ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ କାଉଣ୍ଟଡାଉନ୍ । ଓଡ଼ିଶା ପ୍ରଥମ ଥର ଆୟୋଜନ କରୁଛି ଏହି ମେଗା ଇଭେଣ୍ଟ । ହାତରେ ପାଖାପାଖି ମାସେ ସମୟ ରହିଲା। ଏଥିପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ।
ସ୍ପେନ ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀ ତିନିଦିନିଆ ଭାରତ ଗସ୍ତରେ ଅଛନ୍ତି । ଏହି ସମୟରେ ସେ ମୁମ୍ବାଇରେ ଦିପାବଳୀ ଉତ୍ସବ ପାଳନ କରୁଥିବା ଦେଖିବାକୁ ମିଳିଛି ।
ଏହି ନିଆରା ପୂଜା ମଣ୍ଡପ ବନାଇ ଚର୍ଚ୍ଚାରେ କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁରର ଯୁବଗୋଷ୍ଠୀ । ଏହି ପୂଜା ମାଧ୍ୟମରେ ସେମାନେ ବାର୍ତ୍ତା ଦେଇଛନ୍ତି ଯେ ଡାକ୍ତର ହେଉଛନ୍ତି ଚଳନ୍ତି ଭଗବାନ ।
ରାସ୍ତା କଡରେ ଟ୍ରକ ଡାଲାରେ ଏକାକୀ ବସିଛନ୍ତି ପ୍ରଭୁ ଗଣନାଥ। ହେଲେ ହାତରେ ଲଡୁ ନାହିଁ କି ପାଖରେ ଭକ୍ତ ନାହାନ୍ତି। ତଥାକଥିତ ଭକ୍ତମାନେ ଠାକୁଙ୍କୁ ଏକୁଟିଆ ଛାଡି ଡିଜେ ପଛେ ପଛେ ଥାନାକୁ ଯାଇଛନ୍ତି ।
ତମାଣ୍ଡୋ ଥାନା ଅଞ୍ଚଳ ଭଗବାନପୁର ମା’ ମଙ୍ଗଳା କ୍ଳବ ପକ୍ଷରୁ ପ୍ରଭୁ ଗଣନାଥଙ୍କ ପୂଜା ପାଇଁ ଆୟୋଜନ ହୋଇଥିଲା। ପୂର୍ବରୁ ଡିଜେ ପାଇଁ ବରାଦ୍ ବି ଦିଆ ସରିଥିଲା। ହେଲେ ଠିକ୍ ସମୟକୁ କମିଶନରେଟ୍ ପୁଲିସ୍ ଡିଜେ ବ୍ୟାନ କଲା ।
ବିଶାଖାପାଟଣା ସହରରେ କେବେ ଚାଉଳରେ, କେବେ ଚୁଡ଼ିରେ, କେବେ ନଡ଼ିଆରେ ସୁଉଚ ଗଣେଶ ମୂର୍ତ୍ତି ନିର୍ମାଣ କରାଯାଇଥାଏ । କିନ୍ତୁ ଚଳିତ ବର୍ଷ ସହରର ଗାଜୁୱାକା ନିକଟରେ ଲମ୍ବୋଦର ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ନିର୍ମାଣ ହୋଇଛି ୭୫ ଫୁଟର ଗଣେଶ । ଯାହା ଖାଇବା ଗୁଡରେ ତିଆରି ହୋଇଛି।
ଅଲୁ ଅର୍ଜୁନ ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ 'ପୁଷ୍ପା ୨: ଦି ରୁଲ୍' ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଅଲୁଙ୍କ ପ୍ରଶଂସକମାନେ ଏହି ଫିଲ୍ମକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏବେ ଅଲୁ ଏବଂ ତାଙ୍କ ପତ୍ନୀ ସ୍ନେହା ରେଡ୍ଡୀ ଗଣେଶ ଚତୁର୍ଥୀକୁ ଖୁବ ଉତ୍ସାହର ସହିତ ପାଳିଛନ୍ତୁ। ବର୍ତ୍ତମାନ ଏହାର ଫଟୋ ସୋସିଆଲ୍ ମିଡିଆରେ ଭାଇରାଲ ହେଉଛି।
ବିଦ୍ୟାର ଆଧାର ହେଉଛନ୍ତି ଗଣପତି ତଥା ଗଜାନନ । ସେଇଥି ପାଇଁ ତ ଏ କୁନିକୁନି ପିଲାମାନଙ୍କର ଏହି ପ୍ରୟାସ । ସ୍କୁଲର ଛାତ୍ରଛାତ୍ରୀ ମାନେ ସଂଗୃହିତ କରିଛନ୍ତି ଭିନ୍ନ ଭିନ୍ନ ପ୍ରକାରର ଗଣେଶ ମୂର୍ତ୍ତି ।
ଆଜି ପବିତ୍ର ଶ୍ରୀ ଗଣେଶ ଚତୁର୍ଥୀ। ଆମେ ଭଗବାନ ଗଣେଶଙ୍କ ସମ୍ପର୍କିତ କିଛି ସ୍ୱତନ୍ତ୍ର ତଥ୍ୟ ଆପଣଙ୍କୁ ଦେବାକୁ ଯାଉଛୁ। ସାକ୍ଷୀଗୋପାଳ ମନ୍ଦିରରେ କେଉଁ କେଉଁ ନାମରେ ଓ କେତେ ଗୋଟି ଗଣେଶ ବିଗ୍ରହଣଙ୍କୁ ପୂଜାର୍ଚ୍ଚନା କରାଯାଏ?
ସୁନା ଦରରେ ପରିବର୍ତ୍ତନ । ଗତକାଲି ଅପେକ୍ଷା ଆଜି କଟକ ଓ ଭୁବନେଶ୍ୱରରେ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଜାଣନ୍ତୁ କେତେ...
ସନ୍ଧ୍ୟା ଧୂପ ସରିବା ପରେ ଶୀତଳ ଭୋଗ ଓ ବନ୍ଦାପନା ନୀତି ହେବ । ଶ୍ରୀମନ୍ଦିରରେ କୃଷ୍ଣ ଜନ୍ମ ଯାତ୍ରା ପଡିଆ ନୀତି ମଧ୍ୟ ପାଳନ ହେବ ।
ହିନ୍ଦୁ ପୌରାଣିକ କଥାବସ୍ତୁ ଅନୁସାରେ ଭଗବାନ ଗଣେଶ ହେଉଛନ୍ତି ବୁଦ୍ଧିର ଦେବତା। ଆପଣ ଯଦି ନିଜ ପିଲାଙ୍କୁ ବୁଦ୍ଧିମାନ ଏବଂ ସଫଳ କରିବାକୁ ଚାହାନ୍ତି ତେବେ ଏହି ଗଣେଶ ଚତୁର୍ଥୀରେ ଭଗବାନ ଗଣେଶଙ୍କ ଜୀବନରୁ କିଛି ଶିକ୍ଷା ଦେଇ ଏହା କରି ପାରିବେ। ଆସନ୍ତୁ ସେ ବିଷୟରେ ଜାଣିନେବା
ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଭଗବାନ ଗଣେଶଙ୍କୁ ସବୁଠାରୁ ଜ୍ଞାନୀ ଭାବେ ଗଣାଯାଏ। ସବୁ ଶୁଭ କାମରେ ପ୍ରଥମେ ଭଗବାନ ଗଣେଶଙ୍କୁ ପୂଜା କରିବା ପଛରେ ତାଙ୍କ ଦୁଇ ପତ୍ନୀ ରିଦ୍ଧି-ସିଦ୍ଧିଙ୍କର ମଧ୍ୟ ଭୂମିକା ଥିବା କିମ୍ବଦନ୍ତୀ କୁହେ। ତେବେ ଆସନ୍ତୁ ଜାଣିନେବା ଭଗବାନ ଗଣେଶ କାହିଁକି ଦୁଇଟି ବିବାହ କରିଥିଲେ।
ମାଟିର ମୂର୍ତ୍ତିକୁ ନେଇ ସଚେତନତା କରାଯାଉଛି । ପରିବେଶ ସୁରକ୍ଷା ପାଇଁ ବାର୍ତ୍ତା ଦେଉଛନ୍ତି ଏମାନେ । କୁନିକୁନି ପିଲାଙ୍କ ହାତରେ କାଦୁଅରେ ଗଢ଼ା ଚାଲିଛି ଶ୍ରୀ ଗଣେଶଙ୍କ ମୂର୍ତ୍ତି । କାରଣ ରାତି ପାହିଲେ ଗଣେଶ ପୂଜା ।
ସାଧାରଣତଃ ମିଠା ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ । ଆମ ଓଡ଼ିଆ ଘରର ପାରମ୍ପରିକ ଏହି ମିଠା ରେସିପିର ସ୍ୱାଦ ପୂରା ନିଆରା । ଆଗକୁ ଆସୁଛି ଗଣେଶ ପୂଜା । ଏହି ଅବସରରରେ ଆଜି ପ୍ରସ୍ତୁତ କରିବା ସୁଆଦିଆ ‘ରସାବଳୀ’। ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ବଢ଼ୁଛି ମାଟି ମୂର୍ତ୍ତିର ଚାହିଦା । ବିଘ୍ନ ବିନାଶକଙ୍କ ଆବାହନ ପାଇଁ ପ୍ରସ୍ତୁତି ଜୋରଦାର ।
ଯେଉଁଥିରେ ଗଣେଶ ପୂଜା ପାଇଁ ଜୋର ଜବରଦସ୍ତ ଚାନ୍ଦା ଆଦାୟକୁ ବାରଣ ସହ ପୂଜାକୁ ନିଶାମୁକ୍ତ କରାଯିବାକୁ ବି ନିଷ୍ପତ୍ତି ହୋଇଛି।
କଟକରେ ପୂଜା ପ୍ରସ୍ତୁତି ବୈଠକରେ ପୋଲିସ୍ କମିଶନରଙ୍କ ସୂଚନା । ଗଣେଶ ମୂର୍ତ୍ତି ବିକୃତ ନକରିବାକୁ ଗୁରୁତ୍ୱ ।
ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଗଣେଶ୍ୱର। ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲେ।
କଂଗ୍ରେସର ଜଣେ ଟାଣୁଆ ନେତା ଥିଲେ ଗଣେଶ୍ୱର ବେହେରା । ୧୯୮୫ ମସିହାରେ ପଟ୍ଟାମୁଣ୍ଡାଇ ଆସନରୁ ପ୍ରଥମ ଥର ବିଧାୟକ ଭାବେ ଓଡିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିରୋଧୀ ପ୍ରାର୍ଥୀ ରବିନ୍ଦ୍ର କୁମାର ବେହେରାକୁ ପଟ୍ଟାମୁଣ୍ଡାଇ ଆସନରୁ ପରାଜିତ କରିଥିଲେ ।
ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ।
ସମୁଦ୍ରର ଅକାତ ପାଣି ଭିତରେ ଗଣେଶ ମୂର୍ତ୍ତି ଭାସୁଥିବା ଦେଖିବାକୁ ପାଇଥିଲା । ଏହାପରେ ସେ ମୂର୍ତ୍ତିକୁ ଜାବୁଡ଼ି ଧରି ୩୬ ଘଣ୍ଟା କାଳ ସମୁଦ୍ରରେ ସେମିତି ଭାସିଥିଲା । ନା ଖାଇବାକୁ କିଛି ଥିଲା ନା ପିଇବାକୁ ।
କେଉଁଠି କମେଣ୍ଟମରାକୁ ନେଇ ହାତାହାତି ତ ଆଉ କେଉଁଠି ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାର୍ପିଟ୍। କଟକ ଜିଲ୍ଲା ଆଠଗଡ଼ ଓ ବାଙ୍କିରେ ଗୋଷ୍ଠୀ ସଂଘର୍ଷ ଘଟି ୧୬ ଜଣ ଆହତ ହୋଇଛନ୍ତି।
ମୃତ୍ୟୁ ଏମିତି ବି ଆଶେ ବୋଲି ଆପଣ ନଦେଖିଲେ ବିଶ୍ୱାସ କରିପାରିବେନି ।
ବେଙ୍ଗାଲୁରୁ ସହରରରେ ଗଣେଶ ପୂଜାକୁ ଏଥର ବେଶ୍ ଆକର୍ଷଣୀୟ ଢଙ୍ଗରେ କରାଯ।ଉଛି । ସହରର ଏକ ପୂଜା କମିଟି କେବଳ ନୋଟ୍ ଓ କଏନରେ ମେଢ଼ ସଜାଇଛି । ଯାହାର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କା ହେବ ବୋଲି କୁହାଯାଉଛି।