ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ସମଙ୍ଗ ପାର୍କିଂ ସ୍ଥଳଠୁ ଜଗନ୍ନାଥ ବଲ୍ଲଭ ପର୍ଯ୍ୟନ୍ତ ଏ ଗାଡ଼ି ଗୁଡ଼ିକ ଭକ୍ତଙ୍କୁ ନେଇ ଯାତାୟାତ କରିବ ବୋଲି ନିଷ୍ପତ୍ତି ହୋଇଥିଲା।
୬ ମାସ ତଳେ ଗାଁ ଗାଁ ବୁଲି ସଂଗୃହୀତ ହୋଇଥିବା ହଜାର ହଜାର କୁଇଣ୍ଟାଲ ଅର୍ପଣ ଚାଉଳର ସ୍ଥିତି କଣ ? ଜଗନ୍ନାଥଙ୍କୁ ସେଥିରେ ଭୋଗ ଲାଗୁଛି ତ ?
ଘର ଭିତରେ ଭରି ରହିଛି ଶହ ଶହ ସାପ ହୁଙ୍କା। ଗୋଟିଏ ସ୍ଥାନରେ ଏକାଠି ରହୁଛନ୍ତି ମଣିଷ ଓ ବିଷାକ୍ତ ନାଗସାପ।
ମହର୍ଷି ବେଦବ୍ୟାସ ଦେଇଥିବା ଜ୍ଞାନକୁ ଆଧାର କରି ଏହି ଗୁରୁ ପୂଜନ ପରମ୍ପରା ଚାଲି ଆସିଛି । ଶିକ୍ଷାର ଆଲୋକରେ ସମାଜକୁ ଆଲୋକିତ କରୁଥିବା ଗୁରୁମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ । ଖୋଲିବ ରାଜରାଜୁଡ଼ା ଅମଳର ପ୍ରାଚୀନ ସିନ୍ଦୁକ ଓ ଆଲମିରା ।
ଗୁରୁବାର ଦିନ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶରେ କଣ ରହିବ କଟକଣା । ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏନେଇ ସୂଚନା ଦେଇଛନ୍ତି ।
ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ୁଲେ ଚତୁର୍ଦ୍ଧାମୂର୍ତ୍ତି । ସିଂହଦ୍ବାର ସାମ୍ନାରେ ତାଳଧ୍ବଜ , ଦେବଦଳନ ଓ ନନ୍ଦିଘୋଷ । ଲକ୍ଷ୍ମୀନାରାୟଣ ଭେଟ ସାରି ପଛେ ପଛେ ପହଞ୍ଚିଲେ ନନ୍ଦିଘୋଷ ।
ଜନ୍ମବେଦିରେ ଲୀଳାଖେଳା ସାରି ବାହୁଡ଼ିଛନ୍ତି ଶ୍ରୀଜିଉ । ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ସିଂହଦ୍ୱାର ପାଖାପାଖି ପହ଼ଞ୍ଚି ସାରିଥିଲା ବେଳେ ପଛେ ପଛେ ଆସୁଛନ୍ତି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ କାଳିଆ ସାଆଁନ୍ତଙ୍କ ନନ୍ଦିଘୋଷ ।
ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁରଙ୍କୁ ପକେଇଦେଲେ ? ଆହତ ପ୍ରତିଟି ଭକ୍ତପ୍ରାଣ, ଏଭଳି ଅକ୍ଷମଣୀୟ ସ୍ଥିତି ପାଇଁ ନଇଁ ଯାଇଛି ପ୍ରତି ଓଡ଼ିଆଙ୍କ ମଥା। ଖୋଦ୍ ଗଜପତି ମହାରାଜା ବି ଘଟଣାକୁ ନେଇ ଚିନ୍ତା ପ୍ରକଟ କରିଥିଲା ବେଳେ ଅଘଟଣର ଯାଞ୍ଚ ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି।
ଶରଧାବାଲିରେ ରଥାରୁଢ଼ ତିନି ଦିଅଁଙ୍କୁ ଦେଖି ବିଭୋର ଭକ୍ତ । ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ଶ୍ରୀଜୀଉ । ସନ୍ଧ୍ୟା ଧୂପ ଶେଷ ହେବା ପରେ ଚାରମାଳ ବନ୍ଧାଯିବ ଏବଂ ଜନ୍ମବେଦୀକୁ ପହଣ୍ଡିରେ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି ।
‘ତରଙ୍ଗ ମ୍ୟୁଜିକ୍’ର ନୂଆ ଭଜନ। ଏହି ଭଜନଟିର ଶୀର୍ଷକ ‘ମୋ ଜଗନ୍ନାଥ’ ଥିବାବେଳେ ଏହାକୁ ବିଶିଷ୍ଠ ଗୀତିକାର ନିର୍ମଳ ନାୟକ ରଚନା କରିଛନ୍ତି ଓ ଏହାକୁ ସଂଗୀତରେ ସଜେଇଛନ୍ତି ବିନାୟକ ପଣ୍ଡା। ଗୀତ କହୁଛି ଭକ୍ତର ଭାବନା।
ଶ୍ରୀକ୍ଷେତ୍ରରେ ଭାବ ଓ ଭକ୍ତିର ମହାସମୁଦ୍ର। ରଥାରୁଢ଼ ମହାପ୍ରଭୁଙ୍କ ଦର୍ଶନରେ କୃତ୍ୟ କୃତ୍ୟ ଅଗଣିତ ଭକ୍ତ। ପ୍ରଥମ ରାଷ୍ଟ୍ରପତି ଭାବେ ଘୋଷଯାତ୍ରାରେ ସାମିଲ ହୋଇ ଭକ୍ତିରେ ବିଭୋର ହେଲେ ମହାମହିମ ଦ୍ରୌପଦୀ ମୁର୍ମୁ।
ସୂରୁଜ ଉଇଁଲା ବେଳକୁ ଆଜି ଭାବ ରସରେ ଭିଜି ସାରିଥିଲା ଶ୍ରୀକ୍ଷେତ୍ର... ମହୋଦଧି ବେଳାଭୂମିରୁ ମହାମାର୍ଗ ବଡ଼ଦାଣ୍ଡ... ସବୁଠି ଶୁଭୁଥିଲା ଜଗତ ଠାକୁରଙ୍କ ଜୟ ଜୟ କାର...
କୋଟି ଓଡ଼ିଆଙ୍କ ମଉଡ଼ମଣି କାଳିଆ ସାଆନ୍ତ... ତାକୁ ଦେଖିବାକୁ ଆଜି ବଡ଼ଦାଣ୍ଡରେ ଲାଗିଛି ଭିଡ଼... ଜୟ ଜଗନ୍ନାଥ... ହରିବୋଲ ଧ୍ୱନୀରେ ପ୍ରକମ୍ପିତ ଚଉଦିଗ..।
ଆଜି ପୁରୀ ଶ୍ରୀକ୍ଷେତ୍ର ଭକ୍ତ ପ୍ରେମରେ ଜନସମୁଦ୍ରରେ ପରିଣତ। ଆପଣ ଯଦି ପୁରୀ ନ ଯାଇ ଘରେ ଅଛନ୍ତି ତେବେ ଜଗନ୍ନାଥଙ୍କୁ ନେଇ ଆଧାରିତ ଏହି ୬ଟି ଓଡ଼ିଆ ଫିଲ୍ମ ନିଶ୍ଚିତ ଦେଖନ୍ତୁ, ଯାହାର ଲିଙ୍କ୍ ଆମେ ଏଠାରେ ଦେଉଛୁ।
ରଥାରୂଢ଼ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ସାତ ଦରିଆ ପାର ହୋଇ ଶ୍ରୀକ୍ଷେତ୍ରକୁ ଆସିଛନ୍ତି ବିଦେଶୀ ଭକ୍ତ । ମହାପ୍ରଭୁଙ୍କ ନବଦିନାତ୍ମକ ରଥଯାତ୍ରାରେ ସାମିଲ ହେବାକୁ ପୁରୀ ଆସିଛନ୍ତି ଋଷର ନତାଲିଆ। ।
ଚଳିତ ଥର ରଥଯାତ୍ରା ପାଇଁ ପୁରୀ ଆସୁଥିବା ଭକ୍ତଙ୍କ ଗଣନା ହେବ । ଭକ୍ତଙ୍କ ସଂଖ୍ୟା ଗଣନା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ପୁରୀକୁ ସଂଯୋଗ କରୁଥିବା ପ୍ରମୁଖ ୩ଟି ମାର୍ଗରେ ଗଣନା ହେବ ।
ବର୍ଷେ କି ଦୁଇ ବର୍ଷ ନୁହେଁ, ଦୀର୍ଘ ୧୮ ବର୍ଷ ହେଲାଣି ଭକ୍ତ-ଭଗବାନଙ୍କ ମଧ୍ୟରେ ହୋଇପାରୁନି ମିଳନ ।
୧୮ ବର୍ଷ ହେଲାଣି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପଡ଼ିଛି ବାଡ଼ । ମନ୍ଦିରକୁ ପ୍ରବେଶ ବାରଣ । ୫୦ ଫୁଟ୍ ଦୂରରୁ ଲୁହା ଗ୍ରୀଲ୍ ଫାଙ୍କରୁ ଶ୍ରଦ୍ଧାଳୁ କରୁଛନ୍ତି ଦିଅଁ ଦର୍ଶନ ।
ପୁରୀରେ ଏଥର ଦୁଇ ଦିନ ରଥଯାତ୍ରା। ଘୋଷଯାତ୍ରା ଦିନ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ବ୍ୟାନ୍। ନବଯୌବନ ଦର୍ଶନ ବି ସମ୍ପୂର୍ଣ୍ଣ ବାରଣ। ବିକ୍ରି ହେବନି ପହଣ୍ଡି ଟିକେଟ୍। ସିଧା ରଥ ଉପରେ ଦିଅଁ ଦର୍ଶନ କରିବେ ଶ୍ରଦ୍ଧାଳୁ।
ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି ମହାବାହୁ। ପବିତ୍ର ସ୍ନାନ ପୂର୍ଣ୍ଣିମାରେ ଆଜି ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମରେ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ପୁରୀ।
ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରାରେ ଅମୃତର ଧାରା ଢାଳୁଛି ବର୍ଷା। ମେଘ ଜଳବିନ୍ଦୁରେ ସିକ୍ତ ହେଉଛି ପାବନ ପୁରୁଷୋତ୍ତମ କ୍ଷେତ୍ର। ଅଗଣିତ ଭକ୍ତଜନ ଭିଜୁଛନ୍ତି ଭକ୍ତିର ବାରିଧିରେ।
ସଜେଇ ହୋଇଛି ସ୍ନାନବେଦି । ଆଜି ସ୍ନାନବେଦିରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି ।
ଚାରିଦ୍ବାର ଫିଟିବା ପରେ, ଭକ୍ତଙ୍କ ଭିଡ଼ରେ ଫାଟିପଡ଼ୁଛି ଶ୍ରୀମନ୍ଦିର। ଏପଟେ ରଜଛୁଟି ଓ ରବିବାର। ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଛନ୍ତି ହଜାର ହଜାର ଲୋକ।
ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ବାର। ଫିଟିବ ମହାପ୍ରଭୁଙ୍କ ରତ୍ନଭଣ୍ଡାର ରହସ୍ୟ। ରାଜ୍ୟରେ ବିଜେଡି ସରକାରର ପତ୍ତନ ଆଉ ବିଜେପି ସରକାରର ଅଭୁତ୍ଥାନ ପରେ ଶ୍ରୀଜଗନ୍ନାଥ ଭକ୍ତଙ୍କ ମନରେ ସଂଚାର ହୋଇଛି ଏମିତି ଆଶା।