• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "1952" result for "କଂଗ୍ରେସ" in https://otvkhabar.in

Odisha Congress
କଂଗ୍ରେସ ମଙ୍ଗୁଆଳ ଖୋଜା ସରୁନି 

ରାଜ୍ୟ କଂଗ୍ରେସ ମୂରବି ଶୂନ୍ୟ ହେବାର ଦେଢ଼ ମାସ ବିତିଲା, ତଥାପି ମଙ୍ଗୁଆଳ ଖୋଜା ସରୁନି । ଏଆଇସିସି ଗଢ଼ିଥିବା ଷ୍ଟିୟରିଂ କମିଟିର ପ୍ରଥମ ବୈଠକ ହେଲା, କିନ୍ତୁ କାହା ନାଁରେ ମୋହର ବାଜିଲାନି । ଏବେ କହିଲେଣି ଜିଲ୍ଲାସ୍ତରର ନେତାଙ୍କଠୁ ମତାମତ ଆଣି ନାଁ ସ୍ଥିର ହେବ ଓ ଏଆଇସିସିକୁ ପଠାଯିବ। 

Odisha Congress
କିଏ ଧରିବ ଓଡ଼ିଶା କଂଗ୍ରେସର ମଙ୍ଗ ? ମୋକିମ୍, ଶ୍ରୀକାନ୍ତ ନା ଜୟଦେବ ?

ଦେଢ ମାସ ଧରି ବିନା ମୁରବିରେ ଚାଲିଛି ରାଜ୍ୟ କଂଗ୍ରେସ । ନାଁ ବାଛି ପାରୁନି ଷ୍ଟିୟରିଂ କମିଟି ।

Assembly
ବିଧାନସଭାରେ ସଂରକ୍ଷଣ ତାତି, ଗୃହରେ ଲିଫ୍‌ ଲେଟ୍‌ ଫିଙ୍ଗିଲା କଂଗ୍ରେସ

ଆଜି ଶୂନ୍ୟକାଳ ଆରମ୍ଭରେ କଂଗ୍ରେସ ସଦସ୍ୟ ସଂରକ୍ଷଣକୁ ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ । ଗୃହ ଭିତରେ ଲିଫ୍‌ଲେଟ୍ ଫିଙ୍ଗି ପ୍ରତିବାଦ କରିଥିଲା କଂଗ୍ରେସ ।

Farooq Abdullah
ଫାରୁକ୍‌ ଅବଦୁଲ୍ଲାଙ୍କ ବଡ଼ ଘୋଷଣା, ବିଧାନସଭା ନିର୍ବାଚନରେ କଂଗ୍ରେସ ସହ ମେଣ୍ଟ କରିବ NC

ଜାମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା J-K ନ୍ୟାସନାଲ କନଫରେନ୍ସର ସଭାପତି ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି ଯେ ତାଙ୍କ ଦଳ ଆଗାମୀ ବିଧାନସଭା ନିର୍ବାଚନରେ ​​କଂଗ୍ରେସ ସହ ମେଣ୍ଟ କରିବ ।

Tara Prasad Bahinipati
‘ଦଳରେ କାହାସହ କାହାର ମତ ଠିକ୍ ନାହିଁ, ପ୍ରକୃତ କଂଗ୍ରେସ କର୍ମୀଙ୍କୁ କାନ୍ଦ ଲାଗୁଛି’

ସେ ଆହୁରି ମଧ୍ୟ କହିଛନ୍ତି ଯେ, ତାଙ୍କୁ ବିଜେଡି-ବିଜେପି ସହ କଂଗ୍ରେସ ବି ବିରୋଧ କରୁଛି ।

Odisha Politics
ବିଧାୟକଙ୍କ ଓରିଏଣ୍ଟେସନ୍ ପ୍ରୋଗ୍ରାମକୁ ବିଜେଡି-କଂଗ୍ରେସର ବୟକଟ୍

୩ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ସାମିଲ ହେବେ । ବିଜେଡିର ୨ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ନିମନ୍ତ୍ରଣ ।

Congress Party
କଂଗ୍ରେସକୁ ପିଛା ଛାଡୁନି ଦୁର୍ଦ୍ଦିନ

ଦଳ ଛାଡିଛନ୍ତି ଗତ ସାଧାରଣ ନିର୍ବାଚନ ପୂର୍ବରୁ ଦଳକୁ ବଳ ଦେଇଥିବା ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ।

Congress Party
ଓଡ଼ିଶା କଂଗ୍ରେସକୁ ପୁଣି ବଡ଼ ଝଟକା; ଦଳ ଛାଡିଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ

ଶାକରୁ ରାଜନେତା ପାଲଟି ଗତ ସାଧାରଣ ନିର୍ବାଚନ ବେଳେ ଦଳକୁ ଢେର ବଳ ଦେଇଥିବା କଂଗ୍ରେସକୁ ବାୟ ବାୟ କରିଛନ୍ତି ଏକଦା ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଥିବା ବରିଷ୍ଠ ନେତା ବିଜୟ ପଟ୍ଟନାୟକ। 

Bijay Pattnaik
କଂଗ୍ରେସରୁ ଇସ୍ତଫା ଦେବା ପରେ OTVକୁ କ’ଣ କହିଲେ ବିଜୟ ? ଜାଣନ୍ତୁ...

କଂଗ୍ରେସରୁ ଇସ୍ତଫା ଦେବା ପରେ OTVକୁ ଏକ ସାକ୍ଷାତକାର ଦେବା ଅବସରରେ ଅନେକ ଖୁଲାସା କରିଛନ୍ତି ବିଜୟ ପଟ୍ଟନାୟକ। ଜାଣିବା ପାଇଁ ପଢ଼ନ୍ତୁ।

BIjay Patnaik
କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ବିଜୟ ପଟ୍ଟନାୟକ

ମେଲ୍‌ ଯୋଗେ AICCକୁ ପଠାଇଲେ ଇସ୍ତଫା ପତ୍ର ।

Odisha Politics
କଂଗ୍ରେସରେ ନୂଆ ଷ୍ଟିୟରିଂ କମିଟିକୁ ନେଇ ଝଡ଼, ତାତିଲେ ତାରା-ନରସିଂହ !

ନୂଆ ଷ୍ଟିୟରିଂ କମିଟିରେ ନାହାନ୍ତି ତାରା, ନରସିଂହ, ନିରଞ୍ଜନ, ପ୍ରସାଦଙ୍କ ଭଳି ଅଭିଜ୍ଞ ।

BJD
ନିର୍ବାଚନର ଦୁଇ ମାସ ପରେ EVMକୁ ଦୋଷ ଦେଲେଣି ବିଜେଡି-କଂଗ୍ରେସ

ଟାମ୍ପରିଂ ହେଲା ୫୧ଟା ସିଟ୍ ପାଇଲେ କେମିତି। ଗତ ୨୪ ବର୍ଷରେ ବିଜେଡି କେତେ ଥର ଇଭିଏମ ଗଣ୍ଡଗୋଳ କରିଛି କହୁ ବୋଲି କହିଛି ବିଜେପି।

Odisha Politics
MLA ପ୍ରାର୍ଥୀଙ୍କୁ ୩୦, MP ପ୍ରାର୍ଥୀଙ୍କୁ ୫୦ ଲକ୍ଷ ଦେଇଥିଲା BJD; ଟଙ୍କାଟିଏ ଦେଇନି କଂଗ୍ରେସ

ECIଙ୍କ ନିକଟରେ ସତ୍ୟପାଠ ଦାଖଲ କରି ଦର୍ଶାଇଛି ଦଳ । କୌଣସି ପ୍ରାର୍ଥୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ ଦେଇନି କଂଗ୍ରେସ ।

CM Mohan Majhi
ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଲା କଂଗ୍ରେସ

ଗୃହ ଚାଲିଥିବା ବେଳେ ମୁଖ୍ୟମନ୍ତ୍ରୀ କାହିଁକି ବାହାରେ ଘୋଷଣା କଲେ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ତାରା ବହିନୀପତି ।

Congress
ଭାଙ୍ଗିଲା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି

ଛାତ୍ରଠୁ ଯୁବ, ମହିଳାଠୁ ନେଇ କିସାନ କଂଗ୍ରେସ ସବୁ କମିଟିକୁ AICC ଭଙ୍ଗି ଦେଇଛନ୍ତି ।

Congress
ହଟିଲେ ଶରତ, ଭାଙ୍ଗିଲା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି

ଛାତ୍ରଠୁ ଯୁବ, ମହିଳାଠୁ ନେଇ କିସାନ କଂଗ୍ରେସ ସବୁ କମିଟିକୁ AICC ଭଙ୍ଗି ଦେଇଛନ୍ତି ।

Odisha Politics
ତେଜିଲା ରାଜନୀତି, ରାଜଭବନ ଆଗରେ ଯୁବ ଛାତ୍ର କଂଗ୍ରେସର ବିକ୍ଷୋଭ

ପୁରୀ ରାଜଭବନରେ କାର୍ଯ୍ୟରତ ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଅଭିଯୋଗରେ ତେଜିଲା ରାଜନୀତି ।

Odisha Congress
ମୁରବୀଶୂନ୍ୟ ହୋଇଛି କି ଓଡ଼ିଶା କଂଗ୍ରେସ ? ପାର୍ଟି ଅଫିସରେ ୯ ଦିନ ଝୁଲିଲା ତାଲା !

ଆଜି ତାଲା ଖୋଲିଥିଲେ ବି କଂଗ୍ରେସ ଅଫିସ୍ ଖାଁ ଖାଁ । AICCକୁ ସବୁ ଜଣାଇଛି କହିଲେ ଶରତ ।

Narendra Modi Vs Rahul Gandhi
ସଂସଦରେ କଂଗ୍ରେସ ଓ ରାହୁଲ ଗାନ୍ଧୀଙ୍କୁ ମୋଦିଙ୍କ ପ୍ରବଳ ଧୁଲେଇ

୨୦୨୪ ନିର୍ବାଚନରେ ଓଡ଼ିଶାର ବିଜେପିର ଅପୂର୍ବ ସଫଳତା କଥା ମନେ ପକାଇ ଏହାକୁ ଜଗନ୍ନାଥଙ୍କ ଭରପୁର ଆଶୀର୍ବାଦ ବୋଲି ମଧ୍ୟ କହିଛନ୍ତି।

Face-Off
ମାଷ୍ଟରକ୍ୟାଣ୍ଟିନ ଛକରେ ଲଙ୍କାକାଣ୍ଡ, ମୁହାଁମୁହିଁ ହେଲେ ବିଜେପି- ଛାତ୍ର କଂଗ୍ରେସ

ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଲଙ୍କାକାଣ୍ଡ । ମୁହାଁମୁହିଁ ହୋଇଛନ୍ତି ବିଜେପି ଓ ଛାତ୍ର କଂଗ୍ରେସ କର୍ମୀ ।

Three new criminal laws
ନୂଆ ଆଇନ୍‌ ନେଇ ତେଜିଲା ରାଜନୀତି; ବିରୋଧ କଲା କଂଗ୍ରେସ, ଶାହ କହିଲେ...

ନୂଆ ଆଇନ ଲାଗୁ ହେବା ପରେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଥିବା ବେଳେ ଏନେଇ ସମସ୍ତ ଅଭିଯୋଗକୁ ନେଇ ସ୍ପଷ୍ଟତା ଆଣିଛନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।

Sarat Pattnaik
୨୪ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପଦ ଛାଡିବେ କି ପିସିସି ସଭାପତି ?

ଶରତ ନିଜେ ଓ ଦଳ ଶୋଚନୀୟ ପରାଜୟ ଭୋଗିଥିବାରୁ ନୈତିକତା ଦୃଷ୍ଟିରୁ ସେ ଇସ୍ତଫା ଦେବା ଉଚିତ ବୋଲି ମନ୍ତବ୍ୟ ଦେଇଛନ୍ତି।

Sarat Pattnaik
ନିର୍ବାଚନ ବିପର୍ଯ୍ୟୟ ପରେ ବଢ଼ିଲା ରାଜ୍ୟ କଂଗ୍ରେସରେ କନ୍ଦଳ

ଇସ୍ତଫା ଚର୍ଚ୍ଚା ଭିତରେ ପିସିସି ସଭାପତିଙ୍କୁ ଦଳ ଭିତରୁ ବଢୁଛି ବିରୋଧ । ମୁହଁ ଖୋଲି ଚର୍ଚ୍ଚାକୁ ଖଣ୍ଡନ କି ସ୍ବୀକାର କଲେନି ପିସିସି ସଭାପତି ।

Congress
କିଏ ହେବେ କଂଗ୍ରେସ ବିଧାୟକ ଦଳ ନେତା ? ହାଇକମାଣ୍ଡଙ୍କୁ ଭେଟିଲେ ୬ ବିଧାୟକ

କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକାଙ୍କ ନେତୃତ୍ୱରେ ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାଜୁର୍ଣ୍ଣ ଖଡ଼ଗେଙ୍କୁ ଭେଟିଛନ୍ତି ଦଳର ୬ ଜଣ ବିଧାୟକ ।

Congress
ପିସିସି ସଭାପତିଙ୍କୁ କାଳିମାଡ଼ ଘଟଣା: ୫ କଂଗ୍ରେସ କର୍ମୀଙ୍କୁ ବହିଷ୍କାର

ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ୫ ଜଣ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରିଛି ଦଳ । ୫ ଜଣଙ୍କୁ ୬ ବର୍ଷ ପାଇଁ କଂଗ୍ରେସରୁ ବହିଷ୍କାର କଲେ ପିସିସି ସଭାପତି ଶରତ ପଟ୍ଟନାୟକ ।