• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "46" result for "ବୈଷ୍ଣବ" in https://otvkhabar.in

DAMA-ROUT
ଅଶ୍ୱିନୀ ବୈଷ୍ଣବଙ୍କୁ ପ୍ରଶଂସା କଲେ ଦାମ

ଭୁବନେଶ୍ୱର: ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଡାକ୍ତର ଦାମୋଦର ରାଉତ। ଦାମ କହିଛନ୍ତି, ଅଶ୍ୱିନୀ ଜଣେ ଦକ୍ଷ ପ୍ରଶାସକ ଓ ନବୀନଙ୍କୁ ଅନେକ ପରାମର୍ଶ ଦେଇଛନ୍ତି। ଦିଲ୍ଲୀରେ ମୋଦି ଓ ଶାହାଙ୍କ ସହ ନବୀନଙ୍କୁ ସେ ସାକ୍ଷାତ କରାଉଥିଲେ। ତାଛଡ଼ା ବିଜେଡି ସହ ତାଙ୍କର ସମ୍ପର୍କ ଏବେ ବି ଥିବା ନେଇ ଚାଲିଥିବା ଆଲୋଚନା ଉପରେ ପ୍ରତିକ୍ରିୟା ରଖି ଦାମ କହିଛନ୍ତି, ଯେଉଁ ଦଳ ତାଙ୍କୁ […]

Ashwini Vaishnaw
ମୋଦି ଯେଉଁ ଷ୍ଟେସନ୍‌ରେ ଚା’ ବିକିଥିଲେ, ସେହି ଷ୍ଟେସନ୍‌ ବୁଲିଲେ ଅଶ୍ୱନୀ ବୈଷ୍ଣବ

ପୂରା ଷ୍ଟେସନକୁ ବୁଲି ଦେଖିଲି, ଅତ୍ୟନ୍ତ ପରିଷ୍କାର ରହିଛି। ଭାରତୀୟ ରେଳ ବିଶ୍ୱର ସବୁଠୁ ବଡ଼ ରେଳ ନେଟ୍‌ୱାର୍କ। ତେଣୁ ଏହାର ବ୍ୟବହାର ଲୋକମାନେ କେମିତି ସୁରୁଖୁରୁରେ କରିବେ ସେନେଇ ଆମେ କରିବା ଦରକାର ବୋଲି ଅଶ୍ୱିନୀ କହିଛନ୍ତି। କେବଳ ଏତିକି ନୁହେଁ ବରଂ ନିଜେ ରେଳ ଇଞ୍ଜିନ୍‌ରେ ବସି ସେ ଯାତ୍ରା ମଧ୍ୟ କରିଥିଲେ। ଆଉ ଏହ୍ଲାଇବା ସମୟରେ ରେଳ ଷ୍ଟେସନ୍‌ରେ ତାଙ୍କୁ ଜୋରଦାର ସ୍ୱାଗତ ମଧ୍ୟ କରାଯାଇଥିଲା।

dama1
ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ପ୍ରସଙ୍ଗରେ ଦାମଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର :  ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିବା ଓ ବିଜେଡିର ସମର୍ଥନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ବରିଷ୍ଠ ବିଜେପି ନେତା ଦାମୋଦର ରାଉତ କହିଛନ୍ତି ନିର୍ବାଚନ ସରିବା ପରେ ରାଜ୍ୟରେ ଡବଲ ଇଂଜିନ ସରକାର ହୋଇଗଲା। ଏହା ସହ ସେ କହିଛନ୍ତି, ଦିଲ୍ଲୀରେ ବୈଷ୍ଣବଙ୍କ ବେଶ୍ ଭଲ ଲବି ରହିଛି। ବିଜେଡି ସହିତ ବି ତାଙ୍କର ବେଶ୍ ଭଲ ସଂପର୍କ ଥିଲା, ତେଣୁ ବିଜେଡି ବୈଷ୍ଣବଙ୍କୁ ପ୍ରାର୍ଥୀ କରିବାର ଯଥେଷ୍ଟ ସମ୍ଭାବନା ଥିଲା।  ପାରସ୍ପରିକ ସୁବିଧା […]

ashwini
ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଅଶ୍ୱିନୀ ବୈଷ୍ଣବଙ୍କୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର : ୧୯୯୪ ବ୍ୟାଚ୍ ଓଡ଼ିଶା କ୍ୟାଡରର ପୂର୍ବତନ ଆଇଏଏସ ଅଶ୍ୱିନୀ ବୈଷ୍ଣବ କେଉଁ ଦଳର ପ୍ରାର୍ଥୀ ତାକୁ ନେଇ ସଂଶୟ ଲାଗି ରହିଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ସ୍ପଷ୍ଟୀକରଣ ଦେଇଛନ୍ତି। ଶ୍ରୀ ବୈଷ୍ଣବ ବିଜେଡିର ରାଜ୍ୟସଭା ପ୍ରାର୍ଥୀ ବୋଲି ନବୀନ ଘୋଷଣା କରିବାର ୩୦ମିନିଟ ପୂର୍ବରୁ ତାଙ୍କୁ ବିଜେପି ନିଜର ପ୍ରାର୍ଥୀ ବୋଲି ଟ୍ୱିଟର ମାଧ୍ୟମରେ ସୂଚନା ଦେଇଥିଲା। ଯାହାକୁ ନେଇ ଗଣମାଧ୍ୟମରେ ଜୋରଦାର ଆଲୋଚନା ହେବା ପରେ ନବୀନ […]

bjp
ବିଜେପିରେ ଯୋଗ ଦେଲେ ଅଶ୍ୱିନୀ ବୈଷ୍ଣବ; କଂଗ୍ରେସ କହିଲା ବିଜେପି-ବିଜେଡି କରିଛନ୍ତି ଭିତିରିଆ ମେଣ୍ଟ

ଭୁବନେଶ୍ୱର: ପୂର୍ବତନ ଆଇଏଏସ୍ ଅଶ୍ୱିନୀ ବୈଷ୍ଣବ ଆଜି ବିଜେପିରେ ସାମିଲ ହୋଇଛନ୍ତି। ଭୁବନେଶ୍ୱର ସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଆସି ସେ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଏହି ସମୟରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ନେତା ସମୀର ମହାନ୍ତି, ଗୋଲକ ମହାପାତ୍ରଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ବିଜେପିରେ ଯୋଗ ଦେବାପରେ ଅଶ୍ୱିନୀ ବୈଷ୍ଣବ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,‘ ଓଡ଼ିଶାବାସୀଙ୍କ ସେବା ପାଇଁ ବିଜେପି ସୁଯୋଗ ଦେଇଛି। ଦଳ ଏହି […]

Apana Eka Nuhanty Ep 479 | 26 Feb 2020 | ଅସହାୟ ବୈଷ୍ଣବ | ଅସମର୍ଥ ବୃନ୍ଦାବନ | ଭୋକିଲାଙ୍କ ବନ୍ଧୁ ରାଜେଶ
Apana Eka Nuhanty Ep 479 | 26 Feb 2020 | ଅସହାୟ ବୈଷ୍ଣବ | ଅସମର୍ଥ ବୃନ୍ଦାବନ | ଭୋକିଲାଙ୍କ ବନ୍ଧୁ ରାଜେଶ

Immensely popular show in Rural Odisha, this show proves that Media has a responsibility towards the society and if the right steps are taken a lot can

Ashwini Vaishnav
ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦାୟିତ୍ୱ ନେଉ ନେଉ ଆକ୍ସନ ମୋଡ୍‌ରେ ନୂଆ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଗତକାଲି ସେ ରେଳ ମନ୍ତ୍ରାଳୟର ଦାୟିତ୍ୱ ନେବା ପରେ ସର୍ବ ପ୍ରଥମେ ନିଜ ଷ୍ଟାଫଙ୍କ ଅଫିସରେ କାର୍ଯ୍ୟ କରିବାର ସମୟରେ ପରିବର୍ତ୍ତନ କରିଛନ୍ତି।

Ashwini Vaishnaw
ସାଧାରଣ ଲୋକଙ୍କ ପାଖରେ ଯେପରି ରେଳ ମନ୍ତ୍ରାଳୟ ସୁଫଳ ପହଞ୍ଚି ପାରିବ ସେଥିପାଇଁ କାମ କରିବି-ଅଶ୍ୱିନୀ ବୈଷ୍ଣବ

ମୋଦୀ ମନ୍ତ୍ରିମଣ୍ଡଳୀରେ ଏବେ  ଅନେକ ନୂଆ ମୁହଁ। ଏହି ନୂଆ ମୁହଁ ମଧ୍ୟରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ଦୁଇ ଜଣ ସାଂସଦ। ରାଜ୍ୟସଭା ସାଂସଦ ଅଶ୍ୱିନୀ କୁମାର ବୈଷ୍ଣବ ଓ ମୟୂରଭଞ୍ଜ ସାଂସଦ ବିଶ୍ୱେଶ୍ୱର ଟୁଡୁ ହୋଇଛନ୍ତି ମନ୍ତ୍ରୀ। ଉଭୟେ ପ୍ରଥମ ଥର ସାଂସଦ ସାଙ୍ଗକୁ ମିନିଷ୍ଟର ହେବାର ସୁଯୋଗ ପାଇଛନ୍ତି।

Ashwini Vaishnav
ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା ରେଳ ମନ୍ତ୍ରଣାଳୟ ଦାୟିତ୍ୱ

ଅଶ୍ୱିନୀ ବୈଷ୍ଣବଙ୍କୁ ମିଳିଲା କେନ୍ଦ୍ର ରେଳ ମନ୍ତ୍ରଣାଳୟର ଦାୟିତ୍ୱ। ନୂଆ କରି ସାଂସଦ ହେଲେ, ଏବେ କେନ୍ଦ୍ରରେ କ୍ୟାବିନେଟ୍‌ ମନ୍ତ୍ରୀ ହେଲେ। ଆଉ ବର୍ତ୍ତମାନ ସମୟରେ ଗୁରୁତ୍ୱପୂର୍ଣ୍ଣ ବିଭାଗ ବି ପାଇଲେ।

Ashwini Vaishnaw
କେନ୍ଦ୍ରରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ

ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ମୋଦି ସରକାରର ମନ୍ତ୍ରୀ। ଓଡ଼ିଶାରୁ କେନ୍ଦ୍ର କ୍ୟାବିନେଟ୍‌ ମନ୍ତ୍ରୀ ଭାବରେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ। ଶ୍ରୀ ବୈଷ୍ଣବ ରାଜ୍ୟସଭାରୁ ସାଂସଦ ଭାବରେ ନିର୍ବାଚିତ ହୋଇଛନ୍ତି

Ashwini Vaishnaw
କେନ୍ଦ୍ର କ୍ୟାବିନେଟ୍‌ରେ ସ୍ଥାନ ପାଇପାରନ୍ତି ଅଶ୍ୱିନୀ ବୈଷ୍ଣବ

କ୍ୟାବିନେଟ ମନ୍ତ୍ରୀ ହେବେ ବୈଷ୍ଣବ ! କ୍ୟାବିନେଟ ମନ୍ତ୍ରୀ ହୋଇପାରନ୍ତି ଅଶ୍ୱିନୀ ବୈଷ୍ଣବ। ଏନେଇ ଜୋରସୋରରେ ଚର୍ଚ୍ଚା ଚାଲିଛି। ଏହାସହ ସାମ୍ନାକୁ ଆସିଲା ଶପଥ ନେବାକୁ ଥିବା ୪୩ ମନ୍ତ୍ରୀଙ୍କ ତାଲିକା। ତାଲିକାର ୬ନମ୍ବର ସ୍ଥାନରେ ରହିଛି ଅଶ୍ୱିନୀ ବୈଷ୍ଣବଙ୍କ ନାଁ। ତେବେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨ ନୂଆ ମନ୍ତ୍ରୀ ସାମିଲ୍ ହେବା ସ୍ପଷ୍ଟ ହୋଇଛି । ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଅଶ୍ୱିନୀ ବୈଷ୍ଣବ ଓ ବିଶ୍ୱେଶ୍ୱର ଟୁଡ଼ୁ

Bishweswar Tudu, Ashwini Vaishnaw
ମନ୍ତ୍ରୀ ରେସରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ, ସେପଟେ ପ୍ରଧାନମନ୍ତ୍ରୀଙ୍କ ଘରେ ଅଶ୍ୱିନୀ ବୈଷ୍ଣବ

ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।