ଔଷଧ, ପଦାର୍ଥ ବିଜ୍ଞାନ ଓ ରସାୟନ ବିଜ୍ଞାନ ଓ ସେବା କ୍ଷେତ୍ରରେ ନୋବେଲ୍ ପ୍ରାଇଜ୍ ଘୋଷଣା ହୋଇଛି। ଶାନ୍ତି କ୍ଷେତ୍ରରେ ଏଥର WFPକୁ ନୋବେଲ ପୁହରସ୍କାର ମିଳିଛି। ତେବେ ଏପର୍ଯ୍ୟନ୍ତ ନୋବେଲ୍ ପୁରସ୍କାର ପାଇଁ କୌଣସି ଭାରତୀୟଙ୍କ ନାଁ ଘୋଷଣା କରାଯାଇ ନାହିଁ। ଗତ ବର୍ଷ ଆମେରିକାରେ ରହୁଥିବା ଭାରତୀୟ ବଂଶୋଦ୍ଭବ ଅଭିଜିତ ବାନାର୍ଜୀଙ୍କୁ ଅର୍ଥନୀତୀ ପାଇଁ ନୋବେଲ୍ ପୁରସ୍କାର ମିଳିଥିଲା। ସେହିଭଳି ୨୦୧୪ରେ ଶାନ୍ତି ପାଇଁ ଭାରତୀୟ ଭାବେ କୈଳାଶ ସତ୍ୟାର୍ଥୀଙ୍କୁ ନୋବେଲ୍ ପୁରସ୍କାରରେ ସମ୍ମାନିତ […]
ଭୁବନେଶ୍ୱର: ପଞ୍ଚଭୂତରେ ବିଲୀନ ହୋଇଗଲେ ସିନା, ବିଶିଷ୍ଟ ରାଜନେତା ଶରତ କରଙ୍କୁ ଦିଆଯାଇପାରିଲାନି ରାଷ୍ଟ୍ରୀୟ ମର୍ଯ୍ୟାଦା। ବିୟୋଗ ପରେ ବି ମିଳିଲାନି ଉଚିତ୍ ସମ୍ମାନ। ଏଭଳି ଅଭିଯୋଗ ଆଣି ସରକାରଙ୍କୁ ନିନ୍ଦା କରିଛନ୍ତି କଟକ ଜିଳ୍ଲା ମାହାଙ୍ଗାବାସୀ ଏବଂ କଂଗ୍ରେସ ନେତା। ଏପରିକି ସ୍ୱର୍ଗତ ଶରତ କରଙ୍କ ପତ୍ନୀ ମଧ୍ୟ ଦୁଃଖପ୍ରକାଶ କରିଛନ୍ତି। ଏତେବଡ଼ ରାଜନେତା ତଥା ବିଶିଷ୍ଟ ସାହିତ୍ୟିକଙ୍କ ପରଲୋକ ପରେ ବି ଏଭଳି ଅବହେଳା ଦୁଃଖଦାୟକ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। […]
ପୁରୀ: ଶ୍ରୀମନ୍ଦିରରେ ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଉଚିତ୍ ସମ୍ମାନ ଦିଆଯାଇ ନ ଥିବା ଅଭିଯୋଗ । ଗତ ମାର୍ଚ୍ଚ ୧୮ ତାରିଖରେ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହାପ୍ରଭୁଙ୍କ ଦର୍ଶନ ପାଇଁ ଯାଇଥିବା ବେଳେ ତାଙ୍କ ପତ୍ନୀଙ୍କ ସହିତ ଏପରି ହୋଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ମୁଖ୍ୟ ପ୍ରଶାସକ ଏ ନେଇ ସୂଚନା ଦେଇଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ପରିଚାଳନା କମିଟି ବୈଠକର ବିବରଣୀ ଅନୁସାରେ, ରାଷ୍ଟ୍ରପତି ରତ୍ନ […]
ତିର୍ତ୍ତୋଲ:ତିର୍ତ୍ତୋଲ ଉପନିର୍ବାଚନ ଫଳଫଳ ଆସ୍ତେ ଆସ୍ତେ ସାମ୍ନାକୁ ଆସୁଛି। ପୂର୍ବରୁ ଯାହା ଅନୁମାନ କରାଯାଉଥିଲା ତାହା ହିଁ ଦେଖିବାକୁ ମିଳୁଛି। ଏଠାରେ ବିଜେଡି ଆଗରେ ଥିବା ଜଣାପଡିଛି। ତିର୍ତ୍ତୋଲରେ ୬ଷ୍ଠ ରାଉଣ୍ଡ ଗଣତି ଶେଷ ହୋଇଗଲାଣି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁରେ ରହିଛି। ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାଶ ବିଜେପି ଠାରୁ ଆଗରେ ରହିଛି । ଅନ୍ୟପକ୍ଷେ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ନୈରାଶ୍ୟଜନକ ରହିଛି। ନିଜ ଗଡରେ ନିଜେ ନିଖୋଜ ହୋଇଯାଇଛି କଂଗ୍ରେସ। […]
ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ଜଣେ ମହିଳା ହେଡ କନ୍ଷ୍ଟେବଲ୍ଙ୍କୁ ନେଇ ଚାଲିଛି ବେଶ ଚର୍ଚ୍ଚା । ଏହି କନ୍ଷ୍ଟେବଲ୍ଙ୍କ ନାମ ସୀମା ଢାକା। ସବୁରି ମୁହଁରେ ତାଙ୍କର ପ୍ରଶଂସା। ଜଣେ କି ଦୁଇ ଜଣ ନୁହେଁ, ନିଖୋଜ ଥିବା ୭୬ ଜଣଙ୍କୁ ସେ ଖୋଜି ଆଣି ପାରିଛନ୍ତି। ଏଥିପାଇଁ ରାଜଧାନୀ ଦିଲ୍ଲୀର ସୟମପୁର ପୋଲିସ ଥାନାରେ କାର୍ଯ୍ୟରତ ଏଇ ମହିଳା ହେଡ କନଷ୍ଟେବଲ ସୀମାଙ୍କୁ ଆଉଟ ଅଫ ଟର୍ଣ୍ଣ ପ୍ରମୋଶନ (out-of-turn promotion) ଦିଆଯାଇଛି। ତାଙ୍କର କର୍ତ୍ତବ୍ୟନିଷ୍ଠା, […]
କାମାକ୍ଷନଗର:କରୋନାରେ ଉଜୁଡି ଯାଉଛି ଘର, ଭାଙ୍ଗି ଯାଉଛି ପରିବାର । ଆପଣାର ଲୋକମାନେ ହୋଇ ଯାଉଛନ୍ତି ସାତପର । ମୃତ୍ୟୁ ମୁହଁରେ ଛଟପଟ ହେଉଥିବା ବାପାଙ୍କୁ ପାଣି ଟୋପାଏ ଦେବାକୁ ଡ଼ରୁଛି ପୁଅ । ଶବ ତା ଏଠି ଅଲୋଡ଼ା ।…