ନୂଆଦିଲ୍ଲୀ: କରୋନା ମହାମାରୀର ମୁକାବିଲା ଲାଗି ଆମକୁ ପରସ୍ପରଠାରୁ ଶିଖିବାକୁ ପଡିବ । ପରସ୍ପରକୁ ସହାୟତା କରିବାକୁ ପଡିବ । କରୋନା ମୁକାବିଲା ନେଇ କୋଓ୍ୱିନ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ…
ଅଯୋଧ୍ୟା: ପ୍ରଧାନମନ୍ତ୍ରୀ ମୋଦି ରାମ ମନ୍ଦିରର ଭୂମି ପୂଜନ ପାଇଁ ଅଯୋଧ୍ୟାରେ ପହଁଞ୍ଚି ସାରିଲେଣି। ଭୂମି ପୂଜନ ସ୍ଥାନକୁ ଯିବା ପୂର୍ବରୁ ପିଏମ୍ ମୋଦି ହନୁମାନଗଡ଼ି ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାପାଠ କରିଥିଲେ। ରାମଲଲାଙ୍କ ଦର୍ଶନ କରିବା ପୂର୍ବରୁ ହନୁମାନଗଡ଼ି ମନ୍ଦିରରେ ପୂଜା କରିବାର ଏକ ବିଶ୍ୱାସ ରହିଛି। ହନୁମାନଗଡ଼ି ମନ୍ଦିରର ମୁଖ୍ୟ ପୁରୋହିତ ଶ୍ରୀ ଗାଦ୍ଧିଶିନ ପ୍ରେମଦାସ ମହାରାଜ ମୋଦିଙ୍କୁ ପଗଡ଼ି, ରୂପା ମୁକୁଟ ଓ ପାରମ୍ପରିକ ଷ୍ଟଲ ପିନ୍ଧେଇଥିଲେ। ଏହି ସମୟରେ ପିଏମ୍ ମାସ୍କ […]
ନୂଆଦିଲ୍ଲୀ: କରୋନାରେ ସବୁଠୁ ଅଧିକ ପ୍ରଭାବିତ ରାଷ୍ଟ୍ରମାନଙ୍କ ମଧ୍ୟରେ ଭାରତ ବର୍ତ୍ତମାନ ତୃତୀୟ ସ୍ତାନରେ ରହିଛି। କିନ୍ତୁ ଯେଉଁଭଳି ଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି ତାକୁ ଦେଖିଲେ ଲାଗୁଛି ଭାରତ ଏହି ଘଟଣାରେ ଖୁବ୍ଶୀଘ୍ର ଶୀର୍ଷ ସ୍ତାନରେ ପହଞ୍ଚିବ। ତେବେ ଏସବୁରେ ପ୍ରଶ୍ନ ଉଠୁଛି, କେନ୍ଦ୍ରର ମୋଦି ସରକାର କରୋନା ମୁକାବିଲାରେ ସଫଳ ହୋଇଛନ୍ତି ତ ? ଏମିତିକ ପ୍ରସଙ୍ଗରେ ଜାତୀୟ ଗଣମାଧ୍ୟମ ସଂସ୍ଥା ଇଣ୍ଡିଆଟୁଡେ ମୁଡ୍ ଅଫ୍ ଦି ନେସନ୍ ନାଁରେ ଏକ ସର୍ଭେ […]
ନୂଆଦିଲ୍ଲୀ: ହାତୀ-ମଣିଷ ଲଢ଼େଇକୁ କେମିତି ହ୍ରାସ କରାଯାଇ ପାରିବ, ସେ ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଆଜି ଏକ ଡକ୍ୟୁମେଣ୍ଟର ଉନ୍ମୋଚନ କରିଛନ୍ତି। ଏହି ଡକ୍ୟୁମେଣ୍ଟରେ ଏକ ନିର୍ଦ୍ଦିଷ୍ଟ ପ୍ରକ୍ରିୟା ପ୍ରସ୍ତୁତ କରାଯାଇଛି। ଏହାକୁ ଅନୁସରଣ କଲେ ହାତୀ ମଣିଷ ଲଢ଼େଇ କମିବ ଓ ଜୀବନହାନୀ ମଧ୍ୟ ହ୍ରାସ ପାଇବ ବୋଲି କୁହାଯାଇଛି। EIA2020 ड्राफ़्ट का मक़सद साफ़ है – #LootOfTheNation यह एक और ख़ौफ़नाक उदाहरण है कि भाजपा सरकार […]
ନୂଆଦିଲ୍ଲୀ: ଦେଶରେ କରୋନାଭାଇରସର ସଙ୍କଟ ଲଗାତର ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଲୋକେ ଏହି ମହାମାରୀରେ ଆକ୍ରାନ୍ତ ହେଉଛନ୍ତି। ଏବେ ମୋଦି ସରକାରଙ୍କ ମନ୍ତ୍ରୀ ମଧ୍ୟ କରୋନାରେ ସଂକ୍ରମିତ ହେବାରେ ଲାଗିଛନ୍ତି। କେନ୍ଦ୍ରୀୟ ଆୟୁଷ ମନ୍ତ୍ରୀ ଶ୍ରୀପଦ ନାଏକଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ଖୋଦ୍ ଶ୍ରୀପଦ ନାଏକ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ମୁଁ ଆଜି ନିଜର କୋଭିଡ୍-୧୯ ଟେଷ୍ଟ କରାଇଛି, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। […]
ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ତାଙ୍କ ସମାଧି ପୀଠକୁ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ପ୍ରମୁଖ ଶ୍ରଦ୍ଧା ସୁମନ ଜଣାଇଛନ୍ତି। ଏହା ବ୍ୟାତୀତ ସୋସିଆଲ୍ ମିଡିଆରେ ବି ଅଟଳଙ୍କୁ ନିଆରା ଢଙ୍ଗରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୋଦି। ସେ ଟ୍ୱିଟ୍ରରେ ଏକ ଫଟୋଇ […]