ସୂର୍ଯ୍ୟକୁମାର ଯାଦବ ଟି-୨୦ ଆନ୍ତର୍ଜାତିକରେ ପୂର୍ଣ୍ଣକାଳୀନ ଅଧିନାୟକ ହେବା ପରଠାରୁ ୧୫ରୁ ୧୩ ମ୍ୟାଚ୍ ଜିତିଛି ଟିମ୍ ଇଣ୍ଡିଆ । କିନ୍ତୁ ଜଣେ ବ୍ୟାଟର୍ ଭାବେ ତାଙ୍କ ପ୍ରଦର୍ଶନରେ ଘଟିଛି ଅବନତି । ଏହା ତାଙ୍କ ଅଧିନାୟକତ୍ୱର ଭବିଷ୍ୟତ ଉପରେ ଲଗାଇଦେଇଛି ପ୍ରଶ୍ନଚିହ୍ନ ।
ଆଜି ଦ୍ୱିତୀୟ ମ୍ୟାଚ୍ରେ ଉଭୟ ଦଳ ଚେନ୍ନାଇର ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମୁହାଁମୁହିଁ ହେବେ । ସନ୍ଧ୍ୟା ୭ ଟାରେ ଆରମ୍ଭ ଏହି ହାଇଭୋଲଟେଜ୍ ମ୍ୟାଚ୍ ଆରମ୍ଭ ହେବ ।
ଭ୍ରମଣକାରୀ ଇଂଲଣ୍ଡକୁ ଘାଇଲା କରି ୫ ଟିକିଆ ଶୃଙ୍ଖଳାକୁ ଜିତିବା ସହ ଘରୋଇ ପରିବେଶରେ ଆୟୋଜିତ ହେବାକୁ ଥିବା ଟ୍ବେଣ୍ଟି-୨୦ ସିରିଜ୍କୁ ହାତେଇବାକୁ କସରତ କରିଛି ସୂର୍ଯ୍ୟ ବାହିନୀ ।
୨୦୨୪ରେ ଭାରତ ଟି-୨୦ରେ ବିଶ୍ୱବିଜୟୀ ହୋଇଛି, କିନ୍ତୁ ଘରେ ନ୍ୟୁଜିଲାଣ୍ଡ ଠାରୁ ଟେଷ୍ଟ ସିରିଜ୍ ଓ ଶ୍ରୀଲଙ୍କାରେ ଦିନିକିଆ ସିରିଜ୍ରେ ପରାଜୟ ଅପ୍ରତ୍ୟାଶିତ ଥିଲା । ଅନେକ ବଡ଼ ଖେଳାଳିଙ୍କ ଅବସର ଘୋଷଣା ମଧ୍ୟ ଏ ବର୍ଷ ଚର୍ଚ୍ଚାର ବିଷୟ ହୋଇଛି।
ଆଜି ଖେଳିଯିବାକୁ ଥିବା ଦ୍ୱିତୀୟ ମ୍ୟାଚ୍ରେ ବିଜୟ ଲାଭ କରି ୪ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ ୨-୦ରେ ଆଗୁଆ ରହିବାକୁ ଚେଷ୍ଟା କରିବ ଟିମ୍ ଇଣ୍ଡିଆ । ଭାରତୀୟ ସମୟ ସନ୍ଧ୍ୟା ୭.୩୦ରେ ଏହି ମ୍ୟାଚ୍ ଖେଳାଯିବ ।
ଦୁବାଇ ଇଣ୍ଟର ନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ ଏହି ମ୍ୟାଚ୍ । ଭାରତୀୟ ସମୟ ଦିନ ୩.୩୦ରେ ଖେଳାଯିବ ଏହି ମ୍ୟାଚ୍ ।
ଟି-୨୦ ବିଶ୍ୱକପ୍ ବିଜୟ ପରେ ରୋହିତ ଶର୍ମା ଓ ବିରାଟ କୋହଲି ଆନ୍ତର୍ଜାତିକ କ୍ରିକେଟ୍ର କ୍ଷୁଦ୍ରତମ ଫର୍ମାଟ୍ରୁ ଅବସର ନେବା ଫଳରେ ଭାରତୀୟ ଟିମ୍ରେ ଶୂନ୍ୟସ୍ଥାନ ସୃଷ୍ଟି ହେବା ଭଳି ଅନୁଭୂତ ହେଉଛି। ଏବେ ପ୍ରଶ୍ନ ଉଠୁଛି ଯେ ଏହି ଦୁଇ ପୁରୁଖାଙ୍କ ବିନା ଆଗକୁ ବଢ଼ିପାରିବ କି ଟି-୨୦ ଟିମ୍? ପୁଣି ଜିତିପାରିବ କି ଆଇସିସି ଟ୍ରଫି?
ରୋହିତ ଶର୍ମା ଟି-୨୦ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏବେ କିଏ ତାଙ୍କ ସ୍ଥାନ ନେବା ତାକୁ ନେଇ ଚର୍ଚ୍ଚା ଜାରି ରହିଛି । ଅର୍ଥାତ କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ କିଏ ଧରିବ ଟିମ୍ ଇଣ୍ଡିଆର ମଙ୍ଗ ?
ଗତକାଲି ଟି-୨୦ ଫର୍ମାଟରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ପରେ ଆଜି ରବୀନ୍ଦ୍ର ଜାଡେଜା ଅବସର ଘୋଷଣା କରିଛନ୍ତି ।
ଦୂର ହେଲା ଆଇସିସି ଟ୍ରଫି ଜିତିବା ଆଶା । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍ରେ ପରାସ୍ତ କରି ଟାଇଟଲ୍ ହାତେଇଲା ଟିମ୍ ଇଣ୍ଡିଆ ।
କୋହଲିଙ୍କ ଅର୍ଦ୍ଧଶତକ ଫଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୧୭୬ ରନ୍ କରିବାରେ ସଫଳ ହୋଇଛି । ଯାହାଫଳରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକା ସାମ୍ନାରେ ୧୭୭ ରନ୍ ଟାର୍ଗେଟ ରଖିଛି ।
ଏହି ହାଇଭୋଲଟେଜ୍ ମ୍ୟାଚ୍ରେ ଟସ୍ ଜିତିଛି ଟିମ୍ ଇଣ୍ଡିଆ । ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି କ୍ୟାପଟେନ୍ ରୋହିତ ଶର୍ମା ।
ଉତ୍କଣ୍ଠାରେ ଅନ୍ତ ଲାଗି ଆଉ ମାତ୍ର କିଛି ମୁହୂର୍ତ୍ତର ଅପେକ୍ଷା। ୱେଷ୍ଟଇଣ୍ଡିଜର ବାର୍ବାଡସରେ ଆରମ୍ଭ ହେବ ଟି ଟ୍ବେଣ୍ଟି ଗ୍ରାଣ୍ଡ ଫିନାଲେ। ଓଭାଲ ଗ୍ରାଉଣ୍ଡରେ ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା।
ଟିମ୍ ଇଣ୍ଡିଆ ପୂର୍ବରୁ ସୁପର-୮ ପର୍ଯ୍ୟାୟରେ ପ୍ରବେଶ କରିସାରିଛି। ଗତକାଲି ଫ୍ଲୋରିଡ଼ାରେ ମ୍ୟାଚ ଥିବା ବେଳେ ତୁହାକୁ ତୁହା ବର୍ଷା ଯୋଗୁଁ ଗୋଟିଏ ବି ବଲ୍ ବୋଲିଂ କରିବା ସମ୍ଭବ ହୋଇନଥିଲା।
ଆରମ୍ଭ ହୋଇଛି ପୁରୁଷ ଟି-୨୦ ବିଶ୍ୱ କପ୍ । ଉଦ୍ଘାଟନୀ ମୁକାବିଲାରେ ଆଜି ଆମେରିକା ଓ କାନାଡା ମଧ୍ୟରେ ଟକ୍କର । ଟସ୍ ଜିତି ଆମେରିକାର ବୋଲିଂ ନିଷ୍ପତ୍ତି ନେଇଛି । ଏହି ମ୍ୟାଚ୍ଟି ଆମେରିକାର ଡଲାସ ଗ୍ରାଣ୍ଡ ପ୍ରାରୀ ଷ୍ଟାଡିୟମରେ ଖେଳାଯାଉଛି ।
ଜାତୀୟ ଗଣମାଧ୍ୟମର ଏକ ରିପୋର୍ଟ ଅନୁଯାୟୀ, ଟି -୨୦ ବିଶ୍ୱକପ୍ ମ୍ୟାଚ୍ ସମୟରେ ୱେଷ୍ଟଇଣ୍ଡିଜ୍ରେ ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତର ପାକିସ୍ତାନରୁ ଧମକ ମିଳିଛି ।
ଘୋଷଣା ହୋଇଥିବା ଦଳରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ତୁଲାଇବେ। ସେହିପରି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ ଦାୟିତ୍ୱ ମିଳିଛି।
୨୦୨୪ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍ରେ କେଉଁମାନେ ସ୍ଥାନ ପାଇବେ, ତାହାକୁ ନେଇ ଏବେ ଜୋର୍ସୋର୍ରେ ଚର୍ଚ୍ଚା ଚାଲିଛି। ଟି-୨୦ ଆନ୍ତର୍ଜାତିକ ଛଡ଼ା ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍ (ଆଇପିଏଲ୍)ର ଚଳିତ ସିଜନ୍ ମଧ୍ୟ ବିଶ୍ୱକପ୍ ପାଇଁ ଚୟନର ମାପକାଠି ହୋଇଥିବାରୁ ଦାବିଦାରଙ୍କ ସଂଖ୍ୟା ବଢ଼ୁଛି।
ଆଇସିସି ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଖୁବ ଶୀଘ୍ର ଘୋଷଣା ହେବାକୁ ଯାଉଛି।
ପ୍ରାୟ ୧୫ ମାସ ପରେ ଆଘାତରୁ ସୁସ୍ଥ ହୋଇ ଆଇପିଏଲ୍ ଜରିଆରେ କ୍ରିକେଟ୍କୁ ଫେରିଛନ୍ତି ୱିକେଟ୍କିପର୍-ବ୍ୟାଟର୍ ରିଷଭ ପନ୍ତ। ଏହି ଲିଗ୍ ତାଙ୍କ ପାଇଁ ୨୦୨୪ ଟି-୨୦ ବିଶ୍ୱକପ୍ ଟିମ୍ରେ ସ୍ଥାନ ପାଇବା ଲାଗି ଶେଷ ସୁଯୋଗ। ଏଥିରେ ତାଙ୍କୁ ନିଜ ଫର୍ମ ଓ ଫିଟ୍ନେସ୍ ସାବ୍ୟସ୍ତ କରିବାକୁ ହେବ।
ଟି-୨୦ ବିଶ୍ୱକପ୍ ଦଳରେ ରୋହିତ ଶର୍ମା ଯେ କୌଣସି ସ୍ଥିତିରେ ବିରାଟ କୋହଲିଙ୍କୁ ଚାହାନ୍ତି ବୋଲି ବିସିସିଆଇ ସଚିବ ଜୟ ଶାହଙ୍କୁ ଜଣାଇ ଦେଇଛନ୍ତି।
କୁହାଯାଉଛି କି ଜୁନ୍ ମାସରେ ଖେଳାଯିବାକୁ ଥିବା ବିଶ୍ୱକପ୍ରେ ବିରାଟ କୋହଲିଙ୍କୁ ଟିମ୍ରୁ ବାଦ୍ ଦିଆଯିବ।
୨୦୨୪ରେ ଆମେରିକା ଓ ୱେଷ୍ଟଇଣ୍ଡିଜ୍ରେ ଖେଳାଯିବ ଟି-୨୦ ବିଶ୍ୱକପ୍।
ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ୍ରେ ଦମ୍ଦାର ପ୍ରଦର୍ଶନ କରିଛନ୍ତି ଭାରତର ଶିବମ୍ ଦୁବେ। ଏବେ ପ୍ରଶ୍ନ ଉଠିଛି ଯେ ଜୁନ୍ରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍ ପାଇଁ ଟିମ୍ ଇଣ୍ଡିଆରେ ସୁଯୋଗ ପାଇବେ କି ଏହି ପେସ୍ ବୋଲିଂ ଅଲ୍ରାଉଣ୍ଡର୍?
ଘୋଷଣା ହୋଇଥିବା ୧୬ ଟିମ୍ରେ ଶୁବମନ ଗିଲ୍, ଯଶସ୍ୱୀ ଜୟସ୍ୱାଲ, ତିଲକ ବର୍ମା, ରିଙ୍କୁ ସିଂ ସ୍ଥାନ ପାଇଛନ୍ତି। ସେହିପରି ୨ ୱିକେଟ କିପର ଜିତେଶ ଶର୍ମା, ସଂଜୁ ସାମସନ୍ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି।