ନିକଟରେ ରିଲିଜ୍ ହୋଇଥିବା ଫିଲ୍ମ 'ଦ କେରଳ ଷ୍ଟୋରୀ'କୁ ନେଇ ଅନେକ ବିବାଦ ଲାଗି ରହିଥିଲେ ବି ଏହା ଭଲ ରୋଜଗାର କରି ଚାଲିଛି। ତେବେ ଚଳଚ୍ଚିତ୍ର ଦୁନିଆରେ ଏଭଳି ଘଟଣା ନୂଆ ନୁହେଁ। ପୂର୍ବରୁ ଏମିତି ଅନେକ ଫିଲ୍ମ ବିବାଦ ପରେ ବି ଭଲ ରୋଜଗାର କରିଛି। ଆସନ୍ତୁ ଏମିତି ୫ଟି ଫିଲ୍ମ ଉପରେ ନଜର ପକେଇ ନେବା।
ଗତକାଲି ସଂଧ୍ୟାରେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଈରାନୀ ଓ ନାଗପୁରରେ ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନାଭିସ୍ ସିନେମାକୁ ଦେଖିଛନ୍ତି । ଭୁରି ଭୁରି ପ୍ରଶଂସା କରିବା ସହ ଏହି କାହାଣୀ ପ୍ରତିଟି ଭାରତୀୟଙ୍କ ପାଖରେ ପହଞ୍ଚିବା ଜରୁରୀ ବୋଲି କହିଛନ୍ତି ଦେବେନ୍ଦ୍ର ।
କେରଳର କଳା କାହାଣୀକୁ ଏଥିରେ ଲୋକଲୋଚନକୁ ଅଣାଯାଇଥିବା କିଛି ଗୋଷ୍ଠୀ ଦାବି କରୁଥିବା ବେଳେ, ଖୋଦ୍ କେରଳ ସରକାର ଏହାକୁ ବ୍ୟାନ୍ କରିବାକୁ ଦାବି କରିଥିଲେ।
ହନୁମାନ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଘଟିପାରେ ଅଘଟଣ । ଆୟୋଜିତ ବାଇକ ଶୋଭାଯାତ୍ରାବେଳେ ଦେଖାଦେଇପାରେ ସାମ୍ପ୍ରଦାୟିକ ପରିସ୍ଥିତି । ୧୨ ତାରିଖ ରାଲି ପୂର୍ବରୁ ଏଭଳି ଠୋସ୍ ସୁରାଗ ପାଇଥିଲା ଗୁଇନ୍ଦା ବିଭାଗ । ଆଉ ୧୧ ତାରିଖରେ ହିଁ ଚିଠି ଲେଖି ସମ୍ବଲପୁର ଏସପିଙ୍କ ସହ ଗୃହ ବିଭାଗ ACS, ଆଇନ୍ ଶୃଙ୍ଖଳା ଏଡିଜି ଓ ସମ୍ବଲପୁର ରେଞ୍ଜ ଆଇଜିଙ୍କୁ ଚେତାଇ ଦେଇଥିଲା ।
ସ୍ଥାନୀୟ ପ୍ରଶାସନ ଏବଂ ରାଜ୍ୟ ସରକାର ଗର୍ଭ ପରୀକ୍ଷା କରି ମହିଳାଙ୍କୁ ଅପମାନିତ କରିଥିବା କହିଛି କଂଗ୍ରେସ ।
ସୁନ୍ଦରଗଡ ଜିଲ୍ଲା କୋଇଡ଼ା ବ୍ଲକ୍ର ବିବାଦୀୟ ବିଡିଓ ପଲ୍ଲବୀ ରାଣୀ ରାଜ୍ଙ୍କ ବଦଳି ହୋଇଛି। ଏକାଧିକ ଘଟଣାକୁ ନେଇ ସେ ବିବାଦ ଘେରକୁ ଆସିଥିଲେ।
ଗ୍ରାଉଣ୍ଡ୍ ଜିରୋରେ ଟ୍ରିବ୍ୟୁନାଲ୍ ଟିମ୍ । ପୁଣି ତେଜିଲା 'ମହାନଦୀ' ରାଜନୀତି । ଓଡ଼ିଶା-ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ଭାଗବଣ୍ଟାକୁ ନେଇ ଦୀର୍ଘବର୍ଷ ଧରି ଲାଗିରହିଥିବା ବିବାଦର ସମାଧାନ ଲାଗି, ପ୍ରଥମ ଥର ପାଇଁ ଗ୍ରାଉଣ୍ଡ ଜିରୋରେ ପହଞ୍ଚିଛି ଟ୍ରିବ୍ୟୁନାଲ୍ ଟିମ୍ । ୩ ଜଣିଆ ବିଚାରପତିଙ୍କୁ ନେଇ ଗଠିତ ଏହି ଟିମ୍ ପ୍ରଥମ ଦିନରେ ଛତିଶଗଡ଼ରେ ମହାନଦୀର ଉତ୍ପତ୍ତିସ୍ଥଳ ବୁଲି ଦେଖିଛି । ତେଣେ ଏହି ପ୍ରସଙ୍ଗ ଟ୍ରିବ୍ୟୁନାଲକୁ ଯିବାର ନଥିଲା ବୋଲି ଛତିଶଗଡ଼ ମୁଖ୍ୟମନ୍ତ୍ରୀ କହିଥିବା ବେଳେ, ମହାନଦୀ ଜଳ ବିବାଦକୁ ନେଇ ରାଜ୍ୟରେ ବି ରାଜନୀତି ତେଜିଛି ।
ମହାନଦୀ ଉତ୍ପତ୍ତିସ୍ଥଳରେ ଟ୍ରିବ୍ୟୁନାଲ ଟିମ୍ । ଛତିଶଗଡ଼ର ୩ଟି ସ୍ଥାନ ବୁଲି ଦେଖିଥିବା ସୂଚନା । ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବୟାନ ପରେ ତେଜିଲା ରାଜନୀତି । ଅନୁମତି ମିଳିଲେ ଆହୁରି ଡ୍ୟାମ୍ ନିର୍ମାଣ ହେବ କହିଲେ ଭୂପେଶ ।
ଟ୍ରିବ୍ୟୁନାଲ୍ ଆଗରେ କଣ ତଥ୍ୟ ରଖିବେ ରାଜ୍ୟ ସରକାର? ଏସବୁ ପ୍ରଶ୍ନ ଭିତରେ ପୁଣି ତାଜା ହେଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ।
ଫିଟିବ କି ଓଡିଶା-ଛତିଶଗଡ଼ ମଧ୍ୟରେ ଥିବା ବିବାଦର ସମାଧାନ ବାଟ? ପୁଣି ତାଜା ହେଲା ମହାନଦୀ ଜଳ ବିବାଦ ପ୍ରସଙ୍ଗ।
ପୁଣି ଉଠିଲା ପିଏମ୍ ଆବାସ ବଣ୍ଟନରେ ଗଡ଼ବଡ଼ ପ୍ରସଙ୍ଗ । ଟଙ୍କା ନେଇ ବିଜେଡି ହିତାଧିକାରୀ ଚିହ୍ନଟ କରୁଥିବା ଅଭିଯୋଗ । କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଗିରିରାଜ ସିଂ ବି ଝାଡ଼ିଲେ ଅସନ୍ତୋଷ ।
ଭଦ୍ରକ-କେନ୍ଦୁଝର ସୀମା ଆପଣ୍ଡା ଛକରେ ଦୁଇ ଦିନ ପାଇଁ ୧୪୪ ଧାରା ଜାରି କରିଛି ପ୍ରଶାସନ
ଗତକାଲି ବର୍ଷାଙ୍କ ମନ୍ତବ୍ୟ ଗଣମାଧ୍ୟମରେ ପ୍ରଚାର ହେବା ପରେ ଅନୁଭବଙ୍କ ବାନ୍ଧବୀ ଜାଗୃତି ଶୁକ୍ଲା ମଧ୍ୟ ତାଙ୍କ ଫେସବୁକ୍ ହାଣ୍ଡେଲରେ ତୁରନ୍ତ ପ୍ରତିକ୍ରିୟା ରଖିଥିଲେ । ସେ ବର୍ଷାଙ୍କ ନା ନନେଇ ଜଣେ ମହିଳା କିଭଳି ତାଙ୍କ ଆଚରଣ ଉଚ୍ଚାରଣରେ ଭିନ୍ନ ବୋଲି ଉଲ୍ଲେଖ କରିଥିଲେ ।
ପୁଣି ବିବାଦରେ ଦଲାଇଲାମା । କୁନି ପିଲାକୁ ନିଜ ଜିଭ ଚୁଚୁମିବାକୁ କହି କ୍ଷମା ମାଗିଲେ । ପୂର୍ବରୁ ମଧ୍ୟ ଦଲାଇଲାମା ଦେଇଥିବା ବୟାନ୍ ପାଇଁ ବିବାଦ ଉପୁଜିଥିଲା ।
କୋଟିଆକୁ ନେଇ ତୀବ୍ର ହେଉଛି ବିବାଦ । ଉତ୍କଳ ଦିବସରେ କୋଟିଆ ଗସ୍ତରେ ଯାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ 'ଆନ୍ଧ୍ର ଗୋ ବ୍ୟାକ୍' ନାରା ପରେ ତେଜିଛି ରାଜନୀତି । ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ରାଜାନ୍ନା ଦୋରା, ଏହି ମନ୍ତବ୍ୟ ପ୍ରତ୍ୟାହାର କରିବାକୁ ଧର୍ମେନ୍ଦ୍ରକୁ ଅପିଲ୍ କରିଥିବା ବେଳେ ବିଜେପି ତାର ଦୃଢ ଜବାବ ଦେଇଛି । ସେପଟେ କୋଟିଆ ଗସ୍ତରୁ ଫେରିବା ପରେ ବିଜେପି ବିଧାୟକମାନେ ଅଭିଯୋଗ କରିଛନ୍ତି ଯେ ରାଜ୍ୟ ସରକାର କୋଟିଆ ପ୍ରତି ଅବହେଳା କରିଛନ୍ତି ।
ବିଜେଡି ଓ ବିଜେପି ପକ୍ଷରୁ କୋଟିଆରେ ଉତ୍କଳ ଦିବସ ପାଳନକୁ ନେଇ ଏକ ପ୍ରକାର ପ୍ରତିଯୋଗିତା ପରେ ତେଜିଲା ରାଜନୀତି । କୋଟିଆରୁ ଫେରିବା ପରେ ବିଜେପି ବିଧାୟକମାନେ ଏକ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଘେରିଛନ୍ତି ।
୨୦୨୩ ସେପ୍ଟେମ୍ବର ପାକିସ୍ତାନରେ ଏସିଆ କପ୍ର ଆୟୋଜନ କରୁଛି । କିନ୍ତୁ ଭାରତ ନିଜ ମ୍ୟାଚ୍ ଗୁଡ଼ିକୁ ଅନ୍ୟ ଦେଶରେ ଖେଳିବ।
ଓଟିଭି ଫୋରସାଇଟ କାର୍ଯ୍ୟକ୍ରମରେ ଅନୁଭୂତି ବଖାଣିଲେ ନିର୍ମାତା ବିବେକ ଅଗ୍ନିହୋତ୍ରୀ ଓ ପତ୍ନୀ ପଲ୍ଲବୀ ଯୋଶୀ...ମଂଚ ଉପରେ ଇନଷ୍ଟାଣ୍ଟ ଗୀତ କଂପୋଜ କରି ହୃଦୟ ଜିତିଲେ ଅନୁ ମଲ୍ଲିକ..
ଓଟିଭି ଫୋରସାଇଟ କାର୍ଯ୍ୟକ୍ରମରେ ଅନୁଭୂତି ବଖାଣିଲେ ନିର୍ମାତା ବିବେକ ଅଗ୍ନିହୋତ୍ରୀ ଓ ପତ୍ନୀ ପଲ୍ଲବୀ ଯୋଶୀ...ମଂଚ ଉପରେ ଇନଷ୍ଟାଣ୍ଟ ଗୀତ କଂପୋଜ କରି ହୃଦୟ ଜିତିଲେ ଅନୁ ମଲ୍ଲିକ...
ଛତିଶଗଡ଼ ଅଞ୍ଚଳରେ ଘଟିଥିବାରୁ ଛତିଶଗଡ଼ ପୋଲିସ ତାଙ୍କୁ ଗିରଫ କରିଥିଲା ।
ଭାରତୀୟ କ୍ରିକେଟରମାନେ ନିଜକୁ ଫିଟ୍ ରଖିବା ପାଇଁ ଯନ୍ତ୍ରଣା ଉପଶମ ଇଞ୍ଜେକସନ୍ ନେଉଥିବା ବେଳେ ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ ବିରାଟ କୋହଲି ଓ ବର୍ତ୍ତମାନର କ୍ୟାପଟେନ୍ ରୋହିତ ଶର୍ମାଙ୍କ ମଧ୍ୟରେ ଥିବା ସମ୍ପର୍କକୁ ନେଇ ବଡ଼ ଖୁଲାସା ହୋଇଛି।
ଅନ୍ୟଦାବି ନେଇ ବିଜେପି କର୍ପୋରେଟରମାନେ ମଧ୍ୟ ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା ।
ଚୁକ୍ତି ଉଲ୍ଲଂଘନ ପାଇଁ ନୋଟିସ୍ ପଠାଇଲା ଭାରତ, ଆଲୋଚନା ପାଇଁ ଦେଲା ୯୦ ଦିନର ମହଲତ୍
ବିବାଦ, ବୟକଟ୍, ହଙ୍ଗାମା ଭିତରେ ଏବର୍ଷର ସବୁଠୁ ଚର୍ଚ୍ଚିତ ବଲିଉଡ୍ ଫିଲ୍ମ ‘ପଠାନ’ ରିଲିଜ ହୋଇଛି। ସିଙ୍ଗେଲ୍ ସ୍କ୍ରିନ୍ରୁ ମଲ୍ଟି ପ୍ଲେକ୍ସ ଫୁଲ୍ ପ୍ୟାକ୍। ସବୁଠି ଖଚାଖଚ୍ ଭିଡ଼ ସହ ଫ୍ୟାନ୍ସଙ୍କ ମଧ୍ୟରେ ଜବରଦସ୍ତ ଉତ୍ସାହ ଦେଖିବାକୁ ମିଳିଛି।
ଗତକାଲି ସନ୍ଧ୍ୟାରେ ଜେଏନୟୁ କ୍ୟାମ୍ପସରେ କିଛି ଛାତ୍ର ଗୋଷ୍ଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ BBCର ଡକ୍ୟୁମେଣ୍ଟାରୀକୁ ଲାଇଭ୍ ଷ୍ଟ୍ରିମିଂ ଦେଖିବାକୁ ଯୋଜନା କରିଥିଲେ।