
ପୁରୀ: ଶ୍ରୀଜିଉଙ୍କ ଘୋଷଯାତ୍ରାକୁ ନେଇ ନିନ୍ଦିତ ହେବା ପରେ ଶେଷରେ ସ୍ପଷ୍ଟୀକରଣ ରଖିଛି ରାଜ୍ୟ ଆଇନ ବିଭାଗ। ରଥଯାତ୍ରା ହେବ କି ନହେବ ତାହା ଏବେ ସୁପ୍ରିମକୋର୍ଟଙ୍କ ରାୟ ଉପରେ ନିର୍ଭର କରୁଥିବା ବେଳେ ଆସନ୍ତାକାଲି ଶୁଣାଣି ବେଳେ ଆଇନ୍ ଅନୁଯାୟୀ ପଦକ୍ଷେପ ନିଆଯିବ ବୋଲି ଆଇନ ବିଭାଗ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛି। ଗତ ୧୮ ତାରିଖରେ ସୁପ୍ରିମକୋର୍ଟରେ ହୋଇଥିବା ଶୁଣାଣି ବେଳେ ରାଜ୍ୟ ସରକାର ମୂଳପୀଠ ପୁରୀ ନୁହେଁ, ବରଂ ସାରା ରାଜ୍ୟର ହଜାର […]
ମୁମ୍ବାଇ: ବଲିଉଡ୍ ଜଗତରେ ଭିଲେନମାନଙ୍କ ନାମ ଉଠିଲେ ଅମ୍ରିଶ ପୁରୀ ଶୀର୍ଷରେ ରହିବେ। ଅମ୍ରିଶ ପୁରୀ ହିନ୍ଦୀ ସିନେମାର ସବୁଠାରୁ ସଫଳ ତଥା ମହଙ୍ଗା ଭିଲେନ୍ ଭାବରେ ବିବେଚିତ ହୋଇଥିଲେ। ତାଙ୍କର ଗମ୍ଭୀର ସ୍ୱର ଏବଂ ତାଙ୍କ ଲୁକ୍ ସହିତ ଡାଏଲଗ୍ ଉପସ୍ଥାପନା ଏପରି ଥିଲା ଯେ ଲୋକମାନେ ଭୟଭୀତ ହୋଇଯାଉଥିଲେ। ତାଙ୍କର ଉପକୋଟୀର ସଂଳାପ ଉପସ୍ଥାପନା ହେତୁ ହିନ୍ଦୀ ଚଳଚ୍ଚିତ୍ରରେ ଆଲୋଡ଼ନ ସୃଷ୍ଟି କରିଥିବା ଅମ୍ରିଶ ଆଉ ଆମ ମଧ୍ୟରେ ନାହାଁନ୍ତି। ମସ୍ତିଷ୍କ ରକ୍ତସ୍ରାବ ହେତୁ […]
ତାଇଓ୍ୱାନରେ ସପୁରୀ ବିପ୍ଳବ। ଚୀନର ଦମନମୂଳକ ନୀତି ବିରୁଦ୍ଧରେ ସପୁରୀକୁ ଅସ୍ତ୍ର କରିଛନ୍ତି ତାଇଓ୍ୱାନବାସୀ। ଫଳରେ ଫସର ଫାଟିଛି ତାଇଓ୍ୱାନ ଅର୍ଥନୀତିକୁ ଦୁର୍ବଳ କରିଦେବା ଲାଗି ଚୀନ୍ କମ୍ୟୁନିଷ୍ଟ ଶାସକଙ୍କ ଷଡ଼ଯନ୍ତ୍ର। ତାଇଓ୍ୱାନକୁ ଚୀନ୍ ନିଜର ଏକ ପ୍ରଦେଶ ଭାବେ ବିବେଚନା କରୁଛି କିନ୍ତୁ ତାଇଓ୍ୱାନ ସ୍ୱତନ୍ତ୍ର ଦେଶ ଭାବେ ରହିବାକୁ ଚାହୁଁଛି
ଜଗାଦର୍ଶନ କରି ବିଭୋର ହେଲେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାୱତ୍। ଶ୍ରୀକ୍ଷେତ୍ର ଆସି ଆଜି ସକାଳୁ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ୱତ। ମନରେ ବହୁ ଦିନରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇଁ ଇଛା ଥିଲା, ତାହା ଆଜି ପୂରଣ ହୋଇଛି ବୋଲି ସେ କାଳିଆ ଦର୍ଶନ ପରେ କହିଛନ୍ତି।
ପୁରୀବାସୀଙ୍କ ପାଇଁ ଖୁସି ଖବର। ଚଳିତ ବର୍ଷଠାରୁ ହିଁ ପୁରୀ ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବ। ମିଳିଥିବା ସୂଚନା ଅନୁସାରେ, ମାତ୍ର ଶହେଟି ସିଟରେ ଆଡମିଶନ ପାଇଁ ଅନୁମତି ମିଳିଛି। ଏଣୁ ଚଳିତ ବର୍ଷରୁ ପାଠପଢ଼ା ଆରମ୍ଭ ହେବ ବୋଲି ଡିଏମ୍ଇଟି ସିବିକେ ମହାନ୍ତି କହିଛନ୍ତି।
ଆଜି ଦ୍ୱିତୀୟ ଦିନ ପାଇଁ ଜଗା ଦର୍ଶନ କରିବେ ପୁରୀ ବାସିନ୍ଦା। ଆଜି ୪, ୧୩, ୧୬, ୧୮, ୨୦ ନମ୍ବର ୱାର୍ଡ ବାସିନ୍ଦା ଶ୍ରୀମନ୍ଦିରକୁ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ଅନୁମତି ରହିଛି। କରୋନା ପାଇଁ ଦୀର୍ଘ ୯ ମାସ ହେଲା ବନ୍ଦ ଥିଲା ମନ୍ଦିର। ମନ୍ଦିର ଖୋଲିବା ପରେ ପର୍ଯ୍ୟାୟକ୍ରମେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ମାର୍କେଟ ଛକ ବ୍ୟାରିକେଡ୍ ପାଖରେ ଟୋକନ୍ ଧରି ଲାଇନ୍ ଲଗାଇବା ପରେ ସିଂହଦ୍ୱାର ଦେଇ ଶ୍ରଦ୍ଧାଳୁଙ୍କୁ ମନ୍ଦିର ଭିତରକୁ ଛଡ଼ାଯାଉଛି।
ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଙ୍କ ପାଇଁ ସରକାରଙ୍କ ଉପହାର। ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁ ପୁରୀରେ ମାତ୍ର ଶହେ ଟଙ୍କାରେ ରହିପାରିବେ। ସାଧାରଣ ଭକ୍ତଙ୍କୁ ସ୍ୱଳ୍ପ ମୂଲ୍ୟରେ ରହଣି ପାଇଁ ଭକ୍ତ ନିବାସ ନିର୍ମାଣ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି
ସାଂସଦ ଅନୁଭବ ଓ ଅଭିନେତ୍ରୀ ପତ୍ନୀ ବର୍ଷାଙ୍କ ମଧ୍ୟରେ ବିବାଦ ଥମିବାର ନାଁ ନେଉନି। ମାମଲାରେ ଗତକାଲି ଅନୁଭବ କଟକ ଏସଡିଜେଏମ କୋର୍ଟରେ ହାଜର ହୋଇଥିବାବେଳେ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ପୁଣି ଗୋଟିଏ ଏତଲା ଦେଇଛନ୍ତି। ଭିଡିଓ ଭାଇରାଲ୍ କରି ତାଙ୍କୁ ବଦନାମ କରାଯାଉଥିବା ଅଭିଯୋଗ କରି ବର୍ଷା ପୁରୀଘାଟ ଥାନାରେ ଏତଲା ଦେଇଛନ୍ତି।
ପୁରୀ ହାଜତ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବି କଲା ବିଜେପି। ଗତ ନଭେମ୍ବର ୧୮ରେ ବାଶେଳି ସାହି ଥାନାରେ କେ.ରମେଶଙ୍କ ହାଜତ ମୃତ୍ୟୁ ଘଟଣାକୁ ଚାପି ଦେବାକୁ ଉଦ୍ୟମ ହେଉଥିବା ଅଭିଯୋଗ ଆଣିଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ।
ପୁରୀ ଜିଲ୍ଲାରେ ସବୁ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ଘୋଷଣା ମେ ୧୫ ଯାଏଁ ଶ୍ରଦ୍ଧାଳୁଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ଘୋଷଣା କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି ପୁରୀ ଉପ ଜିଲ୍ଲାପାଳଙ୍କ ସୂଚନା ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତି ଚାଲୁ ରହିବ- ଉପ ଜିଲ୍ଲାପାଳ ପୁରୀ : କରୋନା ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନକୁ ବନ୍ଦ କରି ଦିଆଯାଇଛି । ମେ ୧୫ ତାରିଖ ଯାଏ ମଠ, ମନ୍ଦିର, ମସଜିଦ୍ ଓ […]
ପୁରୀ ବଢ଼ିଲା କରୋନା କଟକଣା ୧୨ ରାଜ୍ୟର ପର୍ଯ୍ୟଟକଙ୍କୁ RT-PCR ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ ୭୨ ଘଣ୍ଟା ପୂର୍ବର ଏହି ରିପୋର୍ଟ ଦେଖାଇବାକୁ ପଡ଼ିବ ମହାରାଷ୍ଟ୍ର, ପଞ୍ଜାବ, ଛତିଶଗଡ଼, କେରଳ, ଗୁଜରାଟ ପ୍ରମୁଖ ରାଜ୍ୟ ନେଗେଟିଭ୍ ରିପୋର୍ଟ ନ ଆଣିଲେ ୭ ଦିନିଆ ହୋମ୍ ଆଇସୋଲେସନ ପୁରୀ : କରୋନା ସଂକ୍ରମଣ ବୃଦ୍ଧି ପରେ ଜଗନ୍ନାଥ ଧାମ ପୁରୀରେ ନିୟମ କଡ଼ାକଡ଼ି କରାଯାଇଛି । ସଂକ୍ରମଣ ଶୀର୍ଷ ଛୁଇଁଥିଲେ ହେଁ କାଳିଆ ଦର୍ଶନ ପାଇଁ ପ୍ରତିଦିନ ଶହ […]