ପାଗଳ କରିଛି ମୋବାଇଲ୍। ଏମିତି ପାଗଳ ଯେ, ଟ୍ରେନ୍ ଲାଇନରେ ଛିଡ଼ା ହୋଇ ମଧ୍ୟ ମୋବାଇଲ୍ ଫୋନରେ ଗପୁଥିଲେ। ଏତିକିବେଳେ ମାଡ଼ି ଆସିଲା ଟ୍ରେନ୍ ଓ ତା’ପରେ ଘଟିଲା ଏମିତି କିଛି...
ଯାତ୍ରୀମାନଙ୍କୁ ଉନ୍ନତ ସୁବିଧା ଯୋଗାଇବା ପାଇଁ ଭାରତୀୟ ରେଳ ନିରନ୍ତର ପ୍ରୟାସ ଜାରି ରଖିଛି । ଏହି କ୍ରମରେ ଭାରତୀୟ ରେଳ ନଆ ଭିଷ୍ଟାଡୋମ୍ କୋଚ୍ ପ୍ରସ୍ତୁତ କରିଛି । ଯାହା କି ଏବେସୁଦ୍ଧା ଭାରତର ସବୁଠାରୁ ଅତ୍ୟାଧୁନିକ ବା ହାଇ-ଟେକ୍ ରେଳ କୋଚ୍ । ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଏପ୍ରିଲ ୧୧ରୁ ପଶ୍ଚିମ ରେଳ ଜୋନର ଟ୍ରେନ ନମ୍ବର 12009/10 ମୁମ୍ବାଇ ସେଣ୍ଟ୍ରାଲ-ଗାନ୍ଧିନଗର ଶତାବ୍ଦୀ ଏକ୍ସପ୍ରେସରେ ଏହି କୋଚ ଯୋଡ଼ାଯାଇଛି ।
ଲୋକାଲ୍ ଟ୍ରେନରେ ଗୋଟିଏ ଘୋଡା ଯାତ୍ରା କରୁଥିବାର ଫଟୋ ଏବେ ଖୁବ୍ ଭାଇରାଲ୍ ହେଉଛି । କେବଳ ଏତିକି ନୁହେଁ ଟ୍ରେନର ନିୟମଉଲଙ୍ଘନ କରିବା ଅଭିଯୋଗରେ ଘୋଡାଟିର ମାଲିକକୁ ଆର୍.ପି.ଏଫ୍ ପୋଲିସ ଗିରଫ କରିଛନ୍ତି ।
ଟ୍ରେନ ଲାଇନ୍ରେ ଥିଲା ବଡ଼ ଫାଟ। କ୍ଷେତକୁ ଯାଉଥିବା ବେଳେ ଦେଖିଦେଇଥିଲେ ମହିଳା। ସାଙ୍ଗେ ସାଙ୍ଗେ ନିଜ ପିନ୍ଧା ନାଲି ଶାଢୀ ଟାଙ୍ଗୀ ଅଟକାଇ ଦେଲେ ଟ୍ରେନ୍। ବଞ୍ଚିଗଲା ଶହଶହ ପ୍ରାଣ...ଦେଖନ୍ତୁ ଏହି ଭିଡ଼ିଓ
ଟ୍ରେନ ଲାଇନ୍ରେ ଥିଲା ବଡ଼ ଫାଟ। କ୍ଷେତକୁ ଯାଉଥିବା ବେଳେ ଦେଖିଦେଇଥିଲେ ମହିଳା। ସାଙ୍ଗେ ସାଙ୍ଗେ ନିଜ ପିନ୍ଧା ନାଲି ଶାଢୀ ଟାଙ୍ଗୀ ଅଟକାଇ ଦେଲେ ଟ୍ରେନ୍। ବଞ୍ଚିଗଲା ଶହଶହ ପ୍ରାଣ...ଦେଖନ୍ତୁ ଏହି ଭିଡ଼ିଓ
ଅଟକିଲା ଟ୍ରେନ୍...ଅଟକିଲା ବସ୍...କେଉଁଠି ପେଟ୍ରୋଲ ପମ୍ପ ଆଗରେ ଲମ୍ବା ଲାଇନ୍ ତ ଆଉ କେଉଁଠି ରାସ୍ତାରେ ଅପେକ୍ଷା କରିଛନ୍ତି ଲୋକେ। ଭାରତ ବନ୍ଦ ଡାକରା ଯୋଗୁ ଆଜି ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି।
ମାତ୍ର କିଛି ସେକେଣ୍ଡ ବିଳମ୍ବ ହୋଇଥିଲେ ଘଟି ଯାଇ ଥାଆନ୍ତା ବଡ଼ ଅଘଟଣ। ହଠାତ ଦେବ ଦୂତ ସାଜିଲେ ଆରପିଏଫ କନଷ୍ଟେବଳ। ଆଉ ତା ପରେ କ’ଣ ହେଲା ଦେଖନ୍ତୁ...
ଟ୍ରେନ୍ରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ଖୁସି ଖବର। ଏଣିକି ପୂର୍ବଭଳି ଯାତ୍ରୀଙ୍କୁ ଏସି କୋଚ୍ରେ କମ୍ବଳ ଏବଂ ଚଦର ମିଳିବ। ଭାରତୀୟ ରେଲ୍ୱେ ପକ୍ଷରୁ ଗୁରୁବାର ଏହି ସୂଚନା ଦିଆଯାଇଛି।
କୋଇଲା ବୋଝେଇ ହୋଇ ଟ୍ରେନ୍ଟି ଯାଉଥିବା ବେଳେ ଏହାର ୬ଟି ବଗି ଲାଇନଚ୍ୟୁତ ହୋଇଛି ।
ଆଜିର ମହିଳା ଆଗପରି ଆଉ ନାହାନ୍ତି।
ନିଜେ କାଉଣ୍ଟରରେ ଟିକେଟ୍ କାଟିଲେ ପରେ ମେଟ୍ରୋ ଟ୍ରେନ୍ରେ ସାଧାରଣ ଲୋକଙ୍କ ସହ ଯାତ୍ରା କଲେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଭଳି ଘଟଣା ଦେଖିବାକୁ ମିଳିଛି, ଆଜି ପୁଣେ ସହରରେ । ପୁଣେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଟ୍ରୋ ରେଲ୍ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହାସହ ସାଧାରଣ ଲୋକଙ୍କ ସହ ମେଟ୍ରୋରେ ପୁଣେ ସହର ପରିଭ୍ରମଣ କରିଛନ୍ତି ।
ପୁଣେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଟ୍ରୋ ରେଲ୍ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହାସହ ସାଧାରଣ ଲୋକଙ୍କ ସହ ମେଟ୍ରୋରେ ପୁଣେ ସହର ପରିଭ୍ରମଣ କରିଛନ୍ତି ।
ଟ୍ରେନ୍କୁ ଠେଲିଲେ ଯାତ୍ରୀ ଆପଣ ଶୁଣି ଆଶ୍ଚର୍ଯ୍ୟ ହେଉଥିବେ ମାତ୍ର ଏହା ସତ । ଶାହରଣପୁର-ଦିଲ୍ଲୀ ଟ୍ରେନ୍ରେ ଅଗ୍ନିକାଣ୍ଡ ଘଟିଛି। ୨ଟି ବଗିରେ ନିଆଁ ଲାଗିବା ପରେ ଅନ୍ୟ ବଗିକୁ ଅଲଗା କରାଗଲା । ଉତ୍ତର ପ୍ରଦେଶ ମୀରଟ ଦୌରାଲା ରେଲେଓ୍ୱ ଷ୍ଟେସନର ଘଟଣା ।
ଦୌରାଲା ଷ୍ଟେସନରେ ପହଞ୍ଚିବା ମାତ୍ରେ ଟ୍ରେନ୍ର ଇଞ୍ଜିନ ତଳେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଇଞ୍ଜିନ ନିକଟସ୍ଥ କୋଚରେ ଥିବା ଯାତ୍ରୀମାନଙ୍କ ପାଦ ତଳୁ ହଠାତ୍ ଧୂଆଁ ବାହାରିବାରେ ଲାଗିଲା ।
ଭାରତ ସରକାରଙ୍କ ଅପରେସନ ଗଙ୍ଗା ସପ୍ତମ ପର୍ଯ୍ୟାୟରେ ୧୮୨ଜଣ ଭାରତୀୟ ନାଗିରକଙ୍କୁ ରୋମାନିଆର ବୁଚାରେଷ୍ଟରୁ ସ୍ୱତନ୍ତ୍ର ବିମାନ ଯୋଗେ ମୁମ୍ବାଇ ଅଣାଯାଉଛି ।
ସ୍ନେହାଙ୍କ ପାଇଁ ଦେବଦୂତ ସାଜି ଆସିଲେ ମେହବୁବ୍ । ଟ୍ରେନ୍ ସାମ୍ନାକୁ ଡେଇଁପଡ଼ି ଜୀବନ ବଞ୍ଚାଇଲେ ।
Railway Recruitment Board ର ନନ୍-ଟେକ୍ନିକାଲ୍ ପପୁଲାର କ୍ୟାଟେଗୋରୀ(RRB-NTPC) ପରୀକ୍ଷାକୁ ନେଇ ବିହାରରେ ଛାତ୍ରଛାତ୍ରୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବିକ୍ଷୋଭକାରୀମାନେ ଏକ ପାସେଞ୍ଜର ଟ୍ରେନ୍ ଜାଳି ଦେଇଛନ୍ତି।
ବିନା କାରଣରେ ଆପଣ ଟ୍ରେନ୍ରେ ଚେନ୍ ପୁଲିଂ କରୁଛନ୍ତି, ତା’ହେଲେ ଏହାକୁ ବହୁତ ବଡ଼ ଅପରାଧ ବୋଲି ଧରି ନିଆଯାଇଥାଏ। କେବଳ ଜରୁରୀକାଳୀନ ପରିସ୍ଥିତିରେ ଟ୍ରେନ୍ରେ ଚେନ୍ ପୁଲିଂ କରାଯାଇଥାଏ।
ପଶ୍ଚିମବଙ୍ଗ ଜଲପାଇଗୁଡ଼ି ଟ୍ରେନ୍ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୫ ଜଣ ଆହତ ହୋଇଛନ୍ତି। ଗତକାଲି ବିକାନେର-ଗୌହାଟି ଏକ୍ସପ୍ରେସ୍ର ୧୨ଟି ବଗି ଲାଇନ୍ଚ୍ୟୁତ୍ ହୋଇଥିଲା।
ସାମାନ୍ୟ ଅସାବଧାନତା ଯୋଗୁଁ ଅକାଳରେ ଝଡ଼ି ଯାଉଛି ଜୀବନ । ୨୦୨୦ରେ ସାରା ଦେଶରେ ୧୩ ହଜାରରୁ ଅଧିକ ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ଆଉ ଏହି ଦୁର୍ଘଟଣାଗୁଡ଼ିକରେ ପ୍ରାୟ ୧୨୦୦୦ ଲୋକ ପ୍ରାଣ ହରାଇଥିଲେ ।
ବ୍ରହ୍ମପୁରରେ ଜଣେ ପୂର୍ବତନ ସେନା ଯବାନ ସୀମାଞ୍ଚଳ ବାରିକଙ୍କ ପ୍ରଚେଷ୍ଟାରେ ଗଢ଼ିଉଠିଛି ଏକ ଶାରିରୀକ ପ୍ରଶିକ୍ଷଣ ପ୍ରତିଷ୍ଠାନ ହେଲେ କେବଳ ଫିଟ୍ ରହିବା ନୁହେଁ, ଦେଶ ପାଇଁ ନିର୍ଭିକ ତଥା ଶକ୍ତିଶାଳୀ ସୈନିକ ଗଠନ ଭଳି ଏକ ବୃହତ୍ତର ଅଭିଳାଷ ରଖି ଯୁବକଯୁବତୀଙ୍କୁ ତାଲିମ ଦେଉଛନ୍ତି ସୀମାଞ୍ଚଳ
କରୋନା ବଢ଼ୁଥିବା ବେଳେ ସରକାରୀ ଅଫିସ୍ ପାଇଁ ନିୟମ ଆଣିଛନ୍ତି ସରକାର । କେତେ କର୍ମଚାରୀ ଆସିବେ, ସେନେଇ ନିର୍ଦ୍ଦେଶ ଦେଇଛନ୍ତି ।
ସେନାରୁ ଅବସର ନେଇ ସେ ଏବେ ଦେଶର ସେବା ପାଇଁ ସୈନିକ ଗଢୁଛନ୍ତି ବ୍ରହ୍ମପୁରର ସୀମାଞ୍ଚଳ । ବ୍ରହ୍ମପୁରରେ ସୀମାଞ୍ଚଳ ଖୋଲିଛନ୍ତି ଆର୍ମି ଏକାଡେମୀ । ତାଙ୍କ ଟ୍ରେନିଂ ଦେଖିଲେ ଆପଣଙ୍କୁ ଲାଗିବ ସତେ ଯେମିତି ଆର୍ମି ବାରାକ୍ ।
ସାରା ଦେଶରେ ଚର୍ଚ୍ଚାକୁ ଆସିଲେଣି ବ୍ରହ୍ମପୁରର ଯବାନ ଟୋକା ହାବିଲଦାର ସୀମାଞ୍ଚଳ ବାରିକ। ସେନାରୁ ଅବସର ନେଇ ସେ ଏବେ ଦେଶର ସେବା ପାଇଁ ଗଢୁଛନ୍ତି ସୈନିକ। ୟୁଟ୍ଯୁବରେ ଦେଖି ସୁନ୍ଦର ସ୍ୱାସ୍ଥ୍ଯ ପାଇଁ ସାରା ଦେଶରୁ ଯୁବକ ଯୁବତୀ ତାଙ୍କ ପାଖକୁ ଛୁଟିଛନ୍ତି। ବ୍ରହ୍ମପୁରରେ ସୀମାଞ୍ଚଳ ଖୋଲିଛନ୍ତି ଆର୍ମି ଏକାଡେମୀ। ତାଙ୍କ ଟ୍ରେନିଂ ଦେଖିଲେ ଆପଣଙ୍କୁ ଲାଗିବ ସତେ ଯେମିତି ଆର୍ମି ବାରାକ୍।