
ଭୁବନେଶ୍ୱର: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୬ ଜଣଙ୍କୁ ପୁଲିସ୍ ଗିରଫ କରିଛି। ଏନେଇ ବିଧିବଦ୍ଧ ଭାବେ ଡିଜିପି ଆରପି ଶର୍ମା ସୂଚନା ଦେଇଛନ୍ତି। ରବିବାର ଦିନ ପଟ୍ଟନାୟକିଆ ଛକ ନିକଟରେ ବିଚ୍ ରାସ୍ତାରେ ଗୋଟିଏ ପରିବାରର ତିନି ଜଣଙ୍କୁ ଗୋଡାଇ ଗୋଡ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ମୃତକମାନେ ହେଲେ ସ୍ଥାନୀୟ ସଦାନନ୍ଦପୁରର କୃଷ୍ଣ ବେହେରା, ପଞ୍ଚୁ ବେହେରା ଓ ପୂର୍ଣ୍ଣ ବେହେରା। ଏହି ତିନିଜଣ କୌଣସି କାର୍ଯ୍ୟରେ […]
ପୁରୀ: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ଘଟଣାରେ ଅଭିଯୁକ୍ତଙ୍କ ପରିବାରର ୪ଜଣଙ୍କୁ ଅଟକ ରଖିଛି। ମୋଟ ୭ଜଣଙ୍କ ନାଁରେ ଏତଲା ହୋଇଥିବା ବେଳେ ଘଟଣାର ୧୨ ଘଣ୍ଟା ପରେ ବି କୌଣସି ଅଭିଯୁକ୍ତଙ୍କୁ ଧରିବାରେ ପୁଲିସ୍ ସଫଳ ହୋଇନି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଏବେବି ଚାପା ଉତ୍ତେଜନା ଲାଗି ରହିଛି। ପଟ୍ଟନାୟକିଆ ଛକ ଜନଶୂନ୍ୟ ହୋଇ ପଡ଼ିଥିବା ବେଳେ ସବୁ ଦୋକାନ ବଜାର ବନ୍ଦ ରହିଛି। ମୃତକଙ୍କ ଗାଁ ଓ ଘଟଣାସ୍ଥଳରେ ଅପ୍ରୀତିକର ପରିସ୍ଥିତି ରୋକିବାକୁ […]
ପୁରୀ: ଶ୍ରୀଜିଉଙ୍କ ରଥଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୁରା ସହରରେ ୧୪୨ ପ୍ଲାଟୁନ୍ ଫୋର୍ସ, ୨ କମ୍ପାନୀ ଆର୍ଏଏଫ୍, ତିନି ୟୁନିଟ୍ OSAF ନିୟୋଜିତ ହୋଇଛନ୍ତି। ଏକ ହଜାର ଅଫିସର୍, ୨ ଜଣ ପୁଲିସ୍ ଅତିରିକ୍ତ ମହାନିର୍ଦ୍ଦେଶକ ସୁରକ୍ଷା ବ୍ୟବସ୍ଥାର ତତ୍ତ୍ୱାବଧାନ ଦାୟିତ୍ୱରେ ରହିଛନ୍ତି। ଏହାସହ ୫ ଜଣ ଆଇଜି, ୧୨ ଜଣ ଏସ୍ପି ବି ପୁରୀରେ ମୁତୟନ ରହିଛନ୍ତି। ମୁଖ୍ୟତଃ ମନ୍ଦିର ଭିତର ସୁରକ୍ଷା, ଦର୍ଶନ ଏବଂ ରଥା ଟଣାକୁ କିପରି ଶାନ୍ତି […]
ଭୁବନେଶ୍ୱର: ବାତ୍ୟା ‘ଫୋନି’ ପ୍ରଭାବିତ ଅଞ୍ଚଳରେ ବିଜୁଳି ଯନ୍ତ୍ରଣା ନେଇ ଆଜି ବିଧାନସଭାରେ ଉଭୟ ଶାସକ ଓ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିଛନ୍ତି। ପ୍ରଶ୍ନକାଳରେ ପ୍ରଥମେ ଏହି ପ୍ରସଙ୍ଗକୁ ଗୃହରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଉଠାଇଥିଲେ। ପରେ ଶାସକ ଦଳ ବିଧାୟକ ପ୍ରଦୀପ ମହାରଥୀ ଏହା ଉପରେ ଅତିରିକ୍ତ ପ୍ରଶ୍ନ କରି ବିଦ୍ୟୁତ୍ ବିଭାଗର କାର୍ଯ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ବାତ୍ୟା ପରେ ନୂତନ ଭାବେ ପୋତା ଯାଇଥିବା ଇଲେକ୍ଟ୍ରିକ୍ ପୋଲ୍ରେ କଂକ୍ରିଟ୍ […]
ଯାଜପୁର: ଲକ୍ ଡାଉନ କଟକଣା ଭାଙ୍ଗି ବଡ଼ଚଣା IIC ଦୀପକ ଜେନା ଶ୍ରୀମନ୍ଦିରରେ ପ୍ରବେଶ କରିବା ପ୍ରସଙ୍ଗ ଏବେ ନୂଆ ମୋଡ ନେଇଛି। ନିଲମ୍ବିତ ଆଇଆଇସି କିପରି ଶ୍ରୀମନ୍ଦିର ଯାଇଥିଲେ ସେ ନେଇ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ନିଲମ୍ବିତ ଆଇଆଇସି ଯେଉଁ ଗାଡ଼ିରେ ପୁରୀ ଯାଇଥିଲେ ତାହା ଥିଲା ଏକ ଚୋରି ଗାଡ଼ି । IIC ପୁରୀ ଯିବା ପାଇଁ ବ୍ୟବହାର କରିଥିବା ସ୍କର୍ପିଓଟି ଗତ ମାସ ୨୦ ତାରିଖରେ ଚୋରି ହୋଇଥିବା ଅଭିଯୋଗ କରଯାଇଥିଲା। ଗାଡ଼ିର […]
ପୁରୀ: କରୋନା ପାଇଁ ବିଭିନ୍ନ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପମାନ ଗ୍ରହଣ କରାଯାଇଛି। ବିଶେଷ କରି ପର୍ଯ୍ୟଟନସ୍ଥଳୀ ପୁରୀରେ କଟକଣା ଜାରି କରାଯାଇଛି। ଗତକାଲି ଠାରୁ ପିପିଲି ଟୋଲଗେଟ୍ରେ ଯାତ୍ରୀଙ୍କୁ ସ୍କ୍ରିନିଂ କରାଯାଉଥିବା ବେଳେ ଆଜି ଜିଲ୍ଲାକୁ ଯାଇଥିବା ସମସ୍ତ ପ୍ରବେଶ ପଥରେ ସ୍କ୍ରିନିଂ କରାଯାଉଛି। ବ୍ରହ୍ମପୁର, ଜଗତସିଂହପୁର ଓ କଟକ ପଟୁ ଥିବା ପ୍ରବେଶ ପଥରେ ସ୍ୱାସ୍ଥ୍ୟ, ପରିବହନ ଓ ପୋଲିସ ପକ୍ଷରୁ ମିଳିତ ସ୍କ୍ରିଂନିଂ କରାଯାଉଛି । ଗୋଟିଏ ନିର୍ଦ୍ଦିଷ୍ଟସ୍ଥାନରେ ଜନଗହଳି ରୋକିବାକୁ […]
ଭୁବନେଶ୍ୱର: ପୁରୀ ବଡଦାଣ୍ଡରେ ଉଚ୍ଚଶିକ୍ଷିତ ଭିକାରି । ମାନସିକ ଭାରସାମ୍ୟ ହରାଇ ବୁଲୁଥିଲେ । ଅଯତ୍ନବର୍ଦ୍ଧିତ ଶ୍ମଶ୍ରୁ, ଲୁଖୁରା କେଶ, ଅପରିଚ୍ଛନ୍ନ ପୋଷାକ ଭିତରେ ଲୁଚି ଯାଇଥିଲା ତାଙ୍କର ଶିକ୍ଷାଗତ ଯୋଗ୍ୟତା, ପରିବାରିକ ପ୍ରତିଷ୍ଠା ସବୁକିଛି। ତାଙ୍କର ପରିଚୟ ଥିଲା କେବଳ ଜଣେ ପାଗଳ ଭିକାରି। ସେ ହେଉଛନ୍ତି ଶ୍ରୀଜିତ ପାଢି। ତାଙ୍କୁ ଏପରି ଅବସ୍ଥାରୁ ମୁକ୍ତି ଦେବା ପାଇଁ ଅଣ୍ଟା ଭିଡ଼ିଛନ୍ତି ତାଙ୍କର କିଛି ସାଙ୍ଗ। ସାଙ୍ଗମାନଙ୍କ ଉଦ୍ୟମରେ ଏବେ ଶ୍ରୀଜିତଙ୍କୁ ପୁରୀ ବଡଦାଣ୍ଡରୁ ଆସି […]
ପୁରୀ: କଂଗ୍ରେସ୍ରେ ଗୋଷ୍ଠୀ କନ୍ଦଳ ହାଟରେ ପଡ଼ି ଦାଣ୍ଡରେ ଗଡ଼ୁଛି। ସାଧାରଣ ନିର୍ବାଚନରେ ଶୋଚନୀୟ ପରାଜୟ ପରେ ସ୍ଥିତି ଆହୁରି ଖରାପ ହେଲା ପରି ଲାଗୁଛି। ଏହାର ଦୃଶ୍ୟ ଆଜି ଦେଖିବାକୁ ମିଳିଛି ପୁରୀ ଜିଲ୍ଲାରେ। ପୁରୀ ଜିଲ୍ଲା କଂଗ୍ରେସରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି! ତାହା ପୁଣି ରାଜ୍ୟ ପ୍ରଭାରୀ ଜିତେନ୍ଦ୍ର ସିଂ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରି ନେତାଙ୍କ ଉପସ୍ଥିତିରେ । ଆକ୍ରମଣରେ ୩ ଜଣ ଛାତ୍ର ନେତା ଗୁରୁତର ଆହତ ହୋଇଛନ୍ତି। […]