ବସଷ୍ଟାଣ୍ଡ ହେଉ କି ରେଳ ଷ୍ଟେସନ୍ ସବୁଠି ହାଉଯାଉ ଭିଡ଼। ଯାତ୍ରୀଙ୍କ ମୁହଁରେ ହସ ମନରେ ଉତ୍ସାହ। ହେବନି ବା କେମିତି ଏବେ ପରା ଘର ବାହୁଡା ବେଳ। ରାତି ପାହିଲେ ମକର ସଂକ୍ରାନ୍ତି ଖାସ ଏଇଥିପାଇଁ ତ ଭିଟାମାଟି ମୁହାଁ ପ୍ରବାସୀ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବୁଢ଼ାବଳଙ୍ଗ ଓ ଜଳକା ବି ଫୁଲିବା ପରେ ଆତଙ୍କିତ ଲୋକେ । ମୟୂରଭଂଜ ବଡ଼ସାହିରେ ଚିନ୍ତା ବଢ଼ାଇଲା ୨୫ ଫୁଟର ଘାଇ ।
ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା । ଆସନ୍ତା ୩୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।
ରାଜ୍ୟ ରାଜନୀତି ଫୋକସ୍ରେ ଜନଜାତି ଭୋଟ୍ବ୍ୟାଙ୍କ । ଏହି ବର୍ଗର ଭୋଟରଙ୍କୁ ହାତରେ ରଖିବାକୁ କ୍ଷମତାଶୀନ ବିଜେଡି ଓ ବିଜେପି ଭିତରେ ପ୍ରତିଯୋଗିତା ।
ବାଲେଶ୍ୱର: ଉତ୍ତର ଓଡ଼ିଶାର ବିଭିନ୍ନ ଜାଗାରେ ଭୂକମ୍ପର ଝଟ୍କା ଅନୂଭୁତ ହୋଇଛି। ସଂଧ୍ୟା ୬ଟା ୩୬ରେ କିଛି ଜାଗାରେ ଝଟ୍କା ଅନୁଭୂତ ହୋଇଥିବା ସୂଚନା ମିଳିିଛି। ଅାନନ୍ଦପୁର, ବାରିପଦା, ବାଲେଶ୍ୱରରେ ଝଟ୍କା ଅନୁଭୂତ ହୋଇଥିବା ଖବର ମିଳିଛି। ଭୂକମ୍ପ ଝଟ୍କା ପରେ ଭୟରେ ଲୋକେ ଘରୁ ବାହାରକୁ ବାହାରି ଅାସିଥିଲେ। କିଛି ସମୟର ଏହି ଝଟ୍କାରେ ୩ ଟି ଜିଲ୍ଲାରେ ଭୟର ବାତ୍ତାବରଣ ଖେଳିଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭୂକମ୍ପର କୌଣସି କ୍ଷୟ କ୍ଷତିର ସୂଚନା ମିଳିପାରିନାହିଁ। ସେପଟେ […]
ଭୁବନେଶ୍ୱର: ପୁଣି ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷତଃ ଗତକାଲିଠୁ ରାଜଧାନୀ ସମେତ ଉତ୍ତର ଓଡ଼ିଶାର ବହୁ ଅଞ୍ଚଳରେ ବର୍ଷା ହୋଇଛି। ଯାହା ଆଜି ମଧ୍ୟ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତାକାଲିଠୁ ସାରା ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ। ତେବେ କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଜି […]
ଆସୁଛି ବାତ୍ୟା। ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର। ତେବେ ଏହାରି ମଧ୍ୟରେ ବାତ୍ୟାକୁ ନେଇ ଓଟିଭିକୁ ସୂଚନା ଦେଇଛନ୍ତି ଆଇଏମଡ଼ି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି ଯେ, ୨୫ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ।
ବାରିପଦା: ଲଘୁଚାପର ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବଢ଼ିବାରେ ଲାଗିଛି । ଫଳରେ ୩ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବାରିପଦାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର ମଧ୍ୟସ୍ଥ ଜରାଳି ଓ ସରାଳି ନଦୀର ଜଳସ୍ତର ବଢିବାରେ ଲାଗିଛି। ଉଭୟ ନଦୀର ତଳିଆ ଅଞ୍ଚଳରେ ଥିବା ଘରେ ପାଣି ପଶି ଯାଇଛି। ବନ୍ୟାଜଳ ସହରର ୩, ୧୦, ୧୫, ୧୬ ଓ ୧୭ […]