• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "531" result for "ଭକ୍ତ" in https://otvkhabar.in

ram
ରାଜ୍ୟବ୍ୟାପୀ ରାମନବମୀର ଧୂମ୍, ସବୁଠି ଭକ୍ତିମୟ ପରିବେଶ

ଭୁବନେଶ୍ୱର :  ପବିତ୍ର ରାମନବମୀରେ ରାଜଧାନୀର ରାମ ମନ୍ଦିରରେ ଭକ୍ତିମୟ ପରିବେଶ। ମର୍ଯ୍ୟାଦା ପୁରୁଷଙ୍କ ଜନ୍ମତିଥିରେ ତାଙ୍କ ପୂଜା ଆରାଧନା ଲାଗି ସକାଳୁ ସକାଳୁ ଲାଗିଥିଲା ଭକ୍ତଙ୍କ ଗହଳିଚହଳି। ବିଧି ବିଧାନରେ ପୂଜାର୍ଚ୍ଚନା ସହ ଶ୍ରଦ୍ଧାଳୁଙ୍କ ନାମ ସଙ୍କୀର୍ତ୍ତନରେ ଉଚ୍ଛୁଳି ଉଠିଥିଲା ପରିବେଶ। ଏପଟେ ରାମନବମୀ ଅବସରରେ ବେଶ୍ ଚଳଚଞ୍ଚଳ ଥିଲା ରାଉରକେଲା ହନୁମାନ ବାଟିକାସ୍ଥିତ ରାମ ମନ୍ଦିର ପରିସର। ଏଠାରେ ତିନି ଦିନ ଧରି ନାମ, ଯଜ୍ଞ ଚାଲିଥିବା ବେଳେ ଆଜି ବିଭିନ୍ନ ଆଖଡ଼ା ପକ୍ଷରୁ […]

ghanta patua
ଆଜି ଚୈତ୍ର ମଙ୍ଗଳବାର: କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳାଙ୍କ ପୀଠରେ ଭକ୍ତଙ୍କ ଭିଡ଼

ଭୁବନେଶ୍ୱର: ଆଜି ଚୈତ୍ର ମଙ୍ଗଳବାର। କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳାଙ୍କ ପୀଠରେ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ମାନସିକଧାରୀ ଘଣ୍ଟ ପାଟୁଆଙ୍କ ନିଷ୍ଠାପୂର୍ଣ୍ଣ ନୃତ୍ୟରେ ଭାବ ବିହ୍ୱଳ ଭକ୍ତ। ପବିତ୍ର ଚୈତ୍ର ମାସରେ କାକଟପୁରର ଅଧିଷ୍ଠାତ୍ରୀ ଦେବୀ  ମାଆ ମଙ୍ଗଳାଙ୍କ ପୀଠରେ ଦେଖିବାକୁ ମିଳେ ଏକ ଅନନ୍ୟ ପରମ୍ପରା। ଉଦୁ ଉଦିଆ ଦ୍ୱିପ୍ରହରରେ କାଳସୀ ବେଶରେ ସଜେଇ ହୋଇ ବେଶ୍ ନିଷ୍ଠାପର ଭାବେ ନୃତ୍ୟ ପରିବେଷଣ କରୁଥାନ୍ତି ଘଣ୍ଟ ପାଟୁଅ। ମାଆଙ୍କର ଚଳନ୍ତି ପ୍ରତିମା ଭାବେ […]

madipa
ମହାଦୀପ ଦର୍ଶନ କଲେ ହଜାର ହଜାର ଭକ୍ତ

ଭୁବନେଶ୍ୱର : ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ। ରାତି ୧୦ଟାରେ ମହାଦୀପ ଉଠିବାକୁ ସମୟ ଧାର୍ଯ୍ୟ ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ପ୍ରାୟ ଅଧଘଣ୍ଟା ଆଗରୁ ଉଠିଥିଲା ମହାଦୀପ। ଆଜି ଜାଗରରେ ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳିଥିଲେ ଅଗଣିତ ଭକ୍ତ। ମନରେ ଅତୁଟ ଭକ୍ତି ଆଉ ତୁଣ୍ଡରେ ଶିବମନ୍ତ୍ର ଜପି ଅପେକ୍ଷା କରିଥିଲେ ମହାଦୀପ ଦର୍ଶନକୁ। ମହାଦୀପ ଉଠିବା ପରେ ହଜାର ହଜାର ଭକ୍ତ ଏହାର ଦର୍ଶନ କରିଥିଲେ। ପ୍ରଭୁ ଲିଙ୍ଗରାଜଙ୍କ […]

str
ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

କୋରାପୁଟ : ତେଜୁଛି ଅବିଭକ୍ତ କୋରାପୁଟ ଜିଲ୍ଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି।  ପ୍ରତିବାଦରେ ଅବିଭକ୍ତ କୋରାପୁଟ ଜିଲ୍ଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଜୟପୁରରେ ଦୁଇଦିନିଆ ଅର୍ଥନୈତିକ ଅବରୋଧ କରାଯାଇଛି। ସହରରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ କମିଟି ପକ୍ଷରୁ ବନ୍ଦ କରାଯାଇଛି। ତେବେ ସହରରେ ଦୋକାନ ବଜାର ଖୋଲା ରହିଛି।  କୋରାପୁଟ ଜିଲ୍ଲାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଗତ ସେମ୍ବେର ୪ତାରିଖରୁ କମିଟି ପକ୍ଷରୁ ଆନ୍ଦୋଳନ ଜାରି […]

gg
ଉତ୍ତେଜିତ ହେଲେଣି ଭକ୍ତ : ବର୍ତ୍ତମାନ ସୁଦ୍ଧା ଖୋଲିନାହିଁ ଶ୍ରୀମନ୍ଦିର ବଡ଼ ଦେଉଳର ଦ୍ୱାର

ପୁରୀ : ଶ୍ରୀମନ୍ଦିରରେ ଚରମ ଅବସ୍ଥାରେ ପହଞ୍ଚିଛି ବିଶୃଙ୍ଖଳା। ବର୍ତ୍ତମାନ ସୁଦ୍ଧା ଖୋଲିନାହିଁ ଶ୍ରୀମନ୍ଦିର ବଡ଼ ଦେଉଳର ଦ୍ୱାର। ଶ୍ରୀଜିଉଙ୍କ ମଙ୍ଗଳଆଳତୀ କିମ୍ବା କୌଣସି ନୀତିକାନ୍ତି ଆରମ୍ଭ ହୋଇନି। ଏଥିଯୋଗୁଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥିବା ଶ୍ରଦ୍ଧାଳୁ ନିରାଶ ହୋଇଛନ୍ତି। ଭକ୍ତ ଉତ୍ତ୍ୟକ୍ତ ହୋଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ଲୁହା ବ୍ୟାରିକେଡ୍ ଭାଙ୍ଗି ଶ୍ରୀମନ୍ଦିର ଭିତରକୁ ପଶିଛନ୍ତି। ଭକ୍ତ ଶ୍ରୀମନ୍ଦିର ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା ପରେ ଅସନ୍ତୋଷ ପ୍ରକାଶ କରି ଭିତରକୁ ଧସେଇ ପଶିଛନ୍ତି। ପୁଲିସ୍  ଓ […]

dhabaleswar2-up
ଅାଜି କାର୍ତ୍ତିକ ମାସର ପ୍ରଥମ ସୋମବାର : ବାବା ଧବଳେଶ୍ୱର ପୀଠରେ ଭକ୍ତଙ୍କ ଭିଡ଼

କଟକ : ଅାଜି କାର୍ତ୍ତିକ ମାସର ପ୍ରଥମ ସୋମବାର । ଏଥିପାଇଁ କଟକ ଜିଲ୍ଲା ବାବା ଧବଳେଶ୍ୱର ପୀଠରେ ଭକ୍ତମାନଙ୍କ ଭିଡ଼ ଦେଖିବାକୁ ମିଳିଛି । ବିଶ୍ୱାସ ରହିଛି ଏହି ମାସରେ କାର୍ତ୍ତିକ ବ୍ରତ ରଖି ମହାଦେବଙ୍କ ଦର୍ଶନ କଲେ ବହୁ ପୂଣ୍ୟ ମିଳିଥାଏ। ଅାଜି ଧବଳେଶ୍ୱର ପୀଠରେ ଭୋର ୩ଟାରୁ ମନ୍ଦିରର ସମସ୍ତ ନୀତି ସମାପନ କରାଯାଇ ମଙ୍ଗଳ ଅାଳତି ଏବଂ ଖେଚୁଡି ଭୋଗ ଲାଗି କରାଯାଇଥିଲା। ପରେ ସର୍ବସାଧାରଣ ଦର୍ଶନ ନିମନ୍ତେ ଦ୍ୱାର ଫିଟା […]

puri
ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

ପୁରୀ: ଗତକାଲି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦୀର୍ଘ ୧୨ ଘଣ୍ଟା ପରେ ଶ୍ରୀମନ୍ଦିର ଭିତର କବାଟ ଖୋଲିଲା ପରେ ଦର୍ଶନ ଆରମ୍ଭ ହୋଇଥିଲା। ଗତକାଲି ଦିନ ତମାମ ଉପାସ ରହିବା ପରେ ସନ୍ଧ୍ୟାରେ ମନ୍ଦିର ଦ୍ୱାର ଖୋଲିଥିଲା ଓ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା।  ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ପହିଲି ଭୋଗ ନୀତି ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ଅନୁଷ୍ଠିତ ହୋଇଥିଲା। ମହାପ୍ରଭୁଙ୍କ […]

maha-maya-up
ଭକ୍ତି ଓ ଶ୍ରଦ୍ଧାର ସହ ଚାଲିଛି ଦେବୀଙ୍କ ଅାରାଧନା

ଭୁବନେଶ୍ୱର :  ଶାରଦୀୟ ଦୁର୍ଗାପୂଜାର ଅନନ୍ୟ ପରମ୍ପରା। ଦେବୀ ଦୁର୍ଗା ବେଶରେ ପୂଜା ପାଉଛନ୍ତି କୁମାରୀ। ମାଅାଙ୍କ ମୃଣ୍ମୟୀ ମୂର୍ତ୍ତି ଅାଗରେ ହିଁ ନିଷ୍ଠା, ଭକ୍ତି ଓ ରୀତିନୀତିରେ ଚାଲିଛି ପୂଜାର୍ଚ୍ଚନା। ପବିତ୍ର ମହାନବମୀ ତିଥିରେ ପୁରୀ, ସମ୍ବଲପୁର ଓ ରାଜଧାନୀର କିଛି ପୂଜା ମଣ୍ଡପରେ ଦେଖିବାକୁ ମିଳିଥିଲା ଏଭଳି ଦୃଶ୍ୟ। ପୁରୀର ଦୁର୍ଗାବାଡ଼ିରେ ବହୁ ସଂଖ୍ୟାରେ ବଙ୍ଗୀୟ ପରିବାର ଏକାଠି ହୋଇ ମହାଅାଡମ୍ଭରରେ ମା’ଙ୍କ ପୂଜା ଅାରାଧନା କରିଥିଲେ।ସେହିଭଳି ସମ୍ବଲପୁର ଗୋବିନ୍ଦତୋଳା ଓ ରାଜଧାନୀ ଉପକଣ୍ଠ […]

ISKON Devotee
ଇସ୍କନ ଭକ୍ତଙ୍କୁ ରଥଟଣା ଦେଖାଇବା ମହଙ୍ଗା ପଡ଼ିଲା, ସିଲ୍‌ ହେଲା ବିଲ୍ଡିଂ

ରଥଯାତ୍ରା ସମୟରେ କଟକଣା ଉଲଘଂନ ଅଭିଯୋଗରେ ସିଲ୍ ହେଲା ଅକ୍ଷୟପାତ୍ର ଫାଉଣ୍ଡେସନ ବିଲ୍ଡିଂ । ପୁରୀ ବଡ ଦାଣ୍ଡରେ ଥିବା ଅକ୍ଷୟ ପାତ୍ର ଫାଉଣ୍ଡେସନ ବିଲ୍ଡିଂକୁ ସିଲ୍ କରିଛି ଜିଲ୍ଲା ପ୍ରଶାସନ ।

Maa Tarini Temple
ଚଇତି ପର୍ବ କଟକଣା: ମା' ତାରିଣୀ ପୀଠରେ ବନ୍ଦ ରହିବ ଭକ୍ତଙ୍କ ଦର୍ଶନ

କେନ୍ଦୁଝର: ମା ତାରିଣୀଙ୍କ ଚଇତି ପର୍ବ ଉପରେ କଟକଣା। କୋଭିଡ୍ କଟକଣାରେ ପାଳିତ ହେବ ଚଳିତ ବର୍ଷର ଚଇତି ଯାତ୍ରା। ୧୩ ଓ ୧୪ ତାରିଖରେ ମା ତାରିଣୀ ପୀଠରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ୯ରୁ ୧୨ ଓ ୧୫ ତାରିଖରେ କୋଭିଡ ନିୟମ ଅନୁସାରେ ଭକ୍ତ ଦର୍ଶନ କରିବେ। ସକାଳ ୭ଟାରୁ ସାଢ଼େ ୧୨ଟା, ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୭ଟା ଯାଏଁ  ଭକ୍ତ ଦର୍ଶନ କରିପାରିବେ। ଚଇତି ପର୍ବରେ ମନ୍ଦିର ପରିସରରେ ଥିବା […]

sam-sir-pkg
ଇଏ ଆଉ ଜଣେ ଭକ୍ତ 'ସାଲବେଗ': ଷ୍ଟୁଡିଓରେ ପ୍ରଥମ ଗୀତ ଗାଇଲେ ଅବଦୁଲ

ଭୁବନେଶ୍ୱର: ଲୁକ୍କାୟିତ ପ୍ରତିଭାକୁ ପୁଣି ଥରେ ସର୍ବସମ୍ମୁଖରେ ଆଣିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଜଣେ ମୁସଲମାନ କଣ୍ଠଶିଳ୍ପୀଙ୍କ ମୁହଁରୁ ବାହାରିଲା ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଭଜନ। କିଛି ଦିନ ପୂର୍ବରୁ ପ୍ରତିଭାବାନ କଣ୍ଠଶିଳ୍ପୀ ଅବଦୁଲ ସମାଦ ନିଜାମିଙ୍କ ଜଗନ୍ନାଥ ଭଜନ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ଅବଦୁଲଙ୍କୁ ବ୍ୟକ୍ତିଗତ ଭାବେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଭେଟିଥିଲେ। ଆଉ ଯାହା କଥା ଦେଇଥିଲେ, ତାହା କରି ଦେଖାଇଲେ। ତେବେ ଷ୍ଟୁଡିଓରେ ଗୀତ ଗାଇଛନ୍ତି ଅବଦୁଲ ସମାଦ ନିଜାମି। […]

satya
ଜଗନ୍ନାଥ ଭକ୍ତଙ୍କ ସହ ବିଶ୍ୱାସଘାତ: 'ଆଇନ୍‌ ମନ୍ତ୍ରୀ, ଏଜିଙ୍କୁ ବହିଷ୍କାର କର'

ଭୁବନେଶ୍ୱର: ରଥଯାତ୍ରା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଗଜପତିଙ୍କ ସାକ୍ଷାତକାର ପରେ ସରକାର ଜଗନ୍ନାଥ ପ୍ରେମୀଙ୍କ ସହ ବିଶ୍ୱାସଘାତକତା କରିଛନ୍ତି ବୋଲି କହିବା ସହ ଆଇନମନ୍ତ୍ରୀ ଓ ଆଡଭୋକେଟ ଜେନେରାଲଙ୍କୁ ତୁରନ୍ତ ବହିଷ୍କାର କରିବାକୁ କଂଗ୍ରେସ ଦାବି କରିଛି। ଆଜି କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ସତ୍ୟପ୍ରକାଶ ନାୟକ କହିଛନ୍ତି ଯେ, କୋଟିକୋଟି ଭକ୍ତଙ୍କ ଭାବାବେଗ ସହ ଜଡ଼ିତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରାକୁ ବନ୍ଦ କରିବା ନିମନ୍ତେ […]

mandir
ସବୁଠି ଖା ଖାଁ, ଭକ୍ତଙ୍କୁ ଦେଖି ପାରିଲେନି ତିନି ଠାକୁର

ଭୁବନେଶ୍ୱର: ଶାବର ଶ୍ରୀକ୍ଷେତ୍ର କୋରାପୁଟ, ତୁଳସୀ କ୍ଷେତ୍ର କେନ୍ଦ୍ରାପଡ଼ା, ଦ୍ୱତୀୟ ଶ୍ରୀକ୍ଷେତ୍ର ବାରିପଦା ସବୁଠି ଭକ୍ତ ଶୂନ୍ୟ ପରିବେଶ। ଖାଁ ଖାଁ ଚତୁର୍ଦିଗ। ଆଷାଢ଼ ଶୁକ୍ଲ ଦ୍ୱିତୀୟା ତିଥିରେ ଶ୍ରୀକ୍ଷେତ୍ର ଭଳି ଏସବୁ ସ୍ଥାନ ବି ହଜାର ହଜାର ଭକ୍ତଙ୍କ କୋଳାହଳରେ କମ୍ପିଉଠେ ହେଲେ ଏ ବର୍ଷ ସବୁକିଛି ଓଲଟପାଲଟ କରିଦେଇଛି କରୋନା। କୋରାପୁଟର ୩ ରଥ ବଦଳରେ ଦେଉଳ ବେଢ଼ା ଭିତରେ ଗଡ଼ିଛି ଏ ପ୍ରତିକାତ୍ମକ ଛୋଟ ରଥ। ଗୁଣ୍ଡିଚା ମଣ୍ଡପ ଯିବାର ଅକକାଶ ନଥିବାରୁ […]

jhsbajhd
'ଭକ୍ତର ଗୁହାରୀ ଶୁଣିଲେ ଭାବଗ୍ରାହୀ'

ଭୁବନେଶ୍ୱର: ପୁରୀ ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ଜଗନ୍ନାଥ ପ୍ରେମୀ ଓ କୋଟି କୋଟି ଭକ୍ତଙ୍କ ମୁହଁରେ ଖୁସିର ଲହରୀ ଖେଳିଯାଇଛି। ଏନେଇ ଗୃହ ମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ନେତା ଓ ମହାରାଜା ଖୁସି ବ୍ୟକ୍ତ କରିଛନ୍ତି। ରଥଯାତ୍ରାକୁ ଅନୁମତି ନେଇ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ‘ଭାବଗ୍ରାହୀ ମହାପ୍ରଭୁ ଭକ୍ତଙ୍କ ପ୍ରାର୍ଥନା ଶୁଣିଲେ। ଭାବଗ୍ରାହୀ ମହାପ୍ରଭୁ ଶ୍ରୀଜଗନ୍ନାଥ ଅଗଣିତ ଭକ୍ତଙ୍କ ଗୁହାରୀ ଶୁଣିଲେ। ପୂର୍ବ ରାୟକୁ ପୁନର୍ବିଚାର କରିଥିବାରୁ […]

dibya
Puri Rath Yatra 2020:'ସରକାର ବୁଝିଲେନି ଭକ୍ତଙ୍କ ଭାବନା'

ପୁରୀ: ରଥଯାତ୍ରା ପ୍ରସଙ୍ଗକୁ ନେଇ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ ବସିଥିଲା। ତେବେ ବୈଠକ ଶେଷ ହେବାପରେ ମହାରାଜା ଦିବ୍ୟସିଂହ ଦେବ କହିଥିଲେ, ବୈଠକରେ ପ୍ରାୟ ସାଢେ ୩ ଘଣ୍ଟା ଧରି ଆଲୋଚନା ହେଲା। ସୁପ୍ରିମକୋର୍ଟରେ ସରକାର ସାନି ମତ ରଖିବା ଉପରେ ମତ ପ୍ରକାଶ ପାଇଥିଲା। ମୂଳପୀଠରେ ରଥଯାତ୍ରା ବନ୍ଦ ହେବା କଥା ନୁହେଁ। ବିନାଭକ୍ତରେ ରଥଯାତ୍ରା ଲାଗି ପରିଚାଳନା କମିଟି ପ୍ରସ୍ତାବ ଦେଇଥିଲା। ଭକ୍ତମାନଙ୍କ ଭାବନାକୁ ରାଜ୍ୟ ସରକାର ଗ୍ରହଣ କଲେନି। ସେ […]

rukuna-rath
ଏଥର ବିନା ଭକ୍ତରେ ହେବ ରୁକୁଣା ରଥଯାତ୍ରା

ପ୍ରଶାସନର ନିଷ୍ପତ୍ତି ଅନୁସାରେ ଅଳ୍ପ ସଂଖ୍ୟକ ସେବାୟତ ରଥ ଉପରେ ରହିବେ। କେବଳ ପୋଲିସ ଓ ସେବାୟତ ହିଁ ରଥ ଟାଣିପାରିବେ ବୋଲି ସୂଚନା ରହିଛି। ତେବେ ବାହାରୁ ଛିଡ଼ା ହୋଇ ଭକ୍ତମାନେ ରୁକୁଣା ରଥଟଣାର ଦୃଶ୍ୟ ଉପଭୋଗ କରିପାରିବେ। କିନ୍ତୁ ରଥ କଡ଼ର୍ନ ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି।