• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "34" result for "ଡୋନାଲ୍ଡ ଟ୍ରମ୍ପ" in https://otvkhabar.in

trump
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କଲେ କରୋନା ଟେଷ୍ଟ

ଓ୍ୱାଶିଂଟନ: କରୋନା ସନ୍ଦଗ୍ଧଙ୍କ ଭିତରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବି ବାଦ୍ ଯାଇ ନାହାନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ବ୍ରାଜିଲ ପ୍ରତିନିଧି ଦଳର ଜଣେ ବ୍ୟକ୍ତିଙ୍କୁ ଟ୍ରମ୍ପ ଭେଟିଥିଲେ। ତେଣୁ ସେ କରୋନା ଆକ୍ରାନ୍ତ ହୋଇଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଥିଲା। ଏହାପରେ ହ୍ୱାଇଟ୍ ହାଉସ ତରଫରୁ ଟ୍ରମ୍ପଙ୍କ କରୋନା ଟେଷ୍ଟ ହୋଇଛି। ଆମେରିକା ରାଷ୍ଟ୍ରପତି କରୋନା ପରୀକ୍ଷା ନେଇ ସାମ୍ୱାଦିକ ସମ୍ମିଳନୀ କରିଥିଲେ। ଶୁକ୍ରବାର ସଂଧ୍ୟାରେ ତାଙ୍କ ସ୍ୱାବ ପରୀକ୍ଷା କରାଯାଇଥିଲା। ଶନିବାର ସଂଧ୍ୟାରେ […]

trump
ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଆସିଛି ଯୌନ ନିର୍ଯାତନା ଅଭିଯୋଗ। ଏପରି ଅଭିଯୋଗ ଆଣିଛନ୍ତି ଜଣେ ପୂର୍ବତନ ମଡେଲ। ଏମି ଡୋରିସ୍ (Ami Dorris) ନାମ୍ନୀ ଏହି ମଡେଲ ଜଣକ ଅଭିଯୋଗ କରିଛନ୍ତି ଯେ, ୨୩ ବର୍ଷ ପୂର୍ବେ ତାଙ୍କର ଟେନିସ୍‌ ଚାମ୍ପିୟନସିପ୍‌ ସମୟରେ ଟ୍ରମ୍ପ ତାଙ୍କ ସହ ଦୁର୍ବ୍ୟବହାର କରିଥିଲେ। ସେ ସମୟରେ ତାଙ୍କର ବନ୍ଧୁ ଜେସନ୍‌ ବିନ୍‌ ଟ୍ରମ୍ପଙ୍କ ସହ ତାଙ୍କର ପରିଚୟ କରାଇଥିଲେ। ତେବେ ରାଷ୍ଟ୍ରପତି ଟ୍ରମ୍ପ ଏହାକୁ ଖଣ୍ଡନ […]

junior trump
କରୋନା ସଂକ୍ରମିତ ହେଲେ ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ ପୁଅ ଡୋନାଲ୍‌ଡ ଟ୍ରମ୍ପ ଜୁନିୟର କରୋନା ସଂକ୍ରମିତ ହୋଇଥିବା ଜଣାଯାଇଛି। ଜୁନିୟର ଟ୍ରମ୍ପଙ୍କ ପ୍ରବକ୍ତା ଶୁକବ୍ରାର ଏହି ସୂଚନା ଦେଇଛନ୍ତି।  ପ୍ରବକ୍ତାଙ୍କ କହିବା ଅନୁଯାୟୀ, ଟ୍ରମ୍ପ ଜୁନିଅର କୋଭିଡ-୧୯ରେ ସଂକ୍ରମିତ ହୋଇଥିବା ଗତ ସପ୍ତାହ ପ୍ରାରମ୍ଭରେ ଜଣାପଡ଼ିଥିଲା। ନମୂନା ପରୀକ୍ଷା ରିପୋର୍ଟ ଆସିବା ପରେ ସେ ନିଜ କ୍ୟାବିନ୍‌ରେ ଆଇସୋଲେସନରେ ରହୁଛନ୍ତି। ତେବେ ପ୍ରବକ୍ତାଙ୍କ କହିବା ଅନୁଯାୟୀ, ତାଙ୍କ ପାଖରେ ରୋଗର କୌଣସି ଲକ୍ଷଣ ଦେଖିବାକୁ ମିଳୁନାହିଁ। ତଥାପି […]

us president
ସରକାରଙ୍କୁ ଘାରିଲା ଚିନ୍ତା, ପୁଣି ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ହେବା ନେଇ ଚର୍ଚ୍ଚା

ୱାଶିଂଟନ: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନରେ ବିଜୟ ହାସଲ କରି ଡେମୋକ୍ରାଟିକ୍‌ ପାର୍ଟିର ନେତା ଜୋ ବାଇଡେନ୍‌ ରାଷ୍ଟ୍ରପତି ହୋଇଛନ୍ତି। କିନ୍ତୁ ଆମେରିକା ସରକାରଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଅଗଷ୍ଟରେ ରିପବ୍ଲିକାନ୍‌ ପାର୍ଟିର ନେତା ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକାର ରାଷ୍ଟ୍ରପତି ହେବା…

donald trump
୨ ବର୍ଷ ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ଆକାଉଣ୍ଟ ସସପେଣ୍ଡ୍ କଲା ଫେସବୁକ୍‌

ଡୋନାଲ୍ଡ ଟ୍ରମ୍ପଙ୍କୁ ଫେସବୁକ୍ ପକ୍ଷରୁ ଝଟକା ଦୁଇ ବର୍ଷ ପାଇଁ ଆକାଉଣ୍ଟ୍ ସସପେଣ୍ଡ୍ ଦୁଇ ବର୍ଷ ପାଇଁ ଫେସବୁକ୍ ଚଳାଇ ପାରିବେନି ଆମେରିକାର ପୂର୍ବତନ ରାଷ୍ଟ୍ରପତି । ଡୋନାଲ୍ଡ ଟ୍ରମ୍ପଙ୍କୁ ଫେସବୁକ୍ ଝଟକା ଦେଇ ଶୁକ୍ରବାର ଦିନ ତାଙ୍କ ସୋସିଆଲ ମିଡିଆ…