ମାଆଙ୍କ ବିଗ୍ରହର ପଛ ପଟ ସମ୍ପୂର୍ଣ୍ଣ ଶଙ୍ଖ ଚିହ୍ନରେ ଘୋଡ଼ାଇ ହୋଇ ରହିଛି। ଏହାକୁ ଘୋର ନିନ୍ଦା କରିଛନ୍ତି ମନ୍ଦିରର ସେବାୟତ।
ପୌରାଣିକ କାହାଣୀର କଥା କହେ ଏହି ପୀଠ। ଯିଏ ଥରେ ଏଠାକୁ ଆସିଛି, ଏହାର ପ୍ରକୃତି ପ୍ରେମରେ ପଡି ଯିବାକୁ ମନ ବଳାଏ ନାହିଁ। ଆମ ଓଡ଼ିଶାରେ ରହିଛି ଏମିତି ଏକ ପର୍ଯ୍ୟଟନସ୍ଥଳୀ..
ବାଙ୍କୀ: ବାଙ୍କୀର ଆରାଧ୍ୟ ଦେବୀ ତଥା ଓଡ଼ିଶାର ଅନ୍ୟତମ ଶକ୍ତିପୀଠ ମା’ ଚର୍ଚ୍ଚିକାଙ୍କ ପୀଠରେ ମହାଷ୍ଟମୀ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ସକାଳୁ ସେବାୟତମାନଙ୍କ ଦ୍ୱାରା ୧୦୮ ଗରାରେ ପବିତ୍ର ଜଳଲାଗି ଓ ମାଜଣା କରାଯିବା ପରେ ମହାଷ୍ଟମୀର ନୀତିକାନ୍ତି ଆରମ୍ଭ ହୋଇଥିଲା। ସୂର୍ଯ୍ୟପୂଜା, ମଙ୍ଗଳଆଳତି, ଦ୍ୱାରପାଳ ପୂଜା ପରେ ବଲ୍ଲଭ ପୂଜା ସହ ମାଣ୍ଡୁଅ ଭୋଗ ଲାଗି ହେବ। ମା’ଙ୍କୁ ଆଜି ସୁସଜ୍ଜିତ ପାଟ୍ଟବସ୍ତ୍ର ଦ୍ୱାରା ମହିଷାମର୍ଦ୍ଦିନୀ ବେଶ କରାଯାଇଛି। ଏହି ବେଶରେ ମା’ଙ୍କୁ ଦର୍ଶନ […]
କଟକ: ଶାରଦୀୟ ଦୁର୍ଗାପୂଜା ଅବସରରେ ଚଳଚଞ୍ଚଳ ହୋଇ ଉଠିଛି ଓଡ଼ିଶାର ବିଭିନ୍ନ ଶକ୍ତିପୀଠ। ଏହି ଶକ୍ତିପୀଠମାନଙ୍କରେ ମୂଳାଷ୍ଟମୀଠାରୁ ମା’ଙ୍କର ଷୋଡ଼ଶ ଉପଚାର ପୂଜା ଆରମ୍ଭ ହୋଇଥିବାବେଳେ ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ ଚର୍ଚ୍ଚିକାଙ୍କ ପୀଠରେ ସ୍ୱତନ୍ତ୍ର ରୀତିନୀତି ଓ ପରମ୍ପରା ସହ ଚାଲିଛି ପୂଜା । ବାଦ୍ୟ ଓ ଘଣ୍ଟଘଣ୍ଟା ଶବ୍ଦରେ ଉଛୁଳି ପଡୁଛି ବାଙ୍କିର ଆରାଧ୍ୟ ଦେବୀ ମା’ ଚର୍ଚ୍ଚିକାଙ୍କ ପୀଠ । ଚାଲିଛି ଷୋଡ଼ଶ ଉପଚାର ପୂଜା। ଏହି ସ୍ୱତନ୍ତ୍ର ପୂଜାରେ ପ୍ରତିଦିନ ଭୋରୁ […]