ଭାରତୀୟ ଦଳର ଲେଗସ୍ପିନର ୟୁଜବେନ୍ଦ୍ର ଚହଲ ଓ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ବିବାହ ବିଚ୍ଛେଦରେ ପରିଣତ ହେବାକୁ ଯାଉଛି। ନିଜେ ଚହଲ ଇନଷ୍ଟାଗ୍ରାମ ଷ୍ଟୋରୀ ଜରିଆରେ ଏହା ସ୍ପଷ୍ଟ କରିଛନ୍ତି। ଏହି ଲେଗସ୍ପିନର ଜଣଙ୍କ ଗୁଗଲୀ ପକାଇବା ସହ ସମସ୍ତଙ୍କୁ ସାମାନ୍ୟ ଭ୍ରମିତ କରି ଦେଇଛନ୍ତି। ଡିଭୋର୍ସକୁ ସ୍ପଷ୍ଟ କରି ନଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ନା ମଧ୍ୟ କହି ନାହାନ୍ତି।
ଭୀମରାଓଙ୍କ ଆଖି ନଥିବା ବେଳେ ଶୋଭାଙ୍କ ହାତ ନାହିଁ। ତେବେ ଶାରୀରିକ ଅକ୍ଷମତା ଉଭୟଙ୍କୁ ଅଲଗା କରିପାରି ନାହିଁ। ଉଭୟ ପରସ୍ପରର ସାହାଯ୍ୟରେ ଅତିବାହିତ କରି ସାରିଲେଣି ୪୦ ବର୍ଷ।
ଅନଲାଇନ ଠକେଇ ପାଇଁ ସାଇବର ଅପରାଧୀଙ୍କ ପ୍ରିୟ ପ୍ଲାଟଫର୍ମ ହ୍ୱାଟସଆପ୍ ସୋସିଆଲ ମିଡିଆ । ହ୍ୱାଟସଆପ୍ ପଛକୁ ରହିଛି ଟେଲିଗ୍ରାମ ଏବଂ ପରେ ଇନଷ୍ଟାଗ୍ରାମ ।
ସାରା ବିଶ୍ୱରେ ଇନଷ୍ଟାଗ୍ରାମ ଏମିତି ଏକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ପରିଣତ ହୋଇଛି ଯେଉଁଠାରେ ଲୋକମାନେ ଅଧିକ ସକ୍ରିୟ ଅଛନ୍ତି। ଆଜି ଆମେ ଆପଣଙ୍କୁ ଏମିତି କିଛି ସୋସିଆଲ ମିଡିଆ ଇନ୍ଫ୍ଲ୍ୟୁଏନ୍ସର ଏବଂ ସେଲିବ୍ରିଟିଙ୍କ ନାଁ କହିବୁ ଯେଉଁମାନଙ୍କର ୨୦୨୪ ମସିହାରେ ଇନ୍ଷ୍ଟାଗ୍ରାମ୍ରେ ସର୍ବାଧିକ ଫଲୋର୍ସ ହୋଇଛନ୍ତି।
ମଝି ରାତିରେ ସୋସିଆଲ୍ ମିଡିଆ ଡାଉନ୍ । ହ୍ୱାଟ୍ସ୍ ଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଗତକାଲି ରାତି ୧୧ଟା ପରଠୁ କିଛି ଘଣ୍ଟା ପାଇଁ କାମ କରିନଥିଲା ।
ଏକ ପଡ୍କାଷ୍ଟରେ ମ୍ୟାକ୍ସୱେଲ ଆଲୋଚନା କରି କହିଛନ୍ତି ଯେ, ଆରସିବି ଆସିବା ପରେ ସେ ଜାଣିବାକୁ ପାଇଥିଲେ ଯେ କୋହଲି ତାଙ୍କୁ ଇନଷ୍ଟାଗ୍ରାମରେ ବ୍ଲକ୍ କରିଛନ୍ତି ।
ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ ଇନଷ୍ଟାଗ୍ରାମ ଡାଉନ୍ । ହଜାର ହଜାର ୟୁଜର୍ସ ଆଜି ଏଭଳି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଇନଷ୍ଟାଗ୍ରାମ ପେଜ୍ ଖୋଲିବା ମାତ୍ରେ ଏଥିରେ ଏରର୍ ଆସୁଥିବା ଦେଖିବାକୁ ମିଳିଛି।
ଟିଭି ଅଭିନେତ୍ରୀ ହିନା ଖାନ ସ୍ତନ କର୍କଟରେ ପୀଡ଼ିତ। ଏନେଇ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ସୂଚନା ଦେଇଛନ୍ତି ହିନା। ବର୍ତ୍ତମାନ ସେ ସ୍ତନ କର୍କଟର ତୃତୀୟ ଷ୍ଟେଜରେ ଥିବା କହିଛନ୍ତି। ଏହି କଠିନ ସମୟରେ ଫ୍ୟାନଙ୍କ ପ୍ରାର୍ଥନା ଲୋଡ଼ିଛନ୍ତି ହିନା।
ବିରାଟ କୋହଲିଙ୍କ ମାଆ ଅସୁସ୍ଥ! ଏ କଥା ଆମେ କହୁନୁ... ଗତ କିଛିଦିନ ହେବ ଏମିତି ଏକ ଗୁଜବ ଶୁଣିବାକୁ ମିଳୁଛି । ଏହାକୁ ନେଇ ସ୍ପଷ୍ଟୀକରଣ ଜାରି କରିଛନ୍ତି ବିରାଟଙ୍କ ବଡ଼ଭାଇ ବିକାଶ କୋହଲି ।
ଅନେକ ଲୋକ ଅଭିଯୋଗ କରନ୍ତି ଯେ ଇନଷ୍ଟାଗ୍ରାମରେ ସେମାନଙ୍କର ଅନେକ ଫଲୋର୍ସ ଥିଲେ ମଧ୍ୟ ସେମାନଙ୍କର ଇନଷ୍ଟାଗ୍ରାମ ଷ୍ଟୋରୀରେ ଭିୟୁ ବଢୁନି। ଆପଣ ଯଦି ଚାହୁଛନ୍ତି ଅନ୍ୟମାନଙ୍କ ପରି ଆପଣ ବି ଭଲ ଭିୟୁ ପାଆନ୍ତୁ ତେବେ ଏଠାରେ ୫ଟି ଉପାୟ ଦିଆଗଲା।
ବେଡ୍ରୁମ୍ରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଫ୍ୟାଶନ ଡିଜାଇନରଙ୍କ ମୃତଦେହ। ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି।
ହ୍ୱାଟ୍ସ ଆପ୍ର ନୂଆ ଫିଚର୍କୁ ୟୁଜର୍ସ ମନରେ ଉତ୍କଣ୍ଠା।
ଆଙ୍କର ହୋଇଥିବା କୁନି ଝିଅ ସ୍ଥାନୀୟ ଅଂଚଳର ଗୀତାଞ୍ଜଳି ବିଶ୍ୱାଳ ହୋଇଥିବା ବେଳେ ରିପୋର୍ଟର ହୋଇଥିବା ପୁଅ ଜଣକ ହେଉଛନ୍ତି ଜଗନ୍ନାଥ ବେହେରା । ଗତକାଲି ପୁରୀରେ ଟ୍ରେନ୍ ଲାଇନଚ୍ୟୁତ୍ ହେବା ପରେ ଏଇ ଦୁଇ ଜଣ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଥିଲେ । ଆଉ ଆରମ୍ଭ କରିଦେଇଥିଲେ ନିଜ ଦର୍ଶକଙ୍କୁ ଖବର ଦେବା । ଏମାନେ ଖବର ଦେବାରେ ଏମିତି ମଜି ଯାଇଥିଲେ ଯେ ସେମାନେ ନିଜେ କେତେବେଳେ ଖବର ଭିତରକୁ ଆସିଗଲେ ତାହା ନିଜେ ବି ଜାଣିନଥିଲେ ।
ଇନଷ୍ଟାଗ୍ରାମରେ ଲାଇଭ କଲାବେଳେ, ଅଭାବନୀୟ ଘଟଣା। ଜଣକ ପରେ ଜଣେ ପାଣିରେ ବୁଡ଼ି ୪ ଜଣଙ୍କ ଜୀବନ ଚାଲି ଯାଇଛି।
ସୋସିଆଲ୍ ମିଡିଆ ପ୍ଲାଟ୍ଫର୍ମ ଇନଷ୍ଟାଗ୍ରାମ ଡାଉନ୍ ଥିବା ସୂଚନା ମିଳିଛି। ଇନଷ୍ଟାଗ୍ରାମ ପେଜ୍ ଖୋଲିବା ମାତ୍ରେ ଏଥିରେ ଏରର୍ ଆସୁଥିବା ଦେଖିବାକୁ ମିଳିଛି।
ହୁକା ବାର୍ରେ କୋଲ୍ଡ ଡ୍ରିଙ୍କସ୍ରେ ନିଶାଦ୍ରବ୍ୟ ମିଶାଇ ୧୬ ବର୍ଷୀୟ ଯୁବତୀଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହା ପୂର୍ବରୁ ନାବାଳିକାଙ୍କର ଅଶ୍ଳୀଳ ଭିଡିଓ କରି ଅଭିଯୁକ୍ତ ଜଣକ ବ୍ଲାକ୍ମେଲିଂ କରି ଆସୁଥିଲା।
୩ ଗିରଫଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି ।
ବଗ୍ ବାହାର କରିବା ପରେ ଭାରତୀୟ ଯୁବକଙ୍କୁ ମିଳିଲା ପୁରସ୍କାର ।
ସାତଜନ୍ମ ତ ଦୂରର କଥା କିଛି ମାସ ମଧ୍ୟରେ ସମ୍ପର୍କରେ ଫାଟ ପଡିଗଲା।
ସେୟାର ମାର୍କେଟ ନାଁରେ ବିଟେକ୍ ଛାତ୍ରଙ୍କ ଠାରୁ ଅଢେଇ ଲକ୍ଷ ଟଙ୍କା ଠକେଇ...ଆମେରିକାରେ ରହୁଥିବା ମହିଳା ଜଣଙ୍କ ଠକିଥିବା ଅଭିଯୋଗ...
ମୃତ୍ୟୁ ପୂର୍ବରୁ ମହିଳା ଜଣଙ୍କ ନିଜ ଇନଷ୍ଟାଗ୍ରାମରେ ଶେଷ ଦୁଇଟି ପୋଷ୍ଟ କରିଛନ୍ତି, ଯାହା ସତ ହୋଇଛି
ରିଲ୍ ଲାଇଫ୍ରୁ ରିୟଲ ଲାଇଫ୍ରେ ପାଦ ଦେଇଛନ୍ତି ଅଭିନେତ୍ରୀ ମୌନି ରଏ । ବହୁଦିନ ଧରି ନିଜ ବୟଫ୍ରେଣ୍ତ ସୁରଜ ନାମ୍ବିୟାରଙ୍କ ସହ ପ୍ରେମବନ୍ଧନରେ ବାନ୍ଧି ହୋଇଥିବା ବେଳେ ଏହାକୁ ବିବାହର ରୁପ ଦେଇଛନ୍ତି ମୌନି । ତେବେ ଆଜି ଗୋଆର ଏକ ଫାଇଭ୍ ଷ୍ଟାର ହୋଟେଲରେ ମଲୟାଲମ୍ ରିତୀନୀତିରେ ତାଙ୍କ ବିବାହ ସମ୍ପର୍ନ୍ନ ହୋଇଥିବାର ଚିତ୍ର ସେ ନିଜେ ସେୟାର କରିଛନ୍ତି । ମୌନିଙ୍କ ବିବାହର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ଗୁଗୁଲ ସେବା ପ୍ରଭାବିତ । ଫେସବୁକ୍, ଇନଷ୍ଟାଗ୍ରାମ ଏବଂ ହ୍ୱାଟସଆପ୍ ପରେ ବନ୍ଦ ହେଲା Gmail ସେବା । ଲଗ୍ ଇନ୍ ସମୟରେ ସମସ୍ୟା ଦେଖାଦେଇଛି । ବର୍ତ୍ତମାନ ସମୟରେ ଭାରତରେ ଜିମେଲ୍ ସେବା କାମ କରୁନାହିଁ । ଭାରତର ଅନେକ ସ୍ଥାନରେ ଲୋକମାନେ ଗୁଗୁଲର ଏହି ମାଗଣା ଇମେଲ ସେବାର ଆକ୍ସେସ୍ କରିବାକୁ ସକ୍ଷମ ନୁହଁନ୍ତି ।
ଡାଉନ୍ ହୋଇଗଲା ସୋସିଆଲ ମିଡ଼ିଆ। ସୋସିଆଲ ମିଡ଼ିଆର କୌଣସି ଆପ୍ ଚାଲୁନାହିଁ। କିଛି ସମୟ ପୂର୍ବରୁ ଆପ୍ ଖୋଲୁନଥିବା ଦେଖାଯାଉଛି। ତେବେ କାହିଁକି ଏମିତି ହୋଇଛି ସେନେଇ ବର୍ତ୍ତମାନ ସୁଦ୍ଧା କିଛି ସୂଚନା ହସ୍ତଗତ ହୋଇନାହିଁ।
ଇନଷ୍ଟାଗ୍ରାମରେ ଛଦ୍ମବେଶୀ ଯୁବତୀଙ୍କ ସହ ଚିହ୍ନା ପରିଚିତ, ପରେ ବନ୍ଧୁତା ସ୍ଥାପନ ଓ ଶେଷରେ ଘର ଛାଡ଼ି ବନ୍ଧୁଙ୍କ ପାଖକୁ ପଳାଇଲେ ନାବାଳିକା। ପରିବାର ଲୋକ ଥାନାରେ ଏତଲା ଦେବା ପରେ ପୋଲିସ୍ ସମ୍ପୃକ୍ତ ନାବାଳିକାଙ୍କ ଫୋନ୍ ଟ୍ରାକିଂ କରି ତାଙ୍କୁ ଧରିବାରେ ସଫଳ ହୋଇଥିଲେ।