ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା। ଟି-ଟ୍ୱେଣ୍ଟି, ଦିନିକିଆ ଏବଂ ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା ହୋଇଛି। କ୍ୟାପଟେନ୍ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ସମସ୍ତ ୩ ଫର୍ମାଟରେ ଦଳ ଘୋଷଣା ହୋଇଛି। ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ୩ଟି ଟି-ଟ୍ୱେଣ୍ଟି, ୩ଟି ଦିନିକିଆ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ। ଟି-ଟ୍ୱେଣ୍ଟି ଦଳ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ମୟଙ୍କ ଅଗ୍ରଓ୍ୱାଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ […]
ନୂଆଦିଲ୍ଲୀ:ବିସିସିଆଇ (BCCI) ପକ୍ଷରୁ ଅଷ୍ଟ୍ରେଲିଆ ସିରିଜ କାର୍ଯ୍ୟସୂଚୀ ଜାରି କରାଯାଇଛି। ଏହି କାର୍ଯ୍ୟସୂଚୀ ଅନୁଯାୟୀ, ଭାରତ ଏଡିଲେଡ୍ରେ ଡେ-ନାଇଟ୍ ମ୍ୟାଚ ଖେଳିବ। ଏହି ଅବସରରେ ୪ଟି ଟେଷ୍ଟ, ତିନି ୱାନ ଡେ, ତିନୋଟି ଟି-୨୦ ଖେଳିବ। ୱାନ୍-ଡେ ମୁକାବିଲାରୁ ଖେଳ ଆରମ୍ଭ ହେବ। ୨୭,୨୯ ନଭେମ୍ବର ଏବଂ ୨ ଡିସେମ୍ବରରେ ୱାନ୍ଡେ ଖେଳିବ। ସେହିପରି ଡିସେମ୍ବର ୪, ୬ ଏବଂ ୮ରେ ତିନୋଟି ଟ-୨୦ ଖେଳିବ। ଡିସେମ୍ବର ୧୭ ତାରିଖ ପ୍ରଥମ ଟେଷ୍ଟ ମ୍ୟାଚ୍ ଆରମ୍ଭ ହେବ। […]
ସିଡ୍ନୀ: ଦ୍ୱିପାକ୍ଷିକ ସିରିଜ ଖେଳିବାକୁ ଅଷ୍ଟ୍ରେଲିଆରେ ପହଞ୍ଚିଛି ଭାରତୀୟ କ୍ରିକେଟ ଟିମ୍। ଅଧିନାୟକ ବିରାଟ କୋହଲିଙ୍କ ସହ ୨୫ ଜଣିଆ ଟିମ୍ ଅଷ୍ଟ୍ରେଲିଆ ଗସ୍ତ କରିଛି। ନଭେମ୍ବର ୨୭ରୁ ଜାନୁଆରୀ ୧୯ ମଧ୍ୟରେ ଅଷ୍ଟ୍ରେଲିଆ ସହ ୩ଟି ଲେଖାଏ ଦିନିକିଆ ଓ ଟି-୨୦ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ। ପ୍ରଥମ ୩ଟି ଦିନିକିଆ ନଭେମ୍ବର ୨୭, ୨୯ ଓ ଡିସେମ୍ବର ୨ ତାରିଖରେ ଖେଳାଯିବ। ସେହିପରି ଟି-୨୦ ଗୁଡ଼ିକ ଡିସେମ୍ବର ୪, ୬ […]
କ୍ୟାନବେରା: ଅଷ୍ଟ୍ରେଲିଆର କ୍ୟାନବେରାରେ ଖେଳାଯାଉଥିବା ଦିନିକିଆ ସିରିଜ୍ର ଶେଷ ମ୍ୟାଚ୍ରେ ସମ୍ମାନ ରଖିଲା ଭାରତ। ୩୦୩ ରନ୍ର ଟାର୍ଗେଟ୍ ନେଇ ପଡ଼ିଆକୁ ଓହ୍ଲାଇଥିବା ଅଷ୍ଟ୍ରେଲିଆ ମାତ୍ର ୧୩ ରନ୍ରେ ଭାରତ ଠାରୁ ହାରିଯାଇଛି। ଆଜିର ମ୍ୟାଚ୍ରେ ଅଷ୍ଟ୍ରେଲିଆ ୪୯.୩ ବଲ୍ ଖେଳି ମାତ୍ର ୨୮୯ ରନ୍ କରିପାରିଥିଲା। ଅଷ୍ଟ୍ରେଲିଆ ଏହି ତିନିଟିକିଆ ସିରିଜ୍କୁ ୨-୧ରେ ଜିତି ନେଇଥିଲେ ବି କ୍ଲିନ୍ ସୁଇପ୍ କରିପାରିନଥିଲା। ଏହି ମ୍ୟାଚ୍ରେ ହାର୍ଦ୍ଦିକ ପାଣ୍ଡ୍ୟା ମ୍ୟାନ୍ ଅଫ୍ ଦି ମ୍ୟାଚ୍ ହୋଇଥିବା ବେଳେ […]
ନୂଆଦିଲ୍ଲୀ : ଜି-୭ ଶିଖର ସମ୍ମିଳନୀ ଆରମ୍ଭ ହୋଇଯାଇଛି। ଏହାର ମୁଖ୍ୟ ଲକ୍ଷ ରହିଛି କରୋନା ଭାଇରସ୍ରୁ କିପରି ମୁକ୍ତି କାରିବା। ଏହା ସହିତ ପର୍ଯ୍ୟାବରଣକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ଦୁନିଆର ପ୍ରାୟ ଦେଶର ନଜର ଏହା ଉପରେ। ଏହି…
ନୂଆଦିଲ୍ଲୀ: କରୋନା ମାମଲା ଆସିବା ପରେ IPL ୨୦୨୧କୁ ୪ ମେ’ଠାରୁ ସ୍ଥଗିତ କରାଯାଇଥିଲା । କିନ୍ତୁ ସେପ୍ଟେମ୍ବର-ଅକ୍ଟୋବରରେ ଅବଶିଷ୍ଟ ୩୧ଟି ମ୍ୟାଚ୍ ଆୟୋଜନ କରିବାକୁ ବିସିସିଆଇ ଘୋଷଣା କରିସାରିଛି । ଅବଶିଷ୍ଟ ମ୍ୟାଚ୍ ଭାରତ ପରିବର୍ତ୍ତେ ୟୁଏଇରେ ଖେଳାଯିବ ।…
ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚଗୁଡ଼ିକୁ ୟୁଏଇରେ ଆୟୋଜନ କରିବା ପାଇଁ ବିସିସିଆଇ ଜୋରଦାର ପ୍ରସ୍ତୁତି ଚଳାଇଛି। ସେପ୍ଟେମ୍ବର ୧୯ କିମ୍ବା ୨୦ରୁ ଆଇପିଏଲ୍ ୨୦୨୧ ପୁଣି ଥରେ ଆରମ୍ଭ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହାସହ ଆଇପିଏଲର ଫାଇନାଲ୍…