ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା । ରତ୍ନ ସିଂହାସନ ଛାଡ଼ି ବଡ଼ଦାଣ୍ଡକୁ ଆସିବେ ଶ୍ରୀଜିଉ । ପହଣ୍ଡିରେ ଆସି ରଥାରୁଢ଼ ହେବେ ଶ୍ରୀଜିଉ।
ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଘୋଷଯାତ୍ରା । ଏଥିପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ । ସେପଟେ ଶ୍ରୀଜିଉଙ୍କ ଅପେକ୍ଷାରେ ସିଂହଦ୍ୱାରରେ ରହିଛି ତିନି ରଥ ।
ଆଜି କାଳିଆ ସାଆନ୍ତଙ୍କ ଯାତ୍ରା । ଆଜି ଭକ୍ତ ମାନଙ୍କୁ ଦର୍ଶନ ଦେବା ପାଇଁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ । ଜନ୍ମବେଦୀଙକୁ ଯାତ୍ରା କରିବା ପାଇଁ ରାତିରେ ଶୋଇନି କାଳିଆ ।
ବିଭିନ୍ନ ପ୍ରାନ୍ତରୁ ଆସି ମହାବାହୁଙ୍କ ନବଯୌବନ ବେଶ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ । ସକାଳେ ବିଭିନ୍ନ ନୀତିକାନ୍ତି ପରେ ତାଟି ଫିଟିଥିଲା । ଏହାପରେ ଅବକାଶ, ଦଶ ଅବତାର ଦିଅଁ ବାହୁଡ଼ା ବିଜେ ହୋଇ ସକାଳ ୭ଟା ୨୦ରୁ ପାରିମାଣିକ ଦର୍ଶନ ଓ ପରେ ପରେ ସକାଳ ୮ଟା ୦୫ରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ ।
ବିଭିନ୍ନ ପ୍ରାନ୍ତରୁ ଆସି ମହାବାହୁଙ୍କ ନବଯୌବନ ବେଶ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ । ସକାଳେ ବିଭିନ୍ନ ନୀତିକାନ୍ତି ପରେ ତାଟି ଫିଟିଥିଲା । ଏହାପରେ ଅବକାଶ, ଦଶ ଅବତାର ଦିଅଁ ବାହୁଡ଼ା ବିଜେ ହୋଇ ସକାଳ ୭ଟା ୨୦ରୁ ପାରିମାଣିକ ଦର୍ଶନ ଓ ପରେ ପରେ ସକାଳ ୮ଟା ୦୫ରୁ ଆରମ୍ଭ ହୋଇଥିଲା ସର୍ବସାଧାରଣ ଦର୍ଶନ ।
ସ୍ନାନ ପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରୁହନ୍ତି। ପନ୍ଦର ଦିନ ପାଇଁ ଭକ୍ତମାନେ ତାଙ୍କର ଦର୍ଶନରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କୁହାଯାଏ।
ପାଖେଇ ଆସୁଛି ଘୋଷଯାତ୍ରା । ରଥରେ ବସିଥିବା ଦିଅଁଙ୍କୁ ଭକ୍ତ ଦାସିଆଙ୍କ ଗାଁରୁ ତୁଳସୀ ଲାଗି ହେଲେ ଗଡେ ନନ୍ଦିଘୋଷ ରଥ । ଜାଣନ୍ତୁ କଣ ରହିଛି କିମ୍ବଦନ୍ତୀ?
ଭକ୍ତଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ନକଲି ଅବଢ଼ା ବିକ୍ରି ଅଭିଯୋଗ। ପୁରୀ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏକ ଅସ୍ଥାୟୀ ଟେଣ୍ଟରେ ଅନ୍ନ, ଡାଲି, ବେସର, ଅନ୍ୟାନ୍ୟ ବ୍ୟଞ୍ଜନ ପ୍ରସ୍ତୁତି ହେଉଥିବା ଦେଖିବାକୁ ମିଳିଥିଲା। ଏହାକୁ ଭକ୍ତଙ୍କୁ ଦେବାକୁ ପ୍ରସ୍ତୁତ ହୋଇଥିବା ଅଭିଯୋଗ ହୋଇଛି।
ଭକ୍ତଙ୍କ ବିଶ୍ୱାସ ସହିତ ଖେଳ। ମହାପ୍ରଭୁଙ୍କ ଅବଢ଼ା ନାଁରେ ନକଲି ଅବଢ଼ା ବିକ୍ରି ଅଭିଯୋଗ। ପୁରୀ ପାଇକ ସାହିରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି।
ଏ ଦୁହେଁ ଶ୍ରୀକ୍ଷେତ୍ର ପୁରୀରୁ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦର୍ଶନ କରି ସେଇଠୁ ଚାଲିଚାଲି ଫେରୁଛନ୍ତି। ଦୀର୍ଘ ୧୫ ଦିନ ହେଲାଣି ଏମିତି ଅନବରତ ଚାଲିଛନ୍ତି ଦୁହେଁ।
ପ୍ରବଳ ଖରା ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରୀଜୀଉଙ୍କ ହାତୀବେଶ ଦର୍ଶନ ପାଇଁ ଭକ୍ତଙ୍କ ମଧ୍ୟରେ ଥିଲା ନାହିଁ ନଥିବା ଉତ୍ସାହ।...ଭକ୍ତିଭାବରେ ଜଡ଼ସଡ଼ ଭକ୍ତ...କିଏ ଅତି ନିକଟରୁ ଶ୍ରୀଜୀଉଙ୍କ ଦର୍ଶନ କରୁଥିଲା ତ କିଏ ସ୍ନାନବେଦୀ ପାଖକୁ ଯାଇନପାରି ବଡ଼ଦାଣ୍ଡରୁ ବଡ଼ଠାକୁରଙ୍କୁ ବଢାଉଥିଲା ଭକ୍ତିର ଅର୍ଘ୍ୟ।...
ସ୍ନାନବେଦୀରେ ଶ୍ରୀଜୀଉଙ୍କ ଦିବ୍ୟସ୍ନାନ। ହାତୀବେଶରେ ଭକ୍ତଙ୍କୁ ଦେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଏଥିପାଇଁ ଲୋକାରଣ୍ୟ ହୋଇପଡ଼ିଛି ବଡ଼ଦାଣ୍ଡ। ପ୍ରବଳ ଗରମ, ଗୁଳୁଗୁଳି ସତ୍ତ୍ବେ ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଲକ୍ଷଲକ୍ଷ ଭକ୍ତଙ୍କ ସମାଗମ ହୋଇଛି ପୁରୀରେ
ଭିଡ଼ ଭିତରେ ଜଣେ ବିଦେଶୀ ଭକ୍ତ ସିଂହଦ୍ୱାର ଦେଇ ପ୍ରବେଶ କରି ବାଇଶି ପାହାଚ ପର୍ଯ୍ୟନ୍ତ ଚାଲିଯାଇଥିଲେ ।
ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଆଉ କମ୍ ସମୟ ଥିବା ବେଳେ ବେଶ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି ।
ଜଗା ଦର୍ଶନ ପାଇଁ ଛଟପଟ ସ୍ଥିତିରୁ ଭକ୍ତଙ୍କୁ ମିଳୁନି ନିସ୍ତାର । ଅହେତୁକ ନୀତି ବିଳମ୍ବ ଯୋଗୁଁ ଡହ ଡହ ଖରାରେ ଘଣ୍ଟା ଘଣ୍ଟା ଲାଇନରେ ଡହଳବିକଳ ବୃଦ୍ଧ ଓ ଶିଶୁ
ମାର୍ଚ୍ଚ ୨୧କୁ ବିଶ୍ୱ କବିତା ଦିବସ ଭାବେ ପାଳନ କରାଯାଏ। କବିତା ସହ ଜୀବନର ଗୁରୁତ୍ୱକୁ ସୂଚେଇଦେବା ହେଉଛି ଏହି ଦିନର ମହତ୍ତ୍ୱ। କବିତା ଜୀବନର ଏକ ଅତ୍ୟାବଶ୍ୟକ ଅଂଶ ଏବଂ ପ୍ରେମ ଓ ଭକ୍ତି ପ୍ରକାଶ କରିବାର ସର୍ବୋଚ୍ଚ ଏବଂ ସର୍ବୋତ୍ତମ ରୂପ ଭାବରେ ବିବେଚନା କରାଯାଏ।
ଗଲା ସୋମବାର ବୃଷ ସଂକ୍ରାନ୍ତିଠାରୁ ଶ୍ରୀମନ୍ଦିରରେ ସୃଷ୍ଟି ହୋଇଛି ଏଭଳି ଗୁରୁତର ସମସ୍ୟା।ସ୍ଥିତି ଏଭଳି ଯେ, ଠାକୁରଙ୍କ ମଧ୍ୟାହ୍ନ ଧୂପ ବା ମହାପ୍ରସାଦ ଉଠିଲାବେଳକୁ କେତେବେଳେ ସନ୍ଧ୍ୟା ହେଉଛି, ତ ସନ୍ଧ୍ୟା ଧୂପ ବେଳକୁ ରାତି ଅଧ
ଓଡ଼ିଶାରେ ଜନସାଧାରଣଙ୍କ ସରକାର ଚାଲୁନାହିଁ। ଓଡ଼ିଶାରେ ଅମଲାଙ୍କ ସରକାର ଚାଲିଛି। ଏଠି ମୁଖ୍ୟମନ୍ତ୍ରୀ ବି ମୁଖ୍ୟମନ୍ତ୍ରୀ ନୁହଁନ୍ତି। ଯେଉଁଦିନ କଂଗ୍ରେସ ଏକ ହୋଇଯିବ ସେତେବେଳେ ପରିବର୍ତ୍ତନ ହେବା ନିଶ୍ଚିତ।
ଧୁ ଧୁ ଖରାକୁ ଖାତିର ନାହିଁ । କାଳିଆ ଦର୍ଶନ କରିବାକୁ ଭକ୍ତ ମନ ବ୍ୟାକୁଳ । ସେଇଥି ଲାଗି ତ ଦିନ ଦ୍ୱିପ୍ରହରରେ ତତଲା ପିଚୁ ରାସ୍ତାରେ ଦଣ୍ଡ ପ୍ରଣାମ କରି କାଳିଆ ସାଆନ୍ତର ଶ୍ରୀମୁଖ ଦର୍ଶନ କରିବାକୁ ସୁଦୁର ରାଜସ୍ଥାନରୁ ପୁରୀକୁ ଚାଲିଛନ୍ତି ଭକ୍ତ ଜଣକ ।
ପୁରୀବାସିନ୍ଦାଙ୍କ ଦୁଃଖ...ଶ୍ରୀମନ୍ଦିରକୁ ପ୍ରବେଶ ଦ୍ୱାର । ପ୍ରଶାସନ ଗୋଟିଏ ଦ୍ୱାର ଦେଇ ସବୁ ଭକ୍ତଙ୍କୁ ପ୍ରବେଶ କରାଇବା ପରେ ସ୍ଥାନୀୟ ସାହି ବାସିନ୍ଦା ଓ ବୟୋବୃଦ୍ଧ ଭକ୍ତ ଶ୍ରୀଜଗନ୍ନାଥଙ୍କ ଦର୍ଶନ ନ ପାଇ ଏବେ ଦୁଃଖରେ ।
ମା ପାର୍ବତୀଙ୍କୁ ସାଙ୍ଗରେ ନେଇ ଅକ୍ଷୟ ତୃତୀୟା ଠାରୁ ଦୀର୍ଘ ୨୨ ଦିନ ଧରି ବିନ୍ଦୁସାଗରରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ ଲିଙ୍ଗରାଜ
ହନୁମାନ ଜୟନ୍ତୀ ପାଇଁ ସଂଗୃହିତ ହୋଇଛି କୋଟିଏ ରୁଦ୍ରାକ୍ଷ । ଏହି ରୁଦ୍ରାକ୍ଷକୁ ନେପାଳ, ୠଷିକେଶ ଓ ହରିଦ୍ୱାରରୁ ସଂଗ୍ରହ କରାଯାଇଛି । ସେହିଭଳି ଦେଶର କୋଣ ଅନୁକୋଣରେ ଥିବା ସାଧକଙ୍କ ଦ୍ଵାରା ଭିନ୍ନ ଭିନ୍ନ ଭାଷାରେ ଲେଖାଥିବା ରାମନାମ ପତ୍ରିକା ଆସିଛି । ଆସିକା ବାଣୀବିହାର ସ୍ଥିତ ଗୁରୁକୃପା ଆଶ୍ରମରେ ଦେଖିବାକୁ ମିଳିଛି ଏମିତି ନିଆରା ଦୃଶ୍ୟ । ହନୁମାନ ଜୟନ୍ତୀ ଅବସରରେ ଆଶ୍ରମରେ ୮୮୦ କୋଟି ଗଚ୍ଛିତ ନାମ ପତ୍ରିକା ବି ପୂଜା ହୋଇଛି ।
ପୋଲିସ୍ ବଖାଣିଲା ଅସଲ ରହସ୍ୟ !! ସତରେ କାନ୍ଦିଲେ କି ହନୁମାନ୍ ?
ରାଶିକୁ ନେଇ ମନ ଭିତରେ ଅନେକ ଦ୍ୱନ୍ଦ ରହିଛି । ୧୨ଟି ରାଶି ମଧ୍ୟରେ ଚତୁର୍ଥ ରାଶି ହେଉଛି କର୍କଟ । ତେବେ ଆଜି ଆମେ ଜାଣିବା କର୍କଟ ରାଶି ବିଷୟରେ...। କେମିତି କଟେ ଏମାନଙ୍କ ବୈବାହିକ ଜୀବନ...ଏହି ରାଶିର ବ୍ୟକ୍ତିଙ୍କ ସ୍ୱଭାବ କିପରି ।