
କାରଣ ସମୁଦ୍ରର ଭୀମକାୟ ଢେଉ ମା଼ଡରେ ମେରାଇନ୍ ଡ୍ରାଇଭ୍ର ଇକୋ-ରିଟ୍ରିଟ୍ ସ୍ଥଳ ପାଖରେ ପ୍ରାୟ ୨୫୦ ମିଟର ପ୍ରାଚୀର ଧୋଇ ଯିବା ପରେ ଏବେ ସୃଷ୍ଟି ହୋଇଛି ଏଭଳି ଆଶଙ୍କା ।
ଗଭୀର ଚିନ୍ତା ପ୍ରକଟ କଲେ ପରିବେଶବିତ୍ । ପୁରୀ ପ୍ରଶାସନ କହିଲା କରାଯିବ ସ୍ଥାୟୀ ପ୍ରତିକାର ।
ବାଲିବସ୍ତା ଓ ବହ୍ଲା ଦେଇ ରୋକିବାକୁ ପ୍ରୟାସ । ଜଗତସିଂହପୁର ଶିଆଳି ବେଳାଭୂମିରେ ଧୋଇଗଲା ଭ୍ୟୁ ଟାଓ୍ୱାର ଚଟାଣ ।
ଦିନକୁ ଦିନ ସାମୁଦ୍ରିକ ଜୁଆର ଭୟଙ୍କର ରୂପ ନେବା ସହ କୂଳ ଲଂଘି ସ୍ଥଳଭାଗକୁ ମାଡ଼ି ଆସୁଛି।
ଗତ ୨୬ ତାରିଖରେ ସୁକଦେବ ପ୍ରେମିକାଙ୍କୁ ଭେଟ କରିବାକୁ ଜଣେ ସାଙ୍ଗଙ୍କ ସହ ବାଇକ ଯୋଗେ ପୁଟକିମାଲ ଯାଇଥିଲେ।
ଏଭଳି ସୋ ଓଡ଼ିଶାର ଯୁବପିଢିଙ୍କୁ ଏୟାରଫୋର୍ସରେ ଯୋଗ ଦେବାକୁ ଅଧିକ ଉତ୍ସାହିତ କରିବ।
ଜଳବନ୍ଦୀ ସମସ୍ୟା ଭିତରେ ସାନିଟାରୀ ନାପ୍କିନ୍ ଚିନ୍ତା। କପଡ଼ା ବ୍ୟବହାର ଯୋଗୁଁ ବଢୁଛି ସଂକ୍ରମଣ ଆଶଙ୍କା। ରିଲିଫ୍ ସାମଗ୍ରୀରେ ମହିଳାଙ୍କୁ ପ୍ୟାଡ୍ ଦେବାକୁ ଦାବି।
ବନ୍ୟାର ଆଁରେ ପୁରୀ-ଖୋର୍ଦ୍ଧା । ଖୋର୍ଦ୍ଧା ତିରିମଲ ପାଖରେ ଶହେ ଫୁଟ୍ର ଘାଇ । ଖୋର୍ଦ୍ଧା-ବଲାଙ୍ଗିର ଏନ୍ଏଚ୍ରେ ଗାଡ଼ି ଚଳାଚଳ ଠପ୍ ।
ଜୁଆ ନଦୀରେ ଗଡ଼ସାନପୁଟର ଲୋକାପାଳ ଓ ହଳଦୀଆପଡ଼ାରେ ଯେଉଁ ଘାଇ ହୋଇଥିଲା, ତାହା ୧୦୦ ମିଟର ଚଉଡା ହେଲାଣି। ଅନେକ ଲୋକ ଗାଁ ଛାଡି ନିରାପଦ ସ୍ଥାନରେ ଆଶ୍ରୟ ନେଇଛନ୍ତି।
ଣିରେ ବୁଡ଼ି ରହିଛି ହଜାର ହଜାର ହେକ୍ଟର ଚାଷଜମି । ସେପଟେ ଚିତ୍ରୋତ୍ପଳା ନଦୀର ପାଣି ଯୋଗୁଁ ଡେରାବିଶ ଓ ମହାକାଳପଡ଼ା ବ୍ଲକର ବହୁ ପଞ୍ଚାୟତବାସୀ ଜଳବନ୍ଦୀ ହୋଇଛନ୍ତି ।
କାଣି, କରାଣ୍ଡିଆ, ମକରା ନଦୀରେ ଘାଇ । ହଜାର ହଜାର ହେର ଚାଷଜମି ସହ ବହୁ ଗାଁ ଜଳମଗ୍ନ । ମହାନଦୀର ଉଛୁଳା ପାଣିରେ ଆଠଗଡ଼ ଓ ବାଙ୍କୀରେ ବ୍ୟାପକ କ୍ଷତି ।
ଗାଧୋଉଥିବା ସମୟରେ ୩ ଜଣ ପର୍ଯ୍ୟଟକ ସମୁଦ୍ରରେ ଭାସି ଯାଇଥିବା ସୂଚନା ମିଳିଛି। ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୨ ଜଣଙ୍କୁ ଲାଇଫ୍ ଗାର୍ଡ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି।
ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୁତଳ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ କରାଯାଇଥିଲା। ସର୍ଭେ ପରେ ଗୋପ ବ୍ଲକର ୨ଟି ସ୍ଥାନରୁ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିଥିବା ନେଇ ଅଏଲ୍ ଇଣ୍ଡିଆ କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।
ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼ ସମେତ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ....ଗୁରୁ ସତ୍ୟ ନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଇଥାଏ...
ପୁରୀରେ ଖୁବ୍ଶୀଘ୍ର ନିର୍ମାଣ ହେବ ଗ୍ରୀନ୍ଫିଲ୍ଡ ଏୟାରପୋର୍ଟ। ପୁରୀରେ ପ୍ରସ୍ତାବିତ ବିମାନବନ୍ଦର କାର୍ଯ୍ୟ ଧୀରେ ଧୀରେ ଆଗଉ ଥିବାରୁ ପୁରୀ ବାସିନ୍ଦା ଖୁସିପ୍ରକଟ କରିଛନ୍ତି।
ଉଗ୍ରରୂପ ଧାରଣ କଲାଣି ପୁରୀ ସମୁଦ୍ର। ଘୋ ଘୋ ଗର୍ଜନ କରି ମାଡ଼ି ଆସୁଛି କୂଳକୁ...ଜୁଆର ମାଡରେ ଭାସିଯାଉଛି ବାଲିବସ୍ତା....ଝାଉଁ ଜଙ୍ଗଲକୁ ନିଜ ଗର୍ଭକୁ ନେବା ଉପରେ ସମୁଦ୍ର...ସେପଟେ କେଉଟଜଙ୍ଗାରେ ଖୋଳି ହୋଇଗଲାଣି ମୁହାଣ। ଚିନ୍ତାରେ ଅଂଚଳବାସୀ...
ଗର୍ଜନ କରି ମାଡ଼ି ଆସୁଛୁି ସମୁଦ୍ର ଜୁଆର । କୂଳ ଲାଙ୍ଘିବାକୁ ବସିଲାଣି ସମୁଦ୍ର । ରାଜ୍ୟ ପର୍ଯ୍ୟଟନ ଶିଳ୍ପର ଅନ୍ୟତମ ଆକର୍ଷଣ କୁହାଯାଉଥିବା କୋଣାର୍କ ପୁରୀ ବେଳାମାର୍ଗ ନଷ୍ଟ ହେବାକୁ ବସିଲାଣି ।
ରାୟଗଡ଼ା ଜିଲ୍ଲାର ୧୫ ପଞ୍ଚାୟତ, କୋରାପୁଟର ୩୧ ପଞ୍ଚାୟତକୁ ମିଳିବ ପାଣି
ସୁବର୍ଣ୍ଣପୁର ଜିଲ୍ଲାର ଜଣେ ବ୍ୟକ୍ତି ଉଦ୍ୟାନ କୃଷି ସହିତ ମାଛଚାଷ କରି ସଫଳ ହେଉଛନ୍ତି ।
ଜଗା ପ୍ରେମ ଆଗରେ ବୟସ ବି ହାର ମାନିଲା.. ମହାପ୍ରଭୁଙ୍କ ଦର୍ଶନ ଲାଳସାରେ ନୀଳମାଧବଙ୍କ ପୀଠରୁ ସାଇକେଲ ଧରି ଚାଲିଆସିଲେ ୭୫ ବର୍ଷୀୟ ବୃଦ୍ଧ..
ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍ରେ ୧୦୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।
ଆଜି ପବିତ୍ର ରଥଯାତ୍ରା । ରଥଯାତ୍ରା ଉପଲକ୍ଷେ ଘରେ ପୁରୀ ଖଜା ପ୍ରସ୍ତୁତ କରି ଭଗବାନଙ୍କ ନିକଟରେ ଭୋଗ ଲଗାନ୍ତୁ । ଖଜାର ଏହି ସୁଆଦିଆ ରେସିପି ବନେଇବା ଅତି ସହଜ ଓ ସରଳ ଅଟେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଯେଉଁମାନେ ପୁରୀ ଆସି ପାରୁନାହାନ୍ତି ସେମାନେ ଘରେ ରହି ବି ଟେଲିଭିଜନ୍ରେ ଶ୍ରୀଜିଉଙ୍କୁ ଦେଖିପାରିବେ । ଗଜପତି ମହାରାଜା ଦିବ୍ୟସିଂହ ଦେବ ଶ୍ରଦ୍ଧାଳୁଙ୍କ ପାଇଁ ଏପରି ପରାମର୍ଶ ଦେଇଛନ୍ତି ।
ଦୁଲୁକୁଛି ବଡ଼ଦାଣ୍ଡ...ରଥ ପଥ ଭକ୍ତ ସମସ୍ତେ ପ୍ରସ୍ତୁତ..ଝୁଲି ଝୁଲି ଆସୁଛି
ପୁରୀ ସମୁଦ୍ରରେ ଦୁର୍ଘଟଣା ଜନିତ ଅଘଟଣ ରୋକିବା ପାଇଁ ୩୯ ଜଣ ଅଗ୍ନିଶମ କର୍ମଚାରୀଙ୍କୁ ନେଇ ୩ଟି ସ୍ୱତନ୍ତ୍ର ଟିମ୍ କରାଯାଇଛି। ଏଥିସହ ୯୦ ଜଣ ଲାଇଫ୍ ଗାର୍ଡ ଓ ୩୦୦ ଜଣ ଘରୋଇ ଲାଇଫ୍ ଗାର୍ଡ ମୁତୟନ ହେବେ।