
କେନ୍ଦୁଝରରେ ହେବ ଷ୍ଟିଲ୍ ପ୍ଲାଣ୍ଟ ! ଯୁବକ-ଯୁବତୀଙ୍କୁ ମିଳିବ ନିଯୁକ୍ତି । ଚାକିରିର ରହିବନି ସମସ୍ୟା । ପ୍ରଗତି ପଥରେ ଚାଲିବେ ଓଡ଼ିଶାର ଯୁବପିଢ଼ି । କେନ୍ଦୁଝରରେ ଇସ୍ପାତ କାରଖାନା କରିବା ନେଇ ସୂଚନା ଦେଇଛି JSW ।
ଚାକିରିର ରହିବନି ସମସ୍ୟା । ପ୍ରଗତି ପଥରେ ଚାଲିବେ ଓଡ଼ିଶାର ଯୁବପିଢ଼ି । କେନ୍ଦୁଝରରେ ଇସ୍ପାତ କାରଖାନା କରିବା ନେଇ ସୂଚନା ଦେଇଛି JSW ।
କେନ୍ଦୁଝରରେ JSW ସହ ମିଶି ପୋସ୍କୋ ପ୍ରତିଷ୍ଠା କରିବ ଷ୍ଟିଲ୍ ପ୍ଲାଣ୍ଟ। ସମ୍ଭାବ୍ୟ ନିବେଶକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ମୋହର ପରେ ୟାକୁ ନେଇ ଏବେ ନାନା ଚର୍ଚ୍ଚା। ୭ ବର୍ଷ ତଳେ ବିଫଳ ହୋଇ ଓଡ଼ିଶାରୁ ଫେରି ଯାଇଥିବା ପୋସ୍କୋ, କାହିଁକି JSWକୁ ସାଥୀ କରି କେନ୍ଦୁଝରକୁ ବାଛିଲା ?
କେନ୍ଦୁଝରରେ JSW-ପୋସ୍କୋ ମିଳିତ ଭାବେ କରିବେ ଷ୍ଟିଲପ୍ଲାଣ୍ଟ । କେନ୍ଦୁଝର ଗସ୍ତ ଅବସରରେ ଏହି ସୂଚନା ଦେଉଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ରତ୍ନଗର୍ଭା କେନ୍ଦୁଝର ମାଟିରେ ଚାଲିଛି ସୁନାର ସନ୍ଧାନ। ତେଲକୋଇ ଓ ବାଂଶପାଳ ବ୍ଲକର କିଛି ସ୍ଥାନରେ ସୁନାର ସନ୍ଧାନ ନେଇ ସଂକେତ ମିଳିବା ପରେ, ସେଠାରେ ଜିଓଲଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ସର୍ଭେ ଜାରି ରହିଛି। ତେବେ କେମିତି ହୁଏ ସୁନାର ସନ୍ଧାନ, ସୁନାଖଣି ଜଙ୍ଗଲକୁ ଯାଇ ଏହି ପ୍ରକ୍ରିୟାକୁ କ୍ୟାମେରାରେ କଏଦ କରିଛି ଓଟିଭି । ଦେଖନ୍ତୁ ଏହି ବିଶେଷ ରିପୋର୍ଟ ।...
ଜଙ୍ଗଲ ଭିତରେ ମେସିନର ଗର୍ଜନ । ଏମିତି ସେମିତି ମେସିନ ନୁହେଁ, ସୁନା ଖୋଜା ମେସିନ୍ । ଶତାଧିକ ଫୁଟ୍ ଗଭୀର ଗାତ ଖୋଳି ଚାଲିଛି ସୁନାର ସନ୍ଧାନ ।
ଡିଜିଟାଲ୍ କ୍ଲାସରୁମ ପାଇଁ ଆସିଲା ସ୍ମାର୍ଟବୋର୍ଡ, କଂପ୍ୟୁଟର, ଆହୁରି କେତେ କଣ ସରଞ୍ଜାମ। ହେଲେ ବିଡ଼ମ୍ବନା, ମାସ ମାସ ପରେ ବି ସ୍ମାର୍ଟ କ୍ଲାସରୁମରେ ସ୍ମାର୍ଟ ପାଠପଢ଼ା ଏବେବି ବହୁ ସ୍କୁଲରେ ସ୍ବପ୍ନ ହୋଇ ରହିଛି।
ବିଜେପି ସରକାରର ଶହେ ଦିନର ପୂର୍ତ୍ତି ଅବସରରେ ୩ ଦିନିଆ କେନ୍ଦୁଝର ଓ ମୟୂରଭଂଜ ଗସ୍ତରେ ଯାଇଥିଲେ ମୁଖ୍ୟମନ୍ତ୍ରୀ । ଆଜି ଶେଷ ଦିନରେ ରାଇସୁଆଁ ଏୟାରଷ୍ଟ୍ରିପରୁ ବାରିପଦା ଅଭିମୁଖେ ବାହାରିବା ବେଳେ ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିଲା ।
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତ। ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ବାର୍ଷିକ ଉତ୍ସବରେ ଯୋଗ ଦେବେ । ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ ମୁଖ୍ୟମନ୍ତ୍ରୀ ।ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବେ
ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ । ବର୍ଷାରେ କିଛି ସ୍ଥାନରେ ସାମୟିକ ପାଣି ଜମିବା ସହ ଭୂସ୍ଖଳନ ହୋଇପାରେ ।
ରବିନ୍ଦ୍ର ପାତ୍ରଙ୍କ ପତ୍ନୀ ସେହି ଡୁଲିରେ ରଖିଥିବା ୧୦ ହଜାର ଟଙ୍କା ବି ଛାଡ଼ିନଥିଲେ ହାତୀପଲ । ହାତୀ ଯିବା ପରେ ବହୁ ଖୋଜାଖୋଜି କଲେ ବି ଟଙ୍କା ମିଳିନଥିଲା ।
କେନ୍ଦୁଝରରେ ଶୂନ ହୋଇଯିବ କି ବିଜେଡି ? ସଦର ଓ ବାଂଶପାଳର ବିଜେଡି ନେତା ଓ କର୍ମୀ ବିଜେପି ମୁହାଁ । ବିଜେଡି ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କୁ ।
ପୂର୍ବ ବିଜେଡି ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି କେନ୍ଦୁଝରରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କେନ୍ଦୁଝରକୁ ଲୁଟ୍ କରାଯାଉଥିଲା।
ଏକା ଦିନରେ ଚାରି ଚାରିଟି ନିର୍ବାଚନୀ ସଭା କରି ବିଜେପି ପାଇଁ ଭୋଟ୍ ମାଗିଲେ, ନବୀନ ସରକାର ଉପରେ ଏକୁ ବଳି ଆରେକ ପ୍ରଚଣ୍ଡ ହମଲା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ।
କମ୍ପୁଛି ନିର୍ବାଚନୀ ମଇଦାନଳ, ପ୍ରଚାରକୁ ଜୋର କରିଛନ୍ତି ପ୍ରାର୍ଥୀ । କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀରେ ଏଥର ଦେଖିବାକୁ ମିଳିବ ଜୋରଦାର ଟକ୍କର ।
କେନ୍ଦୁଝର ଜିଲ୍ଲା କଂଗ୍ରେସକୁ ପିସିସି ସମ୍ପୂର୍ଣ୍ଣ ଅଣଦେଖା ଏବଂ ଅବହେଳା କରିଥିବା ଅଭିଯୋଗ କରି ସେମାନେ ପଦ ଛାଡିଥିବା ଇସ୍ତଫା ପତ୍ର ଉଲ୍ଲେଖ କରିଛନ୍ତି।
ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଆସନ୍ତାକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ ।
କେନ୍ଦୁଝର ଗୋନାସିକାର ଜନ୍ତାରୀ ଗାଁରେ ଅଜଣା ରୋଗ ଆତଙ୍କ । ଆଦିମ ଜନଜାତି ଜୁଆଙ୍ଗ ବସ୍ତିରେ ଦୁଇ ମାସରେ ଚାଲିଗଲାଣି ୧୧ ଜୀବନ। ଖବର ପ୍ରସାରଣ ପରେ ଆଜି ଗାଁରେ ପହଞ୍ଚିଛି ଡାକ୍ତରୀ ଟିମ..
କେନ୍ଦୁଝର ଜନ୍ତାରୀ ଗାଁ ଜୁଆଙ୍ଗ ବସ୍ତିରେ ମୃତ୍ୟୁର ତାଣ୍ଡବ । ଦେଢ଼ ଦୁଇ ମାସ ଭିତରେ ଅଜଣା ରୋଗ ନେଲାଣି ୧୧ ଜୀବନ ।
କେନ୍ଦୁଝରରୁ ଢେଙ୍କାନାଳ, ଯାଜପୁରରୁ ଭଦ୍ରକ। ୪ ଜିଲ୍ଲାକୁ ଭୟ ବଢ଼ାଇଛି ବୈତରଣୀ ନଦୀର ଜଳସ୍ତର। ଏବର୍ଷର ପ୍ରଥମ ବନ୍ୟାଜଳ ବୈତରଣୀ ଓ ବ୍ରାହ୍ମଣୀ ସମେତ ଏହାର ଶାଖାନଦୀ ସବୁ ବିଭିନ୍ନ ସ୍ଥାନରେ ବିପଦ ସଙ୍କେତ ଟପିଥିବାବେଳେ ଗାଁ ଭୂଇଁ, ମଠ ମନ୍ଦିର, ଶିକ୍ଷାନୁଷ୍ଠାନ ଏବେ ଉବୁଟୁବୁ ଅବସ୍ଥାରେ। ଆଜି ବୈତରଣୀ ଜଳସ୍ତର ଖସିଥିଲେ ବି ରାଇଜିଂ ଟ୍ରେଣ୍ଡରେ ଥିବା ବ୍ରାହ୍ମଣୀ କିନ୍ତୁ ବିପଦ ବଢ଼ାଇଛି। ସମ୍ଭାବ୍ୟ ସ୍ଥିତିକୁ ଦେଖି ରେସ୍କ୍ୟୁ ଟିମକୁ ସଜାଗ ରଖାଯାଇଛି।
ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି କୋରାଇ ବ୍ଲକ ସାଳବା ଗାଁ। କେବଳ କୋରାଇ ବ୍ଲକ ନୁହେଁ, ଜିଲ୍ଲାର ଯାଜପୁର ବ୍ଲକ ସମେତ ଦଶରଥପୁର, ବିଞ୍ଝାରପୁର ବ୍ଲକ ସାଂଘାତିକ ପ୍ରଭାବିତ ହେଲାଣି ବୈତରଣୀ ନଦୀରେ ଆସିଥିବା ବର୍ଷର ପ୍ରଥମ ବନ୍ୟା ଜଳରେ।
ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । କେନ୍ଦୁଝରରେ ବି ସ୍ଥିତି ସଙ୍ଗୀନ ହେଲାଣି...ଜୁଡିଆ ଘାଟିରେ ପାହାଡ଼ ଧସି ପଥର ରାସ୍ତା ଉପରେ ପଡିଛି...ରାସ୍ତାରେ ଯାଉଯାଉ ଟ୍ରକ୍ ଉପରେ ପଡିଲା ବିରାଟ ପଥର ଖଣ୍ଡ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର।
ଘଞ୍ଚ ଜଙ୍ଗଲରେ ସନ୍ଧାନ..କାନ୍ଧରେ କୁରାଢ଼ି, ହାତରେ ବକ୍କଳ । ଇଏ ଖୋଜ୍ ଏମିତି ସେମିତି ନୁହେଁ । ସ୍ୱୟଂ ଜଗତର ନାଥ ଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଖୋଜା ଚାଲିଛି ଶିଆଳି ଲତା ।
କେନ୍ଦୁଝର ତେଲକୋଇ ବ୍ଲକରେ ପ୍ରାୟ ୩ ହଜାର ହେକ୍ଟର ଜମିରେ ଚାଷ ହେଉଛି ଆମ୍ବ । ଏଠାକାର ଆମ୍ବ ଏତେ ସ୍ୱାଦ ଯେ ଯିଏ ଖାଇଛି ସିଏ ହିଁ ଜାଣିଛି । କଲମୀ ଆମ୍ବ ଲାଗି ତେଲକୋଇକୁ ନେଇ ସବୁବେଳେ ଚର୍ଚ୍ଚା ହୁଏ । ପ୍ରତିବର୍ଷ ଟନ୍ଟନ୍ ଆମ୍ବ ଉତ୍ପାଦନ କରନ୍ତି ଚାଷୀ । ଦୋଷରି, ଲେଙ୍ଗଡ଼ା, ହେମସାଗର, କ୍ଷୀର ସାଗର, ଚଉସା ପରି ସୁସ୍ୱାଦୁ ଆମ୍ବକୁ ରାଜ୍ୟ ସହିତ ୟୁପି, ବିହାର, ପଶ୍ଚିମବଙ୍ଗରୁ ବେପାରୀ ଆସି ନେଇଯାଆନ୍ତି ।
ହରିଜନ, ଦ ଷ୍ଟେଟସମ୍ୟାନ, ଗଡଜାତ ବିସିନୀ, ଉତ୍କଳ ବାର୍ତ୍ତା, ସମ୍ବଲପୁର ହୈତଷିଣୀ, ଓଡ଼ିଆ ଓ ନବସମ୍ବାଦ, ଗଞ୍ଜାମ, ଜନଶକ୍ତି, ଇଣ୍ଡିପେଣ୍ଡେଣ୍ଟ, 15 ଅଗଷ୍ଟ, ଉତ୍କଳ ଦୀପିକା । ଏମିତି ଆହୁରି କେତେ କଣ । ଶହେ ବର୍ଷରୁ ଅଧିକ ପୁରୁଣା ଖବର କାଗଜକୁ ସାଇତି ରଖିଛନ୍ତି କେନ୍ଦୁଝରର ସୁଜିତ ......