ଆଜି ପଣା ସଂକ୍ରାନ୍ତି ଅବସରରେ ପ୍ରତିଟି ଓଡ଼ିଆଙ୍କ ଘରେ ବିଭିନ୍ନ ପଣା ପ୍ରସ୍ତୁତ କରାଯାଇଥାଏ । ବୃନ୍ଦାବତୀ ମୂଳରେ ପଣା ପୂଜା କରାଯାଏ ।
ଆଜି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଏହି ଦିନଠାରୁ ନୂଆ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଏହି ଦିନ ବେଲ ଆଦି ପଣା ତିଆରି କରି ସାହି ପଡିଶାରେ ବଣ୍ଟାଯାଏ। ତେବେ ଏଭଳି ପରମ୍ପରା ପଛର କାହାଣୀ ଜାଣନ୍ତୁ।
ଓଡ଼ିଶାରେ ଯେପରି ପଣାସଂକ୍ରାନ୍ତିରୁ ବର୍ଷ ଆରମ୍ଭ ହୁଏ, ଦକ୍ଷିଣ ଭାରତରେ ଠିକ୍ ସେମିତି ମକର ସଂକ୍ରାନ୍ତିରୁ ବର୍ଷର ଆରମ୍ଭ ହୋଇଥାଏ । ସଂକ୍ରାନ୍ତି ପୂର୍ବଦିନ ରାତିରେ ନିଆଁ ଜାଳି, ସେଥିରେ ପାଣି ଗରମ କରି, ପରିବାରର ସମସ୍ତ ସଦସ୍ୟ ସେଥିରେ ସ୍ନାନ କରି, ନୂଆ ବସ୍ତ୍ର ପରିଧାନ କରନ୍ତି ।
ଆନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ଦେଖାଦେଇଛି । ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୩ କ୍ୟାରେଟ୍ ସୁନା ଦର ୫୬,୧୦୦ ଟଙ୍କା ରହିଛି ।
ସୈାର ଧନୁ ମାସ ମାଘ ମାସ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶନିବାର । ଆଜି ଆପଣ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଯୋଜନା କରିଛନ୍ତି, ତା’ହେଲେ ଜାଣି ରଖନ୍ତୁ ଶୁଭ ଓ ଅଶୁଭ ସମୟ...
ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି । ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ ।
ବ୍ୟାନ୍ ହୋଇଥିବା ସତ୍ତ୍ୱେ ମାଂଜା ସୂତା ବି ଦେଖିବାକୁ ମିଳୁଛି ମାର୍କେଟରେ ।
ମକର ସଂକ୍ରାନ୍ତିରୁ ଭଗବାନ ଶ୍ରୀରାମଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। । ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଗତକାଲି ଏହି ସୂଚନା ଦିଆଯାଇଛି।
ଆଜି ହେଉଛି ରଜ ସଂକ୍ରାନ୍ତି । ବିନା ପାନରେ କଣ ରଜ ଉତ୍ସବ ସମ୍ଭବ । ମିଠା ପାନ ହିଁ ରଜରେ ଆଉ ଟିକେ ମିଠା ଭରି ଦେଇଥାଏ । ଏଣୁ ବଜାରଘାଟରେ ଲାଗିଲାଣି ରଜପାନର ପସରା ।
କେଉଁଠି ପୂଜାପାଠ, ହୋମଯଜ୍ଞ ତ ଆଉ କେଉଁଠି ଛତୁଆ ସାଙ୍ଗକୁ ପଣାର ମହକ । ପୁଣି କେଉଁଠି କୁସ୍ତିକସରତ ସହ ବନାଟି, ମାଲ ଖମ୍ବ, ମେଢ଼ ନାଚର ମଉଜ । ମହାମାରୀ ପାଇଁ ଦୁଇବର୍ଷ ଧରି ଫିକା ଥିବା ଓଡ଼ିଆ ନୂଆବର୍ଷକୁ ଆଜି ଖୋଲି କି ମନେଇଛି ସାରା ରାଜ୍ୟ ।
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ଏହା ପଛରେ କ’ଣ ରହିଛି ମହତ୍ୱ, ଆସନ୍ତୁ ଜାଣିବା…
ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପର୍ବ ପଣା ସଂକ୍ରାନ୍ତି । ଆଜି ମହା ବିଷୁବ ସଂକ୍ରାନ୍ତି । ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପର୍ବ ପଣା ସଂକ୍ରାନ୍ତି ।
ସାଧାରଣତଃ ପିଠା ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ । ଆମ ଓଡ଼ିଆ ଘରର ପିଠା ରେସିପିର ସ୍ୱାଦ ପୂରା ନିଆରା । ମକର ସଂକ୍ରାନ୍ତିରେ ଆଜି ପ୍ରସ୍ତୁତ କରିବା ‘କ୍ଷୀର ନଡ଼ିଆ ପୋଡ଼ ପିଠା’ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ଆଜି ପବିତ୍ର ମକର ସଂକ୍ରାନ୍ତି । ଆଜିର ଦିନରେ ସୂର୍ଯ୍ୟ ଧନୁ ରାଶିରୁ ବାହାରି ମକର ରାଶିରେ ପ୍ରବେଶ କରିଥାନ୍ତି । ସୂର୍ଯ୍ୟଙ୍କର ଏହି ରାଶି ପରିବର୍ତ୍ତନ ଚଳିତବର୍ଷ ୧୪ ଓ ୧୫ ଜାନୁଆରୀ ଦୁଇ ଦିନ ହିଁ ପଡ଼ୁଛି। ମକର ସଂକ୍ରାନ୍ତି ଦିନ କିଛି ଖାସ୍ କାମ କରିବାର ପରମ୍ପରା ଆଦିମ କାଳରୁ ରହିଛି, ଯଥା-ସ୍ନାନ, ଦାନ, ରାଶି-ଗୁଡ଼, ଖେଚୁଡ଼ି ଆଦି ସେବନ।
ଆସନ୍ତାକାଲି ମକର ସଂକ୍ରାନ୍ତି । ରାଜ୍ୟର ପ୍ରାୟ ଧର୍ମାନୁଷ୍ଠାନ ଗୁଡିକୁ ସ୍ଥାନୀୟ ପ୍ରଶାସନ ଦ୍ୱାରା ବନ୍ଦ ରଖାଯାଇଛି । ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି।
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମକର ସଂକ୍ରାନ୍ତି ପାଇଁ କଟକଣା ଜାରି କରାଯାଇଛି ।
ମୟୂରଭଞ୍ଜ: ଗଣପର୍ବ ମକର ପାଇଁ ରାଜ୍ୟର ଅନେକ ସ୍ଥାନରେ ମେଳା ମହୋତ୍ସବ ଲାଗି ରହିଛି। ଏହି ଅବସରରେ ମୟୂରଭଞ୍ଜ ଜିଲ୍ଲା ଉଦଳା ନାବରା ଗାଁରେ ଟୁସୁ ପର୍ବ ଜାକଜମକରେ ପାଳନ କରୁଛନ୍ତି ମହାନ୍ତ ସଂପ୍ରଦାୟ ଲୋକେ। ନିତ୍ୟକର୍ମ ସାରିବା ପରେ କୁମାରୀ ଓ ମହିଳାମାନେ ପାଦରେ ଅଳତା ନାଇ ନୂଆ ଲୁଗା ପରିଧାନ କରି ଟୁସୁ ପୂଜାରେ ସାମିଲ ହୋଇଛନ୍ତି। ପରମ୍ପରା ଅନୁସାରେ, ଆରାଧ୍ୟ ଟୁସୁ ଦେବୀଙ୍କୁ ପୂଜାର୍ଚ୍ଚନା କରିବା ସହିତ ପିଠାପଣା ଲାଗି ହୁଏ। ଏମାନେ […]
ପୁରୀ(ମଧୁସୂଦନ ମିଶ୍ର): ପବିତ୍ର ପଣା ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ ରୀତିନୀତି ଅନୁସାରେ ହନୁମାନଙ୍କ ଜନ୍ମ ଜୟନ୍ତୀ ପାଳନ ହୋଇଛି। ଏହି ଅବସରରେ ନୂତନ ପଞ୍ଜିକା ପ୍ରଚଳନ ହୋଇଥିଲା। ନୂତନ ପଞ୍ଜିକାରେ ଚଳିତ ବର୍ଷର ତିଥି ବାର, ନକ୍ଷତ୍ର ଓ ପର୍ବପର୍ବାଣୀର ସମସ୍ତ ସୂଚନା ଦିଆଯାଇଛି। ଚଳିତ ବର୍ଷ ବନ୍ୟା, ବାତ୍ୟା ଓ ଭୂକମ୍ପ ହେବ ବୋଲି ନୂତନ ପଞ୍ଜିକାରେ ଉଲ୍ଲେଖ ରହିଛି। ଏହାସହ ରାଜ୍ୟରେ ରାଜନୈତିକ ଅସ୍ଥିରତା ମଧ୍ୟ ଲାଗି ରହିବ ବୋଲି ଜ୍ୟୋର୍ତିବିଦ୍ କହିଛନ୍ତି।
ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି। କୃଷି ଭିତ୍ତିକ ଏହି ପର୍ବକୁ ନେଇ ଚାରିଆଡ଼େ ଉତ୍ସବ ମୁଖର। ଆଜିର ଦିନରେ ଘରେ ଘରେ ମକର ଚାଉଳ ସାଙ୍ଗକୁ ପିଠାପଣା ପ୍ରସ୍ତୁତ କରାଯାଇଥାଏ। ମକର ସଂକ୍ରାନ୍ତିରେ ପୁରୀରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ। ଆଜି ମକର ବେଶରେ ରତ୍ନସିଂହାସନରେ ଶ୍ରୀଜିଉ ଭକ୍ତଙ୍କୁ ଦର୍ଶନ ଦେବେ। ମକରକୁ ଭିନ୍ନ ଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ଢଙ୍ଗରେ ପାଳନ କରାଯାଏ। ମକର ସଂକ୍ରାନ୍ତି ଅବସରରେ ଖୋର୍ଦ୍ଧା ଅଟ୍ରି ଉଷ୍ଣପ୍ରସ୍ରବଣ […]
ଭୁବନେଶ୍ୱର: ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତଙ୍କ ସୁଖ ସମୃଦ୍ଧି କାମନା କରିଛନ୍ତି ନରେନ୍ଦ୍ର ମୋଦି। ଏଥିସହ ସମସ୍ତଙ୍କ ସ୍ୱପ୍ନ ସାକାର ହେଉ ବୋଲି ସେ କହିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମସ୍ତ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା ଓଡ଼ିଆ ନବବର୍ଷ ଏବଂ ମହାବିଷୁବ […]