• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "13" result for "ମୟୂରଭଂଜ" in https://otvkhabar.in

Mann Ki Baat
ମନ କି ବାତ୍‌ରେ ମୟୂରଭଞ୍ଜ କଥା, ସାନ୍ତାଳୀ ଭାଷା ପାଇଁ ମୟୂରଭଂଜ ଯୁବକଙ୍କ ଅବଦାନ କଥା କହିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍ କି ବାତ୍’ରେ ମୟୂରଭଞ୍ଜ ଯୁବକଙ୍କ ପ୍ରଶଂସା । ସାନ୍ତାଳୀ ଭାଷା ପାଇଁ ମୟୂରଭଞ୍ଜର ଯୁବକ ରାମ୍ ଜିତ୍ ଟୁଡୁଙ୍କ ଅବଦାନ କଥା ଉଠାଇ ତାଙ୍କୁ ପ୍ରସଂଶା କରିଛନ୍ତି ମୋଦି ।

Mayurbhanj
ଅସୁରକ୍ଷିତ ଜାତୀୟ ରାଜପଥ : ମୟୂରଭଂଜ ଜିଲ୍ଲାରେ ଘାଟି ରାସ୍ତା ପାଲଟିଛି ମରଣଯନ୍ତା

ମୟୂରଭଂଜ ଜିଲ୍ଲାରେ ଘାଟି ରାସ୍ତା ପାଲଟିଛି ମରଣଯନ୍ତା । ରାସ୍ତାରେ ଯିବାକୁ ଡରୁଛନ୍ତି ଡ୍ରାଇଭର । ୪୯ ନମ୍ବର ଜାତୀୟ ରାଜପଥର ଏହି ବାଙ୍ଗିରୀପୋଷି ଘାଟିରେ ଗତ ୭ ବର୍ଷରେ ୫୨ ଜଣଙ୍କ ପ୍ରାଣହାନି ହୋଇଛି, ଆହତ ହୋଇଛନ୍ତି ଶତାଧିକ । ୨ ଦିନ ତଳେ ଘାଟିର ଶହେ ଫୁଟ ରାସ୍ତା ତଳକୁ ଖସିପଡିଥିଲା ମାଲ ବୋଝେଇ ଟ୍ରକ

amit-saha
ମୟୂରଭଂଜ ମୋରଡ଼ାରେ ନବୀନଙ୍କୁ ଶାହଙ୍କ କଡ଼ା ସମାଲୋଚନା

ବାରିପଦା: ମୟୂରଭଂଜ ମୋରଡ଼ାରେ ତୀବ୍ର ଭାବେ ବର୍ଷିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା। ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପ୍ରଚାରରେ ଆସି ନବୀନଙ୍କ ଉପରେ ବର୍ଷିଛନ୍ତି ଶାହା। ସେ କହିଛନ୍ତି, ‘ସାରା ଭାରତରେ ମୋଦି ନାରା ଶୁଭୁଛି। ଦେଶ ମୋଦିଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ନିର୍ଣ୍ଣୟ ନେଇସାରିଛି। ମୋଦି ଲହର ଦେଖି ଏଠାରେ ଶାସନ ଚଳାଉଥିବା ବାବୁଙ୍କ ନିଦ ଉଡ଼ିଗଲାଣି। ଭ୍ରଷ୍ଟାଚାରୀ ବିଜେଡି ସରକାରକୁ ଉପାଡ଼ି ଫିଙ୍ଗିବା ଦରକାର। ଓଡ଼ିଆ ଭାଷା ଜାଣିନଥିବା, କହୁନଥିବା ମୁଖ୍ୟମନ୍ତ୍ରୀ ଦରକାର […]

child marriage
ମୟୂରଭଂଜ ଉଦଳାରେ ବାଲ୍ୟ ବିବାହ ଉଦ୍ୟମ ପଣ୍ଡ

ମୟୂରଭଞ୍ଜ : ମୟୂରଭଞ୍ଜ ଉଦଳାରେ ବାଲ୍ୟ ବିବାହ ଉଦ୍ୟମ ରୋକିଲା ପୁଲିସ। ନାବାଳିକାକୁ ଉଦ୍ଧାର କରିବା ସହ ବିବାହ କରିବାକୁ ଯାଉଥିବା ବରକୁ , ପୁଲିସ ଥାନାରେ ଅଟକ ରଖିଛି।  ଆଜି ରାଢ଼ୋ ଗାଁରେ ନାବାଳିକା ସହ ଉତ୍ତର ପ୍ରଦେଶର ପ୍ରମୋଦ କୁମାର ସିଂହଙ୍କ ବାହାଘର ଆୟୋଜନ ହୋଇଥିଲା। କୌଣସି ସୂତ୍ରରୁ ଖବର ପାଇ ଉଦଳା ପୁଲିସ ଗାଁରେ ପହଞ୍ଚି ବାହାଘରକୁ ରୋକିଥିଲା। ନାବାଳିକା ଓ ତାର ପରିବାର ଲୋକଙ୍କୁ ବୁଝାସୁଝା କରିବା ସହ ଜନ୍ମ ପ୍ରମାଣ […]

budhabalang
ଆଗାମୀ ୧୨ ଘଣ୍ଟା ମୟୂରଭଂଜ ପାଇଁ ଗୁରୁତ୍ୱପୂର୍ଣ୍ଣ: SRC

ଭୁବନେଶ୍ୱର: ବାତ୍ୟାର ପବନ କମୁଛି ହେଲେ ପ୍ରକୋପ କମିନି। ଆଗାମୀ ୧୨ ଘଣ୍ଟା ମୟୂରଭଂଜ ଜିଲ୍ଲା ପାଇଁ ଗୁରୁତ୍ୱପୂର୍ଣ୍ଣ। ବାତ୍ୟା ଅପଡେଟ ସଂପର୍କରେ SRC ପ୍ରଦୀପ ଜେନା କହିଛନ୍ତି ଯେ ବାତ୍ୟା ଉପକୂଳ ଅତିକ୍ରମ କରିଛି। ସର୍ବାଧିକ ୧୩୦/୧୪୦ ପବନ ହୋଇଛି। ନୀଳଗିରି ଅଞ୍ଚଳରେ ବ୍ୟାପକ ଗଛ ଉପୁଡ଼ି ପଡ଼ିଥିବା ସୂଚନା ମିଳିଛି। ତେବେ ବିଦ୍ୟୁତ ଭିତ୍ତିଭୂମି ବିଶେଷ କ୍ଷତିଗ୍ରସ୍ତ ହୋଇନଥିବା ସୂଚନା ମିଳିଛି। ପବନ କ୍ରମେ ମୟୂରଭଂଜ ଜିଲ୍ଲାରେ ବଢ଼ିବାକୁ ଲାଗିବ। ଆଗାମୀ ୧୨ ଘଣ୍ଟା […]

Bishweswar Tudu, Ashwini Vaishnaw
ମନ୍ତ୍ରୀ ରେସରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ, ସେପଟେ ପ୍ରଧାନମନ୍ତ୍ରୀଙ୍କ ଘରେ ଅଶ୍ୱିନୀ ବୈଷ୍ଣବ

ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।

ମୟୂରଭଂଜ ସୀମାନ୍ତରେ ବାୟୁସେନା ବିମାନ ଖସି ପଡ଼ିବା ଘଟଣା : ମିଳିଲା ବ୍ଲାକ୍‌ ବକ୍ସ
ମୟୂରଭଂଜ ସୀମାନ୍ତରେ ବାୟୁସେନା ବିମାନ ଖସି ପଡ଼ିବା ଘଟଣା : ମିଳିଲା ବ୍ଲାକ୍‌ ବକ୍ସ

ଭୁବନେଶ୍ୱର : ମୟୂରଭଂଜ-ଝାଡ଼ଖଣ୍ଡ ସୀମାନ୍ତ ବାହାରାଗୋଡ଼ାରେ ଖସି ପଡିଥିବା ବାୟୁସେନାର ହକ୍ ବିମାନର ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ବାସୁସେନାର ସାଇଣ୍ଟିଫିକ୍ ଟିମ୍‌। ସେନାର କର୍ମଚାରୀମାନେ ମଧ୍ୟ ପହଞ୍ଚି ତଦନ୍ତ କାର୍ଯ୍ୟ ଆରମ୍ଭ କରିଛନ୍ତି। ବିମାନର ବ୍ଲାକ ବକ୍ସକୁ ଉଦ୍ଧାର କରାଯାଇଛି। ବାଲି ଭିତରେ ପୋତି ହୋଇ ପଡିଥିବା ବିମାନର ଇଂଜିନକୁ ବାହାର କରିବେ ତଦନ୍ତକାରୀ ଟିମ୍‌। ଏହାସହ ଦୁର୍ଘଟଣାସ୍ଥଳରେ ବିମାନର ପଡିଥିବା ସମସ୍ତ ଖଣ୍ଡବିଖଣ୍ଡିତ ଅଂଶକୁ ସଂଗ୍ରହ କରିବେ।  ଦୁର୍ଘଟଣାସ୍ଥଳରେ ଝାଡ଼ଖଣ୍ଡ ବହରାଗୋଡା […]