
ସମର୍ଥକଙ୍କ ଚାପରେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି ସୌମ୍ୟ।
ସୌମ୍ୟ କହିଛନ୍ତି, ଏଠାରୁ ଲଢ଼ିବାକୁ ବିଜେପି ତରଫରୁ ପ୍ରସ୍ତାବ ଆସିଛି । ଏଠାକାର ସ୍ଥାନୀୟ ଲୋକ ମଧ୍ୟ ଏଠାରୁ ଲଢ଼ିବାକୁ ମୋ ଉପରେ ଚାପ ପକାଉଛନ୍ତି।
ଭୁବନେଶ୍ୱର : ଦାମଙ୍କ ବିସ୍ଫୋରକ ବୟାନ। ରାମଚନ୍ଦ୍ର ବେହେରାଙ୍କ ମୃତ୍ୟୁ ଘଟଣାକୁ ନେଇ ତାତିଲେ ବରିଷ୍ଠ ବିଜେପି ନେତା ଦାମୋଦର ରାଉତ। ଏହି ଘଟଣାରେ ମନ୍ତ୍ରୀ ବଦ୍ରିନାରାୟଣ ପାତ୍ରଙ୍କୁ ସେ କଡ଼ା ଆକ୍ଷେପ କରିଛନ୍ତି। ଟିକେଟ୍କୁ ନେଇ ବଦ୍ରିନାରାୟଣ ପାତ୍ରଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ପାଣ୍ଡିଆନଙ୍କ ଭିତିରି ଡିଲ୍ ହୋଇଥିବା ସେ ଅଭିଯୋଗ କରିଛନ୍ତି। ଶାସକ ଦଳ ପୁଲିସ୍କୁ ହାତବାରିସୀ କରି ଆତଙ୍କରାଜ ସୃଷ୍ଟି କରୁଛି ଏବଂ ଭୋଟ ହାତେଇବାକୁ ଚେଷ୍ଟା କରୁଛନ୍ତି। ଏହି ଷଡ଼ଯନ୍ତ୍ର […]
ଆନନ୍ଦପୁର(ମୁନା ସିଂହ) : ଘସିପୁରାର ପୂର୍ବତନ ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ବେହେରା ହତ୍ୟାକାଣ୍ଡ ମାମଲାରେ ପୁଲିସ ବର୍ତ୍ତମାନ ଯାଏ ମାତ୍ର ୩ଜଣଙ୍କୁ ଗିରଫ କରିଛି। ଘଟଣାରେ ୪ଟି ଟିମ୍ ଗଠନ କରାଯାଇ ଛାନଭିନ୍ ଜାରି ରଖିଛି ପୁଲିସ। ତେବେ ଅନ୍ୟ ଅଭିଯୁକ୍ତ ମାନେ ବର୍ତ୍ତମାନ ସୁଦ୍ଧା ଧରାପଡ଼ିନଥିବାରୁ ଏବେ ବି ଚାପା ଉତ୍ତେଜନା ଲାଗିରହିଛି। ମୃତକ ରାମଚନ୍ଦ୍ର ବେହେରାଙ୍କ ଘରେ ଏବଂ ଧକୋଠା ବଜାରରେ ଗୋଟିଏ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ସେପଟେ ବ୍ରାହ୍ମଣୀଦେବୀ ନିକଟ ପୋଖରୀରୁ […]
ଆନନ୍ଦପୁର(ମୁନା ସିଂହ):ଘସିପୁରା ନିର୍ବାଚନୀ ହିଂସା ଘଟଣାରେ ପୁଲିସ୍ ୮ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗତକାଲି ଘସିପୁରାରେ ବିଜେଡି ଓ କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଥିଲେ। ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ଭଣ୍ଡାରୀପଡ଼ା ଛକ ନିକଟରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ତାଙ୍କ ସମର୍ଥକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରାଯାଇଥିଲା। ଏହାସହ ସେମାନଙ୍କ ଗାଡ଼ି ମଧ୍ୟ ଭଙ୍ଗାରୁଜା କରାଯାଇଥିଲା। ଏହି ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିଲେ। ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା ସାନଖେମୁଣ୍ଡିର କଂଗ୍ରେସ ବିଧାୟକ ପ୍ରାର୍ଥୀ ରମେଶ […]