ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିସାରିଛନ୍ତି। ସ୍ୱାଧୀନତା ଦିବସ ଅବସରରେ ସନ୍ନ୍ୟାସ ନେଇ ସମସ୍ତଙ୍କୁ ଚକିତ କରିଦେଇଥିଲେ। ଆଇସିସିର ତିନୋଟି ଟ୍ରଫି ଉପରେ କବଜା କରିଥିବା ଦୁନିଆର ଏକମାତ୍ର କ୍ୟାପଟେନ୍ ଧୋନିଙ୍କର ସନ୍ନ୍ୟାସକୁ ନେଇ ଏବେ ସମସ୍ତେ ଚର୍ଚ୍ଚା କରୁଛନ୍ତି। ଏପରିକି ଧୋନିଙ୍କୁ ବିଦାୟୀ ମ୍ୟାଚ୍ ମିଳିବା ଦରକାର ବୋଲି ଅନେକେ ପ୍ରସ୍ତାବ ଦେଇଛନ୍ତି। ଏବେ ଏହିକ୍ରମରେ ସାମିଲ୍ ହୋଇଛନ୍ତି ପାକିସ୍ତାନର ପୂର୍ବତନ ଷ୍ଟାର୍ ପେସ୍ ବୋଲର […]
ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ମହେନ୍ଦ୍ର ସିଂହ ଧୋନି ଅଗଷ୍ଟ ୧୫ ତାରିଖରେ ସ୍ୱାଧୀନତା ଦିବସ ଅବସରରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଥିଲେ। ଏଥିରେ କିଛି ଜଣାଶୁଣା ବ୍ୟକ୍ତି ଧୋନିଙ୍କ କ୍ୟାରିୟରକୁ ନେଇ ଖୁବ୍ ପ୍ରଶଂସା କରିଛନ୍ତି। ଏବେ ଏଥିରେ ସାମିଲ୍ ହୋଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ମୋଦି ଚିଠି ଲେଖି ଧୋନିଙ୍କୁ ଭୁରିଭୁରି ପ୍ରଶଂସା କରିଛନ୍ତି। ଧୋନି ମଧ୍ୟ ଟ୍ୱିଟରରେ ପିଏମ୍ ମୋଦିଙ୍କୁ ଏଥିପାଇଁ ଧନ୍ୟବାଦ ଜଣାଇଛନ୍ତି। ଧୋନିଙ୍କ ସ୍ୱର୍ଣ୍ଣିମ କ୍ୟାରିୟର […]