
ପୁରୀ: ଶ୍ରୀମନ୍ଦିରରେ ଅଭାବନୀୟ ସ୍ଥିତି ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ଶ୍ରୀଜିଉଙ୍କର ହୋଇଛି ବଡ଼ ମହାସ୍ନାନ। ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥା କଟାକଟି ଓ ଥଟ୍ଟା ମଜା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ମାରପିଟ୍ ବେଳେ ମନୋଜ ପାଣିଗ୍ରାହୀଙ୍କ ମୁଣ୍ଡ ଫାଟିଯିବାରୁ ଭିତରକାଠ ସମ୍ମୁଖରେ ରକ୍ତ ଛିଟା ପଡ଼ିଥିଲା। ଆଜି ମଧ୍ୟାହ୍ନ ଧୂପ ପରେ ଏହି ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଆହତ ମନୋଜଙ୍କୁ […]
ପୁରୀ: ପୁରୀ ବସ୍ଷ୍ଟାଣ୍ଡରେ ଅଗ୍ନିକାଣ୍ଡ ଘଟି ଜଳିଗଲା ୩ଟି ବସ୍। ଆଜି ସନ୍ଧ୍ୟାରେ ବସଷ୍ଟାଣ୍ଡରେ ଥିବା ୩ଟି ବସ୍ରେ ନିଆ ଲାଗିଯାଇଥିଲା। ତେବେ ବସ୍ରେ ଯାତ୍ରୀ ନ ଥିବା ଜଣାପଡିଛି। ବସ୍ ତିନିଟି ଛିଡ଼ା ହୋଇଥିବା ବେଳେ ଏଥିରେ ନିଆଁ ଲାଗିଯାଇଥିଲା। ପ୍ରଥମେ ଗୋଟିଏ ବସ୍ରେ ନିଆଁ ଲାଗିବା ପରେ ଦୁଇ ପାର୍ଶ୍ୱରେ ଛିଡ଼ା ହୋଇଥିବା ଅନ୍ୟ ୨ଟି ବସକୁ ଏହା ବ୍ୟାପିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀ ଆସି ନିଆଁକୁ ଲିଭାଇଥିଲେ। ତେବେ କେଉଁ କାରଣରୁ ନିଆଁ […]
ଭୁବନେଶ୍ୱର: ପୁରୀ ବ୍ଲୁଫ୍ଲାଗ୍ ବିଚ୍କୁ ଆଜି ବିଧିବଦ୍ଧ ଭାବେ ମିଳିଲା ମାନ୍ୟତା। ଆନୁଷ୍ଠାନିକ ଭାବେ ଆଜି ସମୁଦ୍ରକୂଳରେ ଲାଗିଛି ବ୍ଲୁଫ୍ଲାଗ୍। କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର୍ ଭିଡିଓ କନ୍ଫେରେନ୍ସିଂରେ ଏହି କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ପୁରୀ ବିଚ୍ରେ ଆଜି ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ବିଚ୍ରେ ବ୍ଲୁଫ୍ଲାଗ୍କୁ ଉଡ଼ାଇଛନ୍ତି। ପୁରୀ ସମେତ ୮ଟି ବିଚ୍ର ଏକାସଙ୍ଗେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ। ପୁରୀ ବ୍ଲୁଫ୍ଲାଗ୍ ବିଚ୍କୁ ପ୍ରଦୂଷଣମୁକ୍ତ କରିବା ନେଇ ପଦକ୍ଷେପ ପାଇଁ ପୂର୍ବରୁ […]
ଜଗତ ନିୟନ୍ତା ଜଗନ୍ନାଥ ଭକ୍ତ ବଚ୍ଛଳ । ସେ ରତ୍ନ ସିଂହାସନରେ ବସୁଛନ୍ତି ସତ, ହେଲେ ଭକ୍ତ ଡାକ ଦେଲେ କୁଡ଼ିଆ ଘର ହେଉ ଅବା ଶ୍ମଶାନ, ସବୁଠି ବିଦ୍ୟମାନ ହୁଅନ୍ତି ।
ପୁରୀ: ପୁରୀରେ ପୁଣି ଲାଗୁ ହେବ କର୍ଫ୍ୟୁ। ବାହୁଡା ଯାତ୍ରା ପାଇଁ ପୁଣି ପୁରୀରେ ଜାରି ହେବ କର୍ଫ୍ୟୁ। ଜୁନ୍ ୩୦ରୁ ସାରା ଜିଲ୍ଲାରେ କର୍ଫ୍ୟୁ ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ବୁଧବାର ବାହୁଡା ଯାତ୍ରାକୁ ଆଖି ଆଗରେ ରଖି ଜୁନ୍ ୩୦ ତାରିଖ ରାତି ୧୦ରୁ ଜୁଲାଇ ୨ ତାରିଖ ଯାଏ କର୍ଫ୍ୟୁ ଲାଗୁ ହେବ। ଜୁଲାଇ ୨ ତାରିଖ ରାତି ୧୦ଟା ଯାଏ କର୍ଫ୍ୟୁ ଲାଗୁ ହେବ। ସାରା ଜିଲ୍ଲାରେ କର୍ଫ୍ୟୁ […]
ପୁରୀ: ଧାର୍ଯ୍ୟ ସମୟ ପୂର୍ବରୁ ପୁରୀ ଜିଲ୍ଲାରେ କୋହଳ ହେଲା କର୍ଫ୍ୟୁ। ତିନି ଶରଧାବାଲିରେ ଲାଗିବା ପରେ କର୍ଫ୍ୟୁ କୋହଳ କରାଯାଇଥିବା ନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଆଜି ସନ୍ଧ୍ୟା ୭ରୁ ଜିଲ୍ଲାରୁ କର୍ଫ୍ୟୁ ହଟାଯିବ ବୋଲି ଜିଲ୍ଲାପାଳ କହିଛନ୍ତି। ତେବେ ପୁରୀ ସହରର କିଛି ନିର୍ଦ୍ଦିଷ୍ଟ ସ୍ଥାନରେ କର୍ଫ୍ୟୁ ବଳବତ୍ତର ରଖିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ବଡ଼ଶଙ୍ଖଠାରୁ ମାଟିଆପଡ଼ା ବସଷ୍ଟାଣ୍ଡ ଗୋଲେଇ ଅଞ୍ଚଳରେ କର୍ଫ୍ୟୁ ଜାରି ରହିବ। ଏପଟେ ରଥଟଣା କାର୍ଯ୍ୟ ଓ […]
ପୁରୀ: ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାରେ ସଟଡାଉନ ଘୋଷଣା। ଆଜି ରାତି ୯ଟାରୁ ବୁଧବାର ଦିନ ୨ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପୁରୀ ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି। ଏନେଇ ପୋଲିସ ଡିଜି ଅଭୟ ସୂଚନା ଦେଇଛନ୍ତି। ତମାମ ପୁରୀ ଜିଲ୍ଲାକୁ ସଟଡାଉନ କରାଯାଇଥିବାରୁ କର୍ଫ୍ୟୁ ଭଳି ସ୍ଥିତି ରହିବ। ତେଣୁ ପୁରୀ ଜିଲ୍ଲାକୁ କୌଣସି ବାହାର ଲୋକ ଆସନ୍ତୁନି ଏବଂ ପୁରୀ ଜିଲ୍ଲା ଲୋକ ବି ବଡ଼ଦାଣ୍ଡକୁ ଆସନ୍ତୁନି କହିଛନ୍ତି ଡିଜିପି। ରଥଯାତ୍ରା ପାଇଁ ପୋଲିସ […]