ଅଭାବୀ ବର୍ଷା ଯୋଗୁଁ ଫସଲ ବଞ୍ଚାଇବା ପାଇଁ ଚାଷୀର ସଂଘର୍ଷ । ଗଜା ମରୁଡ଼ିରୁ ବଞ୍ଚିବା ପାଇଁ ଜମି ଭିତରେ ପିଇବା ପାଣିର ଟ୍ୟାଙ୍କର । କିନ୍ତୁ ପିଇବା ପାଇଁ ଏହି ପାଣି ଆସିନାହିଁ । ପହ୍ଳା ବଂଚାଇବା ପାଇଁ ଟ୍ୟାଙ୍କରରେ ଆସିଛି ପାଣି ।
ଏବେ ସେଂଚୁରୀ ପାର୍ ଟମାଟୋ ପାଇଁ ରାଜ୍ୟରେ ଶୀତଳଭଣ୍ଡାର ଅଭାବକୁ ଦାୟୀ କରିଛନ୍ତି ଚାଷୀ। ଏହାରି ଭିତରେ ଆଗକୁ ଶ୍ରାବଣ ମାସ ଥିବାରୁ ଏଥର ପରିବା ଦର ସବୁ ରେକର୍ଡ ଭାଙ୍ଗିବ ବୋଲି ଆଶଙ୍କା କରାଯାଉଛି।
କି ପୂର୍ବ, କି ପଶ୍ଚିମ, ଉତ୍ତର ହେଉ କି ଦକ୍ଷିଣ ସବୁଠି ଅଗ୍ନିବର୍ଷା ସାଙ୍ଗକୁ ଅସମ୍ଭବ ଗୁଳୁଗୁଳି । କିଏ କହୁଛି ଭାଜି ହେଉଛି, ଆଉ କିଏ କହୁଛି ସିଝି ଯାଉଛି । ମୁଣ୍ଡ ଉପରକୁ ସୂର୍ଯ୍ୟ ନଯାଉଣୁ, ଖାଁ ଖାଁ ରାସ୍ତା, ସହର ବଜାରରେ ଅଘୋଷିତ କର୍ଫ୍ୟୁ ।

୪୫.୬ ଡିଗ୍ରୀ ସହ ସୋନପୁର ସବୁଠୁ ଉତ୍ତପ୍ତ ସହର । ଆହୁରି ୪ ଦିନ ନିସ୍ତାର ନାହିଁ: ପାଣିପାଗ ବିଭାଗ ।
୪୬ ଡିଗ୍ରୀ ସହ ରେକର୍ଡ କଲା ସମ୍ବଲପୁର ସହରର ପାରଦ । ୪୪.୫ ଡିଗ୍ରୀରେ ଭାଜିହେଲା ରାଜଧାନୀ ଭୁବନେଶ୍ୱର ।