ମେଲବର୍ଣ୍ଣ: ନେଥନ୍ ଲାୟନ୍ ଓ ଜେମ୍ସ ପ୍ୟାଟିନସନଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ନ୍ୟୁଜିଲ୍ୟାଣ୍ଡକୁ ୨୪୭ ରନରେ ହରାଇ ତିନିମ୍ୟାଚ୍ ବିଶିଷ୍ଟ ସିରିଜକୁ ୨-୦ରେ ଜିତି ନେଇଛି। ଅଷ୍ଟ୍ରେଲିଆ ଦ୍ୱାରା ଧାର୍ଯ୍ୟ ୪୮୮ ରନର ବିଶାଳ ଲକ୍ଷ୍ୟର ପିଛା କରୁଥିବା ନ୍ୟୁଜିଲ୍ୟାଣ୍ଡ୍ ଚତୁର୍ଥ ଦିବସର ଅନ୍ତିମ ସେସନରେ ଟମ୍ ବ୍ଲଣ୍ଡେଲଙ୍କ ଲଢ଼ୁଆ ଶତକ ସତ୍ତ୍ୱେ ୨୪୦ ରନରେ ଅଲଆଉଟ୍ ହୋଇଯାଇଥିଲା। ଲାୟନ୍ ୮୧ ରନ୍ ଦେଇ ୪ଟି ଏବଂ ପ୍ୟାଟିନସନ୍ ୩୫ […]
ନୂଆଦିଲ୍ଲୀ : ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବଟ୍ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ। ନୂଆଦିଲ୍ଲୀ ସ୍ଥିତ ବୈଜୟନ୍ତଙ୍କ ବାସଭବନରେ ଟୋନି ଆବଟ ଏକ ଭାରତୀୟ-ଅଷ୍ଟ୍ରେଲୀୟ ପ୍ରତିନିଧି ଦଳ ସହ ସାକ୍ଷାତ ଆଲୋଚନା କରିଥିଲେ। ଏହି ଅବସରରେ ଦ୍ୱିପାକ୍ଷିକ ସଂପର୍କ, ଭାରତ ସରକାରଙ୍କ ବୈଦେଶିକ ନୀତି ତଥା ଏଦିଗରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଅନ୍ୟପକ୍ଷରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ବାଣିଜ୍ୟ ସଂପର୍କକୁ ଆହୁରି ସୁଦୃଢ କରିବା […]
ବର୍ମିଂହାମ୍: ବୋଲରଙ୍କ ଦମଦାର ପ୍ରଦର୍ଶନ ପରେ ଜେସନ୍ ରୟଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଇଂଲଣ୍ଡ ଚଳିତ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ୮ ୱିକେଟରେ ହରାଇ ଫାଇନାଲରେ ପହଞ୍ଚିଛି। ଫାଇନାଲରେ ଇଂଲଣ୍ଡର ସାମ୍ନା ନ୍ୟୁଜିଲ୍ୟାଣ୍ଡ୍ ସହ ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ହେବ। ଇଂଲଣ୍ଡ ୨୭ ବର୍ଷ ପରେ ବିଶ୍ୱକପ୍ ଫାଇନାଲରେ ପହଞ୍ଚିବାରେ ସଫଳ ହୋଇଛି। ଏହା ପୂର୍ବରୁ ଇଂଲଣ୍ଡ ୧୯୯୨ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଥିଲେ ହେଁ, ପାକିସ୍ତାନଠାରୁ ହାରି ରନର୍ସଅପ୍ ହୋଇଥିଲା। ଗୁରୁବାର ଏଜବାଷ୍ଟନରେ ଖେଳାଯାଇଥିବା ଏହି […]
ଲଣ୍ଡନ : ଚଳିତ ଆଇସିସି ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଆଉ ଏକ ହାଇଭୋଲଟେଜ୍ ମୁକାବିଲାରେ ଅଷ୍ଟ୍ରେଲିଆ ୬୪ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଅଷ୍ଟ୍ରେଲିଆ ୧୨ ପଏଣ୍ଟ ସହ ନ୍ୟୁଜିଲ୍ୟାଣ୍ଡକୁ ହଟାଇ ପ୍ରଥମ ସ୍ଥାନକୁ ଉଠିବା ସହ ପ୍ରଥମ ଟିମ୍ ଭାବେ ସେମିଫାଇନାଲରେ ସ୍ଥାନ ପକ୍କା କରିଛି। ଅନ୍ୟପକ୍ଷରେ ପରାଜୟ ସହ ଇଂଲଣ୍ଡର ସେମିଫାଇନାଲ୍ ଆଶା କ୍ଷୀଣ ହେବାରେ ଲାଗିଛି। ଐତିହାସିକ ଲର୍ଡ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚରେ କ୍ୟାପଟେନ୍ ଆରୋନ୍ ଫିଞ୍ଚ […]
ନଟ୍ଟିଂହାମ୍: ଓପନିଂ ବ୍ୟାଟ୍ସମ୍ୟାନ୍ ଡେଭିଡ୍ ୱାର୍ଣ୍ଣରଙ୍କ ଧୂଆଁଧାର ଶତକ ଓ ଉସମାନ୍ ଖୱାଜାଙ୍କ ବିସ୍ଫୋରକ ବ୍ୟାଟିଂକୁ ଆଧାର କରି ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ଚଳିତ ଆଇସିସି ବିଶ୍ୱକପର ବାଂଲାଦେଶ ବିପକ୍ଷ ମ୍ୟାଚରେ ୫୦ ଓଭରରେ ୫ ୱିକେଟ୍ ହରାଇ ୩୮୧ ରନ୍ କରିଛି। ଫଳରେ ବାଂଲାଦେଶକୁ ଏହି ମ୍ୟାଚ୍ ଜିତିବା ପାଇଁ ୩୮୨ ରନ୍ କରିବାକୁ ପଡ଼ିବ। ଏହି ମ୍ୟାଚରେ ୱାର୍ଣ୍ଣର ଓ ଖୱାଜା ଦ୍ୱିତୀୟ ୱିକେଟ୍ ପାଇଁ ୧୯୨ ରନର ମହତ୍ତ୍ୱପୂର୍ଣ୍ଣ ପାର୍ଟନରଶିପ୍ କରି ଅଷ୍ଟ୍ରେଲିଆକୁ […]
ଟଣ୍ଟନ: ଚଳିତ ବିଶ୍ୱକପର ୧୭ତମ ମ୍ୟାଚରେ ମୁହାଁମୁହିଁ ହୋଇଛନ୍ତି ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆ ଓ ପାକିସ୍ତାନ। ଏହି ମ୍ୟାଚରେ ଡେଭିଡ୍ ୱାର୍ଣ୍ଣରଙ୍କ ଶତକ ଓ ବୋଲରଙ୍କ ସଫଳ ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ୪୧ ରନରେ ପାକିସ୍ତାନକୁ ପରାସ୍ତ କରି ବିଜୟଧାରାକୁ ଫେରିଛି। ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ୫୦ ଓଭରରେ ସମସ୍ତ ୱିକେଟ୍ ହରାଇ ୩୦୭ ରନ୍ କରିଛି। ଟିମ୍ ପକ୍ଷରୁ ୱାର୍ଣ୍ଣର ସର୍ବାଧିକ ୧୦୭ (୧୧୧ ବଲ୍, ୧୧ ଚୌକା, ୧ ଛକା) ଓ […]
ଲଣ୍ଡନ୍: ଚଳିତ ବିଶ୍ୱକପର ରବିବାର ଖେଳାଯାଇଥିବା ହାଇଭୋଲଟେଜ୍ ମୁକାବିଲାରେ ଟିମ୍ ଇଣ୍ଡିଆ ଡିଫେଣ୍ଡିଂ ଚାମ୍ପିଅନ୍ ଅଷ୍ଟ୍ରେଲିଆକୁ ଭେଟିଥିଲା। ଏହି ମ୍ୟାଚରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଟିମ୍ ଇଣ୍ଡିଆ ସବୁ ଦମଦାର ପ୍ରଦର୍ଶନ କରି ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ଏହା ପୂର୍ବରୁ ଭାରତ ତା’ର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୬ ୱିକେଟରେ ପରାସ୍ତ କରିଛି। ଆଜି ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ […]
ଅକ୍ଟୋବର ୧୭ ରୁ ଆରମ୍ଭ ହେବାକୁ ଥିବା ଟି -୨୦ ବିଶ୍ୱକପ ପାଇଁ ଆଇସିସି ଦୁଇଟି ଗ୍ରୁପ୍ ଘୋଷଣା କରିସାରିଛି । ସୁପର ୧୨ରେ ୨ଟି ଗ୍ରୁପ୍ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ଭାରତ-ପାକିସ୍ତାନ ଦ୍ୱିତୀୟ ଗ୍ରୁପରେ ରହିଛନ୍ତି ।
କାନବେରା/ନୂଆ ଦିଲ୍ଲୀ : ବହୁ ଚର୍ଚ୍ଚିତ ବଲ ଟାମ୍ପରିଂ ଘଟଣାରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ ସ୍ମିଥ ଓ ଉପ-ଅଧିନାକ ଡେଭିଡ ଓ୍ୱାର୍ନରଙ୍କୁ ବର୍ଷକ ପାଇଁ ବାସନ୍ଦ ସୂଚନା। ସେହିପରି ବଲ୍ ଟାମ୍ପରିଂ କରି ଧରା ପଡ଼ିଥିବା ବେନକ୍ରାଫ୍ଟଙ୍କୁ ୯ ମାସ ପାଇଁ ବାସନ୍ଦ କରାଯାଇଛି। ଏହି ୩ଜଣ ଖେଳାଳି ସିଡନୀରେ ପହଞ୍ଚିବା ପରେ ଗଣମାଧ୍ୟମରେ ପକ୍ଷ ରଖିବେ। ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟରେ ବଲ୍ ଟାମ୍ପରିଂ ବେଳେ ଅଷ୍ଟ୍ରେଲିଆ ଟିମ୍ ଧରା ପଡ଼ିଥିଲା। ସେହିପରି ବଲ୍ […]
କେପଟାଉନ୍: ମହଙ୍ଗା ପଡିଲା ବଲ୍ ଟାମ୍ପରିଂ। ଅଷ୍ଟ୍ରେଲିଆର କ୍ରିକେଟ୍ ଟିମ୍ ଅଧିନାୟକ ପଦରୁ ହଟିଲେ ଷ୍ଟିଭ୍ ସ୍ମିଥ୍। ସେହିପରି ଉପ-ଅଧିନାୟକ ପଦରୁ ମଧ୍ୟ ହଟିଛନ୍ତି ଡେଭିଡ୍ ୱାର୍ଣ୍ଣର। ଏନେଇ ଅଷ୍ଟ୍ରେଲିଆନ କ୍ରିକେଟ୍ ବୋର୍ଡ଼ ଆଜି କନଫର୍ମ କରିଛି। କାର୍ଯ୍ୟାନୁଷ୍ଠାନ ପାଇଁ ଅଷ୍ଟ୍ରେଲିଆ ସରକାର ନିର୍ଦ୍ଦେଶ ଥିଲେ। ଅନ୍ୟପକ୍ଷରେ, କାମଚଳା ଅଧିନାୟକ ଭାବେ ଟିମ୍ ପେନ୍ ଙ୍କ ନାମ ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ କେପଟାଉନରେ ଖେଳାଯାଇଥିବା ତୃତୀୟ ଟେଷ୍ଟର ତୃତୀୟ ଦିନରେ ବାନ୍କ୍ରଫଟ୍ ଏକ ହଳଦିଆ […]
କେପଟାଉନ୍: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ୍ ମ୍ୟାଚରେ ବଲ୍ ଟ୍ୟାମ୍ପରିଂ ଅଭିଯୋଗକୁ ସ୍ୱୀକାର କରିଛି ଅଷ୍ଟ୍ରେଲିଆ ଦଳ। କେପଟାଉନରେ ଖେଳାଯାଇଥିବା ତୃତୀୟ ଟେଷ୍ଟର ତୃତୀୟ ଦିନରେ ବାନ୍କ୍ରଫଟ୍ ଏକ ହଳଦିଆ ରଙ୍ଗର ବସ୍ତୁ ଧରି ବଲ୍ ଟ୍ୟାମ୍ପରିଂ କରୁଥବା କ୍ୟାମେରାରେ କଏଦ୍ ହୋଇଥିଲା। ଅମ୍ପାୟାର୍ ନିଗେଲ୍ ଲଙ୍ଗ୍ ଓ ରିଚାର୍ଡ ଇଲିଙ୍ଗ ଓ୍ୱର୍ଥ ଏନେଇ ବାନ୍କ୍ରଫଟ୍ଙ୍କ ସହ ଆଲୋଚନା କରିଥିଲେ। ଏହାପରେ ବାନ୍କ୍ରଫଟ୍ ପକେଟରୁ ଏକ ଚଷମା ଖୋଳ ବାହାର କରି ଦେଖାଇଥିଲେ। ଫଳରେ ସେହି ସମୟରେ […]
ନୂଆଦିଲ୍ଲୀ : ଆଜି ଦିଲ୍ଲୀର ଫିରୋଜ ଶାହା କୋଟଲା ଗ୍ରାଉଣ୍ଡରେ ଖେଳାଯିବ ଭାରତ- ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍ର ୫ମ ତଥା ଶେଷ ନିର୍ଣ୍ଣାୟକ ମ୍ୟାଚ୍। ବଡ଼ ସ୍କୋର କରିବା ସତ୍ତ୍ୱେ ମୋହାଲି ମୁକାବିଲାରେ ଭାରତର ପରାଜୟ ଟିମ୍ ପାଇଁ ଚାପ ସୃଷ୍ଟି କରିଛି। ସେପଟେ ଲଗାତାର ଦୁଇଟି ମ୍ୟାଚ୍ ଜିତି ଦୃଢ ମନୋବଳରେ ରହିଛି କଙ୍ଗାରୁ ବାହିନୀ ହାଇଦ୍ରାବାଦ ଓ ନାଗପୁର ଦିନିକିଆରେ ଭାରତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ତେବେ ରାଞ୍ଚି ଓ ମୋହାଲି ଦିନିକିଆରେ ଅଷ୍ଟ୍ରେଲିଆ […]
ମୋହାଲି : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୋହାଲିରେ ଖେଳାଯାଉଛି ଚତୁର୍ଥ ଦିନିକିଆ। ଟସ୍ ଜିତି ଟିମ୍ ଇଣ୍ଡିଆ ବ୍ୟାଟିଂ କରୁଛି। ଗତ ମ୍ୟାଚ୍ରେ ଟିମ୍ ଇଣ୍ଡିଆ ମାତ୍ ଖାଇବା ପରେ ରାହୁଲ, ପନ୍ଥ, ଚଚଲ, ଭୁବନେଶ୍ୱର କୁମାରଙ୍କୁ ଟିମ୍ରେ ନିଆଯାଇଛି। ତେବେ ଦଳରୁ ବାଦ୍ ପଡ଼ିଛନ୍ତି ରାୟଡ଼ୁ, ଧୋନି, ଜାଡ଼େଜା ଓ ସାମି। ୫ ଟିକିଆ ସିରିଜ୍ରେ ଭାରତ ଏବେ ୨-୧ରେ ଆଗୁଆ ରହିଛି। ଆଜିର ମ୍ୟାଚ୍ ଜିତି ସିରିଜ କବ୍ଜା କରିବାକୁ ଟିମ୍ ଇଣ୍ଡିଆ […]
ନାଗପୁର : ଆଜି ନାଗପୁରରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍। ସିରିଜ୍ରେ ବିଜୟରୁ ଅଭିଯାନ ଆରମ୍ଭ କରିଥିବା ଟିମ୍ ଇଣ୍ଡିଆର ଆତ୍ମବିଶ୍ୱାସ ସୁଦୃଢ଼ ରହିଛି। ୫ ଟିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ଉଭୟ ଟିମ୍ ପାଇଁ ବେଶ ଗୁରୁତ୍ୱ ରହିଛି। ଗତ ମ୍ୟାଚ୍ ଓପନର ଶିଖର ଧୱନ ସଫଳ ହୋଇନଥିଲେ। ତେଣୁ ଆଜିର ମ୍ୟାଚ୍ରେ ତାଙ୍କ ଉପରେ ବିଶେଷ ନଜର ରହିବ। ଯୁବ ଅଲ୍ ରାଉଣ୍ଡର୍ ବିଜୟ ଶଙ୍କରଙ୍କୁ ଆଜିର ମ୍ୟାଚ୍ରେ ସ୍ଥାନ ମିଳିପାରେ। […]
ବେଙ୍ଗାଲୁରୁ: ମ୍ୟାକ୍ସୱେଲଙ୍କ ଧୂଆଁଧାର ଶତକ ବଳରେ ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତକୁ ୭ ୱିକେଟରେ ହରାଇ ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜକୁ ୨-୦ରେ କ୍ଲିନସ୍ୱିପ୍ କରିନେଇଛି। ଭାରତ ବିପକ୍ଷରେ ଅଷ୍ଟ୍ରେଲିଆର ଏହା ପ୍ରଥମ ଟି-୨୦ ସିରିଜ୍ ବିଜୟ। ଉକ୍ତ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ୱିକେଟ୍ ହରାଇ ୧୯୦ ରନ୍ କରିଥିଲା। କୋହଲି ସର୍ବାଧିକ ୭୨ (୩୮ ବଲ, ୨ ଚୌକା, ୬ ଛକା) ରନ୍ […]
ବେଙ୍ଗାଲୁରୁ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆଜି ଦ୍ୱିତୀୟ ତଥା ଶେଷ ଟି-୨୦ ମ୍ୟାଚ୍ ଖେଳାଯିବ। ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିଅମ୍ରେ ଏହି ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ଜିତି ସିରିଜ୍କୁ ବରାବର କରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ୨ଟିକିଆ ଟି-୨୦ ସିରିଜ୍ର ପ୍ରଥମ ମ୍ୟାଚ୍ରେ ଅଷ୍ଟ୍ରେଲିଆ ବିଜୟୀ ହୋଇ ୧-୦ରେ ଆଗୁଆ ରହିଛି। ତେବେ ଏହି ମ୍ୟାଚ୍ରେ ରୋଟେସନ ଭିତ୍ତିରେ ରୋହିତ ଶର୍ମାଙ୍କ ସ୍ଥାନରେ ଶିଖର ଧାଓ୍ୱନ ଓପନିଂ କରିବା ଯଥେଷ୍ଟ […]
ବିଶାଖାପାଟଣା : ବିଶାଖାପାଟଣା ଟି-୨୦ରେ ଅଷ୍ଟ୍ରେଲିଆ ଠାରୁ ହାରିଲା ଭାରତ। ପ୍ରଥମ ଟି-୨୦ ମ୍ୟାଚ୍ରେ ଭାରତକୁ ୭ ୱିକେଟ୍ରେ ପରାସ୍ତ କରି ଦୁଇମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୦ରେ ଆଗୁଆ ହୋଇଛି ଅଷ୍ଟ୍ରେଲିଆ । ୱାଇଏସ୍ ରାଜଶେଖର ରେଡ୍ଡି ଏସିଏ-ଭିଡିସିଏ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯାଇଥିବା ଏହି ଲୋ’ ସ୍କୋରିଂ ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୭ ୱିକେଟ୍ ହରାଇ ୧୨୬ ରନ୍ କରିବାକୁ ସମର୍ଥ ହୋଇଥିଲା। ଟିମ୍ ଇଣ୍ଡିଆ ଦ୍ରୁତ ଆରମ୍ଭ କରିଥିଲା, […]
ବିଶାଖାପଟନମ୍ : ଆସନ୍ତାକାଲିଠୁ ଆରମ୍ଭ ହେଉଛି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦୁଇ ଟିକିଆ ଟି-ଟ୍ୱେଣ୍ଟି ସିରିଜ୍ର ପ୍ରଥମ ମ୍ୟାଚ୍। ଆନ୍ଧ୍ର ପ୍ରଦେଶର ଭାଇଜାଗ୍ରେ ପ୍ରଥମ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଭାରତୀୟ ଟିମ୍ ଭାଇଜାଗ୍ରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିସାରିଛି। ଦ୍ୱିତୀୟ ଟି-ଟ୍ୱେଣ୍ଟି ବେଙ୍ଗାଲୁରରେ ଆୟୋଜିତ ହେବ। ଟି-ଟ୍ୱେଣ୍ଟି ସିରିଜ୍ ପରେ ଭାରତ, ଅଷ୍ଟ୍ରେଲିଆ ମଧ୍ୟରେ ୫ ଟି ଦିନିକିଆ ଖେଳାଯିବ। ସେପଟେ ପୁଲୱାମା ଆକ୍ରମଣ ଘଟଣାକୁ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ନିନ୍ଦା କରିଛନ୍ତି। ଏ ସମ୍ପର୍କରେ […]
ନୂଆଦିଲ୍ଲୀ: ଆଜିଠୁ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦୁଇଟିକିଆ ଟି-୨୦ ସିରିଜ୍ ଆରମ୍ଭ ହେଉଛି। ଆନ୍ଧ୍ର ପ୍ରଦେଶର ଭାଇଜାଗ୍ରେ ପ୍ରଥମ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଭାରତୀୟ ଟିମ୍ ଭାଇଜାଗ୍ରେ ପହଞ୍ଚି ଜୋର୍ଦାର୍ ଅଭ୍ୟାସ କରିଛନ୍ତି। ସିରିଜର ଦ୍ୱିତୀୟ ଟି-୨୦ ବେଙ୍ଗାଲୁରୁରେ ଖେଳାଯିବ। ଏହାସହ ଉଭୟ ଦଳ ମଧ୍ୟରେ ୫ଟି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଖେଳାଯିବ। ବିଜୟରୁ ଅଭିଯାନ ଆରମ୍ଭ କରିବାକୁ ଉଭୟ ଟିମ୍ ଲକ୍ଷ୍ୟ ରଖିଛନ୍ତି।
ଆଡିଲେଡ : ଆସନ୍ତାକାଲି ଆଡିଲେଡରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ। ଏହି ମ୍ୟାଚ୍ ଜିତି ଭାରତ ସିରିଜକୁ ବରାବର କରିବାକୁ ଲକ୍ଷ୍ୟ ରଖିଥିବା ବେଳେ ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ ପରାଜୟର ପ୍ରତିଶୋଧ ନେବା ଅପେକ୍ଷାରେ ରହିଛି। ପ୍ରଥମ ଦିନିକିଆରେ ୩୪ ରନ୍ରେ ପରାସ୍ତ ହୋଇଥିବା ଟିମ୍ ଇଣ୍ଡିଆ ସିରିଜ୍ ପରାଜୟରୁ ବର୍ତ୍ତିବାକୁ ହେଲେ ଏହି ମ୍ୟାଚ୍କୁ ଜିତିବାକୁ ହେବ। ଭାରତୀୟ ଚୂଡାନ୍ତ ଏକାଦଶରେ ୨ଟି ପରିବର୍ତ୍ତନ ହେବା ଯଥେଷ୍ଟ ସମ୍ଭାବନା ରହିଛି। ରବୀନ୍ଦ୍ର ଜାଡେଜାଙ୍କ ସ୍ଥାନରେ ଯଜୁବେନ୍ଦ୍ର […]
ମେଲବୋର୍ଣ୍ଣ : ମେଲବୋର୍ଣ୍ଣ ଟେଷ୍ଟରେ ବିଜୟ ଦ୍ୱାର ଦେଶରେ ଭାରତ। ବିଜୟ ପାଇଁ ଟିମ୍ ଇଣ୍ଡିଆକୁ ଦରକାର ଆଉ ମାତ୍ର ୨ ୱିକେଟ୍। ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ଆଜି ଅଷ୍ଟ୍ରେଲିଆ ୮ ୱିକେଟ୍ ହରାଇ କରିଛି ୨୫୮ ରନ୍। ପ୍ରଥମ ଇନିଂସ୍ ଭଳି ଦ୍ୱିତୀୟ ଇନିଂସରେ ମଧ୍ୟ କଙ୍ଗାରୁ ଟିମ୍ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଆଜି ଚତୁର୍ଥ ଦିନରେ ଭାରତ ଦ୍ୱିତୀୟ ଇନିଂସରେ ୧୦୬ ରନ୍ କରି ପାଳି ଘୋଷଣା କରିଥିଲା। ଟିମ୍ […]