ମୁମ୍ବାଇ : ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତରକୁ ହ୍ରାସ। ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା ୫୨ ପଇସାକୁ ହ୍ରାସ ପାଇଛି। ମୁଖ୍ୟତଃ ବିଶ୍ୱ ବଜାରରେ ଭାରତୀୟ ଟଙ୍କା ତୁଳନାରେ ଅାମେରୀକୀୟ ଡଲାର ଚାହିଦା ବୃଦ୍ଧି ପାଇଛି। ବିଶ୍ୱବଜାରରେ ଅଶୋଧିକ ତୈଳଦର ବୃଦ୍ଧି ପାଇଥିବାରୁ ଡଲାର ମୂଲ୍ୟ ବୃଦ୍ଧି ପାଇଥିବା କୁହାଯାଉଛି। ବିଶ୍ୱ ବଜାରରେ ଅନ୍ୟ ରାଷ୍ଟ୍ରର ମୁଦ୍ରା ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ପାଇଛି।
ନୂଆଦିଲ୍ଲୀ: ସ୍ଥଳସେନାରେ ସାମିଲ ହେଲା ୧୨ଟି ସର୍ଟ ସ୍ପାନ୍ ବ୍ରିଜିଂ ସିଷ୍ଟମ । ସ୍ୱଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି ବ୍ରିଜିଂ ସିଷ୍ଟମ ଦ୍ୱାରା ସୁରକ୍ଷାବାହିନୀକୁ ଦୁର୍ଗମ ଅଞ୍ଚଳରେ ନଦୀ, ନାଳ ପାର୍ କରିବାରେ ସହଜ ହେବ । ୧୦ ମିଟର…
ନୂଆଦିଲ୍ଲୀ/ ବେଜିଂ:ଭାତର-ଚୀନ ସୀମାରେ ଦୀର୍ଘମାସ ଧରି ଲାଗି ରହିଥିବା ଉତ୍ତେଜନା ଲାଗି ରହଛି । ଏହା ସତ୍ତ୍ୱେ ଭାରତୀୟ ସେନା ତାଙ୍କର ମହନୀୟତା ଭୁଲି ନାହାନ୍ତି। ସୀମା ନିକଟରେ ଧରାପଡ଼ିଥିବା ଜଣେ ଚୀନୀ ଯବାନଙ୍କୁ ଭାରତୀୟ ସେନା ଫେରାଇ ଦେଇଛି। ଚୀନର ପିପୁଲ୍ସ ଲିବରେଶନ ଆର୍ମି (PLA) ଏକ ବୟାନ ଜାରି କରି ଯବାନଙ୍କୁ ଫେରାଇ ଦେବାକୁ ଅନୁରୋଧ କରିଥିଲା। ଚୀନ ସେନାଙ୍କ କହିବା ଅନୁଯାୟୀ, ଏହି ଯବାନ ଜଣକ କିଛି ଗୋପାଳକଙ୍କୁ ରାସ୍ତା ବତାଉ ବତାଉ […]
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ କ୍ରିକେଟ ଟିମ ଘୋଷଣା। ଟି-ଟ୍ୱେଣ୍ଟି, ଦିନିକିଆ ଏବଂ ଟେଷ୍ଟ ମ୍ୟାଚ ପାଇଁ ଦଳ ଘୋଷଣା ହୋଇଛି। କ୍ୟାପଟେନ୍ ବିରାଟ କୋହଲିଙ୍କ ଅଧିନାୟକତ୍ୱରେ ସମସ୍ତ ୩ ଫର୍ମାଟରେ ଦଳ ଘୋଷଣା ହୋଇଛି। ଅଷ୍ଟ୍ରେଲିଆ ଗସ୍ତରେ ଟିମ ଇଣ୍ଡିଆ ୩ଟି ଟି-ଟ୍ୱେଣ୍ଟି, ୩ଟି ଦିନିକିଆ ଏବଂ ୪ଟି ଟେଷ୍ଟ ମ୍ୟାଚ୍ ଖେଳିବ। ଟି-ଟ୍ୱେଣ୍ଟି ଦଳ: ବିରାଟ କୋହଲି-ଅଧିନାୟକ, ଶିଖର ଧଓ୍ୱନ, ମୟଙ୍କ ଅଗ୍ରଓ୍ୱାଲ, କେ.ଏଲ. ରାହୁଲ, ଶ୍ରେୟସ ଆୟର, ମନୀଷ ପାଣ୍ଡେ, ହାର୍ଦ୍ଦିକ […]
ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆହୁରି ଶକ୍ତିଶାଳି ହେବ ଭାରତର ବାୟୁସେନା। କାରଣ ଆସନ୍ତାକାଲି ଆଉ ୩ ରାଫେଲ୍ ଯୁଦ୍ଧ ବିମାନ ବାୟୁସେନାକୁ ମିଳିବ। ବୁଧବାର ସନ୍ଧ୍ୟା ସୁଦ୍ଧା ହରିୟାଣାର ଅମ୍ବାଲ ଏୟାର ବେଶ୍ରେ ଅବତର କରିବ ଏହି ୩ ଯୁଦ୍ଧ ବିମାନ। ଜୁଲାଇ ୨୮ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୫ଟି ରାଫେଲ୍ ଜେଟ୍ସ ଭାରତୀୟ ବାୟୁସେନାକୁ ମିଳିଥିଲା। ସେପ୍ଟେମ୍ବର ୨୮ ତାରିଖରେ ଏଗୁଡ଼ିକୁ ବିଧିବଦ୍ଧ ଭାବେ ବାୟୁସେନାରେ ସାମିଲ କରାଯାଇଥିଲା। ତେବେ ଆସନ୍ତାକାଲି ଆସୁଥିବା ୩ ରାଫେଲ୍ ଜେଟ୍କୁ […]
ୱାଶଂଟନ: ଆମେରିକା କଂଗ୍ରେସର ହାଉସ୍ ଅଫ ରିପ୍ରେଜଣ୍ଟେଟିଭ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାରତୀୟ ମୂଳ ଡେମୋକ୍ରାଟିକ ସାଂସଦ ରାଜା କ୍ରିଷ୍ଣମୂର୍ତ୍ତି ଲଗାତାର ତୃତୀୟ ଥର ପାଇଁ ଜିତିଛନ୍ତି। ନୂଆଦିଲ୍ଲୀରେ ଜନ୍ମିତ ୪୭ ବର୍ଷୀୟ କୃଷ୍ଣମୂର୍ତ୍ତି ଲିବରଟେରିଆନ ପାର୍ଟିର ପ୍ରତିନ୍ଦ୍ୱନ୍ଦ୍ୱୀ ପ୍ରେଷ୍ଟନ ନେଲସନ୍ଙ୍କ ଅତି ସହଜରେ ହରାଇଛନ୍ତି। ମିଳିଥିବା ଶେଷ ଖବର ଅନୁଯାୟୀ, ଗଣା ସରିଥିବା ଭୋଟର ୭୧ ପ୍ରତିଶତ ଭୋଟ ତାଙ୍କୁ ମିଳିଛି। କୃଷ୍ଣମୂର୍ତ୍ତିଙ୍କ ମାତା-ପିତା ତାମିଲନାଡୁ ବାସିନ୍ଦା। କୃଷ୍ଣମୂର୍ତ୍ତି ୨୦୧୬ରୁ ଆମେରିକା ସଂସଦର ନିମ୍ନ ସଦନ […]
ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଟେଷ୍ଟ ଦଳରେ ସାମିଲ ହୋଇଛନ୍ତି ରୋହିତ୍ ଶର୍ମା। ଆହତ କାରଣରୁ ରୋହିତଙ୍କୁ ପୂର୍ବରୁ ଭାରତୀୟ ଦଳରେ ସାମିଲ କରାଯାଇ ନ ଥିଲା। ତେବେ ତାଙ୍କ ଫିଟନେଶ ସ୍ଥିତିର ଅନୁଧ୍ୟାନ କଲା ପରେ ସିଲେକ୍ସନ୍ କମିଟି ରୋହିତଙ୍କୁ କେବଳ ଟେଷ୍ଟ ଦଳରେ ସାମିଲ କରାଯାଇଛି। ତେବେ ଟିମ୍ ଇଣ୍ଡିଆ କ୍ୟାପଟେନ୍ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳିବା ପରେ ଭାରତକୁ ଫେରିଆସିବେ। ସେ ବାପା ହେବାକୁ ଯାଉଥିବାରୁ ତାଙ୍କ ପାଟନିର୍ଟି ଲିଭ୍ ଆବେଦନକୁ […]
ନୂଆଦିଲ୍ଲୀ: ଭାରତବାସୀଙ୍କୁ କ୍ଷମା ମାଗିଲା ଟ୍ୱିଟର। ଲେହ ଓ ଲଦାଖକୁ ଚାଇନାର ସ୍ଥାନ ଦର୍ଶାଇ ଭୁଲ୍ କରିଥିବା ଟ୍ୱିଟର ଭାରତର ସଂସଦୀୟ କମିଟିକୁ କ୍ଷମାପ୍ରାର୍ଥନା କରିବା ସହିତ ଖୁବ୍ଶୀଘ୍ର ତ୍ରୁଟି ସଂସୋଧନ କରିବ ବୋଲି କହିଛି। ମିଳିଥିବା ସୂଚନା ଅନୁସାରେ, ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟର ଏନେଇ ମିଳିତ ସଂସଦୀୟ କମିଟିକୁ ଜଣାଇଛି। ବ୍ୟକ୍ତିଗତ ତଥ୍ୟ ସୁରକ୍ଷା ଉପରେ ମିଳିତ ସଂସଦୀୟ କମିଟିକୁ କହିବା ବେଳେ ନଭେମ୍ବର ୩୦ ତାରିଖ ସୁଦ୍ଧା ଏହି ତ୍ରୁଟି ସଂଶୋଧନ କରାଯିବା […]
ପୁରୀ : ପୁରୀରେ ପୋଲିସ ହେପାଜତରେ ମୃତ୍ୟୁ ମାମଲାରେ ପୁରୀ ବନ୍ଦ ଡାକରା ଦେବ ଭାରତୀୟ ଜନତା ପାର୍ଟି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଆଜି ଏହି ସୂଚନା ଦେଇଛନ୍ତି। ପୁରୀ ବନ୍ଦ ଡାକରା ଦେବାକୁ ବିଜେପି ଯୋଜନା କରୁଛି। ତେବେ ଏଥିପାଇଁ ଖୁବ୍ ଶୀଘ୍ର ତାରିଖ ଘୋଷଣା ହେବ ବୋଲି ମୋହନ ମାଝୀ କହିଛନ୍ତ॥ ପୁରୀରେ ପୋଲିସ ହେପାଜତରେ କେ. ରମେଶ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାର ପ୍ରତିବାଦ […]
ନୂଆଦିଲ୍ଲୀ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ଜଣେ ଭାରତୀୟ ବଂଶୋଦ୍ଭବ ମହିଳା ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଇଛନ୍ତି। ଏହି ଆମେରିକୀୟ-ଭାରତୀୟ ମହିଳା ମାଲା ଆଗକୁ ଆମେରିକାର ହେବାକୁ ଥିବା ପ୍ରଥମ ମହିଳା ଜିଲ୍ ବାଇଡେନ୍ଙ୍କର ନୀତି ନିର୍ଦ୍ଦେଶକ ଭାବେ ଦ୍ୱାୟିତ୍ୱ ତୁଲାଇବେ। ଜିଲ୍ ଆମେରିକାରେ ଶିକ୍ଷା ଏବଂ କମ୍ୟୁନିଟି ଟିଚିଙ୍ଗ୍ ବା ସାମୂହିକ ଶିକ୍ଷାଦାନ ଉପରେ ଧ୍ୟାନ କେନ୍ଦ୍ରିତ କରିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ତେଣୁ ଦେଶରେ ଶିକ୍ଷା ନୀତିକୁ ନେଇ ଅନୁଭବୀ […]
ତିରୁବନନ୍ତପୁରମ୍: ପୁଣି ବିଦେଶରେ ଚମକିଲେ ଭାରତୀୟ ମହିଳା। ଜଣେ ଭାରତୀୟ ମହିଳା ନ୍ୟୁଜିଲାଣ୍ଡ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଛନ୍ତି। ମହିଳାଙ୍କ ନାଁ ପ୍ରିୟଙ୍କା ରାଧାକ୍ରିଷନ। ସେ କେରଳର ବାସିନ୍ଦା। ସୋମବାର ସେ ନ୍ୟୁଜଲାଣ୍ଡ ସରକାରରେ ମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି। ପ୍ରଧାନମନ୍ତ୍ରୀ ଜେକିଣ୍ଡା ଅର୍ଡର୍ନ ପ୍ରିୟଙ୍କାଙ୍କୁ ନିଜ ମନ୍ତ୍ରୀ ମଣ୍ଡଳରେ ସାମିଲ କରାଇଛନ୍ତି। ୪୧ ବର୍ଷୀୟ ପ୍ରିୟଙ୍କା Community and Voluntary Sector ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କାଙ୍କ ଜନ୍ମ ଚେନ୍ନାଇରେ । ସିଙ୍ଗାପୁରରେ ତାଙ୍କର […]
ନୂଆଦିଲ୍ଲୀ: ଭାରତୀୟ ଅର୍ଥନୀତିରେ ଆହୁରି ବର୍ଷେ ଯାଏ ରହିପାରେ କରୋନାର ପ୍ରଭାବ। ୨୦୨୦-୨୧ ଆର୍ଥିକ ବର୍ଷରେ ମଧ୍ୟ ଜିଡିପି ଅଭିବୃଦ୍ଧି ହାର ନେଗେଟିଭ ରହିବ ବୋଲି ଆକଳନ କରିଛି RBI। RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇ କହିଛନ୍ତି, ଆସନ୍ତା ଆର୍ଥିକ ବର୍ଷରେ ଜିଡିପି ଅଭିବୃଦ୍ଧି ହାର ମାଇନସ୍ ୭.୫% ରହିବାର ଆକଳନ କରାଯାଇଛି। ତେବେ ଟିକେ ଆଶ୍ୱସ୍ତିର କଥା ହେଲା, ଅବସ୍ଥା ଧୀରେ ଧୀରେ ସୁଧୁରୁଛି ଏବଂ ଅର୍ଥନୀତି ଟ୍ରାକ୍କୁ ଫେରୁଛି। ପୂର୍ବରୁ ଆକଳନ […]
ନୂଆଦିଲ୍ଲୀ: କମାଲ ଦେଖାଇଲେ ଇଣ୍ଡିଆନ କୋଷ୍ଟଗାର୍ଡ। ଆଣ୍ଡାମାନ ପୋର୍ଟବ୍ଲେୟାର ଉପକୂଳରେ ଏକ ଡଙ୍ଗା ବୁଡ଼ି ଯାଉଥିବା ବେଳେ ଡଙ୍ଗାର ୯ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛନ୍ତି ଭାରତୀୟ କୋଷ୍ଟଗାର୍ଡ। କୋଷ୍ଟଗାର୍ଡ ଜାହାଜ ସି-୧୪୬ଦ୍ୱାରା ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର…
ଭାରତ ସମେତ ଅନ୍ୟାନ୍ୟ ଦେଶରୁ ଯାଉଥିବା ଲୋକଙ୍କ ପାଇଁ କଟକଣା କୋହଳ କଲା ଦୁବାଇ । ତେବେ ଏଥିପାଇଁ ଯାତ୍ରୀଙ୍କୁ ୟୁଏଇ ଦ୍ୱାରା ସ୍ୱୀକୃତ କରୋନା ଟିକାର ଉଭୟ ଡୋଜ ନେବା ବାଧ୍ୟତାମୂଳକ କରାଯାଇଛି । ଦକ୍ଷିଣ ଆଫ୍ରିକା, ନାଇଜେରିଆ ଏବଂ…
ବାଙ୍ଗାଲୁରୁ : ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳ ଘୋଷଣା କରାଯାଇଛି। ଏଥିରେ ଦୁଇଜଣ ଓଡିଆ ଖେଳାଳି ସ୍ଥାନ ପାଇଛନ୍ତି। ୧୬ଜଣିଆ ଦଳରେ ଓଡିଶାର ଅମିତ ରୋହିଦାସ ଓ ବୀରେନ୍ଦ୍ର ଲାକ୍ରା ସ୍ଥାନ ପାଇଛନ୍ତି। ମନପ୍ରୀତ ସିଂଙ୍କୁ ଦଳର…
ନୂଆଦିଲ୍ଲୀ : WTC ଫାଇନାଲ ପାଇଁ ୧୧ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି । ଦଳରେ ୩ଜଣ ପେସ୍ ବୋଲର ଓ ୨ ଜଣ ସ୍ପିନ୍ ବୋଲର୍ ସାମିଲ ହୋଇଛନ୍ତି । ଏହି ପ୍ଲେୟିଂ ଇଲେଭେନ୍ରେ ଅଛନ୍ତି ବିରାଟ କୋହଲି(କ୍ୟାପ୍ଟେନ୍),…
କରୋନା ସଙ୍କଟ କାଳରେ ସ୍ୱିସ୍ ବ୍ୟାଙ୍କରେ ବଢ଼ିଲା ଭାରତୀୟଙ୍କ ସମ୍ପତ୍ତି । ମହାମାରୀର ପ୍ରାରମ୍ଭିକ ବର୍ଷରେ ସ୍ୱିଜରଲାଣ୍ଡର ବିଭିନ୍ନ ବ୍ୟାଙ୍କରେ ଭାରତୀୟ ଲୋକଙ୍କ ଦ୍ୱାରା ଜମା ହୋଇଥିବା ରାଶିରେ ବୃଦ୍ଧି ପାଇଛି । ୨୦୨୦ରେ ଭାରତୀୟଙ୍କ ଜମା ରାଶି ବୃଦ୍ଧି ପାଇ…
ନୂଆଦିଲ୍ଲୀ: ଓଡିଆ ମହିଳା ହକି ଷ୍ଟାର ଦୀପ ଗ୍ରେସ ଏକ୍କାଙ୍କୁ ଅଲିମ୍ପିକ ଟିକେଟ । ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ଭାରତୀୟ ମହିଳା ହକି ଦଳରେ ଏକମାତ୍ର ଓଡ଼ିଆ ଭାବେ ସ୍ଥାନ ପକ୍କା କରିଛନ୍ତି ଦୀପ ଗ୍ରେସ୍ ।…
ସାଉଥମ୍ପଟନ : କୋହଲିଙ୍କ ନେତୃତ୍ୱରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ ଫାଇନାଲ୍ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା । ରାହାଣେ ଉପଅଧିନାୟକ, ଓ୍ୱିକେଟ କିପରଭାବେ ପନ୍ତ ଓ ରିଦ୍ଧିମାନ ସାମିଲ ଅଛନ୍ତି । ଫାଇନାଲ୍ ମ୍ୟାଚ୍ ୧୮ ରୁ ୨୨…