• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "12" result for "ଠାକୁରାଣୀ ଯାତ୍ରା" in https://otvkhabar.in

Budhi Thakurani yatra
Budhi Thakurani yatra: ଆଜିଠୁ ବୁଢ଼ୀ ଠାକୁରାଣୀ ଯାତ୍ରା; ଶାଶୁଘରୁ ବାପଘରକୁ ଆସିବେ ମା’

ମା'ଙ୍କ ଆଗମନ ନେଇ ଦେଶୀ ବେହେରାଙ୍କ ଘର ସମ୍ମୁଖରେ ତିଆରି ହୋଇଛି ଅସ୍ଥାୟୀ ପୀଠ। ୨୫ ଦିନ ଧରି ଆୟୋଜିତ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ଗହଳି ଲାଗି ରହିବ। କିଭଳି ଯାତ୍ରା ସୁରୁଖୁରୁରେ ହେବ, ସେଥିପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି ସ୍ଥାନୀୟ ବ୍ୟବସାୟୀ ।

Thakurani yatra
Budhi Thakurani Yatra: ଏପ୍ରିଲ ୩ରୁ ମା’ ବୁଢୀ ଠାକୁରାଣୀ ଯାତ୍ରା; ଆସିଲା ଶୁଭ ଖୁଣ୍ଟି

ମଧ୍ୟରାତ୍ରରେ ପାରମ୍ପାରିକ ବାଦ୍ୟ ତୂରୀ ଓ ମହୁରୀ ବାଜାରେ ପ୍ରକମ୍ପିତ ହୋଇଥିଲା ଅଞ୍ଚଳ। ପରେ ମା’ଙ୍କୁ ଆମନ୍ତ୍ରଣ ପାଇଁ ହଜାର ହଜାର ଭକ୍ତ ଶୁଭ ଖୁଣ୍ଟି ସହ ବୁଢୀ ଠାକୁରାଣୀ ମନ୍ଦିରକୁ ଯାଇ ମାଆଙ୍କୁ ନିମନ୍ତ୍ରଣ ଦେଇଥିଲେ। ଆଉ ରାତ୍ର ପ୍ରାୟ ଗୋଟାଏ ୩୦ ମିନିଟରେ ମା’ଙ୍କ ଶୁଭ ଖୁଣ୍ଟି ଦେଶୀ ବେହେରାଙ୍କ ଘର ଆଗରେ ସ୍ଥାପନ କରାଯାଇଥିଲା।

odisha king palace
ଚାଲିଛି ବୁଢୀ ଠାକୁରାଣୀ ଯାତ୍ରା, ମନେ ପଡୁଛି ମହୁରୀଗଡ଼ର କଥା

ବ୍ରହ୍ମପୁରର ପ୍ରସିଦ୍ଧ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା । କାହିଁ କେତେ ବର୍ଷରୁ ଏହି ଯାତ୍ରା ଚାଲି ଆସୁଛି । ହେଲେ ଏହାର ଉପତ୍ତି ସ୍ଥଳ ଏବେ ଅଣଦେଖା । ମହୁରୀ ରାଜାଙ୍କ ଗଡ଼, ଯେଉଁଠି ଇଂରେଜଙ୍କ ବିରୋଧରେ ଯୁଦ୍ଧମ୍ ଦେହି ଡାକରା ଦିଆଯାଇଥିଲା ତାହା ଏବେ ଅବହେଳିତ…

Manasika Thakurani
ଜମୁଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା

ମାନସିକ ପୂରଣ ହେଲେ ବିଭିନ୍ନ ବେଶ ଧାରଣ କରି ନିଜକୁ ସମର୍ପଣ କରିଥାନ୍ତି ମାଆଙ୍କ ପାଖରେ।

Bagha Nacha
ଜମୁଛି ବ୍ରହ୍ମପୁର ବୁଢୀ ଠାକୁରାଣୀ ଯାତ୍ରା; ଚାଙ୍ଗୁ ତାଳେ ତାଳେ ଶିହରଣ ସୃଷ୍ଟି କରୁଛି ବାଘ ନାଚ

ବ୍ରହ୍ମପୁରରେ ଏବେ ମାତିଛି ବାଘ। ସାହିକୁ ସାହି ବୁଲୁଛି । ଘରେ ଘରେ ଗର୍ଜନ କରୁଛି। ହେଲେ ଇଏ ସତସତିକା ବାଘ ନୁହେଁ, ବାଘ ରୂପି ମଣିଷ । ମା ବୁଢୀ ଠାକୁରାଣୀଙ୍କ ବାହନ ଓ ଶକ୍ତିର ପ୍ରତୀକ ବାଘ ବେଶରେ ସଜେଇ ହୋଇଛନ୍ତି ମାନସିକଧାରୀ।

bramhapur
ବୁଢ଼ୀ ଠାକୁରାଣୀ ଯାତ୍ରାକୁ ନେଇ ଚଳଚଞ୍ଚଳ ବ୍ରହ୍ମପୁର

ବ୍ରହ୍ମପୁର (ଅଶୋକ ବ୍ରହ୍ମା): ଶୁକ୍ରବାର ମଧ୍ୟରାତ୍ରରେ ବ୍ରହ୍ମପୁରର ଆରାଧ୍ୟ ଦେବୀ ମାଆ ବୁଢ଼ୀ ଠାକୁରାଣୀ ବାପ ଘରକୁ ଯିବେ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବାପଘର ଲୋକ ପ୍ରଥମେ ଆସି ମା’ଙ୍କୁ ସମୟ ଜଣାଇବା ପରେ ମଧ୍ୟରାତ୍ରରେ ମାଆଙ୍କ ଘଟ ଓ ଫୁଲ ବାପଘର ଦେଶୀ ବେହେରାଙ୍କ ଅସ୍ଥାୟୀ ପୀଠକୁ ଯିବ। ଏହାସହ ଆରମ୍ଭ ହେବ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା। ପରମ୍ପରା ଅନୁସାରେ ପ୍ରତି ଦୁଇ ବର୍ଷରେ ଥରେ ହୋଇଥାଏ ମାଆ ବୁଢ଼ୀ ଠାକୁରାଣୀଙ୍କ […]

bam
ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର:(ଜଗନ୍ନାଥ ସାହୁ): ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଅସ୍ଥାୟୀ ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି। ଲମ୍ବା ଧାଡ଼ିରେ ଆସି ଲୋକେ ମା’ଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରୁଛନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପା ଅର୍ଥାତ ଦେଶୀ ବେହେରା ମା’ଙ୍କ ମନ୍ଦିରକୁ ଯାଇ ଡାକରା ଦେଇଥିଲେ। ଏହାପରେ ରାତିରେ ବାଜା ବାଜଣା, ଢ଼ୋଲ, ତୁରୀ ପଟୁଆର ସହ ଖତ୍ରୀ, ପୀଠା, ପଣା ସହ ଭକ୍ତଗଣ ମା’ଙ୍କୁ ପୂଜା କରିଥିଲେ। ତେବେ […]

maa
ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଆରମ୍ଭ ହେଉଛି। ଆଜି ମଧ୍ୟରାତ୍ରରେ ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ ବାପ ଘରକୁ ଆସିବେ। ଏଥତ୍ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପରମ୍ପରା ଅନୁଯାୟୀ ବାପଘର ଲୋକ ପ୍ରଥମେ ଯାଇ ମା’ଙ୍କୁ ସମୟ ଜଣାଇବେ। ଏହାପରେ ବାପଘର ମଧ୍ୟ ରାତ୍ରରେ ମା’ଙ୍କ ଘଟ ଓ ଫୁଲ ଧରି ଆସିବେ। ତେଣୁ ପରମ୍ପରା ଅନୁଯାୟୀ ବାପା ଅର୍ଥାତ ଦେଶୀ ବେହେରା ମନ୍ଦିରକୁ ଦିନ […]

berhampur
ବୁଢ଼ୀ ଠାକୁରାଣୀ ଯାତ୍ରା: ଆଜି ବସିବ ଶୁଭଖୁଣ୍ଟି

ବ୍ରହ୍ମପୁର(ଜଗନ୍ନାଥ ସାହୁ): ବ୍ରହ୍ମପୁରର ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଆଜି ଶୁଭଖୁଣ୍ଟି ବସିବ। ରାତି ପ୍ରାୟ ସାଢ଼େ ୯ଟାରେ ବ୍ରହ୍ମପୁର ବଡ଼ବଜାର ଦେଶୀ ବେହେରା ସାହି ସ୍ଥିତ ମା’ଙ୍କ ବାପ ଘର ଆଗରେ ବୈଠକରେ ନୀତି ନିର୍ଘଣ୍ଟ ପରେ ଏହି ଶୁଭଖୁଣ୍ଟ ବିଧିବିଧାନ ଅନୁସାରେ ପୋତାଯିବ। ବୈଠକରେ ସହରର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗ ଦେବେ। ବୈଠକରେ ସିଦ୍ଧାନ୍ତି ଯାତ୍ରା ପାଇଁ ତାରିଖ ନିର୍ଦ୍ଧାରଣ କରାଯିବ। ଏହାପରେ ଶୁଭଖୁଣ୍ଟି ବୁଢ଼ୀ ଠାକୁରାଣୀ ମନ୍ଦିରକୁ ଯିବ। ସେଠାରେ ପୂଜାର୍ଚ୍ଚନା ପରେ […]