
ନକଲି ୱେବସାଇଟ୍ ଖୋଲି ପର୍ଯ୍ୟଟକଙ୍କୁ ଲଗାଉଛନ୍ତି ଚୂନ । ପୁରୀ ଓ ଭୁବନେଶ୍ବରରେ ଠକେଇକୁ ନେଇ ବଢ଼ିଲା ଚିନ୍ତା
ସୁବର୍ଣ୍ଣପୁର ଜନ୍ମିତ ଗୁରୁ ବହିଦାରଙ୍କୁ ସମ୍ବଲୁପରୀ ଭାଷା ସାହିତ୍ୟର ଗୁରୁ ବୋଲି କୁହାଯାଏ । ତାଙ୍କରି ଜନ୍ମଦିନକୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଉଛି ।
ବିଷ୍ଣୁ ବାବାଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବାବେଳେ ନିଜେ ଏସ୍.ପି କନୱର ବିଶାଳ ସିଂ ଘଟଣାସ୍ଥଳରେ ଅନୁଧ୍ୟାନ କରିଛନ୍ତି।
ଦୁଇ ବର୍ଷ ମଧ୍ୟରେ ଅଳିଆ ଗଦା ହଟାଇବାକୁ ନିର୍ଦ୍ଦେଶ । ୨୦୨୫ ଡିସେମ୍ବର ୩୧ ସୁଦ୍ଧା ଅଳିଆ ଗଦା ହଟାଅ: NGT ।
ଗଦାଗଦା ଫଳୁଛି ସପୁରୀ । ଦେଖିଲେ ଖାଇବାକୁ ଇଚ୍ଛା ହେବ । ପାହାଡ ଉପରେ ଏତେ ମାତ୍ରାରେ ସପୁରୀ ଫଳିବା ପରେ କାନ୍ଧରେ ବୋହି ବୋହି ବଜାରରେ ପସରା ମେଲାଇଛନ୍ତି ପାହାଡିଆ ଅଂଚଳରେ ରହୁଥିବା ଆଦିବାସୀମାନେ । ଆଉ ସପୁରୀ ଏତେ ମାତ୍ରାରେ ସ୍ୱାଦିଷ୍ଟ ଯେ ଯିଏ ଥରେ ଖାଉଛି ସିଏ ବାରମ୍ବାର ଖାଇବାକୁ ମନ କରୁଛି । କାରଣ ଏଠାରେ କୌଣସି ରସାୟନିକ ସାର ନୁହେଁ ବରଂ ପୂରା ଜୈବିକ ପଦ୍ଧତିରେ ଫଳୁଛି ସପୁରୀ ।
ଏ ସରକାର ଖାଲି କଥାରେ କହେ, କାମରେ କିଛି କରେନି । ବାରମ୍ବାର ଦାବି ପରେ ବି ଶୀତଳଭଣ୍ଡାରଟିଏ କରିପାରୁନି.... ଫସଲ ମେଞ୍ଚା ମେଞ୍ଚା କରୁଛନ୍ତି ହେଲେ ଶୀତଳଭଣ୍ଡାର ନଥିବାରୁ ସବୁ ପଚି ନଷ୍ଟ ହେଉଛି ।
ଓମ୍ ପୁରୀଙ୍କ ପରିବାର ଖୁବ ଗରିବ ଥିଲା। ଏହି କାରଣରୁ ପିଲାବେଳେ ସେ କେବେ ଚା’ ଦୋକାନରେ ରହି ଅଇଁଠା ଗ୍ଲାସ୍ ଧୋଇଛନ୍ତି ତ ପୁଣି ବେକେ ଢାବାରେ ରହି ପ୍ଲେଟ୍ ମାଜିଛନ୍ତି। ପିଲାଦିନେ ଜାଣି ନଥିଲେ ଇଂରାଜୀ, ହେଲେ ଅନେକ ହଲିଉଡ୍ ଚଳଚ୍ଚିତ୍ରରେ କାମ କରି ଏକ ରେକର୍ଡ ସୃଷ୍ଟି କରିଦେଲେ।
ଭଉଣୀ ସୁଭଦ୍ରା ଓ ଭାଇ ବଳଭଦ୍ରଙ୍କ ସହ ସ୍ୱଗୃହକୁ ଆସୁଛନ୍ତି କାଳିଆ ସାଆନ୍ତ। ବଡଦାଣ୍ଡ ଭକ୍ତମୟ। ଚାରିଆଡେ ଆଧ୍ୟାତ୍ମିକ ପରିବେଶ। ତେବେ ଆସନ୍ତୁ ଏହି ଅସରରେ ଆଜି ପୃଥିବୀର ବୈକୁଣ୍ଠ ଶ୍ରୀମନ୍ଦିରକୁ ନେଇ ୧୦ଟି ଚମତ୍କାର ବିଷୟରେ ଜାଣିନେବା।
ଆଜି ମହାବାହୁଙ୍କ ଘର ବାହୁଡା। ସାତଦିନ ଗୁଣ୍ଡିଚାବାଡିରେ ରହିବା ପରେ ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଫେରିବେ କଳା ଠାକୁର। ଏହି ଅବସରରରେ ଆସନ୍ତୁ ଜାଣିବା ମହାବାହୁଙ୍କ ଏହି ନଅଦିନ ଯାତ୍ରା କ’ଣ ପାଇଁ।
ଆଜିକାଲି ଜଣେ ପୋଲିସ୍ ବାବୁ ସୋସିଆଲ୍ ମିଡିଆରେ ବେଶ୍ ନାଁ କମେଇଛନ୍ତି। ଆପଣ ଭାବୁଥିବେ ସେ ତାଙ୍କ ପୋଲିସଗିରିରେ ଏହି ନାଁ କମେଇଛନ୍ତି। କିନ୍ତୁ ନା… ସେ ଡ୍ୟାନ୍ସ ମାଧ୍ୟମରେ ଲୋକଙ୍କ ମନ କିଣୁଛନ୍ତି। ଦେଖନ୍ତୁ ତାଙ୍କ ଜବରଦସ୍ତ ନାଚ…
ଶ୍ରୀକ୍ଷେତ୍ରରେ ଆଜି ପୁଣି ଆରମ୍ଭ ହୋଇଛି ରଥଟଣା । ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହୋଇଛି।
କାଲି ବଡ଼ଦାଣ୍ଡରେ ଅଟକିଥିଲା ୨ ରଥ, ଆଜି ପୁଣି ଟାଣି ନେଉଛନ୍ତି ଭକ୍ତ
ମରିଚିକୋଟ ଛକରେ ଠେଲାପେଲାରେ ଏକାଧିକ ଆହତ ହୋଇଛନ୍ତି।
ପୁରୀ ରଥଯାତ୍ରା ପାଇଁ ଟ୍ରାଫିକ ପ୍ଲାନ୍ ପ୍ରସ୍ତୁତ ହୋଇଛି। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପୁରୀକୁ ୩ ଭାଗରେ ବିଭକ୍ତ କରାଯାଇଛି। ୧୪ଟି ସେକ୍ଟର ଓ ୨୯ଟି ଜୋନ୍ରେ ବିଭକ୍ତିକରଣ କରାଯାଇଛି।
ରଥଯାତ୍ରା ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି ।
ଭକ୍ତଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ନକଲି ଅବଢ଼ା ବିକ୍ରି ଅଭିଯୋଗ। ପୁରୀ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଅସ୍ଥାୟୀ ଟେଣ୍ଟରେ ଅନ୍ନ, ଡାଲି, ବେସର, ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତି ହେଉଥିବା ଦେଖିବାକୁ ମିଳିଥିଲା। ଏହାକୁ ଭକ୍ତଙ୍କୁ ଦେବାକୁ ପ୍ରସ୍ତୁତ ହୋଇଥିବା ଅଭିଯୋଗ ହୋଇଛି।
ଭକ୍ତଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ନକଲି ଅବଢ଼ା ବିକ୍ରି ଅଭିଯୋଗ। ପୁରୀ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
ପୁଣି ଅଘଟଣ। ଦୁର୍ଗରୁ ପୁରୀ ଆସୁଥିବା ଏକ୍ସପ୍ରେସରେ ନିଆଁ ଲାଗିଛି। ଟ୍ରେନର ବଗି ତଳେ ନିଆଁ ଦେଖାଯାଇଥିଲା। ନୂଆପଡ଼ାର ଖରିଆରରୋଡ ଷ୍ଟେସନରେ ନିଆଁ ଆୟତ୍ତ ହୋଇଛି। ସ୍ଥାନୀୟ ଦମକଳ ବାହିନୀ ଦ୍ୱାରା ନିଆଁ ଆୟତ୍ତ କରାଯାଇଛି। ବ୍ରେକ୍ ବାଇଣ୍ଡିଂରେ ସ୍ପାର୍କିଂ ଘଟି ନିଆଁ ଲାଗିଥିବା ସୂଚନା ମିଳିଛି। ଏସି ବଗିର ବ୍ରେକ୍ ବାଇଣ୍ଡିଂରେ ସ୍ପାର୍କିଂ ଘଟିଥିଲା।
ବ୍ରେକ୍ ବାଇଣ୍ଡିଂରେ ସ୍ପାର୍କିଂ ଘଟି ନିଆଁ ଲାଗିଥିବା ସୂଚନା ମିଳିଛି।
ନିକଟରେ ସୋସିଆଲ ମିଡିଆରେ ଏମିତି ଏକ ଭିଡିଓ ଭାଇରାଲ୍ ହେଉଛି। ଯାହାକି ଖାଦ୍ୟପ୍ରେମୀଙ୍କ ଦୃଷ୍ଟି ଆକର୍ଷଣ କରିଛି। ଭିଡିଓଟି ଇନ୍ଷ୍ଟାଗ୍ରାମରେ ଶେୟାର ହୋଇଛି ଓ ଏହାକୁ ‘ଡ୍ୟାନ୍ସିଂ ଭେଲ୍ ପୁରୀ’ ବୋଲି କୁହାଯାଉଛି।
ସ୍ନାନ ଓ ରଥଯାତ୍ରା ପାଇଁ ଚଢା ଦର କଷୁଛନ୍ତି ମାଲିକ । ଗତବର୍ଷ ଅପେକ୍ଷା ଏଥର ୪୦% ଅଧିକ । ଅଫଲାଇନ୍ ବୁକିଂକୁ ଟୁର ଅପରେଟରଙ୍କ ନାପସନ୍ଦ ।
ପ୍ରାୟ ସବୁ ବୟସର ଦର୍ଶକ ଥିଏଟରରେ ନିଚ୍ଛକ ଓଡ଼ିଆ କାହାଣୀକୁ ଅତି ପାଖରୁ ଦେଖିଛନ୍ତି । ଆଉ ନାଚି ନାଚି ସିନେମାର ରିଭ୍ୟୁ ଦେଇଛନ୍ତି ।
ସ୍ୱାସ୍ଥ୍ୟ ହିଁ ସମ୍ପଦ । ଶରୀରକୁ ସୁସ୍ଥ ରଖିବା ପାଇଁ କିଏ ବା ନ ଚାହେଁ । ଖରାଦିନେ ସାଧାରଣତଃ ଶରୀରରେ ଜଳିୟ ଅଂଶ କମ୍ ରହିଥାଏ । ଏଥିପାଇଁ ଆମ ଶରୀର ପାଇଁ ସପୁରୀ ଜୁସ୍ ନିତ୍ୟାନ୍ତ ଆବଶ୍ୟକ ।
କାନ୍ସ ଫେଷ୍ଟିଭାଲରେ ସମ୍ବଲପୁରୀ ବସ୍ତ୍ର ପ୍ରଦର୍ଶନ କଲେ ଟିଟିଲାଗଡ଼ର ଯୁବ ସିନେମା ନିର୍ମାତା ଜିତେନ୍ଦ୍ର ମିଶ୍ର...
ଆଜିଠାରୁ ଏହା ପୁଣି ସେବା ପ୍ରଦାନ କରିବା ଲାଗି ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଛି ।