
ରାୟଗଡା : ରାୟଗଡା ଜିଲ୍ଲା ଥେରୁବାଲି ଇମ୍ଫା କାରଖାନା ଆଗରେ ଚାଲିଥିବା ଆନ୍ଦୋଳନ ଦ୍ୱିତୀୟ ଦିନରେ। ୯ ଦଫା ଦାବି ନେଇ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀ ଗତକାଲିଠୁ କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛି । ଗତକାଲି ଉପଜିଲ୍ଲାପାଳ କମ୍ପାନୀ ନେଇଥିବା ବିଭିନ୍ନ ପଦକ୍ଷେପକୁ ନେଇ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ । ଏହାସତ୍ତ୍ୱେ ସେମାନେ ଆଜି ଆନ୍ଦୋଳନ ଜାରି ରଖିଛନ୍ତି । କମ୍ପାନୀ ପକ୍ଷରୁ ସମସ୍ତ ଦାବି ପୂରଣ ନେଇ ଲିଖିତ ପ୍ରତିଶୃତି […]
ରାୟଗଡ଼ା : ରାୟଗଡ଼ା ଥେରୁବାଲି ସ୍ଥିତ ଇମ୍ଫା କାରଖାନାରେ ପୁଣି ତେଜିଲା ଶ୍ରମିକ ଆନ୍ଦୋଳନ। ଆଜି ସକାଳ ୮ଟାରୁ କମ୍ପାନୀ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନରେ ବସିଛନ୍ତି ଶ୍ରମିକ। ଇମ୍ଫା କର୍ତ୍ତୃପକ୍ଷ ଦେଇଥିବା ପ୍ରତିଶ୍ରୁତି ପାଳନ କରିବାରେ ଅବହେଳା ଅଭିଯୋଗ କରି ଆନ୍ଦୋଳନ ଚଳାଇଛନ୍ତି ଶ୍ରମିକ। ଦାବି ପୂରଣ ନହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି। ଏହା ପୂର୍ବରୁ ଗତ ଏପ୍ରିଲ ୨୩ରେ ଦୀର୍ଘ ୧୮ ଦିନ ଧରି […]
ସୁନ୍ଦରଗଡ଼ : ପୁଣି ଥରେ ମାତିଲେ ପଥରଗାଡ଼ି ଆନ୍ଦୋଳନକାରୀ। ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁରରେ ଉଗ୍ର ରୂପ ନେଇଛି ଆନ୍ଦୋଳନ। ପଥରଗାଡ଼ି ରୂଢିବାଦୀ ମଞ୍ଚର ସଦସ୍ୟ ମାନେ ଆଜି ରାଜଗାଙ୍ଗପୁରର ସୂରଜ ସ୍ପଞ୍ଜ ଆଇରନ କମ୍ପାନୀରେ ପଶି ବ୍ୟାପକ ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। କମ୍ପାନିର ଯନ୍ତ୍ରାଂଶ ସହ ଆସବାବ ପତ୍ରକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ପ୍ରଥମେ ପାଚେରୀକୁ ଭାଙ୍ଗି ଜୋର ଜବରଦସ୍ତ କମ୍ପାନୀ ଭିତରେ ପଶିଥିଲେ ପଥରଗାଡ଼ି ରୂଢିବାଦୀ ମଞ୍ଚ ସଦସ୍ୟ। ଘଟଣାସ୍ଥଳରେ ପୋଲିସ ଏବଂ […]
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାରେ ସମାନ୍ତରାଳ ଶାସନର ଆହ୍ୱାନ। ସରକାର କି ପ୍ରଶାସନ ନୁହେଁ, ନିଜ ହାତରେ ରହିବ ଶାସନର ଡୋରୀ। ପଥରପୋତି ଲେଖିଦିଆଯାଉଛି ନିଜର ସମ୍ବିଧାନ। ଗାଁକୁ ଗାଁ, ବ୍ଲକକୁ ବ୍ଲକ ବ୍ୟାପିଚାଲିଛି ପଥରଗାଡ଼ି ଆନ୍ଦୋଳନ। ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୧୦ଟି ବ୍ଲକରେ ଏହି ଆନ୍ଦୋଳନ ବ୍ୟାପିଥିବାବେଳେ ଉଗ୍ର ରୂପ ଧାରଣ କରିଛି ପଥରଗାଡ଼ି। ମଙ୍ଗଳବାର କୁତ୍ରା ଥାନା ତେଲିଘନା ଗାଁରେ ସଂଘଟିତ ଗୋଷ୍ଠୀ ସଂଘର୍ଷରେ ପଥରଗାଡ଼ି ବିରୋଧୀ ଡମ୍ବରୁଧର ସେଠଙ୍କ ମୃତ୍ୟୁ ହୋଇଥିବାବେଳେ ତୀବ୍ର […]
କଟକ : ତେଜୁଛି ମଦ ବିରୋଧି ଆନ୍ଦୋଳନ। ପାଟକୁରା ପରେ ଆଜି ବାଙ୍କୀ ବୈଦଶ୍ୱର ଥାନା ଅନ୍ତର୍ଗତ ବଢାମଲ ଗାଁରେ ପ୍ରତିବାଦର ସ୍ୱର ଦେଖିବାକୁ ମିଳିଛି। ଗତ ୧୨ ତାରିଖରେ ଗାଁର ଜଣେ ବ୍ୟକ୍ତି ଦେଶୀ ମଦ ଖାଇ ପ୍ରାଣ ହରାଇଥିବା ଅଭିଯୋଗ ହୋଇଥିଲା। ପ୍ରତିବାଦରେ ଆଜି ଶତାଧିକ ମହିଳା ଗାଁରେ ଚୋରା ମଦ ବିକ୍ରିକୁ ବିରୋଧ କରିବା ସହ କଳାପଥର-କଣ୍ଟିଲୋ ମୁଖ୍ୟ ରାସ୍ତାକୁ ଅବରୋଧ କରିଥିଲେ। ଗାଁକୁ ସଂପୂର୍ଣ୍ଣ ମଦ ମୁକ୍ତ କରିବା ସହ ଚୋରା […]
ପାରଦୀପ: ପାରାଦୀପ ତୈଳ ବିଶୋଧନାଗାର ସାମ୍ନାରେ ଜମିହରା କୃଷକ ଏକତା ମଞ୍ଚ ପକ୍ଷରୁ ଅଭିନବ ଉପାୟରେ ଗଣଧାରଣା ଦିଆଯାଇଛି। ଆନ୍ଦୋଳନକାରୀମାନେ ନିଜ ପରିବାର ଲୋକଙ୍କୁ ଏଥିରେ ସାମିଲ କରାଇ ହାତରେ କଂସା ଥାଳି ଧରି ଧାରଣାରେ ବସିଛନ୍ତି। ସ୍ଥାୟୀ ନିୟୁକ୍ତି ଦାବିରେ ଅହୋରାତ୍ର ଗଣଧାରଣା ଦେଇଛନ୍ତି ଆନ୍ଦୋଳନକାରୀ। ଗତ ୧ ତାରିଖରୁ ଚାଲିଥିବା ଏହି ଆନ୍ଦୋଳନର ଅନ୍ତ କରିବାକୁ ଜିଲ୍ଲା ପ୍ରଶାସନ ଏବଂ କଂପାନୀ କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନନେବାରୁ ଆନ୍ଦୋଳନକାରୀ ଏଭଳି ପଦକ୍ଷେପ ନେଇଥିବା କହିଛନ୍ତି। […]
ଅମ୍ରିତସର: ସର୍ତ୍ତ ରଖି ରେଳରୋକ ଆନ୍ଦୋଳନକୁ ସ୍ଥଗିତ ରଖିଲା କେନ୍ଦ୍ର କୃଷି ବିଲ୍ ବିରୋଧରେ ଆନ୍ଦୋଳନ କରୁଥିବା ପଞ୍ଜାବ କୃଷକ ସଂଘ। ଯଦି ୧୫ ଦିନ ଭିତରେ କେନ୍ଦ୍ର ସରକାର ତାଙ୍କ ସହିତ କୃଷି ବିଲ୍ ସମ୍ପର୍କରେ ଆଲୋଚନା ନକରନ୍ତି, ତେବେ ପୁଣିଥରେ ଆନ୍ଦୋଳନକୁ ଓହ୍ଲାଇବୁ ବୋଲି ଚାଷୀ ସଂଘ ଧମକ ଦେଇଛି। ଆନ୍ଧୋଳନ ସ୍ଥଗିତ ହେବା ପରେ ଆସନ୍ତାକାଲିଠାରୁ ରାଜ୍ୟରେ ରେଳଚାଳାଚଳ ସ୍ୱାଭାବିକ ହେବ ବୋଲି ସୂଚନା ମିଳିଛି। ରେଳରୋକକୁ ସ୍ଥଗିତ ରଖି ଆଗାମୀ ୧୫ […]
ନୂଆଦିଲ୍ଲୀ: ରାଜରାସ୍ତା ଉପରେ ଚାଲିଛି ରୋଷେଇ। ସେଇଠି ଖାଇବା ଏବଂ ସେହି ରାସ୍ତା ଉପରେ ଶୋଇବା। ଗତ ତିନି ରାତି ଏମିତି କଟୁଛି ରାସ୍ତା ଉପରେ । କେନ୍ଦ୍ରର କୃଷି ଆଇନ ବିରୋଧରେ ଚାଷୀଙ୍କ ଚଲୋ ଦିଲ୍ଲୀ ଅଭିଯାନ ଜାରି ରହିଛି । ବହୁ ଟଣାଓଟରା, ଧସ୍ତାଧସ୍ତି, ଖଣ୍ଡଯୁଦ୍ଧ ପରେ ଦିଲ୍ଲୀରେ ପ୍ରବେଶ ପାଇଁ ଶେଷରେ ଆନ୍ଦୋଳନକାରୀଙ୍କୁ ମିଳିଛି ଅନୁମତି । ରାଜଧାନୀ ଉପକଣ୍ଠରେ ଥିବା ବୁରାରି ନିକଟରେ ସମାବେଶ କରିବାକୁ ଗତକାଲି ଅନୁମତି ମିଳିଛି । […]
ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀଙ୍କ ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ପଞ୍ଜାବ କୃଷକ ସଂଘ। ଦିଲ୍ଲୀର ଯନ୍ତରମନ୍ତର ପଡ଼ିଆରେ ଆନ୍ଦୋଳନ କରିବାକୁ କୃଷକଙ୍କୁ ନିବେଦନ କରିଥିଲେ ଗୃହମନ୍ତ୍ରୀ ଅମିତ ଶାହ। ତେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହ କିନ୍ତୁ ଶାହଙ୍କ ପ୍ରସ୍ତାବକୁ ମାନିନେବାକୁ କୃଷକମାନଙ୍କୁ ନିବେଦନ କରିଛନ୍ତି। କେନ୍ଦ୍ରର କୃଷି ଆଇନ ବିରୋଧରେ ଜାରି ରହିଥିବା ଚାଷୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ଆନ୍ଦୋଳନକାରୀଙ୍କୁ କେନ୍ଦ୍ର ଗୃହମନ୍ତ୍ରୀ ବାର୍ତ୍ତା ଦେଇଛନ୍ତି। ସମସ୍ତ ଚାଷୀଙ୍କ ସହ ସେମାନଙ୍କ ସମସ୍ୟା ଏବଂ ଦାବି ସମ୍ପର୍କରେ କେନ୍ଦ୍ର […]
ମାଲକାନଗିରି: ମାଲକାନଗିରିର ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରଓ୍ୱାଲ ଏବଂ ଅତିରିକ୍ତ ଯୋଗାଣ ଅଧିକାରୀ ମନୋଜ ପ୍ରଧାନଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ। ସାମ୍ବାଦିକ ସମ୍ମିଳନୀରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ମନୀଷଙ୍କ ବିରୋଧରେ ନାନା ଅଭିଯୋଗ ଆଣିବା ସହ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଯୋଗାଣ ଅଧିକାରୀ ଓ ମନୀଷ ମିଳିମିଶି ଚାଷୀଙ୍କୁ ଲୁଟ୍ କରିଥିବା ଅଭିଯୋଗ ଆଣିଛନ୍ତି ପ୍ରଦୀପ। ଦୁଇ ଜଣ ଅଧିକାରୀ ମାଲକାନଗିରି ଜିଲ୍ଲାରୁ ବିପୁଳ ଅର୍ଥ ବେଆଇନ ଭାବେ ସଂଗ୍ରହ କରିଥିବା କଂଗ୍ରେସ ଅଭିଯୋଗ […]
ନୂଆଦିଲ୍ଲୀ: ନୂଆ କୃଷି ଆଇନ୍ ଉପରେ ଆଲୋଚନା ଲାଗି ଗୃହମନ୍ତ୍ରୀ ଅମିତ ଶାହଙ୍କ ପ୍ରସ୍ତାବକୁ ଖଣ୍ଡନ କରିଛନ୍ତି ଚାଷୀ। ଆଲୋଚନା ପୂର୍ବରୁ କୌଣସି ସର୍ତ୍ତ ରଖାଯିବାକୁ ଚାଷୀ ବିରୋଧ କରିଛନ୍ତି । ସରକାର ଖୋଲା ହୃଦୟରେ ଚାଷୀଙ୍କ ସହ ଆଲୋଚନା କରନ୍ତୁ ବୋଲି ଦିଲ୍ଲୀ ସୀମାରେ ଡେରା ପକାଇଥିବା ଆନ୍ଦୋଳନକାରୀ ଚାଷୀ କହିଛନ୍ତି। ସ୍ୱରାଜ ଇଣ୍ଡିଆ ମୁଖ୍ୟ ଯୋଗେନ୍ଦ୍ର ଯାଦବଙ୍କୁ ନେଇ ଗଠିତ ୭ ଜଣିଆ କମିଟି ଆଲୋଚନା ପ୍ରସ୍ତାବକୁ ଅଗ୍ରାହ୍ୟ କରି ଦେଇଛନ୍ତି। ଚାଷୀଙ୍କୁ ନୂଆ […]
ନୂଆଦିଲ୍ଲୀ: କୃଷି ଆଇନ୍କୁ ବିରୋଧ କରି ଦେଶର ଅନେକ ସ୍ଥାନରେ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜି ଆନ୍ଦୋଳନ ସ୍ଥଳି ନିକଟରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଦିଲ୍ଲୀ ଟିକ୍ରି ସୀମାରେ ଆନ୍ଦୋଳନରତ ଚାଷୀ ପୋଲିସ ଦେଇଛନ୍ତି ପ୍ରସାଦ। ଗୁରୁ ନାନକଙ୍କ ଜନ୍ମ ଜୟନ୍ତି ପୂଜା ପରେ ପ୍ରସାଦକୁ ପୋଲିସ୍କୁ ବଣ୍ଟାଯାଇଛି। ଆନ୍ଦୋଳନରତ ପୋଲିସ୍ କର୍ମଚାରୀଙ୍କୁ ବୁଲି ବୁଲି ଚାଷୀ ପ୍ରସାଦ ଖୁଆଇଥିଲେ। ଆଉ ଏହାକୁ ସାଦରରେ ଗ୍ରହଣ କରିଥିଲେ ପୋଲିସ୍ କର୍ମଚାରୀ। ଅନ୍ୟ ଦିନ ମାନଙ୍କ […]
ଭୁବନେଶ୍ୱର: କରୋନା ମହାମାରୀ ବେଳେ ରାଜ୍ୟର ବିଭିନ୍ନ କୋଭିଡ କେୟାର ସେଣ୍ଟର ଓ କୋଭିଡ୍ କେୟାର ହୋମ୍ରେ ନିଯୁକ୍ତି ପାଇଥିବା ମହିଳା ସ୍ୱାସ୍ଥ୍ୟକର୍ମୀ ଆନ୍ଦୋଳନ କରିଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍ଜିରେ ଆନ୍ଦୋଳନ କରିବା ସହ ମାର୍ଗଶୀର ଗୁରୁବାରରେ ମାଣ ବସାଇ ପ୍ରତିବାଦ କରିଛନ୍ତି ମହିଳା ସ୍ୱାସ୍ଥ୍ୟକର୍ମୀ। ନିଯୁକ୍ତିକୁ ସ୍ଥାୟୀ କରିବା ସହ ବକେୟା ଦରମା ଦେବାକୁ ଆନ୍ଦୋଳନକାରୀମାନେ ଦାବି କରିଛନ୍ତି। କରୋନା ଦୂର ହୋଇନଥିବାବେଳେ ସେମାନଙ୍କୁ କାର୍ଯ୍ୟରୁ ଅନ୍ତର କରାଯାଇଥିବାରୁ ପୁଣିଥରେ ନିଯୁକ୍ତି ଦେଇ ଚାକିରୀକୁ ସ୍ଥାୟୀ […]
ନୂଆଦିଲ୍ଲୀ: କେନ୍ଦ୍ର କୃଷି ଆଇନ୍କୁ ବିରୋଧ କରୁଥିବା ବିକ୍ଷୋଭକାରୀ ଚାଷୀଙ୍କ ସହିତ କେନ୍ଦ୍ର ସରକାରଙ୍କର ୫ ପର୍ଯ୍ୟାୟ ବୌଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଓ ବାଣିଜ୍ୟମନ୍ତ୍ରୀ ପୁୟୂଷ ଗୋୟଲ ଓ ଗୃହମନ୍ତ୍ରୀ ରାଜନାଥ ସିଂହ ଚାଷୀ ସାମିଲ୍ ହୋଇଛନ୍ତି। ଦିଲ୍ଲୀ ବିଜ୍ଞାନ ଭବନରେ ଏହି ବୈଠକ ଜାରି ରହିଛି। ଏଥିରେ ୪୦ ଜଣ କୃଷକ ପ୍ରତିନିଧୀ ଦଳ ସାମିଲ ଅଛନ୍ତି। ମିଳିଥିବା ସୂଚନା ଅନୁସାରେ ଆଜି ଅପରାହ୍ନରେ […]
ଭୁବନେଶ୍ୱର: ରାଜ୍ୟରେ ମଣ୍ଡି ଅବ୍ୟବସ୍ଥା ଓ ଟୋକନ୍ ସମସ୍ୟାକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜେପି । ଆସନ୍ତା ଜୁଲାଇ ୧ ଓ ୨ରେ ରାଜ୍ୟର ସବୁ ମଣ୍ଡି ଓ ଯୋଗାଣ ଅଧିକାରୀଙ୍କ ଅଫିସ ଆଗରେ ଧାରଣା ଦିଆଯିବ ବୋଲି ଆଜି ଏକ…
ପ୍ରାୟ ଦୁଇ ମାସର ଲକଡାଉନ୍, ସପ୍ତାହାନ୍ତ ସଟଡାଉନ୍ ଓ ପୁଣି ଆଂଶିକ ଲକଡାଉନ୍ ପରେ ଏବେ ସମସ୍ତଙ୍କ ନଜର ଜୁଲାଇ ଗାଇଡ୍ଲାଇନ୍ ଉପରେ ରହିଛି।
ଡେଲଟା ପ୍ଲସ୍ ଭାରିଏଣ୍ଟ ବିଶେଷ ଘାତକ ନୁହେଁ । ଯଦି ଘାତକ ହୋଇଥାନ୍ତା ତା ହେଲେ ଏହା ସାରା ଦେବଗଡ଼ ଜିଲ୍ଲାରେ ଏହା ବ୍ୟାପି ସାରନ୍ତାଣି । ତଥାପି ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ…
ମୋହାଲି: ନାକେଦମ୍ ହେଲେଣି ପଞ୍ଜାବ ସରକାର । କଂଗ୍ରେସରେ ଦଳୀୟ କନ୍ଦଳ ଦିନକୁ ଦିନ ଘନଉଥିବା ବେଳେ ବିରୋଧୀଙ୍କ ମଧ୍ୟ ନାକେଦମ କଲେଣି । ଗୋଟିଏ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ନିଜ ଦଳ କଂଗ୍ରେସର କିଛି ବିଦ୍ରୋହୀ ନେତା ତାଙ୍କୁ ବିରୋଧ କରୁଥିବା…
ସମ୍ବଲପୁର : ବିଜେଡି ପକ୍ଷରୁ ଗତ କିଛି ଦିନ ଧରି ମହାନଦୀ ସୁରକ୍ଷା ଅଭିଯାନ ଚାଲିଥିବା ବେଳେ କଂଗ୍ରେସ ପକ୍ଷରୁ ଏହି ଅଭିଯାନ ଆରମ୍ଭ ହେବ। ଅପରାହ୍ନରେ ସମ୍ବଲପୁର ନେଲସନ ମଣ୍ଡେଲା ଛକଠାରେ ମହାନଦୀ ସୁରକ୍ଷା ସମିତି ପକ୍ଷରୁ ସର୍ବଧର୍ମର ପଣ୍ଡିତଙ୍କୁ ନେଇ ଏକ ସଭା ଆୟୋଜନ ହେବ। ଝାରସୁଗୁଡା ବିଧାୟକ ନବ ଦାସ ଏହାର ମଙ୍ଗ ଧରିଛନ୍ତି। ଆଗାମୀ ଦିନରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମହାନଦୀ ସୁରକ୍ଷା ନେଇ କାର୍ଯ୍ୟକ୍ରମ ହେବ। ମହାନଦୀ ଉପର […]
ରାୟଗଡ଼ା: ଇମ୍ଫା ଥେରୁବାଲି ପ୍ଲାଣ୍ଟ ସାମ୍ନାରେ ଚାଲିଥିବା ଆନ୍ଦୋଳନ ଶେଷ ହୋଇଛି। ଦୀର୍ଘ ୧୮ ଦିନ ପରେ ଆଜି ଆନ୍ଦୋଳନ ହଟିଛି। ଗତକାଲି ଜିଲ୍ଲା ପ୍ରଶାସନ, ଆନ୍ଦୋଳନକାରୀ ଓ ଇମ୍ଫା କର୍ତ୍ତୃପକ୍ଷଙ୍କ ମଧ୍ୟରେ ହୋଇଥିବା ତ୍ରିପାକ୍ଷିକ ଆଲୋଚନା ପରେ ଆନ୍ଦୋଳନ ହଟିଛି। ରାୟଗଡ଼ା ଏସ୍ଡିପିଓ ରାଜକିଶୋର ଦାସ୍ ଆନ୍ଦୋଲନ ହଟିବାର ସୂଚନା ଦେଇଥିଲେ। ତାଙ୍କ ଉପସ୍ଥିତିରେ କମ୍ପାନୀ ଗେଟ୍ ଖୋଲା ଯାଇଥିଲା। ସେ କହିଥିଲେ, “ଆନ୍ଦୋଳନ ହଟିଯାଇଛି। ଆମେ ଆଶା କରୁଛୁ, ଶୀଘ୍ର ପ୍ଲାଣ୍ଟ କାମ ଠିକ୍ […]
ଭୁବନେଶ୍ୱର : ଇମ୍ଫା ଥେରୁବାଲିରେ ଆନ୍ଦୋଳନ, ଭଂଗାରୁଜା ଘଟଣାରେ ସାଂଘାତିକ ଆରୋପ ଆଣିଲେ ବିଜେପି ନେତା ଭୃଗୁ ବକ୍ସିପାତ୍ର। ବିଜେପି ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ର ସାମ୍ବାଦିକ ସମ୍ମିଳନୀ କରି ଏହି ଆନ୍ଦୋଳନକୁ ରାଜ୍ୟ ସରକାରଙ୍କ ପ୍ରାୟୋଜିତ ବୋଲି କହିଛନ୍ତି। ଇମ୍ଫା ଆଗରେ କେଉଁ ଦାବିରେ ଆନ୍ଦୋଳନ ହେଉଛି ତାହା ଅସ୍ପଷ୍ଟ। ଏହାର ନେତୃତ୍ୱ କିଏ ନେଉଛି ଜାଣି ହେଉନି। ସବୁ ବାହାର ଅଞ୍ଚଳର ଲୋକ ଆନ୍ଦୋଳନ କରୁଛନ୍ତି ବୋଲି ଭୃଗୁ କହିଛନ୍ତି। ଏଥିସହ ସେଠାରେ ପୋଲିସ […]
ଢେଙ୍କାନାଳ : ଆଜି ଢେଙ୍କାନାଳ ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ ସହ ବରଗଡ଼ ଜିଲ୍ଲା ଅତାବିରା ଏନଏସି ନିର୍ବାଚନ। ସକାଳ ୮ଟାରୁ ଭୋଟ୍ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି। ଏଥର ହିନ୍ଦୋଳ ଏନଏସିର ମୋଟ ୧୬ଟି ୱାର୍ଡରେ ୯ ହଜାର ୬୪୭ ଭୋଟର୍ ମତ ସାବ୍ୟସ୍ତ କରିବେ। ମତଦାନ ପାଇଁ ୧୬ଟି ବୁଥ୍ କରାଯାଇଛି। ସମସ୍ତ ବୁଥକୁ ଉତ୍ତେଜନା ପ୍ରବଣ ହିସାବରେ ନିଆଯାଇଛି। ୧୬ଟି ୱାର୍ଡ ପାଇଁ ୪ଜଣ […]