ବ୍ୟାସକବି ଫକୀର ମୋହନ ସେନାପତିଙ୍କ କୌଣସି ଲେଖାକୁ ପ୍ରଶ୍ନ କରିବାର ଧୃଷ୍ଟତା ମୋର ନାହିଁ । କାରଣ ବ୍ୟାସକବିଙ୍କ ଲେଖାକୁ ନେଇ ମୋର କୌଣସି ଜ୍ଞାନ ନାହିଁ ବୋଲି ମନୋଜ ମିଶ୍ର କହିଛନ୍ତି ।
ସଂପର୍କରେ ମନୋଜ ମିଶ୍ରଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି।
୮ ଲୋକସଭା ଆସନ ଓ ୪୯ ବିଧାନସଭା ସିଟ୍ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ ।
କଂଗ୍ରେସ ବିଧାୟକ ଦଳ ନେତା ନରସିଂହ, ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରମୁଖ ଏହି ସମୟରେ ଉପସ୍ଥିତ ଥିଲେ।
ଗତକାଲି ଦେଢଶହରୁ ଅଧିକ ଦର୍ଶକ ଫିଲ୍ମ ଦେଖୁଥିବା ବେଳେ ହଠାତ୍ କିଛି ବ୍ୟକ୍ତି ବାଇକରେ ପହଞ୍ଚି ଗଣ୍ଡଗୋଳ କରିଥିଲେ। ପୋଷ୍ଟର ବ୍ୟାନର ଚିରିବା ସହ ସୋ ବନ୍ଦ କରିବାକୁ ଧମକ ଦେଇଥିଲେ। ‘ପ୍ରଥା’ ଫିଲ୍ମ ବନ୍ଦ କରି କିଛି ଲୋକ ‘ମାଇଣ୍ଡଗେମ୍’ ଫିଲ୍ମ ଚଲାଇବାକୁ ବି ବାଧ୍ୟ କରିଥିଲେ।
ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ।
ଟୁଟୁ ନାୟକ ଏକା ନୁହନ୍ତି, ସଂଘର ସହମତିରେ ମନୋଜ ମିଶ୍ରଙ୍କୁ ବ୍ୟାନ କରାଯାଇଛି। ବର୍ତ୍ତମାନ ସମୟରେ ମନୋଜ ମିଶ୍ରଙ୍କ ବ୍ୟାନ ଉଠିବ ନାହିଁ ବୋଲି କହିଛନ୍ତି ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି।
ବର୍ତ୍ତମାନ ଇଣ୍ଡଷ୍ଟ୍ରି ପାଇଁ ଭଲ ସମୟ ଆସିଛି, ଭଲ ନିର୍ମାତା ଆସିଛନ୍ତି, ତେଣୁ ଆସନ୍ତୁ ଏକାଠି ହୋଇ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଗକୁ ନେବା ବୋଲି ମନୋଜଙ୍କୁ ଅପିଲ କରିଛନ୍ତି ଅରିନ୍ଦମ ।
ଫିଲ୍ମ ଇଣ୍ଡଷ୍ଟ୍ରୀ କହିଲେ କଟକ, ଭୁବନେଶ୍ୱର ନୁହେଁ । ଫିଲ୍ମ ଇଣ୍ଡଷ୍ଟ୍ରୀ ସାରା ଓଡ଼ିଶାର, ମୁଁ ଜଣେ ଓଡ଼ିଆ । ମୋତେ ବ୍ୟାନ୍ କରାଯାଇଛି ବୋଲି କିଛି ଚିଠି ପାଇନି: ମନୋଜ ମିଶ୍ର
ବିବାଦର ଶୀଘ୍ର ସମାଧାନ ନହେଲେ ଓଡ଼ିଶା ଦୁଇ ଭାଗ ହୋଇଯିବ- ନରସିଂହ
ଓଡ଼ିଶା ଫିଲ୍ମର ଚର୍ଚ୍ଚିତ ଅଭିନେତା ମନୋଜ ମିଶ୍ର ବାସନ୍ଦ। ତାଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛନ୍ତି କିଛି ଫିଲ୍ମ ପ୍ରଯୋଜକ ।
୩ ବର୍ଷ ତଳେ କେନ୍ଦ୍ର ସରକାର ବିଭିନ୍ନ ପେସାଦାର ବ୍ୟକ୍ତିଙ୍କୁ ଯୁଗ୍ମ ସଚିବ ପଦରେ ନିଯୁକ୍ତି ଲାଗି ଲାଟେରାଲ୍ ଏଣ୍ଟ୍ରି ବ୍ୟବସ୍ଥା ପ୍ରଚଳନ କରିଥିଲେ।
ପୁଣି ମିଳିଛି ଆଇଟି ବିଭାଗରେ ପ୍ରମୁଖ ଶାସନ ସଚିବ ଭାବେ ନିଯୁକ୍ତି । ସେ ଇଣ୍ଡିଆନ୍ ରେଲୱେ ଟ୍ରାଫିକ୍ ସର୍ଭିସ୍ (IRTS) କ୍ୟାଡର୍ ଅଫିସର ।