
ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରି, ସେସବୁ ଯେପରି ଶୃଙ୍ଖଳିତ ଓ ବ୍ୟବସ୍ଥିତ ହେବ ତାହା ସୁନିଶ୍ଚିତ କରିବାକୁ ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଜଣେ ପୁରୁଷ ଶ୍ରଦ୍ଧାଳୁ ତାଳଧ୍ୱଜ ରଥଟଣା ବେଳେ ଅଣନିଶ୍ୱାସୀ ହୋଇ ପ୍ରାଣ ହରାଇଛନ୍ତି।
ଆଜି ବିଶ୍ୱନିୟନ୍ତାଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ବାହାରିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ।
ବୁଦାରେ ଫଳିଛି ପାଚିଲା ରସୁଆଳ ସପୁରୀ। କାଟିଆଣି ରାସ୍ତା ପାଖରେ ଗଦାଉଛନ୍ତି ଚାଷୀ। ଆଶା ଭଲ ଦରରେ ବିକ୍ରି ହେଲେ ପରିବାରର ଗୁଜୁରାଣ ମେଣ୍ଟିବ। ହେଲେ ସପୁରୀର ଅଭାବୀ ବିକ୍ରି ଚାଷୀ ମୁହଁରୁ ହଜାଇ ଦେଇଛି ହସ।
ପୁରୀ ରଥଯାତ୍ରାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ମହାମହିମଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବ୍ଲୁ ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ । ଭକ୍ତଙ୍କ ସଂଖ୍ୟା ଗଣନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ଗଣନା ହେବ ।
ସାନ ଶଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ଶଢୁ । ଅଭିଯୋଗ ଆସିଛି ପୁରୀ ଜିଲ୍ଲା ଡେଲାଙ୍ଗ ରାମଚନ୍ଦ୍ରପୁର ଗାଁରୁ ।
ପୁରୀ ଟାଉନ୍ ହଲ ପରିସରରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବୈଠକରେ ବିଭିନ୍ନ ଦିଗକୁ ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି।
ଜୁଲାଇ ୬ରୁ ୯ ତାରିଖ ଯାଏ ଓଡ଼ିଶା ଗସ୍ତରେ ଆସିପାରନ୍ତି । ପୁରୀ ସହ ଭୁବନେଶ୍ୱରରେ ରହଣି ନେଇ ସୂଚନା ।
୧୯୭୧ ମସିହା ଭଳି ଏଥର ହେବ ଶ୍ରୀକ୍ଷେତ୍ରରେ ରଥଯାତ୍ରା ନୀତିକାନ୍ତି। ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୋଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ହୋଇଛି ବଡ଼ ଚ୍ୟାଲେଞ୍ଜ।
ବର୍ତ୍ତମାନ ଦୀନେଶ ଲାଲ ଯାଦବ ନିରହୁଆ ଏବଂ ଅମ୍ରାପାଲି ଦୁବେଙ୍କ ‘ମରୁନ କଲର୍ ଶାଢିୟା’ ହଇଚଇ କରୁଛି। କିନ୍ତୁ ଏହାରି ଭିତରେ ଆଉ ଏକ ଭୋଜପୁରୀ ଫିଲ୍ମର ପାୱାର୍ ଷ୍ଟାର ପୱନ ସିଂହ ଏବଂ ଶିବାନୀ ସିଂହଙ୍କ ନୂଆ ଭୋଜପୁରୀ ଗୀତ ‘ଶାଢୀୟା ବୁଲୁକିୟା’ ମୁକ୍ତିଲାଭ କରିଛି।
ପୁରୀରେ ଶୁଣାଣୀ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ସେଦିନ ଡ୍ୟୁଟିରେ ଥିବା ପୁରୀ ପୋଲିସ, କୁମ୍ଭାରପଡା ଥାନା ପୋଲିସ, ପୁରୀ ଏସପି, ଅଗ୍ନିଶମ ବିଭାଗର ଅଧିକାରୀ, ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀମାନେ ଆଜି ତଥ୍ୟ ଉପସ୍ଥାପନ କରିବେ।
ଅପରାହ୍ମ ୩ଟାରୁ ତଦନ୍ତ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହା ସନ୍ଧ୍ୟା ୭ ଟା ଯାଏଁ ଚାଲିବ । ସେଦିନ ଘଟଣାସ୍ଥଳରେ ଉପସ୍ଥିତ ଥିବା ପ୍ରତ୍ୟକ୍ଷଦର୍ଶୀ, ପୁରୀ ପୋଲିସ, ଏସପି, ଅଗ୍ନିଶମ ବିଭାଗ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀ ବୟାନ ରଖିବେ।
SRC ଆସନ୍ତା ୫ ତାରିଖରେ ପୁରୀରେ ଏହାର ସ୍ୱତନ୍ତ୍ର ତଦନ୍ତ କରିବେ। ସେପଟେ ଏହି ଘଟଣାରେ ଚାରି ଚାରି ଜଣଙ୍କୁ ହରାଇ ଉଜୁଡ଼ି ଯାଇଛି ଖଣ୍ଡିଆବନ୍ଧର ଗୋଟିଏ ପରିବାର ।
ବାଣ ବିସ୍ଫୋରଣ ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନକୁ ନେଇ ପୁରୀବାସୀ ସ୍ଥାନୀୟ ପ୍ରଶାସନ ଓ ପୋଲିସର କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଛନ୍ତି। SRC ଆସନ୍ତା ୫ ତାରିଖରେ ପୁରୀରେ ଏହାର ସ୍ୱତନ୍ତ୍ର ତଦନ୍ତ କରିବେ।
ସାରା ରାଜ୍ୟକୁ ଦୋହଲାଇ ଦେଇଥିବା ପୁରୀ ନରେନ୍ଦ୍ର ପୋଖରୀ ବାଣ ବିସ୍ଫୋରଣ ଘଟଣାରେ ସରକାରୀ ଭାବେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି ।
ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।
ମହାପ୍ରଭୁଙ୍କ ଚାପଖେଳ ବେଳେ ବାଣ ବିସ୍ଫୋରଣ । ୩ ଜଣଙ୍କ ମୃତ୍ୟୁ, ଜୀବନ ସହ ସଂଘର୍ଷ କରୁଛନ୍ତି ଅନେକ । ବାଣଫୁଟା ପାଇଁ କିଏ ଦେଇଥିଲା ଅନୁମତି ?
ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
କିଛି ଲୋକ ଚୁଟିରେ ତେଲ ଲଗାଇବା ସମୟରେ ଖପୁରୀକୁ ସଠିକ୍ ଭାବରେ ମାଲିସ୍ କରନ୍ତି ନାହିଁ। ସେମାନେ କେବଳ ଚୁଟିରେ ହିଁ ତେଲ ମାରି ଦିଅନ୍ତି। ଯଦି ଆପଣ ଚାହାଁନ୍ତି ଯେ ଆପଣଙ୍କ ଚୁଟି ସୁସ୍ଥ ରହୁ ଏବଂ ଲମ୍ବା ହେଉ, ତେବେ ଆପଣ କିପରି ଖପୁରୀକୁ ସଠିକ୍ ଭାବରେ ମସାଜ୍ କରିବେ ତାହା ଜାଣିବା ଜରୁରୀ।
କଟକରେ କହିଥିଲେ- ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ଓ ଖଣି ମାଫିଆ ଦେଇଛି।
ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ।
ରାଜ୍ୟରେ ସ୍ଥିତି କଣ ଅଛି, ଆଉ କଣ ଷ୍ଟ୍ରାଟେଜି ଦରକାର ସେ ବିଷୟରେ ବିଜେପି ରାଜ୍ୟ ଟିମ୍କୁ ଗୁରୁମନ୍ତ୍ର ଦେବେ ମୋଦି।
୫ ହେଭିୱେଟ୍ ବାଲେଶ୍ୱରରେ ରୋଡ୍ ସୋ’ କରିଛନ୍ତି । ବିଜେପିର ଶକ୍ତି ପ୍ରଦର୍ଶନ କରିଛନ୍ତି ୫ ହେଭିୱେଟ୍।
ଭୁବନେଶ୍ୱରରେ ପହଞ୍ଚିବା ପରେ ସନ୍ଧ୍ୟା ୭ଟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ବୈଠକରେ ସମୀକ୍ଷା କରିବେ ।