ଆଦିବାସୀ ଅଳଙ୍କାର ଦିନକୁ ଦିନ ଆନ୍ତର୍ଜାତୀୟ ବଜାରରେ ଲୋକପ୍ରିୟ ହେବାରେ ଲାଗିଛି । ଓଡ଼ିଶାର ଆଦିବାସୀ ଅଳଙ୍କାରଗୁଡିକୁ ସ୍ୱତନ୍ତ୍ର, ଚମତ୍କାର ଏବଂ ଆଧୁନିକ ଭାବରେ ବିବେଚନା କରାଯାଉଛି । ଏସବୁ କେମିତି ତିଆରି ହୁଏ ଓ ଏଥିଲାଗି କ'ଣ କ'ଣ ସବୁ ଦରକାର ହୁଏ ତାହା ଜାଣିବାକୁ ପଢ଼ନ୍ତୁ ଆଜିର ଅଧ୍ୟାୟ।
ରତ୍ନଭଣ୍ଡାରରେ କେତେ ଅଳଙ୍କାର ଅଛି, ସାର୍ବଜନୀନ କରିବେ ସରକାର। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଗଣତି ମଣତି ଶେଷ ହେବା ପରେ ଅଳଙ୍କାର ନେଇ ତଥ୍ୟ ଦିଆଯିବ।
ବିଶ୍ୱାସରେ ବିଷ ଦେଇ ଲୁଟିନେଲେ ଅଳଙ୍କାର । ଆଖି ଆଗରେ ଚଳୁ କରିଦେଲେ ୫ ଲକ୍ଷର ଟଙ୍କାର ଅଳଙ୍କାର । ହଳଦି ପାଣିରେ ସୁନା ପକାଇ ସମସ୍ତଙ୍କ ସାମ୍ନାରେ ଛୁ’ ମାରିଲେ ଦୁର୍ବୃତ୍ତ ।
ଡିସେମ୍ବର ୧୬ରୁ ଆରମ୍ଭ ହୋଇପାରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଗତ ସେପ୍ଟେମ୍ବର ମାସରେ ରତ୍ନଭଣ୍ଡାର GPR-GPS ରିପୋର୍ଟ ଆସିବା ପରେ ଏବେ ମରମତି କାର୍ଯ୍ୟ ଆରମ୍ଭ ଲାଗି ପ୍ରସ୍ତୁତ ହୋଇଛି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା।
ମାଆ ଦୁର୍ଗାଙ୍କ ମୂର୍ତ୍ତି ସହ ପାର୍ଶ୍ବ ଦେବାଦେବୀଙ୍କ ଠାରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ଅଭିଯୋଗ, ଥାନାରେ ଏତଲା ।
ଆଜି ସୁନା ଦରରେ ପରିବର୍ତ୍ତନ । ଗତକାଲି ଓ ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଜାଣନ୍ତୁ କେତେ...
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
ମୋଗଲ ଆକ୍ରମଣ ବେଳେ ଚଟାଣ ତଳେ ଲୁଚାଯାଇଛି କି ରତ୍ନ ଅଳଙ୍କାର ? ଏ ପ୍ରଶ୍ନର ଉତ୍ତର ଯେ ପର୍ଯ୍ୟନ୍ତ ନ ମିଳିଛି ସେ ଯାଏଁ ଝୁଲି ରହିପାରେ ରତ୍ନଭଣ୍ଡାର ମରାମତି।
ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସ୍ଥାନାନ୍ତର ହେଲା ରତ୍ନ ଅଳଙ୍କାର । ପ୍ରାୟ ସାଢ଼େ ୭ ଘଣ୍ଟା ଧରି ଚାଲିଲା ରତ୍ନ ଅଳଙ୍କାର ସ୍ଥାନାନ୍ତରଣ ।
ଯାହାଙ୍କ ରତ୍ନଭଣ୍ଡାରରେ ଅଛି ମହଣ ମହଣ ସୁନା। ହେଲେ କେବେ ଭଙ୍ଗା ତ କେବେ ପୁରୁଣା ଅଳଙ୍କାର ପିନ୍ଧୁଛନ୍ତି ବ୍ରହ୍ମାଣ୍ଡ ଠାକୁର। ସୁନାବେଶ ହେଉ କି ଦୈନନ୍ଦିନ ନୀତିକାନ୍ତି, ସବୁଥିରେ ଠାକୁରଙ୍କୁ ଲାଗି ହେଉଛି ନିର୍ଦ୍ଧିଷ୍ଟ ଗୋଟିଏ ସେଟର ଅଳଙ୍କାର । ଯାହାକୁ ନେଇ ପ୍ରକାଶ ପାଇଛି ଉଦବେଗ ।
କେବଳ ସୁନାବେଶ ନୁହେଁ, ଦୈନିକ ନୀତିକାନ୍ତିରେ ବି ଶ୍ରୀଜିଉ ମାନଙ୍କୁ ସେଇ ପୁରୁଣା ଅଳଙ୍କାର ପିନ୍ଧାଯାଉଛି। ଖାଲି ପୁରୁଣା ନୁହେଁ ଦୁଇ ବର୍ଷ ତଳେ ଅର୍ଥାତ୍ ୨୦୨୧ ସୁନାବେଶ ବେଳେ ଜଗନ୍ନାଥଙ୍କ ମସ୍ତକରେ ଲାଗିଥିବା ଭଙ୍ଗା କିରୀଟର କିଆଫଳିକୁ ଲୁଚାଇବାକୁ ଯାଇ ସେଇ ସ୍ଥାନରେ ମଲ୍ଲିଫୁଲ ଲଗାଯାଇଥିଲା। ଯାହା ବ୍ୟଥିତ କରିଥିଲା ଭକ୍ତ-ସେବାୟତ ଓ ପ୍ରତିଟି ଜଗନ୍ନାଥପ୍ରେମୀଙ୍କୁ।
୪୬ ବର୍ଷ ପରେ ଖୋଲିବ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମିରା। ଖଟଶେଯ ଘରକୁ ଅଣାଯିବ ମହାପ୍ରଭୁଙ୍କ ଦିବ୍ୟ ଆଭୂଷଣ।
ଓଟିଭିକୁ ଏକ୍ସକ୍ଲୁସିଭ୍ ଇଣ୍ଟରଭ୍ୟୁରେ ମତ ରଖିଲେ ଗଜପତି ମହାରାଜ । କହିଲେ ମହାପ୍ରଭୁଙ୍କ ପାଇଁ ଯଥେଷ୍ଟ ନୁହେଁ ୫୦୦ କୋଟିର କର୍ପସ୍ ଫଣ୍ଡ୍ ।
କେବେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ? ନୂଆ ସରକାର ଆସିବା ପରଠୁ ଏଦିଗରେ ଆଶା ବଢ଼ିଥିଲେ ବି କେବେ ମରାମତି ହେବ, କେବେ ଅଳଙ୍କାରର ଗଣତି-ମଣତି ହେବ ତାକୁ ନେଇ ଚର୍ଚ୍ଚା ଥମୁନି।
ପ୍ରତି ଓଡ଼ିଆଙ୍କ ହୃଦୟସ୍ପନ୍ଦନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ସୁନାବେଶ ଅନ୍ୟତମ। ଏହା ଅତ୍ୟନ୍ତ ଉପଭୋଗ୍ୟ ଆଉ ଆକର୍ଷଣୀୟ ମଧ୍ୟ। ଏହାକୁ ‘ରାଜାଧିରାଜ’ ବେଶ ମଧ୍ୟ କୁହାଯାଏ। ଏହାକୁ ଦର୍ଶନ କରିବା ନେଇ ଶ୍ରୀକ୍ଷେତ୍ର ପାଲଟିଯାଏ ଜନସମୁଦ୍ର।
ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଲୁଟ ଅଭିଯୋଗ । ନବରଙ୍ଗପୁର ଡଙ୍ଗରଭେଜା ଗାଁର ବ୍ୟବସାୟୀ ସୁନୀଲ ସାହୁଙ୍କ ଘରୁ ଏବଂ ଜଣେ ଶିକ୍ଷୟିତ୍ରୀଙ୍କୁ ଭଡାରେ ଦେଇଥିବା ଘରୁ ଡକାୟତି ହୋଇଥିବା ଅଭିଯୋଗ ହୋଇଛି ।
ଫତେଗଡ଼ ରାମ ମନ୍ଦିର ହୁଣ୍ଡି ଓ ସିନ୍ଦୁକ ତାଡ଼ି ଲୁଟିଲେ ଅଳଙ୍କାର ସହ ଦାନ ଅର୍ଥ । ବାଲେଶ୍ୱର ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ହୁଣ୍ଡି ବାକ୍ସରେ ବି ବୁଲାଇଲେ କଳାକନା ।
ଆଜି ମହାପ୍ରଭୁଙ୍କ ଅଳଙ୍କାର ଓ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା କରିବ କମିଟି । ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ କମିଟିରେ ଅଧ୍ୟକ୍ଷଙ୍କ ସହ ୧୨ ସଦସ୍ୟଜଷ୍ଟିସ୍ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ ।
ଲୁଟ୍ କରି ଜଣେ ସନ୍ଦିଗ୍ଧ ଖସି ପଳାଉଥିବାର ଚିତ୍ର ସିସିଟିଭିରେ କଏଦ୍ । ଖୋଳତାଡ଼ କରୁଛି ବଳିଆପଣ୍ଡା ଥାନା ପୋଲିସ ।
ସମ୍ବଲପୁରରେ ମାତିଛନ୍ତି ଲୁଟେରା । ଦିନ ଦ୍ୱିପ୍ରହରରେ ଧନୁପାଲି ଛକରେ ଗୁଳିକରି ସୁନା ଦୋକାନରୁ ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବତ୍ତ ।
ମନ୍ଦିର ଲୁଟୁଥିଲେ ଶ୍ୱଶୁର-ଜ୍ୱାଇଁ । ସୁନା ବ୍ୟବସାୟୀଙ୍କୁ ବିକ୍ରି କରୁଥିଲେ ଲୁଟ ଅଳଙ୍କାର । ଟାର୍ଗେଟରେ ଥିଲା କଟକ ସହରର ବିଭିନ୍ନ ମନ୍ଦିର । କଟକ ମଧୁପାଟଣା ଥାନା ଦରଖାପାଟଣା ମନ୍ଦିରରୁ ଲୁଟ କରିଥିଲେ ଶ୍ୱଶୁର-ଜ୍ୱାଇଁ ।
ଆଧ୍ୟାତ୍ମ ରାମାୟଣ, ବାଲ୍ମିକୀ ରାମାୟଣ, ରାମଚରିତ ମାନସ ଓ ଆଲବନ୍ଦାର ସ୍ତୋତ୍ର ଆଦିରେ ବର୍ଣ୍ଣନା ଆଧାରରେ ଏବଂ ଗଭୀର ଗବେଷଣା କରି ରାମଲାଲାଙ୍କ ପାଇଁ ଏହି ଅଳଙ୍କାର ଆଦି ତିଆରି କରାଯାଇଛି।
ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠାକୁ ମଝିରେ ଆଉ ମାତ୍ର ଦିନଟିଏ ଥିବା ବେଳେ ରାମ ଲାଲାଙ୍କ ମୂର୍ତ୍ତିକୁ ସୁସଜ୍ଜିତ କରାଯାଉଛି । ଗତକାଲି ପ୍ରଥମ କରି ରାମଲାଲାଙ୍କ ଦିବ୍ୟ ମୂର୍ତ୍ତି ଲୋକଲୋଚନକୁ ଆସିଥିଲା । ଆଉ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ହିଁ ଶ୍ରୀରାମଙ୍କ ଏହି ଦିବ୍ୟ ମୂର୍ତ୍ତି ଦେଖି ଭାବବିହ୍ୱଳ ହୋଇଯାଇଥିଲେ ଶ୍ରଦ୍ଧାଳୁ ।
ଅଳଙ୍କାର ଗୁଜୁରାଟର ସ୍ୱତନ୍ତ୍ର ବଣିଆଙ୍କ ଦ୍ୱାରା ଶ୍ରୀମନ୍ଦିର ପ୍ରଶାସନର ମାପ ଅନୁଯାୟୀ ୨୪ କ୍ୟାରେଟ୍ ସୁନାର ଦୁଇଟି ଚିତା ତିଆରି କରାଯାଇଥିବା କୁହାଯାଉଛି । ଆଜି ଏହାକୁ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି।
୫ଦିନର ରେଡ୍ ଓ ଗଣତିରୁ ମିଳିଛି ୩୩୦ କୋଟିରୁ ଅଧିକ ନଗଦ ଟଙ୍କା...ଆଉ ଷଷ୍ଠଦିନର ରେଡରେ ଆଜି ଧରାପଡ଼ିଛି ବ୍ୟାଙ୍କ ଲଙ୍କରରେ ଲୁଚାଇ ରଖାଯାଇଥିବା ପୁଳାପୁଳା ସୁନା । ସେହି ସମାନ ଅଞ୍ଚଳ, ସେହି ସମାନ ମାଲିକଙ୍କ ପାଖରୁ ଜବତ ହୋଇଛି ଏହି ଧନସମ୍ପତ୍ତି ।