• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "37" result for "ବିଏମସି" in https://otvkhabar.in

BMC
BMC-BDA Rift: ବିଡିଏ-ବିଏମସି ବିବାଦ, ସାଧାରଣ ଲୋକେ ହନ୍ତସନ୍ତ

ଭୁବନେଶ୍ବରରେ ଘରଟିଏ କରିବାକୁ ହେଲେ ପ୍ରଥମେ ଅନୁମୋଦନ ଆଣିବାକୁ ପଡେ। ତେବେ ଘର ତିଆରି ପାଇଁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ନା ଭୁବନେଶ୍ବର ମହାନଗର ନିଗମ କିଏ ଅନୁମୋଦନ ଦେବ ଏହାକୁ ନେଇ ଦ୍ବନ୍ଦ୍ବରେ ସାଧାରଣ ଜନତା।

BMC helpline numbers
Cyclone Dana: ବାତ୍ୟା ‘ଦାନା’ ନେଇ ବିଏମସିର ପ୍ରସ୍ତୁତି; ଜାରି ହେଲା ହେଲପ୍ ଲାଇନ୍ ନମ୍ବର

୬୭ କର୍ପୋରେଟରଙ୍କୁ ନେଇ ମେୟରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବାତ୍ୟା ମୁକାବିଲା ପାଇଁ ରାଜଧାନୀରେ ୮୦ରୁ ଉର୍ଦ୍ଧ୍ବ ଆଶ୍ରୟସ୍ଥଳୀ କରାଯାଇଥିବା ମେୟର କହିଛନ୍ତି ।

Shocking Protest
ଗୁହାରି ଶୁଣିଲାନି ବିଏମସି, ପରିସ୍ରା କରି ଭସେଇଦେଲେ ଅଫିସ୍‌ ଚାମ୍ବର

ବାରମ୍ବାର ବିଏମ୍‌ସି ଅଫିସକୁ ଦୌଡି ନିରାଶ ହେବା ପରେ ଶେଷରେ ଅଫିସ୍ ଚାମ୍ବର ଭିତରେ ପରିସ୍ରା କରି ପ୍ରତିବାଦ ଜଣାଇଛନ୍ତି ୪୫ ନମ୍ବର ୱାର୍ଡର ଶବର ସାହି ବାସିନ୍ଦା ।

Mumbai Accident
ଚାଲିଗଲା ୧୪ ଜୀବନ, ତଥାପି ସରୁନି ବିଏମସି-ରେଳ ବିଭାଗର ଦୋଷ ଲଦାଲଦି

ମୁମ୍ବାଇ ଘାଟକୋପରେ ବିଶାଳ ବିଲବୋର୍ଡ ଭାଙ୍ଗିବା ଘଟଣାରେ ରେସ୍କ୍ୟୁ ଅପରେସନ ଶେଷ ହୋଇଛି । ଘଟଣାସ୍ଥଳରୁ ୭୪ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ଏପଟେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି ।

sanitation workers
ସଫେଇ କର୍ମଚାରୀଙ୍କ ଦାବି ଶୁଣିଲା ବିଏମସି, ୩ ଦିନ ଭିତରେ ଘୋଷଣା ହେବ ବର୍ଦ୍ଧିତ ଦରମା

ଦୁଇ ଦିନର ଆନ୍ଦୋଳନ ପରେ ସଫେଇ କର୍ମଚାରୀଙ୍କ ଦାବି ଶୁଣିଛି ବିଏମସି। ୩ ଦିନ ଭିତରେ ବର୍ଦ୍ଧିତ ଦରମା ଘୋଷଣା ହେବ ବୋଲି କହିଛନ୍ତି ବିଏମ୍‌ସି ମେୟର ।

BJP Protest Infront of BMC Office
ବିଏମସି ଅଫିସ ଆଗରେ ଅଳିଆ ଢାଳି ବିଜେପିର ପ୍ରତିବାଦ

ବିଜେପିର ପ୍ରତିବାଦକୁ ସମାଲୋଚନା କରିଛନ୍ତି, ବିଏମସି ମେୟର । ସେ କହିଛନ୍ତି, ବିଜେପି ପାଖରେ କୌଣସି ପ୍ରସଙ୍ଗ ନାହିଁ, ଏଣୁ ତାଙ୍କ ନେତୃମଣ୍ଡଳୀ ଲୋକଙ୍କ ନିକଟତର ହେବାକୁ ଏସବୁ ବାହାନା କରୁଛନ୍ତି ।

BJP stage protest; dump garbage infront of BMC office in Bhubaneswar
ବିଜେପିର ଅଭିନବ ପ୍ରତିବାଦ, ବିଏମସି ଅଫିସ ଆଗରେ ଢାଳିଲା ଅଳିଆ

ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ବିଏମସି କାର୍ଯ୍ୟାଳୟ ଯାଏଁ ପ୍ରତିବାଦ ଶୋଭାଯାତ୍ରା।

BMC prepared for Diwali
ବିଏମସିର ପ୍ରସ୍ତୁତି ବୈଠକ, ସବୁଜ ସ୍ୱଚ୍ଛ ଭାବେ ପାଳନ ହେବ ଦୀପାବଳି

ଆଲୋକର ପର୍ବ ଦୀପାବଳି ପାଇଁ ବିଏମସିର ପ୍ରସ୍ତୁତି ବୈଠକ l ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ହିସାବରେ ପାଳନ ହେବ ଦୀପାବଳି ।

Dumping Yard
ଜନସାଧାରଣଙ୍କୁ ବିଏମସି କମିଶନରଙ୍କ ତାଗିଦ୍, ଓଦା ଓ ଶୁଖିଲା ଅଳିଆ ପୃଥକ୍ ପୃଥକ୍ ନ ଦେଲେ ହେବ କାର୍ଯ୍ୟାନୁଷ୍ଠାନ

ଆବର୍ଜନା ପରିଚାଳନାରେ ବିଏମସିର ତ୍ରୁଟିକୁ ନେଇ ରାଜଧାନୀବାସୀ ଅଣନିଶ୍ୱାସୀ ହୋଇପଡିଥିବା ବେଳେ ବିଏମସିର ତାଗିଦ୍। ଏଣିକି ଓଦା ଓ ଶୁଖିଲା ଅଳିଆ ଅଲଗା ଅଲଗା କରି ନ ଦେଲେ ବିଏମସି ନେବ କାର୍ଯ୍ୟାନୁଷ୍ଠାନ ।

BMC new Guidelines
ବିଏମସିର ନୂଆ ଗାଇଡଲାଇନ୍: ଏଣିକି ଗାଈଗୋରୁଙ୍କୁ ଏଣେତେଣେ ଛାଡ଼ିପାରିବେନି ମାଲିକ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏ ନେଇ ଅନୁଷ୍ଠିତ ଏକ ବୈଠକରେ ଏ ସମ୍ପର୍କିତ ନିଷ୍ପତ୍ତି ହୋଇଛି।

Mo Cycle
ମୋ ସାଇକେଲର ଭାଗ୍ୟ ! ବିଏମସି କହୁଛି ମାଗଣା ବାଣ୍ଟିଦେବି, ସ୍ମାର୍ଟସିଟି ମନା କରୁଛି

ବସ୍ତି ପିଲାଙ୍କୁ ବାଣ୍ଟିବାକୁ ବିଏମସିର ନିଷ୍ପତ୍ତି । ସ୍ମାର୍ଟସିଟି କହୁଛି ମରାମତି ହୋଇ ରାସ୍ତାରେ ଗଡୁ ସାଇକେଲ ।

No Hoarding Zone
ହକି ବିଶ୍ୱକପ ପାଇଁ ନୋ ହୋର୍ଡିଂ ଜୋନ୍ ଘୋଷଣା କଲା ବିଏମସି

କୌଣସି ସରକାରୀ ବା ବେସରକାରୀ ବିଜ୍ଞାପନ ହୋର୍ଡିଂ ଲଗାଗଲେ ତାହାକୁ ଜବତ କରାଯିବ।

Pet Guidelines
ରାଜଧାନୀରେ କୁକୁର କଳି କୋର୍ଟକୁ ଯିବା ପରେ ଚେତିଲା ବିଏମସି

କୁକୁର କାମୁଡା କଳିରୁ ମହାଭାରତ ପରେ ପ୍ରଶୁପ୍ରେମୀଙ୍କ ପାଇଁ ବଢିଲା ଅଡୁଆ । ଏଣିକି ରାଜଧାନୀରେ କେହି ପଶୁପ୍ରେମୀ ଘରେ କୁକୁର କିମ୍ବା ଅନ୍ୟ ଗୃହପାଳିତ ପଶୁ ରଖିଲେ, ମାନିବେ ବିଏମସିର ଗାଇଡଲାଇନ୍ସ । ବିଏମସି ଖୁବଶୀଘ୍ର ଆଣିବାକୁ ଯାଉଛି ଏ ସମ୍ପର୍କୀତ ନିୟମାବଳି ।

Special story
ତୁଟୁନି ବିଏମସି ଡମ୍ପିଂୟାର୍ଡ ବିବାଦ : ଜିଦରେ ଅଟଳ ଗ୍ରାମବାସୀ

୨୦ ଦିନ ହେଲାଣି ଭୁଆଶୁଣି ୟାର୍ଡକୁ ଯାଇପାରୁନି ଆବର୍ଜନା

tanini temple
ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ତାରିଣୀ ମନ୍ଦିର ଭାଙ୍ଗିଲା ବିଏମସି

ସ୍ମାର୍ଟସିଟି କର୍ପୋରେସନ ଓ ବିଏମସି ପକ୍ଷରୁ ମିଳିତ ଭାବରେ ତାରିଣୀ ମନ୍ଦିର ଭଙ୍ଗାଯାଇଛି

aparajita sarangi
ମୋ ଅନୁପସ୍ଥିତିରେ କାହିଁକି ଭଙ୍ଗାଗଲା ଝାରପଡ଼ା ହାଟ ? ବିଏମସି ଉପରେ ବର୍ଷିଲେ ଅପରାଜିତା

ମୋ ଅନୁପସ୍ଥିତିରେ କାହିଁକି ଭଙ୍ଗାଗଲା ଝାରପଡ଼ା ହାଟ ବୋଲି ପ୍ରଶ୍ନ କରିଛନ୍ତି ଅପରାଜିତା ଷଡ଼ଙ୍ଗୀ ? ୭ ଦିନରେ ବିକଳ୍ପ ସ୍ଥାନ ଦେବାକୁ ଦାବି କରିଛନ୍ତି ।

BMC Guideline
ମହାଳୟା ପାଳନ ଉପରେ ବିଏମସିର ସଂପୂର୍ଣ୍ଣ ବାରଣ

ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ କରାଯାଇଛି । ବ୍ରାହ୍ମଣ ଭୋଜନ ସହ ନୀତିକାନ୍ତି ପାଳିବାକୁ ସଂପୂର୍ଣ୍ଣ ବାରଣ କରିଛି ବିଏମସି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି । ତେବେ ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟ ପାଇଁ BMC ଜାରି କରିଥିବା ଗାଇଡଲାଇନରେ ସାମାନ୍ୟ ପରିବର୍ତ୍ତନ କରିଛି ।

BMC Commissioner Shri. Sanjay Kumar Singh
NGT ନିୟମରେ ଢଙ୍କା ଯାଇପାରିବନି ପ୍ରାକୃତିକ ନାଳ ! ଡ୍ରେନ୍ ସମସ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ବିଏମସି କମିଶନର 

ରାଜଧାନୀରେ କୃତ୍ରିମ ବନ୍ୟା ଓ ମୁକୁଳା ଡ୍ରେନ୍ ସମସ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଏମସି କମିଶନର ସଞ୍ଜୟ ସିଂ । ପ୍ରାକୃତିକ ନାଳ କଭର ହୋଇ ପାରିବନି । ପ୍ରାକୃତିକ ନାଳକୁ କଭର ନକରିବା ନେଇ NGTଙ୍କ ନିର୍ଦ୍ଦେଶ ରହିଛି । ଏଥିସହ ସେ ସୂଚନା ଦେଇଛନ୍ତି ଯେ ଭୁବନେଶ୍ୱରରେ ପୂର୍ବରୁ ୨୭ଟି ସମ୍ବେଦନଶୀଳ ସ୍ଥାନ ଚିହ୍ନଟ ହୋଇଥଲା । ଏବେ ସହରରେ ୭୫ଟି ପଏଣ୍ଟରେ ୱାଟର ଲଗିଂ ସମସ୍ୟା ଦେଖାଦେଇଛି । ଏହାର ସମାଧାନ ପାଇଁ ଗତବର୍ଷ ୨୦ଟି ସ୍ଥାନରେ ଏବଂ ଚଳିତ ବର୍ଷ ୩୫ଟି ସ୍ଥାନରେ ପମ୍ପ ଲାଗିଛି ।

protest
ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାରେ ବିଜେପି : ବିଏମସି କମିଶନରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଏମସି କାର୍ଯ୍ୟାଳୟରେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ ବିଜେପି କର୍ମୀ । ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ବିକ୍ଷୋଭ ଶୋଭାଯାତ୍ରାରେ ଆସିବା ପରେ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ।

mumbai
୨୯ ବର୍ଷ ମଧ୍ୟରେ ବୁଡ଼ିଯିବ ମୁମ୍ବାଇ ସହରର ବଡ଼ ଭାଗ ! ଭୟଙ୍କର ଭବିଷ୍ୟବାଣୀ କଲେ ବିଏମସି କମିଶନର

ଜଳମଗ୍ନ ହୋଇ ମାୟାନଗରୀର ବଡ଼ ଭାଗ ବୁଡ଼ିଯିବ । ପ୍ରକୃତି ଚେତାବନୀ ଦେଲାଣି, ବେଳହୁଁ ସାବଧାନ ହେବାକୁ ପଡ଼ିବ । ମୁମ୍ବାଇ ମହା ନଗରପାଳିକା କମିଶନର ଇକବାଲ ସିଂ ଚହଲ ମୁମ୍ବେଇ ସହର ପାଇଁ ଭୟଙ୍କର ଭବିଷ୍ୟବାଣୀ କରିଛନ୍ତି । ୨୦୫୦ ସୁଦ୍ଧା ଦକ୍ଷିଣ ମୁମ୍ବାଇର ନରିମାନ ପଏଣ୍ଟ, ରାଜ୍ୟ ସଚିବାଳୟ 'ମନ୍ତ୍ରଣାଳୟ ସମେତ ଦକ୍ଷିଣ ମୁମ୍ବାଇର ଏକ ବଡ଼ ଅଂଶ ପାଣିରେ ବୁଡ଼ିଯିବ ।

akhya kumar
ଦିଲ୍‌ଦାର ଅକ୍ଷୟ; ମାସ୍କ ଓ ଟେଷ୍ଟିଂ କିଟ୍ କିଣିବା ପାଇଁ ବିଏମସିକୁ ଦେଲେ ଏତେ ଟଙ୍କା

ମୁମ୍ୱାଇ: କରୋନା ଭାଇରସ ମହାମାରୀରୁ ରକ୍ଷା କରିବା ପାଇଁ ସହଯୋଗର ହାତ ବଢ଼ାଉଛନ୍ତି ବଲିଉଡର କଳାକାରମାନେ। ଅକ୍ଷୟ କୁମାର ପିଏମ୍‌ କେୟାରସ୍‌ ପାଣ୍ଠିକୁ ପୂର୍ବରୁ ୨୫ କୋଟି ଟଙ୍କା ଦେଇସାରିଛନ୍ତି। ବର୍ତ୍ତମାନ ଅକ୍ଷୟ ମ୍ୟୁନିସିପାଲ କର୍ପୋରେସନ (ବିଏମସି) କୁ ୩ କୋଟି ଟଙ୍କା ଦେଇଛନ୍ତି। ରିପୋର୍ଟ ଅନୁଯାୟୀ, ଅକ୍ଷୟ ମାସ୍କ ଏବଂ ଟେଷ୍ଟିଂ କିଟ୍ ଇତ୍ୟାଦି କିଣିବା ପାଇଁ ଶ୍ରମିକମାନଙ୍କ ଉଦ୍ଦେଶ୍ୟରେ ଏହି ଟଙ୍କା ଦେଇଛନ୍ତି। କରୋନା ଭାଇରସର ମୁକାବିଲା ପାଇଁ ସମଗ୍ର ବିଶ୍ୱ କଠିନ ପରିଶ୍ରମ […]

OTV-Portal-Holding-tax
ହୋଲ୍ଡିଂ ଟିକସ ନ ଦେଲେ ସିଲ୍‌ ହେବ ଘର: ବିଏମସି

ହୋଲ୍ଡିଂ ଟିକସ ନ ଦେଲେ ଘର ସିଲ୍‌ କରିବାକୁ ଦିଆଗଲା ନିର୍ଦ୍ଦେଶ। ହୋଲ୍ଡିଂ ଟିକସ ନ ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦିଆଗଲା ନିର୍ଦ୍ଦେଶ। ହୋଲ୍ଡିଂ ଟିକସ ନ ଦେଲେ ଘର, ଦୋକାନ ସିଲ୍ କରାଯିବ ବୋଲି ସୂଚନା ରହିଛି

bmc-comissioner
କରୋନା ଟିକା ନେଲେ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ

କରୋନା ଟିକା ନେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ଆଜି ସେ କ୍ୟାପିଟାଲ ହସ୍ପିଟାଲରେ ଟିକା ନେଇଥିବା ଜଣାଯାଇଛି। ଟିକା ନେବା ପରେ ସେ କହିଛନ୍ତି, ଏବେ ସେ ପୁରା ସୁସ୍ଥ ଅଛନ୍ତି। ଲୋକେ କୌଣସି ଗୁଜବକୁ ବିଶ୍ୱାସ କରିବା ଉଚିତ ନୁହେଁ।