• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "1952" result for "କଂଗ୍ରେସ" in https://otvkhabar.in

padmalochan
କଂଗ୍ରେସ ଦଳ ଛାଡ଼ିଲେ ପଦ୍ମଲୋଚନ ପଣ୍ଡା

ବାଲେଶ୍ୱର : କଂଗ୍ରେସ ଦଳ ଛାଡ଼ିଲେ ବରିଷ୍ଠ କଂଗ୍ରେସ ନେତା ତଥା ବାଲେଶ୍ୱର ସିମୁଳିଅାର ପୂର୍ବତନ ବିଧାୟକ ପଦ୍ମଲୋଚନ ପଣ୍ଡା। ଦଳର ପ୍ରାଥମିକ  ସଦସ୍ୟ ପଦର ଇସ୍ତଫା ଦେଇଥିବା ବାଲେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ପଦ୍ମଲୋଚନଙ୍କ ସହିତ ଛାତ୍ର କଂଗ୍ରେସର ସଂପାଦକ ନୀଳମାଧବ ପଣ୍ଡା, ଶୁଭଙ୍କର ମହାପାତ୍ରଙ୍କ ସହ ବ୍ଲକ୍ ସ୍ତରୀୟ ନେତା ବି ଦଳ ଛାଡିଥିବା ସୂଚନା ମିଳିଛି । ତେବେ ଦଳରେ ଗୋଷ୍ଠୀ କନ୍ଦଳ ଓ ସମନ୍ୱୟର ଅଭାବ ରହିଛି […]

Kamal Nath
କମଲ ହେବେ କଂଗ୍ରେସର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ?

ସେପଟେ, ପଞ୍ଜାବ କଂଗ୍ରେସରେ ଚାଲିଥିବା ବିବାଦକୁ ଦୂର କରି ଦଳ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ନବଜୋତ ସିଂ ସିଦ୍ଧୁଙ୍କ ଦୁଇଟି ଗୁରୁତ୍ୱପୂର୍ଣ୍ଣ ପଦରେ ରଖିବାକୁ ନିଷ୍ପତ୍ତି ନେଇଛି ଦଳ। ପ୍ରଭାରୀ ହରିସ୍ ରାଓ୍ୱତ ଦେଇଥିବା ସୂଚନା ଅନୁସାରେ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ରହିବେ ଏବଂ ସିଦ୍ଧୁ ପଞ୍ଜାବ କଂଗ୍ରେସର ସଭାପତି ଭାବରେ ନିଯୁକ୍ତ ହେବେ।

cong
‘କ୍ଷମତାକୁ ଆସିଲେ ଚାଷୀଙ୍କ ଋଣ ଛାଡ଼ କରିବ କଂଗ୍ରେସ’

ଭୁବନେଶ୍ୱର: କଂଗ୍ରେସ କ୍ଷମତାକୁ ଆସିଲେ ଚାଷୀଙ୍କ ଋଣ ଛାଡ଼ କରିବ। ଚାଷୀଙ୍କୁ ସୋଲାର ପମ୍ପ ମଧ୍ୟ ଯୋଗାଇ ଦିଆଯିବ।  କଂଗ୍ରେସ ଭବନରେ ଆଜି ବସିଥିବା ପିସିସି ଇସ୍ତାହାର କମିଟିର ବୈଠକ ପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହା କହିଛନ୍ତି। ୫ ବର୍ଷ ଲାଗି ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ସେହିଭଳି ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତାକୁ ୩ ଶହରୁ ୧ ହଜାରକୁ ବୃଦ୍ଧି କରାଯିବ ବୋଲି ନିରଞ୍ଜନ କହିଛନ୍ତି। ସେ କହିଛନ୍ତି, […]

aicc
ମ୍ୟାଜିକ୍ ନମ୍ବର ଠାରୁ ଦୁଇଟି ଆସନ ପଛରେ କଂଗ୍ରେସ, ବିଏସ୍‌ପି କରିବ ସମର୍ଥନ

ଭୋପାଲ: ବିଧାନସଭା ନିର୍ବାଚନ ଫଳାଫଳର ଆସିଲା ସ୍ପଷ୍ଟ ଚିତ୍ର। ମଧ୍ୟପ୍ରଦେଶରେ ସଂଖ୍ୟା ଗରିଷ୍ଠତାଠାରୁ ଦୁଇଟି ସିଟ୍ ପଛରେ ରହିଛି କଂଗ୍ରେସ। ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ୧୧୪ଟି ସିଟ୍‌ରେ କଂଗ୍ରେସ ପ୍ରାର୍ଥୀ ବିଜୟ ହୋଇଛନ୍ତି। ବିଜେପି ୧୦୯ଟି ସିଟ୍‌ ଅକ୍ତିଆର କରିଛି। ବିଏସ୍‌ପି ୨ଟି ଓ ଏସ୍‌ପି ଗୋଟିଏ ଆସନ ପାଇଛନ୍ତି। ୪ ଜଣ ସ୍ୱାଧୀନ ପ୍ରାର୍ଥୀ ବିଜୟ ହୋଇଛନ୍ତି। ଅନ୍ୟପଟେ ଗତକାଲି ବିଳମ୍ବିତ ରାତିରେ ହିଁ ସରକାର ଗଠନ ପାଇଁ କଂଗ୍ରେସ ରାଜ୍ୟପାଳ […]

mp
ମଧ୍ୟପ୍ରଦେଶରେ ସରକାର ଗଠନ କରିବାକୁ ଦାବି ରଖିଲା କଂଗ୍ରେସ

ଭୋପାଲ: ମଧ୍ୟପ୍ରଦେଶରେ ନିର୍ବାଚନ ଫଳାଫଳକୁ ନେଇ ଏବେବି ଚିତ୍ର ଅସ୍ପଷ୍ଟ। ନିର୍ବାଚନ କମିଶନ୍‌ଙ୍କ ପକ୍ଷରୁ ପ୍ରକାଶିତ ସଦ୍ୟତମ ରିପୋର୍ଟ ଅନୁସାରେ, ୧୧୩ଟି ସିଟ୍‌ରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଏବେ ବି ଗୋଟିଏ ସିଟ୍‌ରେ ଗଣତି ଜାରି ରହିଥିବା ସୂଚନା ମିଳିଛି। ଆଉ ଏଥିରେ ଆଗୁଆ ରହିଛି କଂଗ୍ରେସ। ଅନ୍ୟପଟେ ବିଜେପି ୧୦୯ଟି ସିଟ୍‌ ଅକ୍ତିଆର କରିଛି। ବିଏସ୍‌ପି ୨ଟି ଓ ଏସ୍‌ପି ଗୋଟିଏ ଆସନ ଜିତିଥିବା ବେଳେ ୪ ଜଣ ସ୍ୱାଧୀନ ପ୍ରାର୍ଥୀ ବିଜୟ ହୋଇଛନ୍ତି। […]

anugul
କଂଗ୍ରେସର ସଫଳତା ନେଇ ଉତ୍ସାହିତ ରାଜ୍ୟର କଂଗ୍ରେସ କର୍ମୀ

ଅନୁଗୁଳ: ୩ ବିଧାନସଭା ନିର୍ବାଚନରେ କଂଗ୍ରେସର ସଫଳତା ନେଇ ଉତ୍ସାହିତ ରାଜ୍ୟର କଂଗ୍ରେସ କର୍ମୀ।  ଅନୁଗୁଳ ଜିଲ୍ଲା କଂଗ୍ରେସ ପକ୍ଷରୁ କଂଗ୍ରେସ ଭବନରେ ଆୟୋଜିତ ହୋଇଥିଲା ବିଜୟ ଉତ୍ସବ। ଜିଲ୍ଲା କଂଗ୍ରେସ ସଭାପତିଙ୍କ ସହ ଜିଲ୍ଲାର ଅନେକ କଂଗ୍ରେସ କର୍ମୀ ଏହି ଉତ୍ସବରେ ସାମିଲ ହୋଇଥିଲେ।  ବାଣ ଫୁଟାଇ, ବାଜା ବଜାଇ ଉତ୍ସବ ପାଳିଥିଲେ କଂଗ୍ରେସ କର୍ମୀ। ରାଜ୍ୟର ସଂଗଠିତ ହୋଇ କାମ କଲେ କଂଗ୍ରେସର ବିଜୟ ନିଶ୍ଚିତ ବୋଲି ମତପ୍ରକାଶ ପାଇଥିଲା। ସେହିପରି ସୁନ୍ଦରଗଡ଼ରେ ମଧ୍ୟ […]

dalit samman samavesh
କଂଗ୍ରେସର ଦଳିତ ସମ୍ମାନ ସମାବେଶରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ଦଳିତ ସମ୍ମାନ ସମାବେଶ ଅନୁଷ୍ଠିତ ହୋଇଛି। କଂଗ୍ରେସ ପକ୍ଷରୁ ଆୟୋଜିତ ଏହି ସମାବେଶରେ ଗୁଜରାଟର ବିଧାୟକ ତଥା ଦଳିତ ନେତା ଜିଗ୍ନେଶ ମେୱାନି ଯୋଗ ଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ। କୁନ୍ଦୁଲି ଘଟଣାରେ ରାଜ୍ୟ ସରକାର ଚୁପ୍ ବସିଥିବା ବେଳେ ଚିଟ୍‌ଫଣ୍ଡରେ ଫସି ଗରିବ ଲୋକ ଟଙ୍କା ଫେରି ପାଇନଥିବା ସେ ଅଭିଯୋଗ କରିଛନ୍ତି। ଏଥିସହ ରାଫେଲ୍‌ ଦୁର୍ନୀତି ନେଇ ରାଜ୍ୟ ସରକାର ପ୍ରଶ୍ନ କରୁ ନଥିବାରୁ ଉଭୟ […]

Congress-OR
କଂଗ୍ରେସକୁ ‘ଗାନ୍ଧୀ’ ଅଡୁଆ !

ଭୁବନେଶ୍ୱର (ପ୍ରସନ୍ନ ସାହୁ): କର୍ଣ୍ଣାଟକ, ମଧ୍ୟପ୍ରଦେଶ ଓ ରାଜସ୍ଥାନ ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ତିନିଟି ପ୍ରମୁଖ ରାଜ୍ୟରେ ସରକାର ଗଢି କମ୍‌ବ୍ୟାକ୍‌ର ଆଭାସ ଦେଇଥିଲା କଂଗ୍ରେସ। ହେଲେ ସାଧାରଣ ନିର୍ବାଚନରେ ବିପର୍ଯ୍ୟୟ ଓ ତା ପରବର୍ତ୍ତୀ ସମୟରେ ଦଳୀୟ କନ୍ଦଳ କଂଗ୍ରେସର ପୁର୍ନଜୀବନ୍ୟାସ ନେଇ ଉଙ୍କୁରୁଥିବା ଆଶାକୁ ମୂଳରୁ ମାରି ଦେଇଛି। ତେବେ କଣ ପାଇଁ ଗୋଠକୁ ଏକାଠି ରଖିବାରେ ବିଫଳ ହେଉଛି କଂଗ୍ରେସ? ୨୦୧୪କୁ ଯିବାର ଆବଶ୍ୟକତା ନାହିଁ, ଯଦି ଗଲା କିଛି ମାସର […]