• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Total "21" result for "ସାମ୍ବାଦିକ ସମ୍ମିଳନୀ" in https://otvkhabar.in

BJD
ବିଜେଡି ନେତାଙ୍କ ନୂଆ ଲୁକ୍‌; ଲୁଙ୍ଗି ପିନ୍ଧି ସାମ୍ବାଦିକ ସମ୍ମିଳନୀ କଲେ, ଫଟୋ ପୋଜ୍‌ ଦେଲେ

ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡିର ମୁଖପାତ୍ର ଏବଂ ପାନେଲିଷ୍ଟ ଲୁଙ୍ଗି ପିନ୍ଧି ମଞ୍ଚ ଉପରକୁ ଆସିବା ସହ ଫଟୋ ପୋଜ୍ ଦେଇଥିଲେ।

Congress
ବିନା ଅନୁମତିରେ କଂଗ୍ରେସ ନେତା କରିପାରିବେନି ସାମ୍ବାଦିକ ସମ୍ମିଳନୀ

ମିଡିଆ ସେଲ୍ ଅଧ୍ୟକ୍ଷଙ୍କ ସହ ଆଲୋଚନା କରି ଏବଂ ପିସିସି ସଭାପତିଙ୍କୁ ନ ଜଣାଇ କେହି ନିଜ ଆଡ଼ୁ ସାମ୍ବାଦିକ ସମ୍ମିଳନୀ କରିପାରିବେ ନାହିଁ ବୋଲି କୁହାଯାଇଛି ।

EC Pressmeet for election
ପ୍ରଥମ ପର୍ଯ୍ୟାୟ ମତଦାନ ପରେ ସାମ୍ବାଦିକ ସମ୍ମିଳନୀ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପରେ ମୁଖ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢୀଙ୍କ ସାମ୍ବାଦିକ ସମ୍ମିଳନୀ। ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ନେଇ ସେ କହିଛନ୍ତି ଯେ ଯାଜପୁରର ୭, ପୁରୀର ୫, ଢେଙ୍କାନାଳର ୩ ବୁଥ୍‌ରେ ଭୋଟ୍ ବାଧାପ୍ରାପ୍ତ ହୋଇଛି। ଏନେଇ ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମଗାଯାଇଥିବା ନିର୍ବାଚନ କମିଶନର କହି

kamal-natth
କମଲନାଥଙ୍କ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିବା ସାମ୍ବାଦିକ କରୋନା ଆକ୍ରାନ୍ତ

ଭୋପାଲ: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପାଇଁ କମଲନାଥ ଆୟୋଜନ କରିଥିବା ପ୍ରେସ କନଫରେନ୍ସରେ ଯୋଗଦେଇଥିବା ଜଣେ ସାମ୍ବାଦିକ ମହାମାରୀ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି। ଏହାପୂର୍ବରୁ ଉକ୍ତ ସାମ୍ବାଦିକଙ୍କ ଝିଅ ମଧ୍ୟ କୋଭିଡ୍-୧୯ ଭାଇରସରେ ଆକ୍ରାନ୍ତ ହୋଇଥିଲେ। ସାମ୍ବାଦିକ ଜଣଙ୍କ ପ୍ରେସ କନଫରେନ୍ସ ବେଳେ ଅନ୍ୟମାନଙ୍କ ସହ ମିଶି ଥିଲେ। ତେଣୁ ଏବେ ସେଠାରେ ଉପସ୍ଥିତ ସାମ୍ବାଦିକ ଓ ଅନ୍ୟମାନେ ସଂକ୍ରମିତ ହେବାର ଆଶଙ୍କା ପ୍ରକାଶ ପାଇଛି। ତେଣୁ ଏବେ ବିଭିନ୍ନ ଗଣମାଧ୍ୟମ ସଂସ୍ଥା […]

0o
ମିଳିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କଲେ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ

ନୂଆଦିଲ୍ଲୀ: ଶେଷ ପର୍ଯ୍ୟାୟ ନିର୍ବାଚନର ପ୍ରଚାର ସରିବା ପୂର୍ବରୁ, ମିଳିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ। ଆସନ୍ତା ୨୩ରେ ଆସିବାକୁ ଥିବା ଫଳାଫଳ ଏନ୍‌ଡିଏ ସପକ୍ଷରେ ଯିବ। ଏନ୍‌ଡିଏ ୩୦୦ରୁ ଅଧିକ ଆସନରେ ବିଜୟୀ ହେବ ଓ ନରେନ୍ଦ୍ର ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେବେ ବୋଲି କହିଛନ୍ତି ଅମିତ ଶାହ। ସେହିପରି ମୋଦି କହିଛନ୍ତି, “ଦୀର୍ଘ ବର୍ଷ ପରେ ମେ ୨୩ରେ ପୁଣି ଏକ ରେକର୍ଡ ହେବାକୁ ଯାଉଛି। କାରଣ, […]

bjp
ଧାରା ୩୭୦କୁ ନେଇ ସାରା ଦେଶରେ ବିଜେପି କରିବ ସାମ୍ବାଦିକ ସମ୍ମିଳନୀ

ନୂଆଦିଲ୍ଲୀ: ଧାରା ୩୭୦କୁ ନେଇ କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି ବାବଦରେ ଲୋକଙ୍କ ପାଖକୁ ଯିବ ଶାସକ ଦଳ ଭାରତୀୟ ଜନତା ପାର୍ଟି। ଏଥିପାଇଁ ବିଜେପି ଦେଶର ସମସ୍ତ ଜିଲ୍ଲାରେ ସାମ୍ବାଦିକ ସମ୍ମିଳନୀ କରିବ।ଏନେଇ ବିଜେପି ଅଧ୍ୟକ୍ଷ ଅମିତ ଶାହ ସମସ୍ତ ରାଜ୍ୟର ଦଳୀୟ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆଗାମୀ ଦୁଇ ତିନ ମଧ୍ୟରେ ଏହି ସାମ୍ବାଦିକ ସମ୍ମିଳନୀ କରିବ ବିଜେପି। ଏହି ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ […]

mla
ତେଜିଲା ପାଟଣାଗଡ଼ ବିଧାୟକଙ୍କ ଗିରଫ ଦାବି; ସେପଟେ ସାମ୍ବାଦିକ ସମ୍ମିଳନୀରେ ସଫେଇ ଦେଲେ ବିଧାୟକ

ବଲାଙ୍ଗିର: ପାଟଣାଗଡ଼ ପୂର୍ତ୍ତ ବିଭାଗର କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ଉଠ୍‌ବସ୍‌ ଘଟଣାରେ ବିଧାୟକ ସରୋଜ ମେହେରଙ୍କୁ ଗିରଫ କରିବା ଚାପ ବଢ଼ିବାରେ ଲାଗିଛି। ଡିପ୍ଲୋମା ଇଞ୍ଜିନିୟର ସଂଘ ପରେ ଆଜି ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ ଅଫିସ୍ ଘେରାଉ କରାଯାଇଥିଲା। ପାରମ୍ପରିକ ଅସ୍ତ୍ରଶସ୍ତ୍ର ଓ ବାଦ୍ୟ ବଜାଇ ଆନ୍ଦୋଳନକାରୀମାନେ ଏକ ଶୋଭାଯାତ୍ରାରେ ଆସି ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଥିଲେ। ଏହି ସମୟରେ ପୁଲିସ୍ ସହିତ ସେମାନଙ୍କର ଠେଲାପେଲା ହୋଇଥିଲା। ବିଧାୟକଙ୍କ ବିରୋଧରେ […]

Chandabali
"ବିଧାୟକ ଏମିତି ସାମ୍ବାଦିକ ସମ୍ମିଳନୀ କରିବା ଠିକ୍‌ ନୁହେଁ"

ନୀଳଗିରିରେ ବିଭିନ୍ନ ଅଙ୍ଗନବାଡି କେନ୍ଦ୍ରରେ ଗର୍ଭବତୀ ମହିଳା ଓ ଶିଶୁଙ୍କ ଶୁଖିଲା ଖାଦ୍ୟ ଯୋଗାଣରେ ଅନିୟମିତତା ପ୍ରସଙ୍ଗରେ ସଂପୃକ୍ତ ଅନୁଷ୍ଠାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ନୀଳଗିରି ବିଜେପି ବିଧାୟକ ଗତକାଲି ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ।