• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "38" result for "ବ୍ରହ୍ମା" in https://otvkhabar.in

Sushmita Sen Love Story
ବ୍ରହ୍ମାଣ୍ଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିଲେ ପଳାତକ ଲଲିତ ମୋଦି; କେବେ ହଁ ତ କେବେ ନାଁ....

ପୂର୍ବତନ  ବ୍ରହ୍ମାଣ୍ଡ ସୁନ୍ଦରୀ ସୁସ୍ମିତା ସେନଙ୍କ ପ୍ରେମରେ ପଡ଼ିଛନ୍ତି ଆଇପିଏଲର ପ୍ରତିଷ୍ଠାତା ଚେୟାରମ୍ୟାନ ତଥା ବିସିସିଆଇର ପୂର୍ବତନ ଭାଇସ ପ୍ରେସିଡେଣ୍ଟ ତଥା ବ୍ୟବସାୟୀ ଲଲିତ ମୋଦି । ସୋସିଆଲ ମିଡିଆରେ ଏହି ଦୁହିଁଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଏବେ ଆଲୋଚନା, ସମାଲୋଚନା ଓ ବିତର୍କ ହେବା ସ୍ୱାଭାବିକ ।

Brahmastra the story of Siva
ମହାବଳୀ-ସର୍ବଶକ୍ତିଶାଳୀ ଶିବାର କାହାଣୀ 'ବ୍ରହ୍ମାସ୍ତ୍ର'

ରିଜିଜ୍ ହୋଇଛି 'ବ୍ରହ୍ମାସ୍ତ୍ର'ର ଟ୍ରେଲର୍। ଏହି ଦମଦାର ଟ୍ରେଲର ଫିଲ୍ମ ଦେଖିବାକୁ ଲୋକଙ୍କ ଉତ୍ସାହକୁ ଦ୍ୱିଗୁଣିତ କରୁଛି। କେବେ ରିଲିଜ୍ ହେବ ଫିଲ୍ମ ଜାଣିବା ପାଇଁ ଦେଖନ୍ତୁ।

Special Report - Is Russia Using WMD Against Ukraine
ଏହି କ୍ଷେପଣାସ୍ତ୍ର ହେଉଛି ଋଷର ବ୍ରହ୍ମାସ୍ତ୍ର

ଋଷ୍ ତୁଳନାରେ ୟୁକ୍ରେନ୍ ଅତ୍ୟଧିକ ଦୁର୍ବଳ ଦେଶ। ଏହାପରେ ମଧ୍ୟ ଏ ଦେଶ ଋଷ୍ ପାଖରେ ହାର୍ ମାନୁନି। ଏହା ହିଁ ଋଷକୁ ଚିନ୍ତାରେ ପକାଇଛି। ତେବେ କିଛିଦିନ ହେଲା ଋଷ୍ ତାର ବ୍ରହ୍ମାସ୍ତ୍ର କୁହାଯାଉଥିବା ଏହି କ୍ଷେପଣାସ୍ତ୍ରର ପ୍ରୟୋଗ ଆରମ୍ଭ କରିଛି।

campaign
ପ୍ରାର୍ଥୀଙ୍କ ଏକଲାଚଲୋ ପ୍ରଚାର : ନା ଅଛନ୍ତି କର୍ମୀ ନା ସମର୍ଥକ, ସ୍କୁଟି ଧରି ଘରକୁ ଘର ବୁଲି ଭୋଟ ମାଗୁଛନ୍ତି ପୌରାଧ୍ୟକ୍ଷ ପ୍ରାର୍ଥୀ ବ୍ରହ୍ମାନନ୍ଦ

 ବଡ଼ବିଲ ପୌରାଧ୍ୟକ୍ଷ ପ୍ରାର୍ଥୀ ବ୍ରହ୍ମାନନ୍ଦ ପାଢ଼ୀ । ସେ ପାଗଳା ନନା ଭାବେ ବଡ଼ବିଲରେ ବେଶ୍ ପରିଚିତ  । ପେଷାରେ ସେ ହେଉଛନ୍ତି ଜଣେ ପୂଜକ । ବଡ଼ବିଲ ଚେୟାରମ୍ୟାନ ହେବାକୁ ତାଙ୍କର ପ୍ରବଳ ଇଛା

Earthlike planet may be orbiting
ବ୍ରହ୍ମାଣ୍ଡରେ ମିଳିଗଲା ଆଉ ଏକ ପୃଥିବୀ

ବୈଜ୍ଞାନିକମାନେ ବ୍ରହ୍ମାଣ୍ଡରେ ପୃଥିବୀ ପରି ଗ୍ରହ ଆବିଷ୍କାର କରିଛନ୍ତି। ସମ୍ପ୍ରତି ଏକ ଅନୁସନ୍ଧାନରୁ ପ୍ରକାଶ ପାଇଛି ଯେଉଁଥିରେ ଏହି କଥା କୁହାଯାଇଛି। ବୈଜ୍ଞାନିକମାନେ ଏହି ଗ୍ରହରେ ଜୀବନର ସମ୍ଭାବନା ପ୍ରକାଶ କରିଛନ୍ତି।

shanghai astronomy museum
ନିଆରା ସଂଗ୍ରହାଳୟ, ଯେଉଁଠି ବ୍ରହ୍ମାଣ୍ଡର ଅନୁଭୂତି ପାଆନ୍ତି ପର୍ଯ୍ୟଟକ

ବିଶ୍ୱର ସର୍ବବୃହତ୍‌ ଜ୍ୟୋତିର୍ବିଜ୍ଞାନ ସଂଗ୍ରହାଳୟ ରହିଛି ଚୀନ ସଂଘାଇରେ । ନିକଟ ଅତୀତରେ ସର୍ବସାଧାରଣଙ୍କ ପାଇଁ ଏହା ଖୋଲିଛି । କିନ୍ତୁ ଏହାର ଆକାରକୁ ନେଇ ଦୀର୍ଘ ଦିନ ହେବ ଏହା ଚର୍ଚ୍ଚାରେ ରହି ଆସିଛି । ଆଉ ବାସ୍ତବରେ ଏହି ସଂଗ୍ରହାଳୟ ସମସ୍ତ ପର୍ଯ୍ୟଟକଙ୍କୁ ଦେଇଥାଏ ନିଆରା ଅନୁଭୂତି । ତେବେ ବାସ୍ତବରେ କଣ ଏହା ଏକ ନିଆରା ସଂଗ୍ରହାଳୟ…ଚାଲନ୍ତୁ ଜାଣିବା

Diva universe 2021 winner Harnam Sandhu, know somethings about her
ଦିନେ ଶରୀର ପାଇଁ ହେଉଥିଲେ ଲଜ୍ଜିତ, ଆଜି ବ୍ରହ୍ମାଣ୍ଡ ସୁନ୍ଦରୀ

ଭାରତର ହରନାଜ୍‌ କୌର୍ ସାନ୍ଧୁ ମିସ୍ ୟୁନିଭର୍ସ ୨୦୨୧ର ଟାଇଟଲ୍‌ ନିଜ ନାଁରେ କରିନେଇଛନ୍ତି। କିନ୍ତୁ ଦିନେ ତାଙ୍କ ଶରୀର ଏତେ ପତଳା ଥିଲା ଯେ ଏନେଇ ସେ ଲଜ୍ଜିତ ହେଉଥିଲେ। ତେବେ ଏହି ଜାଗାରେ ପହଞ୍ଚିବା ନେଇ ସେ କ’ଣ କୁହନ୍ତି ଆସନ୍ତୁ ଜାଣିବା।

Harnaaz Sandhu Crowned Miss Universe 2021
ବ୍ରହ୍ମାଣ୍ଡ ସୁନ୍ଦରୀ ମୁକୁଟ ପିନ୍ଧିଲେ ଭାରତର ହରନାଜ

ଭାରତର ହରନାଜ କୌର ସାନ୍ଧୁ ମିସ୍ ୟୁନିଭର୍ସ-୨୦୨୧ ଟାଇଟଲ୍‌ ଜିତିଛନ୍ତି। ୮୦ ସୁନ୍ଦରୀଙ୍କୁ ପଛରେ ପକାଇ ହରନାଜ ଏହି ବ୍ରହ୍ମାଣ୍ଡ ସୁନ୍ଦରୀ ମୁକୁଟ ପିନ୍ଧିଛନ୍ତି।

Black Hole
ବ୍ରହ୍ମାଣ୍ଡର ରହସ୍ୟମୟ ପିଣ୍ଡ ବ୍ଲାକ୍ ହୋଲ୍

ବ୍ଲାକ୍ ହୋଲ୍ ବ୍ରହ୍ମାଣ୍ଡର ସବୁଠାରୁ ରହସ୍ୟମୟ ପିଣ୍ଡ ମଧ୍ୟରୁ ଗୋଟିଏ ବୋଲି କୁହାଯାଏ । ସେଗୁଡିକ୍ ବିଷୟରେ କୌଣସି ପ୍ରତ୍ୟକ୍ଷ ସୂଚନା ନାହିଁ କାରଣ ସେଗୁଡିକ ନିଜର ଅତି ଶକ୍ତିଶାଳୀ ମାଧ୍ୟାକର୍ଷଣ ଶକ୍ତି ବଳରେ ଆଖପାଖ ଆଲୋକ ପ୍ରତି ଆକର୍ଷିତ ହୁଅନ୍ତି। ଦୀର୍ଘ ସମୟ ଧରି ବୈଜ୍ଞାନିକମାନେ ଏହି ବ୍ଲାକ୍ ହୋଲ୍‌ଗୁଡିକର ଘଟଣାଗୁଡ଼ିକରୁ ସେଗୁଡିକର ବୈଶିଷ୍ଟ୍ୟ ଆବିଷ୍କାର କରିଛନ୍ତି। ନିକଟରେ ହୋଇଥିବା ଏକ ଅଧ୍ୟୟନରେ, ସେମାନେ ଜାଣିବାକୁ ପାଇଛନ୍ତି ଯେ ବ୍ଲାକ୍ ହୋଲ୍ ଯେପରି ପଦାର୍ଥ ଗ୍ରହଣ କରେ ଏହାର ଆକାର ସେପରି ନିର୍ଦ୍ଧାରିତ ହୁଏ।

ranbir
ଭାଇରାଲ ହେଉଛି ‘ବ୍ରହ୍ମାସ୍ତ୍ର’ ପାଇଁ ରଣବୀରଙ୍କ ଟେଷ୍ଟ ଲୁକ୍‌

ମୁମ୍ବାଇ: ରଣବୀର କପୁର ଓ ଆଲିଆ ଭଟ୍ଟ ଷ୍ଟାରର ‘ବ୍ରହ୍ମାସ୍ତ୍ର’ର କାହାଣୀ ଏବେ ବି ସସ୍‌ପେନ୍ସରେ ରହିଛି। ଏଥିରେ ଲିଡ୍‌ ରୋଲ୍‌ କରୁଥିବା ରଣବୀର କପୁରଙ୍କର ଲୁକ୍‌ ଟେଷ୍ଟର ଏକ ଫଟୋ ସୋଶାଲ ମିଡିଆରେ ପୋଷ୍ଟ ହେବା ପରେ ଭାଇରାଲ ହେବାରେ ଲାଗିଛି। ନିଜେ ନିର୍ଦ୍ଦେଶକ ଅୟାନ ମୁଖାର୍ଜୀ ଏହାକୁ ପୋଷ୍ଟ କରିଛନ୍ତି। ହେଲେ ଦୁଃଖର ବିଷୟ ହେଲା କୁଲ୍‌ ଓ ହ୍ୟାଣ୍ଡସମ୍‌ ଦିଶୁଥିବା ଏହି ଲୁକ୍‌ ରିଜେକ୍ଟ ହଇଯାଇଛି। ଫିଲ୍ମ ପାଇଁ ତାଙ୍କ ନୂଆ ଲୁକ୍‌ […]

m1
ବାୟୁସେନା ଅପରେସନ୍‌ର ବ୍ରହ୍ମାସ୍ତ୍ର ‘ମିରାଜ୍-୨୦୦୦’

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ପକ୍ଷରୁ ମଙ୍ଗଳବାର ପାହାନ୍ତାରୁ ପାକିସ୍ତାନ ଅଧିକୃତ କାଶ୍ମୀରରେ ହୋଇଥିବା ଆକ୍ରମଣରେ ମିରାଜ୍-୨୦୦୦ ବ୍ୟବହାର ହୋଇଥିଲା। ଫ୍ରାନ୍ସର ଦାସଲ୍‌ଟ ଆଭିଏସନ୍‌ର ଜ୍ଞାନ କୌଶଳରେ ହିନ୍ଦୁସ୍ଥାନ ଏରୋନ୍‌ଟକିସ୍ ଲିମିଟେଡ୍‌-ହାଲ୍ ଏହି ଯୁଦ୍ଧ ଜାହାଜ ନିର୍ମାଣ କରିଥିଲା। ହଜାରେ କିଲୋ ଓଜନର ବୋମା ଧରି ୧୨ଟି ଏୟାରକ୍ରାଫ୍ଟ ପିଓକେରେ ପଶି ଧ୍ୱଂସଲୀଳା ରଚିଥିଲା। ଭାରତ ପାଖରେ ସୁଖୋଇ SU-30MKI, MiG 29 ତେଜସ୍ ଭଳି ଏୟାରକ୍ରାଫ୍ଟ ଥିବାବେଳେ ମିରାଜ୍-୨୦୦୦ ମାଧ୍ୟମରେ ବାୟୁସେନା ଏହି ଆକ୍ରମଣ କରି ସଫଳ […]

ଏବେ ବ୍ରହ୍ମାଣ୍ଡର ରହସ୍ୟ ପଦାକୁ ଆସିବ

ବ୍ରହ୍ମାଣ୍ଡର ସବୁଠୁ ଉଜ୍ଜ୍ୱଳ ପିଣ୍ଡ କ୍ୱିଜାର ଆମ ବୈଜ୍ଞାନିକମାନଙ୍କ ପାଇଁ ବହୁତ କୌତୁହଳର ବିଷୟ। ସାଧାରଣତ ଗାଲାକ୍ସିର ମଧ୍ୟଭାଗରେ ଦେଖାଯଉଥିବା ଏହି ପିଣ୍ଡଗୁଡ଼ିକ ବ୍ଲାକହୋଲରୁ ଶକ୍ତି ପାଇଥାଏ। ସେମାନଙ୍କର ଓଜନ ଆମ ସୂର୍ଯ୍ୟଙ୍କ ଓଜନଠାରୁ ଏକ ବିଲିୟନ ଗୁଣ ପର୍ଯ୍ୟନ୍ତ ହୋଇଥାଏ।…