
କଟକ: ଏଥର ବିବାଦ ଯେମିତି ବାଲିଯାତ୍ରାର ପିଛା ଛାଡ଼ୁନି। କଟକ ବାଲିଯାତ୍ରାକୁ ଆଉ ମାତ୍ର ତିନି ଦିନ ଥିବାବେଳେ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ପ୍ଲଟ୍ ଆବଣ୍ଟନ ବିବାଦ ସିନା ତୁଟିଗଲା, କିନ୍ତୁ କ୍ଷୁଦ୍ର ବ୍ୟବସାୟୀମାନେ ଜାଗା ପାଉନଥିବା ଅଭିଯୋଗ କରିଛନ୍ତି। ଦୋଳି ବ୍ୟବସାୟୀଙ୍କୁ ମଧ୍ୟ ଜିଲ୍ଲା ପ୍ରଶାସନ ପୁରୁଣା ଜାଗା ଦେଉନଥିବାରୁ ବର୍ଦ୍ଧିତ ଦରରେ ବାଲିଯାତ୍ରାକୁ ଆସିବେ ନାହିଁ ବୋଲି ବ୍ୟବସାୟୀ କହିଛନ୍ତି। ପ୍ରତିବର୍ଷ ବାଲିଯାତ୍ରା ଆରମ୍ଭ ହେବାର ୧୦ଦିନ ଆଗରୁ କୋଲକାତାରୁ ଟେରାକୋଟା […]
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନାରେ ଓକିଲଙ୍କୁ ଥାନା ଅଧିକାରୀଙ୍କ ମାଡ଼ ଘଟଣା ପ୍ରତିବାଦରେ ଗଞ୍ଜାମ ଜିଲ୍ଲା ଓକିଲ ସଂଘ ଆଜି କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି। ଗତକାଲି ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲା ଓକିଲ ସଂଘର ଏକ ୨୦ ଜଣିଆ ଟିମ୍ ବୁଗୁଡ଼ା ଯାଇଥିଲେ। ଏହି ଘଟଣାକୁ ନେଇ ବୁଗୁଡ଼ା ଓକିଲ ସଂଘ ସହ ଆଲୋଚନା କରିବା ପରେ ଥାନାରେ ଦିଆଯାଇଥିବା ଏଫ୍ଆଇଆର୍ର ନକଲ ଆଣିଥିଲେ। ଓକିଲଙ୍କୁ ମାଡ଼ମରା ଘଟଣାକୁ ଓକିଲ ସଂଘ ନିନ୍ଦା କରିବା ସହ […]
ଭୁବନେଶ୍ୱର: ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନ୍ସନ୍ ଦାବିରେ ଆନ୍ଦୋଳନ ଜାରି ରଖିବ ନବ ନିର୍ମାଣ କୃଷକ ସଂଗଠନ। ଏ ସମ୍ପର୍କରେ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି। ଆସନ୍ତା ୧୨ ତାରିଖରେ ସମସ୍ତ ପଞ୍ଚାୟତ ଅଫିସ୍ ସମ୍ମୁଖରେ ଧାରଣା ଓ ସତ୍ୟାଗ୍ରହ କରାଯିବ। ୧୫ ତାରିଖରେ ସମସ୍ତ ଥାନା ଆଗରେ ଚାଷୀମାନେ ଧାରଣା ଓ ସତ୍ୟାଗ୍ରହ କରିବେ। ଆଉ ୧୫ ତାରିଖ ପରେ ଆଇନ ଅମାନ୍ୟ ଆନ୍ଦୋଳନ ହେବ ବୋଲି ଅକ୍ଷୟ କୁମାର […]
କନ୍ଧମାଳ: ରାସ୍ତା ମରାମତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଲେ ଲୋକେ। କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକର ତାଜୁଙ୍ଗିଆ ପଞ୍ଚାୟତବାସୀ ରାସ୍ତା ମରାମତି ଦାବିରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମହାଗୁଡ଼ିଠାରେ ପଞ୍ଚାୟତବାସୀ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଦାରିଙ୍ଗବାଡି ଓ ବ୍ରାହ୍ମଣୀ ଗାଁ ମଧ୍ୟରେ ଯାତାୟତ ଠପ୍ ହୋଇଯାଇଛି। ବହୁ ଦିନ ଧରି ଅଞ୍ଚଳବାସୀ ମହାଗୁଡ଼ି ପିଡବ୍ଲ୍ୟୁଡି ରୋଡଠାରୁ ତାଜୁଙ୍ଗିଆ କିଲିମେରା ଯାଏ ରାସ୍ତା ନିର୍ମାଣ କରିବାକୁ ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନ ଶୁଣୁନଥିବା ଲୋକେ ଅଭିଯୋଗ […]
ଭୁବନେଶ୍ୱର: ବଦଳିବ ଚାଷୀ ଆନ୍ଦୋଳନର ରୂପରେଖ। ଏବେ ଅସହଯୋଗ ଆନ୍ଦୋଳନ କରାଯିବ। ନବ ନିର୍ମାଣ କୃଷକ ସଂଗଠନ ଆଇନ ଅମାନ୍ୟ ଲାଗି ନିଷ୍ପତ୍ତି ନେଇଛି। ଭୁବନେଶ୍ୱର ସମାବେଶ ଆଗରୁ ଶହ ଶହ ଚାଷୀଙ୍କୁ ଗିରଫ କରାଯିବା ପରେ ସଂଗଠନର ଏକ ବୈଠକ କରାଯାଇଥିଲା। ବୈଠକ ପରେ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର କହିଛନ୍ତି, “ବ୍ଲକରୁ ଜିଲ୍ଲା ଯାଏ ଅସହଯୋଗ ଓ ଆଇନ୍ ଅମାନ୍ୟ ଆନ୍ଦୋଳନ କରାଯିବ। ଗାଁରେ ନେତା ଓ ଅଫିସରଙ୍କୁ […]
ଭୁବନେଶ୍ୱର: ଚାଷୀଙ୍କୁ ପ୍ରାଇସ୍, ପ୍ରେଷ୍ଟିଜ୍, ପେନ୍ସନ୍ ଦାବିରେ ନବ ନିର୍ମାଣ କୃଷକ ସଂଗଠନ ଆନ୍ଦୋଳନକୁ ଓହ୍ଲାଇଛି। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଚାଷୀମାନେ ପଦଯାତ୍ରାରେ ଭୁବନେଶ୍ୱର ଆସୁଛନ୍ତି। ତେବେ ପଦଯାତ୍ରାରେ ଆସୁଥିବା କୃଷକଙ୍କୁ ପୁଲିସ୍ ଅଟକାଉଥିବା ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ କୁମାର ଅଭିଯୋଗ କରିଛନ୍ତି। ଆଜି ସକାଳେ ଶତାଧିକ ଚାଷୀ କେନ୍ଦୁଝରରୁ ଭୁବନେଶ୍ୱର ଆସୁଥିବା ବେଳେ କେନ୍ଦୁଝର ରେଳ ଷ୍ଟେସନରେ ସେମାନଙ୍କୁ ପୁଲିସ୍ ଅଟକ ରଖିଛି। ଏହାସହ ସଂଗଠନ ସଂଯୋଜକ ସୁବାସ ପଣ୍ଡାଙ୍କୁ ପୁଲିସ୍ ଉଠାଇ […]
ଧର୍ମଗଡ଼(ଇଙ୍ଗିତ ପଣ୍ଡା): ଖରା ଆରମ୍ଭରୁ ପାଣି ପାଇଁ ତେଜିଲା ଆନ୍ଦୋଳନ। ପିଇବା ପାଣି ପାଇଁ କଳାହାଣ୍ଡି ଜିଲ୍ଲାର ବାନେର ଠାରେ ରାସ୍ତାରୋକ କରିଥିଲେ ମହିଳା। ଗରା, ମାଠିଆ ଧରି ମହିଳାମାନେ ଭୋର ୫ଟାରୁ ରାସ୍ତା ରୋକ କରି ପ୍ରତିବାଦ କରିଥିଲେ। ଫଳରେ ମୋଟେର-ଜୟପାଟଣା ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ପାଣି ସମସ୍ୟା ସମାଧାନ ନହେବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି। ତେବେ ବିଡିଓ ଘଟଣା ସ୍ଥଳରେ ପହଞ୍ଚି ଆନ୍ଦୋଳନକରୀଙ୍କୁ ବୁଝାସୁଝା କରିବା […]