ଓଡିଶାରେ ଷ୍ଟାଫ ସିଲେକ୍ସନ ବୋର୍ଡ୍ ପରୀକ୍ଷା ପରେ ଏବେ ବିବାଦ ଘେରରେ OPSC ପରୀକ୍ଷା। ଚଳିତ ବର୍ଷ ଅଗଷ୍ଟ ୨୭ ତାରିଖରେ ହେବାକୁ ଥିବା ଓପିଏସସି ପରୀକ୍ଷାର ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ପରୀକ୍ଷାର୍ଥୀ। ତ୍ରୁଟିପୂର୍ଣ୍ଣ ମୁଲ୍ୟାୟନ ହେଉଥିବାର ଦାବି କରିଛନ୍ତି ପରୀକ୍ଷାର୍ଥୀ। ଏକା ସମୟରେ UPSC ଏବଂ OPSC ପରୀକ୍ଷାକୁ ନେଇ ତେଜିଲା ବିବାଦ।
କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଭାରିଗଦାର ପାନୀୟଜଳ ପ୍ରକଳ୍ପ ବିବାଦ ଧିରେ ଧିରେ ଘନେଇବାରେ ଲାଗିଛି। ଗିରଫଦାରୀ ପ୍ରତିବାଦରେ ଏବଂ ପ୍ରସ୍ତାବିତ ପ୍ରକଳ୍ପ କାମ ବନ୍ଦ ସହ ଜାରି ହୋଇଥିବା ୧୪୪ ଧାରା ପ୍ରତ୍ୟାହାର ଦାବିରେ ଆଜି ଧାରଣା ଦେଇଛି ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି।
ତେଜିବାରେ ଲାଗିଛି କେନ୍ଦ୍ରାପଡ଼ା ଖରସ୍ରୋତା ପ୍ରକଳ୍ପ ବିବାଦ। ଏହି ପ୍ରକଳ୍ପକୁ ବିରୋଧ କରୁଥିବା ଲୋକଙ୍କ ସହିତ ପୋଲିସ ମୁହାଁମୁହିଁ ହୋଇଛି। ରାଜକନିକାର ଭାରିଗଦାରେ ଏହି ମେଗା ପାନୀୟ ଜଳ ପ୍ରକଳ୍ପ ହେବାର ପ୍ରସ୍ତାବ ଅଛି। କିନ୍ତୁ ଏହାକୁ କେତେକ ଲୋକ ଜୋରଦାର ବିରୋଧ କରୁଛନ୍ତି। ପ୍ରକଳ୍ପକୁ ବିରୋଧ କରୁତିବା ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି ଆଜି ବିକ୍ଷୋଭ ପାଇଁ ଯାଉଥିବା ବେଳେ ସେମାନଙ୍କୁ ଅଟକାଇଥିଲା ପୋଲିସ। ଏହାକୁ ନେଇ ଦୁଇ ପକ୍ଷ ଏକ ପ୍ରକାର ମୁହାଁମୁହିଁ ହୋଇଥିଲେ। କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଦେଖା ଦେଇଥିଲା। ପୋଲିସର ବ୍ୟାରିକେଡକୁ ଆନ୍ଦୋଳନକାରୀମାନେ ଭାଙ୍ଗି ଦେଇଥିବା ସୂଚନା ମିଳିଛି
ଭୁବନେଶ୍ୱର ମହାନଗର ନିଗମର ନୂଆ ବିଲ୍ଡିଂକୁ ମିଳିନି କି ଅନୁମତି ? ବିଲ୍ଡିଂ ପ୍ଲାନକୁ ମିଳି ପାରିନି କି ଅନୁମୋଦନ ? ଭୁବନେଶ୍ୱରର ଛାତି ଉପରେ ୨୦୧୭ରୁ ନିର୍ମାଣଧୀନ ଏହି କୋଠା ବିଏମସିର ନୂଆ କାର୍ଯ୍ୟାଳୟ । ହେଲେ ଖୋଦ୍ ବିଡିଏ ନିୟମକୁ ଏଠି ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି ।
ପ୍ରକଳ୍ପକୁ ବିରୋଧ କରୁତିବା ଖରସ୍ରୋତା ବଞ୍ଚାଅ ସଂଗ୍ରାମ ସମିତି ଆଜି ବିକ୍ଷୋଭ ପାଇଁ ଯାଉଥିବା ବେଳେ ସେମାନଙ୍କୁ ଅଟକାଇଥିଲା ପୋଲିସ। ଏହାକୁ ନେଇ ଦୁଇ ପକ୍ଷ ଏକ ପ୍ରକାର ମୁହାଁମୁହିଁ ହୋଇଥିଲେ। କିଛି ସମୟ ପାଇଁ ସେଠାରେ ଉତ୍ତେଜନା ଦେଖା ଦେଇଥିଲା। ପୋଲିସର ବ୍ୟାରିକେଡକୁ ଆନ୍ଦୋଳନକାରୀମାନେ ଭାଙ୍ଗି ଦେଇଥିବା ସୂଚନା ମିଳିଛି।
କୋଟିଆରେ ସୀମାକୁ ନେଇ ଓଡ଼ିଶା ଓ ଆନ୍ଧ୍ର ମଧ୍ୟରେ ବିବାଦ ଥମିବାର ନାଁ ଧରୁନି । ଏବେ ଆଉ ଏକ ନୂଆ ବିବାଦ ମୁର୍ଡ ଟେକିଛି । ଶିକ୍ଷାରେ ସଂରକ୍ଷଣକୁ ନେଇ ଦେଖାଦେଇଛି ବିବାଦ ।
ଶୁଣାଣି ସମୟରେ କୋର୍ଟ ମଧ୍ୟ କିଛି କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କିଛି ଆବେଦନକାରୀ ସୋସିଆଲ ମିଡିଆରେ ଏହି ପ୍ରସଙ୍ଗରେ ଯୁକ୍ତିତର୍କ କରୁଛନ୍ତି, ସମସ୍ତ ବିତର୍କ କୋର୍ଟରେ କରାଯିବା ଉଚିତ । ଆବେଦନକାରୀମାନେ ସୋସିଆଲ ମିଡିଆରେ ନିଜେ ଯୁକ୍ତି କରିବାକୁ ଚାହୁଁଥିଲେ, ଏହା ସେମାନଙ୍କ ଉପରେ ନିର୍ଭର କରେ
ଏଲୋପାଥିକୁ ନେଇ ଅଶୋଭନୀୟ ଟିପ୍ପଣୀ ପାଇଁ ଦିଲ୍ଲୀ ହାଇକୋର୍ଟ ଆଜି ଯୋଗ ଗୁରୁ ବାବା ରାମଦେବଙ୍କୁ ନୋଟିସ୍ ଜାରି କରିଛନ୍ତି । ବାବା ରାମଦେବ ଏଲୋପାଥି ଓ ଡାକ୍ତରମାନଙ୍କ ସମ୍ବନ୍ଧରେ ଭୁଲ୍ ତଥ୍ୟର ପ୍ରସାର କରାଉଥିବା ଏହି ନୋଟିସରେ କହିଛନ୍ତି ହାଇକୋର୍ଟ ।
୧୯୭୨ରେ ଅରୁଣାଚଳପ୍ରଦେଶକୁ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ଦିଆଯିବା ବେଳେ ୧୯୮୭ରେ ଏହା ପୂର୍ଣ୍ଣ ରାଜ୍ୟର ମାନ୍ୟତା ପାଇଥିଲା। ସେହିପରି ଆସାମକୁ ଭାଗ ଭାଗ କରି ନୂଆ ରାଜ୍ୟ ଗଠନ କରାଯାଇଥିଲା। ୧୯୬୩ରେ ନାଗାଲ୍ୟାଣ୍ଡ, ୧୯୭୨ରେ ମେଘାଳୟ, ୧୯୮୭ରେ ମିଜୋରାମକୁ ରାଜ୍ୟର ମାନ୍ୟତା ମିଳିଥିଲା। ନାଗା, ଖାସି, ଗାରୋ ଓ ମିଜୋଙ୍କ ରାଜନୈତିକ ଅଭିଳାଷା ପୂରଣ ଲାଗି ଏହି ପଦକ୍ଷେପ ନେଇଥିଲେ କେନ୍ଦ୍ର ସରକାର। ଜାତି, ଓ ସଂପ୍ରଦାୟ ଭିତ୍ତିରେ ରାଜ୍ୟଗଠନ ଏହି ଅଞ୍ଚଳକୁ ସ୍ୱତନ୍ତ୍ର ରାଜନୈତିକ ମାନ୍ୟତା ତ ଦେଇଥିଲା ମାତ୍ର ରାଜ୍ୟ ରାଜ୍ୟ ମଧ୍ୟରେ ସୀମା ନିର୍ଦ୍ଧାରଣ ଠିକରେ ହୋଇନଥିବାରୁ ନୂଆ ବିବାଦର ସୂତ୍ରପାତ ହୋଇଥିଲା।
ପୂର୍ବ ଲଦାଖରେ ଚାଲିଥିବା ବିବାଦ ମଧ୍ୟରେ ଚୀନ୍ ପାଙ୍ଗୋଙ୍ଗ ହ୍ରଦ ନିକଟରେ ନିଜର ସୈନ୍ୟବଳ ମୁତୟନ କରିଛି। ଛଅ ମାସ ପୂର୍ବେ ପାଙ୍ଗୋଙ୍ଗ ହ୍ରଦ ଅଞ୍ଚଳରୁ ସେନା ପ୍ରତ୍ୟାହାର କରିବା ଏବଂ ଗସ୍ତ ନ କରିବା ପାଇଁ ଭାରତ ଏବଂ ଚୀନ୍ ମଧ୍ୟରେ ଏକ ଚୁକ୍ତି ହୋଇଥିଲା। ଏହା ପରେ ଚୀନ୍ ପାଙ୍ଗୋଙ୍ଗ ହ୍ରଦ ନିକଟରୁ ନିଜର ସୈନ୍ୟବାହିନୀକୁ ପଛକୁ ହଟେଇବା ଏବଂ ଗସ୍ତ ନ କରିବା ନେଇ ସହମତି ପ୍ରକାଶ କରିଥିଲା।
ଭୁବନେଶ୍ୱର: ଦିନକୁ ଦିନ ଉଗ୍ର ହେଉଛି ଆନ୍ଧ୍ର-ଓଡ଼ିଶା ସୀମା ବିବାଦ। ଓଡ଼ିଶାର ସୀମାବର୍ତ୍ତି ଜିଲ୍ଲାର କିଛି ସ୍ଥାନରେ ପଂଚାୟତ ନିର୍ବାଚନ କରି ଆନ୍ଧ୍ରପ୍ରଦେଶ ହଟଚମଟ ସୃଷ୍ଟି କରିଥିଲା। କେବଳ ଆନ୍ଧ୍ର ନୁହେଁ ପଡ଼ୋଶୀ ଛତିଶଗଡ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ସହ ବି ଆମ ରାଜ୍ୟର ସୀମା ରହିଛି। ଏହାକୁ ନେଇ ଚାରିଆଡୁ ସମାଲୋଚନା ଓ ଚାପ ପଡ଼ିବା ପରେ ଏବେ ରାଜ୍ୟ ସରକାରଙ୍କର ନିଦ ଭାଙ୍ଗିଛି। ଫଳରେ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି ରାଜସ୍ୱ […]
ମୁମ୍ବାଇ: ଅହମଦାବାଦର ଦେବଶ୍ରୀ ତ୍ରିବେଦୀ ନାମକ ଜଣେ ମହିଳା ବମ୍ବେ ହାଇକୋର୍ଟର ଅତିରିକ୍ତ ବିଚାରପତିଙ୍କ ପାଖକୁ ପଠାଇଛନ୍ତି ୧୫୦ଟି କଣ୍ଡୋମ। ତାଙ୍କ ଅଫିସ୍ ଠିକଣାକୁ ମଧ୍ୟ କଣ୍ଡୋମ ପଠାଇଥିବା ଦେବଶ୍ରୀ ସୂଚନା ଦେଇଛନ୍ତି। ବିଚାରପତିଙ୍କ ରାୟକୁ ଭୁଲ୍ ଦର୍ଶାଇ ବିକ୍ଷୋଭ ପ୍ରଦର୍ଶନ କରି ସେ ଏପରି କରିଥିବା କହିଛନ୍ତି। ବମ୍ବେ ହାଇକୋର୍ଟର ଅତିରିକ୍ତ ବିଚାରପତି ଜଷ୍ଟିସ୍ ପୁଷ୍ପା ଭି, ଗନେଦିୱାଲ୍ ନିକଟରେ ପୋକ୍ସୋ ଆକ୍ଟରେ ଆସୁଥିବା ଏକ ମାମଲାରେ ବିଚାର କରୁଥିବା ବେଳେ ଏକ ବିବାଦୀୟ ରାୟ […]
ଭୁବନେଶ୍ୱର: ମହାନଦୀକୁ ନେଇ ପୁଣି ବିବାଦ। ଦେଖା ଦେଇଛି। ମହାନଦୀ ପାଣିର ଅଭାବ ଯୋଗୁ ଆଗକୁ ଓଡ଼ିଶା ଭୟଙ୍କର ଜଳସଂକଟ ଦେଇ ଗତି କରିବ ବୋଲି ଆଶଙ୍କା କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଉଭୟ ବିଜେପି ଓ କଂଗ୍ରେସ ନେତା। ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର ଅଭିଯୋଗ କରିଛନ୍ତି ଯେ, ଓଡ଼ିଶା ଭୟଙ୍କର ଜଳ ସଙ୍କଟ ଭିତରକୁ ଯାଉଛି। ଆଗକୁ ସ୍ଥିତି ଆହୁରି ଗମ୍ଭୀର ହେବ। ମହାନଦୀ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ […]
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର କୁଖ୍ୟାତ ଗ୍ୟାଙ୍ଗଷ୍ଟର ବିକାଶ ଦୁବେର ଏନ୍କଉଣ୍ଟର ପରେ ଦେଶରେ ବିବାଦ ଦେଖା ଦେଇଛି। ବିରୋଧୀଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ପର୍ଯ୍ୟନ୍ତ ଏନ୍କାଉଣ୍ଟରକୁ ନେଇ ସରକାରଙ୍କ ଆଡ଼କୁ ଆଙ୍ଗୁଳି ଦେଖାଇଛନ୍ତି। ଏନେଇ ବିରୋଧୀ ସରକାରଙ୍କୁ ନାନା ପ୍ରଶ୍ନ କରିଛି। ବିକାଶ ସରେଣ୍ଡର କରିଥିଲା ଯଦି କାହିଁକି ଖସି ପଳାଉଥିଲା? ଖସିଯିବା ବେଳେ ପୁଲିସ୍ ଏନ୍କାଉଣ୍ଟର୍ କରିଛି ନା ତାକୁ ଜାଣିଶୁଣି ମାରିଦିଆଯାଇଛି ବୋଲି ପ୍ରଶ୍ନ କରିଛି ବିରୋଧୀ। ଯାହାଫଳରେ ବିକାଶ ଦୁବେ ଏନ୍କାଉଣ୍ଟର […]
ନୂଆଦିଲ୍ଲୀ: LACରେ ଯୁଦ୍ଧ ଭଳି ପରିସ୍ଥିତି। ଉଭୟ ଚୀନ ଓ ଭାରତ ନିଜ ନିଜ ସ୍ଥିତିରେ ଅଟଳ ଅଛନ୍ତି। କେହି କାହା ପୋଜିସନରୁ ହଟୁନାହାନ୍ତି। ମିଲିଟାରି ଓ କୂଟନୈତିକ ସ୍ତରରେ ବାରମ୍ବାର ଆଲୋଚନା ପରେ ମଧ୍ୟ ସମାଧାନର କୌଣସି ସୂତ୍ର ବାହାରି ପାରି ନାହିଁ। ପୂର୍ବ ସ୍ଥିତି ବଜାୟ ରଖାଯାଉ ବୋଲି ଭାରତ ଚୀନ ନିକଟରେ ଦାବି କରିଛି। ଚୀନ ସେନା ନିଜ ପୂର୍ବ ଅବସ୍ଥିତିକୁ ଫେରିଯାଉ ବୋଲି ଭାରତ ଚାହୁଁଛି। କିନ୍ତୁ ଚୀନ ହଟୁ ନାହିଁ। […]
ୱାଶିଂଟନ: ଚାଇନା-ଭାରତ ସୀମା ବିବାଦରେ ଆମେରିକାର ମଧ୍ୟସ୍ଥତା ନେଇ ଭାରତ ଓ ଚାଇନା ବାରମ୍ବାର ମନା କରୁଥିବା ବେଳେ ପୁଣିଥରେ ସାହାଯ୍ୟ କରିବା କଥା ଦୋହରାଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ଶନିବାର ଟ୍ରମ୍ପ କହିଛନ୍ତି, ଭାରତ ଓ ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦକୁ ସାମାଧାନ କରିବା ପାଇଁ ଆମେରିକା କଥା ହୋଇଛି। ଏଥିପାଇଁ ସେ ପ୍ରସ୍ତୁତ ଥିବା ଶନିବାର ନିର୍ବାଚନ ରାଲିରେ ଯୋଗ ଦେବା ପୂର୍ବରୁ ଗଣମାଧ୍ୟମକୁ କହିଛନ୍ତି ଟ୍ରମ୍ପ। ଟ୍ରମ୍ପ ତାଙ୍କ […]
ମୁମ୍ବାଇ: ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ସୁଶାନ୍ତଙ୍କ ମୃତ୍ୟୁ ପରଠାରୁ ସୋସିଆଲ ମିଡିଆରେ ବଲିଉଡ୍ର ବହୁ ନାମୀଦାମୀ ଓ ପ୍ରତିଷ୍ଠିତ କଳାକାର ଏବଂ ପ୍ରଡକସନ ହାଉସ ବିରୋଧରେ ଆକ୍ରୋଶ ଜାରି ରହିଛି। ଟ୍ୱିଟର ପେଜରେ ବିଭିନ୍ନ ଟୀକା ଟିପ୍ପଣୀ ଦେବା ସହ ସୁଶାନ୍ତଙ୍କୁ ମାରି ଦିଆଯାଇଛି ବୋଲି ଅଭିଯୋଗ ହୋଇଛି। ଏହାସହ ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ ତଦନ୍ତ ଦାବି କରିଛନ୍ତି ଲୋକେ। ଏବେ ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଗଣମାଧ୍ୟମ […]
ନୂଆଦିଲ୍ଲୀ: ସୀମା ବିବାଦକୁ ନେଇ ଭାରତ ଓ ଚାଇନା ମଧ୍ୟରେ ଦେଖା ଦେଇଥିବା ଉତ୍ତେଜନା ସ୍ଥିତି ଏବେ ନିୟନ୍ତ୍ରଣାଧୀନ ଅଛି। ଏହି ସୂଚନା ଦେଇଛନ୍ତି ଭାରତର ସ୍ଥଳ ସେନା ମୁଖ୍ୟ ଜେନେରାଲ୍ ଏମ୍ଏମ୍ ନରଭଣେ। ଏବଂ ଯାହା ସମସ୍ୟା ଅଛି ସେଥିପାଇଁ ଅତି ଗୁରୁତ୍ୱର ସହ କଥାବାର୍ତ୍ତା ଚାଲିଛି ବୋଲି ନରଭଣେ କହିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ନରଭଣେ କହିଛନ୍ତି, “ ମୁଁ ସମସ୍ତଙ୍କୁ ଶୁନିଶ୍ଚିତ କରିବାକୁ ଚାହେଁ ଯେ ଚାଇନା ସହିତ ଥିବା ଆମର […]
ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଟ୍ୱିଟର୍ ମଧ୍ୟରେ ତୀବ୍ର ହୋଇଛି ବିବାଦ। ଏପରିକି ସୋସିଆଲ୍ ମିଡିଆ ସାଇଟ୍ଗୁଡ଼ିକୁ ସୁରକ୍ଷା ଦେଉଥିବା ଆମେରିକୀୟ ସମ୍ବିଧାନର ସେକ୍ସନ ୨୩୦କୁ ହଟାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଟ୍ରମ୍ପ। ସେକ୍ସନ୍ ୨୩୦ ଅନୁସାରେ ଯଦି କୌଣସି ବ୍ୟକ୍ତି ସୋସିଆଲ୍ ମିଡିଆରେ କିଛି ବିବାଦୀୟ ମନ୍ତବ୍ୟ ଦିଅନ୍ତି, ତେବେ କେବଳ ସେହି ବ୍ୟକ୍ତି ଏଥିପାଇଁ ଦାୟୀ ରହିବେ କମ୍ପାନୀ ଏଥିପାଇଁ କୌଣସି ପ୍ରକାରେ ଦାୟୀ ହେବ ନାହିଁ କି କମ୍ପାନୀକୁ ଆଇନର […]
ନୂଆଦିଲ୍ଲୀ: ଭାରତ-ଚୀନ ସୀମା ବିବାଦରେ ମଧ୍ୟସ୍ଥତା ଲାଗି ପ୍ରସ୍ତାବ ଦେଇଛନ୍ତି ଆମେରିକା। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏନେଇ ସେ ଉଭୟ ଦେଶକୁ ଜଣାଇ ଥିବା ଟ୍ରମ୍ପ ଟୁଇଟ୍ କରିଛନ୍ତି। ଏପଟେ ପ୍ରକୃତ ନିୟନ୍ତ୍ରଣ ରେଖା ବା LACରେ ମାସେ ଧରି ଲାଗି ରହିଥିବା ଛକାପଞ୍ଝା ଓ ଉତ୍ତେଜନା ଭିତରେ ସ୍ୱର ନରମ କରିଛି ଚୀନ। ଭାରତ-ଚୀନ୍ ପରସ୍ପର ପ୍ରତି ବିପଦ ନୁହନ୍ତି ବୋଲି କହିଛନ୍ତି ନୂଆଦିଲ୍ଲୀରେ ଅବସ୍ଥାପିତ ଚୀନ୍ ରାଷ୍ଟ୍ରଦୂତ ସନ୍ ଓ୍ୱିଡୋଙ୍ଗ। ସୀମାରେ ସ୍ଥିତି ସ୍ଥିର […]
ଭୁବନେଶ୍ୱର: କରୋନାର କରାଳ କାୟା ଭିତରେ କଣ୍ଟେନମେଣ୍ଟ ଜୋନ୍କୁ ନେଇ ତେଜୁଛି ବିବାଦ। କେଉଁଠି ବିଦ୍ରୋହ ତ ଆଉ କେଉଁଠି ବିକ୍ଷୋଭ। ମାସେ ଧରି ବଳବତ୍ତର ଥିବା କଣ୍ଟେନମେଣ୍ଟ ଜୋନ୍ର ଉଚ୍ଛେଦ ଦାବି କରି ଆଜି ରାଉରକେଲା ମହତାବ ରୋଡ୍ରେ ହଙ୍ଗାମା କରିଥିଲେ ସ୍ଥାନୀୟ ବାସିନ୍ଦା। ଏପରିକି ପୋଲିସ ଉପରକୁ ଟେକାପଥର ମାଡ଼ କରିଥିଲେ। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ଅଛି ସତ, କିନ୍ତୁ ସମାଧାନର ବାଟ ଫିଟିନି। ତେବେ ରାଉରକେଲା ନୁହଁ, ଭୁବନେଶ୍ୱର କଳାରାହାଙ୍ଗ ଅଞ୍ଚଳରେ ବି […]
ପୁରୀ: ଲକ୍ ଡାଉନରେ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ମନା। କେବଳ ସେବାୟତମାନେ ପ୍ରବେଶ କରିପାରିବେ। କିନ୍ତୁ ଅକ୍ଷୟତୃତୀୟା ଦିନ ଶ୍ରୀ ଜଗନ୍ନାଥ ମନ୍ଦିରକୁ କିଭଳି ଗଲେ ଭୁବନେଶ୍ୱର ଏୟାର୍ପୋର୍ଟ ଛାତ ଭୁଶୁଡ଼ିବା ଘଟଣାରେ ଗିରଫ ହୋଇ ଫେରିଥିବା ବିବାଦୀୟ କଣ୍ଟ୍ରାକ୍ଟର ଦିଲ୍ଲୀପ ଖଟେଇ । କେବଳ ସେ ଏକା ନୁହେଁ, ତାଙ୍କ ସାଙ୍ଗରେ ଅନ୍ୟ ଜଣେ ବି ସିଂହଦ୍ୱାର ଦେଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି। ତାହା ପୁଣି ବିନା ଥର୍ମାଲ୍ ସ୍କାନିଂରେ। ତେଣୁ ସଂକ୍ରମଣକୁ ନେଇ […]