
ଶ୍ରୀମନ୍ଦିର ନିଷୋଧାଞ୍ଚଳରେ ନିର୍ମାଣ ଅନୁମତି ଦେବା ପାଇଁ ASI ଡିଜି ହେଉଛନ୍ତି ପ୍ରାଧିକୃତ କର୍ତ୍ତପକ୍ଷ । ତେଣୁ ASI ଡିଜିଙ୍କଠାରୁ ଅନୁମତି ଆଣିବା ପାଇଁ ଆବେଦନ କରିବାକୁ ବର୍ଷେ ତଳୁ ଅବଗତ କରିଥିଲେ ଏଏସ୍ଆଇ ଅଧିକାରୀ ।
ପୂର୍ବରୁ ଆଇନଜୀବୀ ଏନେଇ ସିଂହଦ୍ୱାର ଥାନାରେ ଏତଲା ଦେଇଥିଲେ । ହେଲେ ଥାନା ତାହକୁ ଗ୍ରହଣ ନ କରିବାରୁ ସେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।
ଏଏସ୍ଆଇର ବିନା ଅନୁମତିରେ ହୋଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ । ବାରମ୍ବାର ବଦଳିଛି ଡିପିଆର । ଶ୍ରୀମନ୍ଦିର ଚର୍ତୁପାର୍ଶ୍ୱରେ ଖନନ ଯୋଗୁଁ ନଷ୍ଟ ହୋଇଥାଇପାରେ ଐତିହ୍ୟ କୀର୍ତ୍ତିରାଜି ।
ଆଗକୁ ଯେପରି ଆଉ ଅଧିକ କ୍ଷତି ନହେବ ସଜଡ଼ା ହେବା ଦରକାର
ଭୁଲ କରିଛନ୍ତି ବୋଲି ରାଜ୍ୟ ସରକାର ସ୍ୱୀକାର କରନ୍ତୁ: ସମ୍ବିତ ପାତ୍ର
ଶ୍ରୀଜଗନ୍ନାଥ ମନ୍ଦିର ହେରିଟେଜ୍ କରିଡର ପ୍ରସଙ୍ଗରେ ଆଜି ହାଇକୋର୍ଟରେ ସତ୍ୟପାଠ ଦାଖଲ କରି ଭାରତୀୟ ପ୍ରତ୍ନତାତ୍ୱିକ ସଂସ୍ଥା ବା ଏଏସ୍ଆଇ ସ୍ପଷ୍ଟ ଭାବେ ଦର୍ଶାଇଛି ।
ଜୁନ୍ ୨୦ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରାଯାଇଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲାଗି ଚାଲିଥିବା ସମସ୍ତ କାର୍ଯ୍ୟକୁ ତନତନ କରି ଅନୁଧ୍ୟାନ କରୁଛି ASI ଟିମ୍
ଖୁବଶୀଘ୍ର ବିଧାନସଭା କମିଟି ପୁରୀ ଗସ୍ତ କରିବ । ତାପୂର୍ବରୁ ଯିଏ ଯିଏ ପୁରୀ ବୁଲି ଆସିବା କଥା ଆସନ୍ତୁ ବୋଲି କହିଥିଲେ ବାଚସ୍ପତି ।
ଶ୍ରଦ୍ଧାଳୁଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ନେଇ ରାଜ୍ୟ ସରକାର ଗୁରୁତ୍ୱ ଦିଅନ୍ତୁ କିନ୍ତୁ ନିର୍ମାଣାଧୀନ କାମ ପାଇଁ ଏଏସ୍ଆଇ ସହ ସମନ୍ୱୟ ରକ୍ଷା କରିବା ଉଚିତ୍ ବୋଲି ସେ କହିଛନ୍ତି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାକୁ ନେଇ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି। ମିଳିତ ପରିଦର୍ଶନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ପୁନଃ ନିର୍ଦ୍ଦେଶ ଦେଇଛନ୍ତି।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବଢୁଛି ବିବାଦ ସବୁଦିନ ସାମ୍ନାକୁ ଆସୁଛି ଭିନ୍ନ ଭିନ୍ନ ତଥ୍ୟ । ଏବେ ପୁଣି ଏକ ନୂଆ ଚିତ୍ର ଦେଖିବାକୁ ମିଳିଛି ନିର୍ମାଣଧୀନ ପ୍ରକଳ୍ପ ସ୍ଥଳରେ । ପଶ୍ଚିମ ଦ୍ୱାରରୁ ହଟିଛି ପ୍ରକଳ୍ପର ପୁରୁଣା ଫଳକ, ଲାଗିଛି ନୂଆ ଫଳକ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଲାଗିଥିବା ଫଳକକୁ ଫଳକ କଢା ଯାଇ ନୂଆ ଡିଜାଇନର ଫଳକ ଲଗାଯାଇଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଥମୁନି ବିବାଦ । ବିଧାନସଭାରୁ ସଂସଦ ଯାଏଁ, ସବୁଠି ପ୍ରକାଶ ପାଇଛି ଉଦ୍ବେଗ । ଏପରିକି ହାଇକୋର୍ଟରେ ବିଚାରାଧୀନ ରହିଛି ମାମଲା । ତଥାପି ଜାରି ରହିଛି ଐତିହ୍ୟ କରିଡର୍ ପ୍ରକଳ୍ପ କାମ ।
ପ୍ରକଳ୍ପ ବନ୍ଦ ପାଇଁ ହୋଇଥିବା ମାମଲା ଆଧାରରେ କୋର୍ଟ ଜବାବ ତଲବ କରିଛନ୍ତି । ମାମଲାରେ ହାଇକୋର୍ଟ ରାଜ୍ୟ ସରକାର ଓ ASIକୁ ଜବାବ ମାଗିଛନ୍ତି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ରାଜନୈତିକ ବିବାଦ। ଲୋକମାନେ ନିଜ ସ୍ୱାର୍ଥ ତ୍ୟାଗ କରିଛନ୍ତି, ମନ୍ଦିରର ବିକାଶ ପାଇଁ ନିଜ ଜାଗା ଛାଡିଛନ୍ତି। ବର୍ଷାଦିନ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ଶେଷ ନ ହେଲେ ଶ୍ରୀମନ୍ଦିର ପାଇଁ ବିପଦ ସୃଷ୍ଟି ହେବ ବୋଲି କହିଲେ ପୁରୀ ବିଧାୟକ। ସେହିପରି ଏହାକୁ ନେଇ ଅପରାଜିତା ସଡଙ୍ଗୀଙ୍କୁ ଟାର୍ଗେଟ୍ କରିଛନ୍ତି ବର୍ଷା ପ୍ରିୟଦର୍ଶୀନୀ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ଲାଗି ଗଠନ ହୋଇଛି ଗୃହ କମିଟି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି ୮ ଜଣିଆ ଗୃହ କମିଟି ।
ଲୋକସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇ NMA ଅନୁମତି ବିନା ଖନନ କାର୍ଯ୍ୟ ଚାଲିଥିବା ଅଭିଯୋଗ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ନିର୍ମାଣକୁ ନେଇ ବିବାଦ ଓ ଦ୍ୱନ୍ଦ୍ୱ ଲାଗି ରହିଥିବା ବେଳେ NMA ଓ ASI ଡିଜିଙ୍କ ଚିଠି ଦ୍ୱନ୍ଦ୍ୱକୁ ଆହୁରି ବଢ଼ାଇ ଦେଇଛି। ତେବେ ଏହାରି ଭିତରେ କିପରି ସରିବ ପ୍ରକଳ୍ପ ତାକୁ ନେଇ ଉଠିଛି ପ୍ରଶ୍ନ।
ଦ୍ରୁତଗତିରେ ଚାଲିଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ା ଖୋଳାଯାଇଛି ବିରାଟ ବିରାଟ ଗାତ, ବନ୍ଧା ଯାଇଛି ଲୁହାରଡ଼, ଚାଲିଛି କଂକ୍ରିଟ୍ ନିର୍ମାଣ।କୁହାଯାଉଛି ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ପଟେ ତିଆରି ହେଉଛି, ଇଲେକ୍ଟ୍ରିକାଲ୍ ରୁମ, ସେଲଟର ରୁମ୍ ଓ ଶୌଚାଳୟ।
ଶ୍ରୀମନ୍ଦିର ଉତ୍ତର ଦ୍ୱାର ଅଗ୍ନିକୋଣରେ ଚାଲିଛି ମହାଯଜ୍ଞ। ବେଦଧ୍ୱନୀରେ କମ୍ପୁଛି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ପରିବେଶ ।ବହୁଚର୍ଚ୍ଚିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅୟାମାରମ୍ଭ। ୨୪ ତାରିଖ ପୂର୍ବାହ୍ନରେ ପୂର୍ଣ୍ଣାହୁତି ସାଙ୍ଗକୁ ପ୍ରକଳ୍ପର ଶିଳାନ୍ୟାସ
ତିନି ଦିନ ଧରି ପୃଥିବୀ ପରିକ୍ରମା କରିବା ପରେ ସ୍ପେସ୍ଏକ୍ସର ଡ୍ରାଗନ୍ ମହାକାଶ ଯାନରେ ଥିବା ଚାରି ୪ ମହାକାଶଚାରୀ ଆମେରିକାର ଫ୍ଲୋରିଡା ଉପକୂଳବର୍ତ୍ତୀ ଆଟଲାଣ୍ଟିକ୍ ମହାସାଗରରେ ନିରାପଦ ଭାବରେ ଅବତରଣ କରିଛନ୍ତି ।
ସୈଫାଇ: ଉତ୍ତର ପ୍ରଦେଶର ସୈଫାଇରେ ଥିବା ଉତ୍ତର ପ୍ରଦେଶ ୟୁନିର୍ଭସିଟି ଅଫ ମେଡିକାଲ ସାଇନ୍ସରେ ରାଗିଂର ଏକ ଭୟଙ୍କର ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଥିବା ସିନିୟର ଛାତ୍ରଙ୍କ ନିର୍ଦ୍ଦେଶକ୍ରମେ ୧୫୦ରୁ ଅଧିକ ପ୍ରଥମ ଶ୍ରେଣୀର ଛାତ୍ରମାନେ ଲଣ୍ଡା ହୋଇ କଲେଜ ପରିକ୍ରମା କରିଛନ୍ତି। ଖାଲି ସେତିକି ନୁହେଁ, ସିନିୟର ଛାତ୍ରଙ୍କୁ ସାଲ୍ୟୁଟ ମଧ୍ୟ ମାରିଛନ୍ତି। ଏହି ଘଟଣାର ଭିଡିଓ ଭାଇରାଲ୍ ହେବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏବେ ମାମଲାକୁ ଗୁରୁତ୍ୱର ସହ ନେଇଛନ୍ତି। ଉକ୍ତ ବିଶ୍ୱବିଦ୍ୟାଳର […]