
‘ମୋଦି ହଟାଅ, ଦେଶ ବଞ୍ଚାଅ...ନବୀନ ହଟାଅ, ଓଡ଼ିଶା ବଞ୍ଚାଅ’। ଏହି ନାରା ଦେଇ ଆନ୍ଦୋଳନ ଡ଼ାକରା ଦେଇ ଓଡ଼ିଶାରେ ଏକାଠି ହୋଇଛନ୍ତି ୧୭ ରାଜନୈତିକ ଦଳ।
ଥାନା ଗାଡ଼ିରେ ଗଞ୍ଜେଇ ଚାଲାଣର ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ସହ ଥାନା ଆଇଆଇସି ତପନ କୁମାର ନାହାକଙ୍କୁ ହେଡକ୍ୱାର୍ଟରକୁ ବଦଳି କରାଯାଇଛି। ସେହିପରି ଥାନା ପୋଡ଼ି ମାମଲାରେ ୩୦ରୁ ଅଧିକ ଜଣଙ୍କ ନାଁରେ ମାମଲା ରୁଜୁ କରାଯିବା ସହ ଏପର୍ଯ୍ୟନ୍ତ ୧୯ ଜଣଙ୍କୁ ଗିରଫ କରାଯାଇଛି।
ବର୍ଷାରେ ଭିଜିଭିଜି ଆନ୍ଦୋଳନ । ଆନ୍ଦୋଳନକାରୀଙ୍କ ରଣହୁଙ୍କାରରେ କମ୍ପୁଛି ରାଜଧାନୀର ଗାନ୍ଧୀ ମାର୍ଗ...ଏତେ ବର୍ଷା ପରେ ବି ଆନ୍ଦୋଳନ ବନ୍ଦ କଲେନି ଆଉଟ୍ ସୋର୍ସିଂ କର୍ମଚାରୀ
ବିଇଓଙ୍କୁ ଘେରିଲେ ଛାତ୍ରୀ। ଶେଷରେ ଜବାବ ଦେଇ ନପାରି ଫେରିଗଲେ ବିଇଓ। ସ୍କୁଲ୍ ମିଶ୍ରଣକୁ ବିରୋଧ କରି ସ୍କୁଲ୍ ଆଗରେ ଧାରଣା ଦେଇଛନ୍ତି ୟୁନିଟ୍ ୯ ବାଳିକା ହାଇସ୍କୁଲ୍ ଛାତ୍ରୀ। ଆନ୍ଦୋଳନରତ ଛାତ୍ରୀ ଓ ଅଭିଭାବକଙ୍କ ସହ ଆଲୋଚନା କରିବାକୁ ଭୁବନେଶ୍ୱର ବିଇଓ ପ୍ରଜ୍ଞା ପରମିତା ଜେନା ଆସିଥିଲେ। ଏହି ସମୟରେ ‘ଆମ ସ୍କୁଲ୍ ଅନ୍ୟ କାହା ସହ ମିଶ୍ରଣ ହେବ ନାହିଁ’ ବୋଲି ନାରା ଦେଇଥିଲେ ଛାତ୍ରୀ।
ସ୍କୁଲ୍ ମିଶ୍ରଣ ନିଷ୍ପତ୍ତିକୁ ତୀବ୍ର ବିରୋଧ କରି ଆନ୍ଦୋଳନରେ ବସିଛନ୍ତି ଭୁବନେଶ୍ୱର ୟୁନିଟ୍ ୯ ସରକାରୀ ବାଳିକା ବିଦ୍ୟାଳୟର ଛାତ୍ରୀ ଓ ଅଭିଭାବକ।
ଯୋଗ ପୂରା ସଂସାରକୁ ଏକ ପରିବାର ଭଳି ଗଢି ତୋଳିଛି।
ଗତକାଲି ମାଲକାନଗିରିରେ ପକୁଡ଼ି ବିକୁଥିଲେ, ଆଜି ବ୍ରହ୍ମପୁରରେ ହନୁମାନ ଚାଳିଶା ପାଠ କରିଛନ୍ତି।
ଗତକାଲି ମାଲକାନଗିରିରେ ପକୁଡ଼ି ବିକୁଥିଲେ, ଆଜି ବ୍ରହ୍ମପୁରରେ ହନୁମାନ ଚାଳିଶା ପାଠ କରିଛନ୍ତି।
ରଜ ଦୋଳିରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ରାତିରେ ଯୁବକ ଜଣକ ସାଙ୍ଗମାନଙ୍କ ସହ ବୁଲିବାକୁ ଯାଇଥିଲେ।
ଭିଡିଓଟିରେ ଦେଖାଯାଉଛି ଯେ, ଜଣେ ବ୍ୟକ୍ତି ସ୍ୱିଙ୍ଗରୁ ତଳେ ପଡ଼ିଯାଉଛନ୍ତି । ତା’ପରେ ସେହି ସ୍ୱିଙ୍ଗର ଅପରପାର୍ଶ୍ୱରେ ଧକ୍କା ହେଉଛନ୍ତି ।
ଆଜି ହେଉଛି ରଜ ପର୍ବର ଶେଷ ଦିନ। ରାଜ୍ୟର ଉପକୂଳ ଓଡ଼ିଶା ସମେତ ଅନ୍ୟ ଅଞ୍ଚଳରେ ବି ଧୂମଧାମରେ ପାଳିତ ହେଉଛି ରଜ ମହୋତ୍ସବ। ତିନି ଦିନ ଧରି ଦୋଳି, ପିଠା, ପାନ ମଜା ନେଉଛନ୍ତି ଗାଁଠୁ ସହର ଯାଏଁ ଲୋକେ...
ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକ ବି ରଜ ପାଳିଛନ୍ତି । ପରସ୍ପରକୁ ପିଠା, ମିଠା ଓ ପାନ ଖୁଆଇ ଜଣାଇଛନ୍ତି ରଜ ଶୁଭେଚ୍ଛା ।
ଗାଁ ମୁଣ୍ଡ ବରଗଛରୁ ସହରର ପାର୍କ, ସବୁଠି ଦୋଳିର ଆସର। ରଜ ଦୋଳିର ପାରମ୍ପରିକ ଗୀତ ସାଙ୍ଗକୁ ଆଧୁନିକ ସଙ୍ଗୀତର ତାଳେ ତାଳେ ଝୁମିଛନ୍ତି କୁଆଁରୀ ଓ ଝିଅ ବୋହୂ। ରଜ ସଂକ୍ରାନ୍ତିରେ ଉତ୍ସବମୁଖର ପୁରପଲ୍ଲୀ। ରଜପାନ ଓ ପୋଡ଼ପିଠାର ବାସ୍ନାରେ ମହକୁଛି ପରିବେଶ।
ରଜ ଅବସରରେ ଭୁବନେଶ୍ୱରରେ ସହିଦନଗର ଦୁର୍ଗାପୂଜା କମିଟି ପକ୍ଷରୁ ହୋଇଛି ବିଶେଷ ଆୟୋଜନ । ସ୍ଥାନୀୟ ଦୁର୍ଗାପୂଜା ପଡିଆରେ ବିଭିନ୍ନ ରକମର ଦୋଳିର ପଡିଛି । ଲୋକଙ୍କ ମନୋରଂଜନ ପାଇଁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ କରାଯାଇଛି ।
ରଜ ଦୋଳିର ଆସର, ସୁଆଦିଆ ପିଠାପଣାର ସମ୍ଭାର ଆଉ ସୁବାସିତ ପାନର ମହକ। ପହିଲି ରଜରେ ଆଜି ଗାଁଠୁ ସହର ଯାଏଁ ସବୁଠି ମତୁଆଲା ପରିବେଶ।
ଭାରତୀୟ ରେସଲିଂ ଫେଡେରେସନ ସଭାପତି ବ୍ରିଜ ଭୁଷଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ନେଇ ଚାଲିଥିବା ଆନ୍ଦୋଳନ ଜାରି ରହିବ ।
ବାକି ଥିବା ହିତାଧିକାରୀଙ୍କ ନାଁ କେବେ ଯୋଡ଼ିବେ ରାଜ୍ୟ ସରକାର ପଚାରିଲା ବିଜେପି ।
ଶ୍ରମିକମାନଙ୍କୁ ସମ୍ମାନିତ କରିବା ଉଦ୍ଦେଶ୍ୟରେ, ପ୍ରତିବର୍ଷ ମେ ୧କୁ ସେମାନଙ୍କ ପାଇଁ ଉତ୍ସର୍ଗ କରାଯାଇଥାଏ। ଶ୍ରମିକମାନଙ୍କ ଅଧିକାର ପ୍ରତି ମଧ୍ୟ ସ୍ୱର ଉତ୍ତୋଳନ କରାଯାଏ। ହେଲେ ଏହିଦିନ କାହିଁକି ଆରମ୍ଭ ହେଲା ଆସନ୍ତୁ ଜାଣିବା।
ସମଗ୍ର ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା ପହଞ୍ଚାଉଥିବା ବେତାର କାର୍ଯ୍ୟକ୍ରମ ମନ୍ କି ବାତ୍ର ଆଜି ପୂରଣ ହୋଇଛି ଶହେ ତମ ସଂସ୍କରଣ । ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ । କହିଛନ୍ତି ଆଜିକୁ ଦୀର୍ଘ ୯ ବର୍ଷ ତଳେ ଏକ ମହତ ଲକ୍ଷ୍ୟ ନେଇ ଆରମ୍ଭ ହୋଇଥିବା ଏ ଅଭିନବ ଅଭିଯାନ ଏବେ ବିଶାଳ ଜନ ଆନ୍ଦୋଳନରେ ପରିଣତ ହୋଇଛି ।
୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
୩ ମାସ ଲାଗି ଆନ୍ଦୋଳନକୁ ସ୍ଥଗିତ ରଖି ଡ୍ରାଇଭର ମହାସଂଘର ଚେତାବନୀ । ‘ଦାବି ପୂରଣ ନହେଲେ ୯୧ ଦିନରେ ନବୀନ ନିବାସ ସାମ୍ନାରେ ଆତ୍ମାହୁତି’ ।
୩ ଦିନ ହେବ ଚାଲିଥିବା ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲୀ ସୂଚନା ଦେଇଛନ୍ତି ।