ବର୍ଷା ଯୋଗୁ ମ୍ୟାଚ୍ ବାଧାପ୍ରାପ୍ତ ହେବା ପରେ ୩୩ ଓଭରକୁ ଖସାଇ ଦିଆଯାଇଥିଲା ମ୍ୟାଚ୍ । ଡିଏଲଏସ୍ ମେଥଡ ଲାଗୁ ହେବା ସହ ଅଷ୍ଟ୍ରେଲିଆକୁ ୩୩ ଓଭରରେ ୩୧୭ ରନର ଟାର୍ଗେଟ୍ ଦିଆଯାଇଥିଲା ।
ଇନ୍ଦୋରରେ ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆ । ପ୍ରଥମ ମ୍ୟାଚ୍ ଜିତି ଥିବାରୁ ସିରିଜ୍ ବିଜୟ ଲକ୍ଷ୍ୟରେ ଭାରତୀୟ ଦଳ ।
ଏହି ମ୍ୟାଚ୍ ଉଭୟ ଦଳ ପାଇଁ ବେଶ୍ ଗୁରୁତ୍ୱବହନ କରୁଛି । ଏହି ସିରିଜ ଜିତି ବିଶ୍ୱକପରେ ଫେଭରାଇଟ୍ ଟିମ ଭାବେ ଟିମ ଇଣ୍ଡିଆ ପଡିଆକୁ ଓହ୍ଲାଇବାର ଲକ୍ଷ ରଖିଛି ।
ପ୍ରଥମ ୨ଟି ODIରେ ଅଧିନାୟକ ଦାୟିତ୍ୱ ତୁଲାଇବେ କେ ଏଲ୍ ରାହୁଲ୍ ଓ ଉପଅଧିନାୟକ ରହିବେ ରହିବନ୍ଦ୍ର ଜାଡେଜା ।
କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମାରାଥନ କାର୍ଯ୍ୟକ୍ରମ । ଆଜି ଦିନ ତମାମ ମହାମହିମଙ୍କ କାର୍ଯ୍ୟକ୍ରମ ରହିଛି । ପ୍ରଥମେ ମାଆ କଟକ ଚଣ୍ଡୀଙ୍କ ଦର୍ଶନ ପରେ ସେଠାରୁ ମଧୁବାବୁଙ୍କ ଘର ପରିଦର୍ଶନ କରିଛନ୍ତି । ଏହାପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବାସଭବନ ଓ ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି ।
ସମସ୍ୟାର ସମାଧାନ ନକଲେ ବନ୍ଦ ଡାକରା ଦେବାକୁ ଚେତାବନୀ
କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।
ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍ରେ ଟିମ୍ ଇଣ୍ଡିଆର ପରାଜୟକୁ ନେଇ ଏବେ ଖୁବ ଚର୍ଚ୍ଚା। ଏହା ସହିତ ଟିମ୍ର ୨୦୨୩ ଦିନିକିଆ ବିଶ୍ୱକପ୍ ପ୍ରସ୍ତୁତି ଉପରେ ଲାଗିଯାଇଛି ପ୍ରଶ୍ନଚିହ୍ନ। ତେବେ କାହିଁକି ହାରିଲା ରୋହିତ ସେନା? କେଉଁଠି ରହିଲା ସମସ୍ୟା?
ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ଜିତିବା ପରେ ଟିମ୍ ପାଇଁ ଏକ ଖରାପ ଖବର ଆସିଛି ।
ଶେଷ ପର୍ଯ୍ୟନ୍ତ କ୍ରିଜରେ ରହି ସେ ୭୮ ବଲରୁ ଧୂଆଁଧାର ୧୪୦ରନ୍ କରିଥିଲେ। ତେବେ ତାହା ଦଳକୁ ବିଜୟୀ କରିପାରିନଥିଲା।
ନ୍ୟୁଜିଲାଣ୍ଡ ବିପକ୍ଷରେ ଦ୍ୱିଶତକ ଲଗାଇଲେ ଗିଲ୍
ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଭାରତରେ ଦିନିକିଆ ବିଶ୍ୱକପ୍ ହେବାକୁ ଯାଉଛି। ୨୦୧୧ ବିଶ୍ୱକପ୍ ଫାଇନାଲ୍ରେ ମହେନ୍ଦ୍ର ସିଂହ ଧୋନିଙ୍କ ଟିମ୍ର ବିଜୟର ୧୨ ବର୍ଷ ପରେ ଟିମ୍ ଇଣ୍ଡିଆ ପୁନର୍ବାର ଘରେ ବିଶ୍ୱକପ୍ ମୁକୁଟ ଜିତିପାରିବ କି - ଏହାକୁ ନେଇ କ୍ରିକେଟ୍ ମହଲରେ ଏବେଠୁ ଚର୍ଚ୍ଚା।
ଦୀପକ ଚାହର୍ ଆହତ ହେବା ପରେ ବିସିସିଆଇ ପକ୍ଷରୁ ଅଲରାଉଣ୍ତର ୱାଶିଂଟନ ସୁନ୍ଦରଙ୍କୁ ଟିମ୍ରେ ସାମିଲ କରାଯାଇଛି ।
ଗୋଟିଏ ମ୍ୟାଚ୍ ପୂର୍ବରୁ ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜ୍କୁ କବଜା କରିନେଇଛି ଟିମ୍ ଇଣ୍ଡିଆ। ପ୍ରଥମ ମ୍ୟାଚ୍ ପରି ଦ୍ୱିତୀୟ ମ୍ୟାଚ୍ରେ ମଧ୍ୟ କେଏଲ ରାହୁଲଙ୍କ ଟିମ ଇଣ୍ଡିଆ ଦମଦାର ପ୍ରଦର୍ଶନ କରିଛି।
ପୁଣି ଥରେ ଟିମ୍ ଇଣ୍ଡିଆର ରେକର୍ଡ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦିନିକିଆ ସିରିଜ୍କୁ କ୍ଲିନ୍ ସୁଇପ୍ କଲା ଭାରତ....
ୱେଷ୍ଟଇଣ୍ଡିଜକୁ ତୃତୀୟ ଦିନିକିଆରେ ହରାଇ ସିରିଜ ପୋଛିନେଲା ଭାରତ । ୱେଷ୍ଟଇଣ୍ଡିଜକୁ ବିପକ୍ଷ ଦିନିକିଆ ସିରିଜକୁ ୩-୦ରେ ଜିତିଲା ଭାରତ । ଭାରତ ପ୍ରଥମେ ୩୬ ଓଭରରେ ୩ ଓ୍ୱିକେଟ ହରାଇ ୨୨୫ ରନ୍ କରିଥିଲା । ଶୁବମନ ଗିଲ୍ ୯୮ ରନ୍ ଓ ଧଓ୍ୱନ ୫୮ ରନ୍ରେ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ ।
ମାତ୍ର ୩୫ ବଲରେ ୬୪ ରନ କରିଥିବା ଅକ୍ସର ମ୍ୟାନ୍ ଅଫ ଦି ମ୍ୟାଚ୍ ହୋଇଛନ୍ତି।
୨୪୭ ରନ୍ର ପିଛା କରି ୧୪୬ ରନ୍ରେ ରହିଲା ଭାରତ । ରବିବାରର ତୃତୀୟ ତଥା ଶେଷ ମୁକାବିଲା ହେବ ର୍ନିଣ୍ଣାୟକ ।
ପ୍ରଥମ ମ୍ୟାଚ୍ ଜିତି ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୧-୦ରେ ଅଗ୍ରଣୀ ରହିଛି ଦକ୍ଷିଣ ଆଫ୍ରିକା । ତେଣୁ ଆଜି ମ୍ୟାଚ୍ ଜିତି ସିରିଜ୍ କବ୍ଜା କରିବା ଲକ୍ଷ୍ୟରେ ଘରୋଇ ଦଳ ମଧ୍ୟ ରଣନୀତି ପ୍ରସ୍ତୁତ କରିସାରିଛି । ଏହାର କଡ଼ା ଜବାବ ଦେବାକୁ ଟିମ୍ ଇଣ୍ଡିଆ ମଧ୍ୟ ତୟାର ହେଉଛି । ବିରାଟ କୋହଲି କ୍ୟାପ୍ଟେନସିପ୍ ଛାଡ଼ିବା ପରେ କେଏଲ୍ ରାହୁଲଙ୍କ ଅଧିନାୟକତ୍ୱରେ ଏହି ସିରିଜ୍ ଖେଳୁଛି ଭାରତ ।
୨୯୭ ରନର ଟାର୍ଗେଟର ପିଛା କରୁଥିବା ଭାରତ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।
ଟେଷ୍ଟ ସିରିଜରେ ୧-୨ରେ ପରାସ୍ତ ହେବା ପରେ ଟିମ ଇଣ୍ଡିଆ ଦିନିକିଆ ସିରିଜ ହାତେଇବା ଲକ୍ଷ୍ୟରେ ପଡିଆକୁ ଓହ୍ଲାଇଛି । ସେପଟେ ଦକ୍ଷିଣ ଆଫ୍ରିକା ଟେଣ୍ଡା ବାବୁମାଙ୍କ ଅଧିନାୟକତ୍ୱରେ ପଡିଆକୁ ଓହ୍ଲାଇଛି । ଟେଷ୍ଟ ସିରିଜରେ ବିଜୟ ପରେ ଦୃଢ ମନୋବଳ ଥିବା ଦକ୍ଷଣ ଆଫ୍ରିକା ଦଳ ଘରୋଇ ମାଟିରେ ଭଲ ପ୍ରଦର୍ଶନ କରିବା ଲାଗି ଆଶା ରଖିଛି ।
ଅତ୍ୟଧିକ କାର୍ଯ୍ୟଭାର ଯୋଗୁ କୋହଲି ଟି-୨୦ କ୍ୟାପଟେନ୍ସି ଛାଡ଼ିଥିଲେ। ଏବେ କୋହଲି ଦିନିକିଆ କ୍ୟାପଟେନ୍ ପଦ ମଧ୍ୟ ଛାଡ଼ି ଦେଇଛନ୍ତି।
ଆସନ୍ତା ମଙ୍ଗଳବାର ଦିନ ଅର୍ଥାତ୍ ଅକ୍ଟୋବର ୯ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଜଗନମୋହନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସୂଚନା ମିଳିଛି
ଭାରତୀୟ କ୍ରିକେଟ୍ ଟିମ୍ ୨୦୦୮ ପରେ ପାକିସ୍ତାନ ଗସ୍ତ କରିନାହିଁ । କିନ୍ତୁ ୨୦୨୩ରେ ଭାରତୀୟ କ୍ରିକେଟ୍ ଟିମ୍କୁ ପାକିସ୍ତାନ ଯିବାକୁ ପଡ଼ିପାରେ । ଶୁକ୍ରବାର ଏସିଆନ୍ କ୍ରିକେଟ୍ କାଉନ୍ସିଲ ବୈଠକରେ ୨୦୨୩ରେ ହେବାକୁ ଥିବା ଏସିଆ କପ୍ର ଆୟୋଜନ ଦାୟିତ୍ୱ ପାକିସ୍ତାନକୁ ଦିଆଯାଇଛି ।
ପଡ଼ିଆକୁ ଓହ୍ଲାଇବା ପୂର୍ବରୁ ପାକିସ୍ତାନ ସହ ଦିନିକିଆ ମ୍ୟାଚ୍ ବାତିଲ କଲା ନ୍ୟୁଜିଲାଣ୍ଡ। ସୁରକ୍ଷା ଦୃଷ୍ଟିକୋଣରୁ ଆଜି ହିଁ ପାକିସ୍ତାନ ଛାଡିବାକୁ ଟିମକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ କାହିଁକି ବ୍ଲାକ୍ କ୍ୟାପ୍ ବାତିଲ କଲା ସିରିଜି ? କେବେଠାରୁ ବିଦେଶୀ ଟିମ୍ ଯାଇ ନାହାନ୍ତି ପାକିସ୍ତାନ ? କାହିଁକି ପାକିସ୍ତାନରେ କ୍ରିକେଟ୍ ଖେଳିବାକୁ ଡରୁଛନ୍ତି ଅନ୍ୟ ଟିମ୍?