
କଟକ: ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରସଙ୍ଗରେ ହାଇକୋର୍ଟରେ ଆଜିର ଶୁଣାଣି ଶେଷ ହୋଇଛି । ଆସନ୍ତା ନଭେମ୍ବର ୪ରେ ହେବ ପରବର୍ତ୍ତୀ ଶୁଣାଣି । ଅଦାଲତ ଅବମାନନା ପ୍ରସଙ୍ଗରେ ୧୪ ଜଣିଆ ବିଚାରପତିଙ୍କୁ ନେଇ ହାଇକୋର୍ଟ ଫୁଲ୍ ବେଞ୍ଚରେ ହୋଇଥିଲା ଶୁଣାଣି। ଶୁଣାଣି ସମୟରେ ହାଜର ହୋଇ ପକ୍ଷ ରଖିବାକୁ ଅଧିକ ୪ ସପ୍ତାହର ସମୟ ମାଗିଥିଲେ ହାଇକୋର୍ଟ ବାର୍ ସମେତ ଅନ୍ୟ ପ୍ରତିପକ୍ଷ । ହାଇକୋର୍ଟ ବାର ସାଧାରଣ ପରିଷଦରେ ଆଜି ବସିବ ରାଜ୍ୟର ବିଭିନ୍ନ […]
ଭୁବନେଶ୍ୱର: ଓଡିଶା ହାଇକୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗରେ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତିକୁ ହାଇକୋର୍ଟ ବାର ଆସୋସିଏସନ ବିରୋଧ କରିଛି। ଏହାର ପ୍ରତିବାଦରେ ହାଇକୋର୍ଟ ଆଇନଜୀବୀମାନେ ଗତକାଲିଠାରୁ କାର୍ଯ୍ୟବନ୍ଦ କରିଛନ୍ତି। ଆସନ୍ତାକାଲି ପର୍ଯ୍ୟନ୍ତ କାର୍ଯ୍ୟରେ ଯୋଗଦେବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। ଉଭୟ ହାଇକୋର୍ଟ ଓ ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତିକୁ ବାର ଆସୋସିଏସନ ଦୃଢ ନିନ୍ଦା କରିବା ସହ କଲେଜିୟମ ବ୍ୟବସ୍ଥାକୁ ଉଚ୍ଛେଦ ପାଇଁ ଦାବି କରିଛି । କଲେଜିୟମ ବ୍ୟବସ୍ଥା ଦ୍ୱାରା ବିଚାରପତି ନିଯୁକ୍ତି ପ୍ରକ୍ରିୟା ସ୍ୱଚ୍ଛ […]
ସମ୍ବଲପୁର (ସଞ୍ଜୟ ଜେନା ): ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)ର କୁଳପତିଙ୍କ ବିରୋଧରେ ଆନ୍ଦୋଳନ ମହଙ୍ଗା ପଡ଼ିଲା । ଆନ୍ଦୋଳନରେ ସାମିଲ ହୋଇଥିବା ୬୧ ଜଣ ଅଧ୍ୟାପକଙ୍କ ତିନି ଦିନର ଦରମା କାଟିବାକୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ନୋଟିସ୍ ଜାରି କରାଯାଇଛି। ଉକ୍ତ ଅଧ୍ୟାପକମାନଙ୍କର ଅଗଷ୍ଟ ମାସ ଦରମାରୁ ଏହି ଟଙ୍କା କଟାଯିବ ବୋଲି ନୋଟିସ୍ରେ ସ୍ପଷ୍ଟ ଭାବେ ଉଲ୍ଲେଖ ରହିଛି। କୁଳପତିଙ୍କ ବିରୋଧରେ ନାନା ଅଭିଯୋଗ ଆଣି ତାଙ୍କ ବହିଷ୍କାର ଦାବି କରିଥିଲେ […]
ଭବାନୀପାଟଣା: ସ୍କୁଲରେ ପିଲା ସଂଖ୍ୟା ୨୬୬, ହେଲେ ଶିକ୍ଷକଙ୍କ ସଂଖ୍ୟା ୪। ଚୁଲିକୁ ଗଲାଣି ପିଲାଙ୍କ ପାଠ ପଢ଼ା। ତେଣୁ ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଅଭିଭାବକ ଓ ଛାତ୍ର। ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ପରିଆ ଗାଁରେ। ପରିଆ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୬୬ ଜଣ ଛାତ୍ରଛାତ୍ରୀ ପାଠ ପଢନ୍ତି। କିନ୍ତୁ ସ୍କୁଲରେ ଅଛନ୍ତି ମାତ୍ର ୪ ଜଣ ଶିକ୍ଷକ। ଆବଶ୍ୟକ ସଂଖ୍ୟକ […]
ଭୁବନେଶ୍ୱର: ନିଜ ହକ୍ ପାଇବା ପାଇଁ ଆନ୍ଦୋଳନ କରୁଥିବା ଆନ୍ଦୋଳନକାରୀଙ୍କୁ ବନ୍ଧୁକ ଦେଖାଇ ରାସ୍ତାରୁ ହଟାଇଲା ପୁଲିସ୍। ରାଜଧାନୀ ଭୁବନେଶ୍ୱରରେ ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ବିଏମ୍ସିର ଠିକା ସଫେଇ କର୍ମଚାରୀ ବକେୟା ଦରମା ଦାବିରେ ଜୟଦେବ ବିହାର ଛକରେ ରାସ୍ତା ଅବରୋଧ କରିଥିଲେ। ଫଳରେ ରାସ୍ତା ଉପରେ ଯାନବାହନ ଅଟକି ରହିଥିଲା। ପ୍ରାୟ ୪୫ ମିନିଟ୍ ପରେ ପୁଲିସ୍ ସେଠାରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ରାସ୍ତାରୁ ହଟାଇବାକୁ ଉଦ୍ୟମ କରିଥିଲା। ହେଲେ ସେମାନେ […]
ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜରେ ପାରାମେଡିକାଲ୍ କର୍ମଚାରୀ ଓ ନର୍ସମାନେ ଆଜିଠୁ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଅଭିଯୋଗ ଅନୁସାରେ, ଗତ ୨୬ ତାରିଖରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ତାଙ୍କ ସମ୍ପର୍କୀୟମାନେ ମେଡିକାଲରେ ଗଣ୍ଡଗୋଳ ଓ ଭଙ୍ଗାରୁଜା କରିଥିଲେ। ଏପରିକି ଆଇସିୟୁ ଭିତରେ ପଶି ପାରାମେଡିକାଲ୍ କର୍ମଚାରୀଙ୍କୁ ମାଡ଼ ମାରିବା ସହିତ ନର୍ସଙ୍କୁ ଦୁର୍ବ୍ୟବହାର କରିଥିଲେ। ଏନେଇ ମେଡିକାଲ କର୍ତ୍ତୃପକ୍ଷ ୬ଜଣଙ୍କ ନାଁରେ ବଲାଙ୍ଗିର ଟାଉନ ଥାନାରେ ଅଭିଯୋଗ କରିଥିଲେ। ଅନ୍ୟପକ୍ଷରେ, ଏହି ଘଟଣାରେ […]
ଭୁବନେଶ୍ୱର: ଭୁବନେଶ୍ୱରରେ ‘ମୋ ବସ୍’ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ‘ମାସିକ ୧୩ ହଜାର ଟଙ୍କା ନିୟମିତ ଦରମା ସହ ESI ଏବଂ EPF ପ୍ରଦାନ କରିବାକୁ ଦାବି କରିଛନ୍ତି ‘ମୋ ବସ୍’ କର୍ମଚାରୀ। ‘ମୋ ବସ୍‘ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁଁ ବସ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ‘ମୋ ବସ’ ଗତବର୍ଷଠାରୁ ଚଳାଚଳ ଆରମ୍ଭ ହୋଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ୯୫ଟି ବସ୍ ଚଳାଚଳ କରୁଛି। ଏଥିରେ ୧୯୦ରୁ ଅଧିକ କର୍ମଚାରୀ ନିଯୁକ୍ତି ହୋଇଛନ୍ତି।
ଭୁବନେଶ୍ୱର: ଭୁବନେଶ୍ୱରରେ ମୋ ବସ କର୍ମଚାରୀମାନ ବିଭିନ୍ନ ଦାବି ନେଇ ଆଜିଠାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମାସିକ ୧୩ ହଜାର ଟଙ୍କା ନିୟମିତ ଦରମା ସହ ESI ଏବଂ EPF ପ୍ରଦାନ କରିବାକୁ କର୍ମଚାରୀମାନ ଦାବି କରିଛନ୍ତି। ମୋ ବସ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁଁ ସହରରେ ବସ ଚଳାଚଳ ବାଧାପ୍ରାପ୍ତ ହୋଇଛି । ଫଳରେ ଯାତ୍ରୀମାନ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୂଚନାଥାଉ କି, ଗତବର୍ଷଠାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଛି। ଏବେ ରାଜଧାନୀ […]
ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ମମତା ସରକାର ଗତକାଲି ଜୁନିଅର ଡାକ୍ତରଙ୍କ ଆନ୍ଦୋଳନକୁ ଭ୍ରୁକ୍ଷେପ ନକରି ସେମାନଙ୍କୁ ତୁରନ୍ତ କାମରେ ଯୋଗ ଦେବା ପାଇଁ କହିଥିଲେ। ଯଦି ସେମାନେ ଏପରି ନ କରନ୍ତି ତାହେଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେବେ ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଧମକକୁ ପଶ୍ଚିମବଙ୍ଗର ଆନ୍ଦୋଳନରତ ଜୁନିୟର ଡ଼ାକ୍ତର ସଂଘ ପ୍ରତ୍ୟାଖ୍ୟାନ କରିଥିଲା। ମମତାଙ୍କ ଏଭଳି ଧମକର ପ୍ରତିବାଦରେ ସାରା ଦେଶର ଡାକ୍ତରମାନେ ରଣହୁଙ୍କାର ଦେଇଛନ୍ତି। ଆଜି ପଶ୍ଚିମବଙ୍ଗରେ ଡାକ୍ତରଙ୍କ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଛି। ମଙ୍ଗଳବାର […]
କରୋନାର ଦ୍ୱିତୀୟ ଲହରର କୋପ ନ ଯାଉଣୁ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ବଢ଼ିଲାଣି ଚିନ୍ତା । ତେଣୁ ସ୍ଥିତିର ମୁକାବିଲା ଲାଗି ଆଗୁଆ ପଦକ୍ଷେପ ସ୍ୱରୂପ ଟିକାକରଣ, ତିନି ମାସିଆ ସର୍ଭେଲାନ୍ସ ଓ ଭିତ୍ତିଭୂମି ପ୍ରସ୍ତୁତି ଉପରେ ଏବେ ରାଜ୍ୟ ସରକାରଙ୍କ ଜୋର୍ ।
ପେଟ୍ରୋଲ ଡିଜେର ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଆଜିଠାରୁ ୧୭ ତାରିଖ ଯାଏ ରାଜ୍ୟବ୍ୟାପୀ ବିକ୍ଷୋଭ କରିବାକୁ ଦଳ ନିଷ୍ପତ୍ତି ନେଇଛି । ପର୍ଯ୍ୟାୟକ୍ରମେ ଏହି ଆନ୍ଦୋଳନ କରାଯିବ । ଆଜି ସବୁ ବ୍ଲକରେ ବିକ୍ଷୋଭ କରିବେ କଂଗ୍ରେସ କର୍ମୀ
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ଆଜିଠାରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ବ୍ଲକ ଆଗରେ ଦଳ ବିକ୍ଷୋଭ କରିବ । ଦଳ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ, ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି ।
The highest rated show among all Odia news television which focuses on analysing the socio-political issues. Famous Actor Hrushikesh Dash presents the
The highest rated show among all Odia news television which focuses on analysing the socio-political issues. Famous Ollywood Comedian Hrushikesh Das presents
The highest rated show among all Odia news television which focuses on analysing the socio-political issues. Famous Ollywood Comedian Hrushikesh Das presents