦିନ ଭିତରେ ଆଖିଦୃଶିଆ ପଦକ୍ଷେପ ନିଆ ନଯାଏ ତେବେ ପାଣ୍ଠିକୁ ପୁରାପୁରି ବନ୍ଦ କରି ଦିଆଯିବ ବୋଲି ଚେତାବନୀ ଦେଇଛି ଟ୍ରମ୍ପ ପ୍ରଶାସନ। ଏପରିକି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନରେ ଆମେରିକାର ସଦସ୍ୟତା ନେଇ ପୁୁନର୍ବିଚାର କରାଯିବ ବୋଲି ହ୍ୱାଇଟ୍ ହାଉସ ପକ୍ଷରୁ କୁହାଯାଇଛି । ଏ […]
ୱାଶିଂଟନ୍: ଆମେରିକାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଭୟଙ୍କର ଭାବେ ବଢୁଥିବାବେଳେ ଏହାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ଏପରି ପରିସ୍ଥିତିରେ ଟ୍ରମ୍ପ ପ୍ରଶାସନ କଡ଼ା ସମାଲୋଚନାର ଶିକାର ହେଉଛି। ଏ ନେଇ ଟ୍ରମ୍ପ ପୂର୍ବତନ ରାଷ୍ଟ୍ରପତି ବରାକ୍ ଓବାମାଙ୍କୁ ଟାର୍ଗେଟ କରିଛନ୍ତି। ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ଜଣେ ଅଯୋଗ୍ୟ ରାଷ୍ଟ୍ରପତି ବୋଲି କହିଛନ୍ତି ଟ୍ରମ୍ପ। ଶନିବାର ଛାତ୍ରମାନଙ୍କ ସହ ଏକ ଭିଡିଓ ଲିଙ୍କରେ ଆଲୋଚନା ସମୟରେ ଓବାମା ଟ୍ରମ୍ପ ସରକାରଙ୍କ ଉଦ୍ଦେଶ୍ୟରେ କହିଥିଲେ,‘ଏମିତି ଅନେକ ଅଛନ୍ତି […]
ନ୍ୟୁୟର୍କ: କରୋନା ଭାଇରସରୁ ମୁକ୍ତି ପାଇବା ଆଶା ମଉଳି ଯାଉଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଇଛନ୍ତି ଆଶ୍ୱାସନା। ଭାରତୀୟ-ଆମେକରିକୀୟ ବୈଜ୍ଞାନିକଙ୍କୁ ମହାନ ଏବଂ ଅନୁସନ୍ଧାନକର୍ତ୍ତା ବୋଲି ଦର୍ଶାଇ ଟ୍ରମ୍ପ ଶୁକ୍ରବାର କହିଛନ୍ତି, ଭାରତ ଏବଂ ଆମେରକା ବୈଜ୍ଞାନିକମାନେ ମିଳିତ ଭାବେ କରୋନା ଭାଇରସ୍ ଟିକା ବିକଶିତ କରିବା ପାଇଁ ଲାଗି ପଡ଼ିଛନ୍ତି। ଚଳିତବର୍ଷ ଶେଷ ସୁଦ୍ଧା ଏହି ଭାକ୍ସିନ ଉପଲବ୍ଧ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ସେ ଆହୁରି କହିଛନ୍ତି, ଭାକ୍ସିନ ପାଇଁ ଉଭୟ ଭାରତ […]
ଏଜେନ୍ସି: କରୋନା ଭାଇରସ ସଂକ୍ରମଣକୁ ନେଇ ଆମେରକା-ଚୀନ୍ ମୁହାଁମୁହିଁ ହୋଇଛନ୍ତି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ କରୋନା ସଂକ୍ରମଣ ପାଇଁ ଚୀନକୁ ଦାୟୀ କରିଛନ୍ତି। ତଥ୍ୟ ଲୁଚାଇବା ଏବଂ କରୋନା ମୁକାବିଲା ପାଇଁ ସହଯୋଗ ନ କରିବା ନେଇ ଚୀନ୍ ଉପରେ ଅଭିଯୋଗ ଆଣିଛନ୍ତି। ଇତି ମଧ୍ୟରେ ଆମେରିକାର ଏକ ଶୀର୍ଷ ସାଂସଦ ଚୀନ୍ ସରକାରକୁ କୋଭିଡ-୧୯ ପାଇଁ ଚୀନ୍କୁ ଦୋଷ ଦେବା ସହ ମିଛ କହିବା, ସାରା ବିଶ୍ୱକୁ ଠକିବା, ତଥ୍ୟ ଲୁଚାଇବା ପରି ୧୮ଟି ଅଭିଯୋଗ […]
ନ୍ୟୁୟର୍କ: ଆମରିକାରେ କରୋନା ଭାଇରସ ଜନିତ ମୃତ୍ୟୁ ସଂଖ୍ୟା ୮୦ ହଜାର ପାର ହୋଇଗଲାଣି। ଏପରି ପରିସ୍ଥିତିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶରେ ଉଜୁଡ଼ି ଯାଉଥିବା ଅର୍ଥନୀତିକୁ ସଜାଡିବା ଲାଗି ଲକ୍ଡାଉନ ଖୋଲିବା ପାଇଁ ଯୋଜନା କରୁଛନ୍ତି। ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଅର୍ଥନୀତିକୁ ଆଗକୁ ବଢାଇବାକୁ ପଡ଼ିବ ଏବଂ ଲୋକଙ୍କୁ କାମକୁ ଫେରିବାକୁ ପଡ଼ିବ। ତେବେ ଜଣାପଡ଼ିଛି, ଟ୍ରମ୍ପଙ୍କର ଏଇ ଆହ୍ୱାନ ପରେ ଯେଉଁ କେତେଜଣ ଲୋକ କାମରେ ଯୋଗ ଦେଇଥିଲେ ସେମାନଙ୍କ ମଧ୍ୟରୁ ପ୍ରାୟ ୧ […]
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପ ୨ୟ ଥର ପାଇଁ କରୋନା ଟେଷ୍ଟ କରିବେ। କାରଣ ତାଙ୍କର ବ୍ୟକ୍ତିଗତ କାମ ପାଇଁ ନିୟୋଜିତ ଜଣେ ସହାୟକର କରୋନା ପଜିଟିଭ ରିପୋର୍ଟ ଆସିଛି। । ସହାୟକଙ୍କୁ କରୋନା ହୋଇଥିବାରୁ ଟ୍ରମ୍ପଙ୍କ କୋଭିଡ ଟେଷ୍ଟ ହେବ ବୋଲି ଜଣାପଡ଼ିଛି। ଏଥିସହିତ ଉପରାଷ୍ଟ୍ରପତିଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ। ଏହା ପୂର୍ବରୁ ମଧ୍ୟ ଥରେ ଟ୍ରମ୍ପଙ୍କ କରୋନା ଟେଷ୍ଟ ହୋଇଥିଲା। କିନ୍ତୁ ସେତେବେଳେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା। ସୂଚନାଥାଉ କି, […]
ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତିକୁ ଭାରତ ଦୃଢ଼ତାର ସହ ଖଣ୍ଡନ କରିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ରଵୀଶ କୁମାର ଟ୍ୱିଟ୍ କରି ସ୍ପଷ୍ଟ କହିଛନ୍ତି ଯେ, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବେ ବି ଏନେଇ ଟ୍ରମ୍ପଙ୍କୁ କିଛି କହି ନାହାନ୍ତି। କଶ୍ମୀର ପ୍ରସଙ୍ଗ ଏକ ଦ୍ୱିପାକ୍ଷିକ ପ୍ରସଙ୍ଗ। ଏଥିରେ କାହାରି ମଧ୍ୟସ୍ଥତାକୁ ଭାରତ କେବେ ବି ଗ୍ରହଣ କରିବ ନାହିଁ।’ କେବଳ ପାକିସ୍ତାନ ପଟୁ ସୀମା […]
ୱାଶିଂଟନ୍: କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଗ୍ରହୀ। ଆମେରିକା ଗସ୍ତରେ ଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ସହ ହ୍ୱାଇଟ୍ ହାଉସରେ ଆଲୋଚନା ବେଳେ ଆମେରିକା ରାଷ୍ଟ୍ରପତି ଏହି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ବେଳେ ଇମ୍ରାନ୍ ଖାନ୍ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ। ଟ୍ରମ୍ପ କହିଥିଲେ, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କଶ୍ମୀର ପ୍ରସଙ୍ଗରେ ସହାୟତା ପାଇଁ କହିଥିଲେ। ତେବେ ଯଦି ଏହି […]
ନୂଆଦିଲ୍ଲୀ: ଜାପାନର ଓସାକାରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶଂସା କରିଛନ୍ତି। ଟ୍ରମ୍ପ କହିଛନ୍ତି,“ ମୋଦି ମୋର ଭଲ ବନ୍ଧୁ। ଆଗରୁ କେବେ ଦୁଇ ଦେଶ ମଧ୍ୟରେ ସଂପର୍କ ଏତେ ନିବିଡ଼ ନ ଥିଲା। ଏବେ ଆମ ସଂପର୍କରେ ବହୁ ସୁଧାର ଆସିଛି। ଆମେ ସାମରିକ କ୍ଷେତ୍ରରେ ମିଳି ମିଶି କାମ କରିବୁ।” ଏହାସହ ସାଧାରଣ ନିର୍ବାଚନରେ ମୋଦିଙ୍କ ବିଜୟକୁ ନେଇ ଟ୍ରମ୍ପ ଶୁଭେଚ୍ଛା ଜଣାଇଛନ୍ତି। ଭାରତରେ ମୋଦିଙ୍କ […]
ୱାଶିଂଟନ: ମହାମାରୀ କରୋନାକୁ ଦୃଷ୍ଟିରେ ରଖି ଟ୍ରମ୍ପ ସରକାର ନେଇଛନ୍ତି ଏକ ବଡ ନିଷ୍ପତ୍ତି । କୌଣସି ବିଦେଶୀ ନାଗରିକ ଆମେରିକାରେ ବସବାସ କରିପାରିବେ ନାହିଁ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି। ଏକ ଟ୍ୱିଟବାର୍ତ୍ତାରେ ଟ୍ରମ୍ପ କହିଛନ୍ତି “ବର୍ତ୍ତମାନ ଆମେରିକା ଅଦୃଶ୍ୟ ଶତ୍ରୁ ସହ ଲଢ଼େଇ କରୁଛି। ଏହି ଲଢ଼େଇ ସହ ଆମକୁ ମହାନ ଆମେରିକା ନାଗରିକଙ୍କ ନିଯୁକ୍ତି କଥା ମଧ୍ୟ ଚିନ୍ତା କରିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ମୁଁ ଆମେରିକାରେ ପ୍ରବେଶ […]
ୱାଶଂଟନ: ହାଇଡ୍ରୋକ୍ସି କ୍ଲୋରୋକୁଇନ୍ ଦେବାପାଇଁ ଭାରତ ଅନୁମତି ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମୋଦି ବହୁତ ଭଲ ଓ ମହାନ ନେତା ବୋଲି କହିଛନ୍ତି ଟ୍ରମ୍ପ। କରୋନାରେ ସର୍ବାଧିକ ସକ୍ରଂମିତ ଦେଶ ଆମେରିକାର ରାଷ୍ଟପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଆମରିକା ୨୯ ମିଲିୟନ ଔଷଧ କିଣିବ ଏବଂ ଏଥିରୁ ସବୁଠାରୁ ଅଧିକ ଭାରତ ଯୋଗାଇବ। କରୋନା ଭାଇରସର ବିପଦ ଏବେ ସାରା ବିଶ୍ୱକୁ ଘାରିଛି। ଆମେରିକାରେ […]
ନୂଆଦିଲ୍ଲୀ:କରୋନା ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭିଡିଓ କନଫରେନସିଂ ଜରିଆରେ ଆଲୋଚନା କରିଛନ୍ତି । ଆଲୋଚନା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ମୁ୍କାବିଲା ହାଇଡ୍ରୋକ୍ଲୋରକୁଇନ୍ ଔଷଧ ଆମେରିକାକୁ ସପ୍ଲାଏ ପାଇଁ ମୋଦିଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ ରା କରୋନା ରୋଗୀଙ୍କ ଚିକିତ୍ସା କରାଯାଇ ପାରିବ । ଯାହାକୁ ସେ ନିଜେ ମଧ୍ୟ ଖାଇବେ ବୋଲି କହିଛନ୍ତି। କରୋନା ଭାଇରସ ଯୋଗୁ ସାରା ବିଶ୍:ରେ ଯେପରି […]
ନ୍ୟୁୟର୍କ: ଉନ୍ନତଧରଣର ମାରଣାସ୍ତ୍ର ରହିଛି । ଅର୍ଥବ୍ୟବସ୍ଥା ଆହୁରି ମଜବୁତ୍ । ନିଜ ଦମ୍ରେ ଯିଏ ସାରା ଦୁନିଆରେ ନିଜର ପ୍ରଭାବ ବିସ୍ତାର କରିପାରିଛି ଆଜି ସେଇ ଦେଶ ଆମେରିକା କୋଭିଡ-୧୯ ସାମ୍ନାରେ ଶୋଚନୀୟ ଭାବେ ହାରି ଯାଇଛି । ଟ୍ରମ୍ପ ସରକାରଙ୍କ ସବୁ ଚେଷ୍ଟା ସତ୍ତ୍ୱେ ସଂକ୍ରମଣକୁ ରୋକା ଯାଇ ପାରୁନାହିଁ । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ବଢି ଚାଲିଛି । ପୃଥିବୀର ସବୁଠାରୁ ଅଧିକ କରୋନା ସଂକ୍ରମିତ ଦେଶ ହେଉଛି […]
ଓ୍ୱାଶିଂଟନ: କରୋନା ସନ୍ଦଗ୍ଧଙ୍କ ଭିତରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବି ବାଦ୍ ଯାଇ ନାହାନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ବ୍ରାଜିଲ ପ୍ରତିନିଧି ଦଳର ଜଣେ ବ୍ୟକ୍ତିଙ୍କୁ ଟ୍ରମ୍ପ ଭେଟିଥିଲେ। ତେଣୁ ସେ କରୋନା ଆକ୍ରାନ୍ତ ହୋଇଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଥିଲା। ଏହାପରେ ହ୍ୱାଇଟ୍ ହାଉସ ତରଫରୁ ଟ୍ରମ୍ପଙ୍କ କରୋନା ଟେଷ୍ଟ ହୋଇଛି। ଆମେରିକା ରାଷ୍ଟ୍ରପତି କରୋନା ପରୀକ୍ଷା ନେଇ ସାମ୍ୱାଦିକ ସମ୍ମିଳନୀ କରିଥିଲେ। ଶୁକ୍ରବାର ସଂଧ୍ୟାରେ ତାଙ୍କ ସ୍ୱାବ ପରୀକ୍ଷା କରାଯାଇଥିଲା। ଶନିବାର ସଂଧ୍ୟାରେ […]
ଅହମ୍ମଦାବାଦ୍: ବିଶ୍ୱର ସବୁଠୁ ବଡ଼ କ୍ରିକେଟ୍ ଷ୍ଟାଡିୟମ୍ରେ ଏକାଠି ହେଲେ ବିଶ୍ୱର ଦୁଇ ପ୍ରମୁଖ ରାଷ୍ଟ୍ର ମୁଖ୍ୟ ଡୋନାଲ୍ଡ ଟ୍ରମ୍ପ ଏବଂ ନରେନ୍ଦ୍ର ମୋଦି। ଅହମଦାବାଦ୍ ମୋଟେରା ଷ୍ଟାଡିୟମ୍ରେ ଆଜି ଆୟୋଜିତ ହୋଇଥିଲା ଐତିହାସିକ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମ। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପତ୍ନୀ ମେଲାନିଆ ଝିଅ ଇଭାଙ୍କା ସାମିଲ ହୋଇଥିଲେ। ଟ୍ରମ୍ପ ପରିବାରକୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା କରାଯାଇଥିଲା। ବିମାନ ବନ୍ଦରରୁ ବିମାନ ବନ୍ଦରରୁ ସାବରମତୀ ଆଶ୍ରମ ଏବଂ ସେଠାରୁ ମୋଟେରା ଷ୍ଟାଡିୟମ…ଟ୍ରମ୍ପଙ୍କୁ ସ୍ୱାଗତ […]