ବିବାଦ ସେତେବେଳେ ଆରମ୍ଭ ହେଲା, ଯେତେବେଳେ ବିଏମସି ତରଫରୁ ୧୧ ମାର୍ଚ୍ଚ ୨୦୨୫ରେ ୩୧ଟି ପ୍ରମୁଖ ହୋଲ୍ଡିଂ ଟ୍ୟାକ୍ସ ଖିଲାପକାରୀ ସଂସ୍ଥାଙ୍କର ଏକ ତାଲିକା ଏହାର ସୋସିଆଲ୍ ମିଡିଆ ଇନଷ୍ଟାଗ୍ରାମରେ ଛାଡ଼ିଲା। ଏହି ୩୧ ଖିଲାପକାରୀଙ୍କ ମଧ୍ୟରୁ ୧୬ଟି ସଂସ୍ଥାର ବାକିଆ ଟଙ୍କା ୧ କୋଟିରୁ ଅଧିକ ଲେଖାଏଁ ଟଙ୍କା ହୋଇଥିବା ବେଳେ, ୧୫ଟି ସଂସ୍ଥାଙ୍କର ବାକିଆ ୫୦ ଲକ୍ଷରୁ ୧ କୋଟି ଟଙ୍କା ମଧ୍ୟରେ ରହିଥିଲା।
ସୁଭଦ୍ରା ରାଲିରେ କଥା କଟାକଟି ହେଲେ ଭୁବନେଶ୍ୱର ମେୟର ଏବଂ ଏକାମ୍ର ବିଧାୟକ। ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ।
ଭୁବନେଶ୍ବରରେ ଘରଟିଏ କରିବାକୁ ହେଲେ ପ୍ରଥମେ ଅନୁମୋଦନ ଆଣିବାକୁ ପଡେ। ତେବେ ଘର ତିଆରି ପାଇଁ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ ନା ଭୁବନେଶ୍ବର ମହାନଗର ନିଗମ କିଏ ଅନୁମୋଦନ ଦେବ ଏହାକୁ ନେଇ ଦ୍ବନ୍ଦ୍ବରେ ସାଧାରଣ ଜନତା।
#ଲାଗିଛି_ବୁଲା_କୁକୁର_ମାୟା କାହାର କ’ଣ ହଜିଛି ? ବିଏମସି ଅଫିସରେ କାହିଁକି
ଗାଡ଼ି ପଛରୁ ବାହାରୁଛି ଖାଲି ଭସ ଭସ ଧୂଆଁ। ଇଏ କ’ଣ BMCର ନୂଆ ମଶାମରା ଧୂଆଁ
ମହଙ୍ଗା ପଡ଼ିଲା ଶିଳ୍ପ ଜମିରେ ବହୁତଳ ଆପାର୍ଟମେଣ୍ଟ ନିର୍ମାଣ । ପଟିଆସ୍ଥିତ ଅର୍ବାନ ମାଜେଷ୍ଟିକ୍ ଆପାର୍ଟମେଣ୍ଟ ନିର୍ମାଣରେ ଲାଗିଲା ରୋକ୍ ।
ଦୀର୍ଘ ଦିନ ହେଲା ସେମାନଙ୍କ ସାହିରେ ଡ୍ରେନ୍ କାମ ଅଧାରେ ଅଟକିଛି। ପାଖାପାଖି ୬୦୦ ମିଟର ଡ୍ରେନର କାମ ଅଧରେ ଅଟକିଛି । ଅଫିସରଙ୍କ ଅବହେଳା ପାଇଁ ହୋଇପାରୁନାହିଁ ଡ୍ରେନ କାମ ।
ବିଧାୟକ ମାପିଲେ ମେୟରଙ୍କ ବ୍ଲଡ ପ୍ରେସର। ଦେଖନ୍ତୁ ଦୃଶ୍ୟ । #NewsFuse #Comedy
୧୭ ତାରିଖରେ BMC ଅଞ୍ଚଳର ସବୁ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି । ଭୁବନେଶ୍ବରରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଛୁଟି ହୋଇଛି ।
ଉଦବେଗଜନକ ପାଲଟିଛି ରାଜଧାନୀ ଭୁବନେଶ୍ବରର ସ୍ଥିତି। ବିଶେଷକରି କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କର ଡେଙ୍ଗୁରେ ପରଲୋକ ପରେ ସାଧାରଣରେ ଚିନ୍ତା ବଢ଼ିଛି।
ଆରମ୍ଭ ହୋଇଛି ନୂଆ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ବିଭିନ୍ନ ଆଡୁ ଆସିଥିବା ଜନତାଙ୍କ ଗୁହାରି ଶୁଣିଛନ୍ତି ନୂଆ ମୁଖ୍ୟମନ୍ତ୍ରୀ ।
ସ୍ମାର୍ଟ ସିଟି ଭୁବନେଶ୍ୱରରେ ଆଉ କେତେ ମୁଣ୍ଡ ଗଡ଼ିବା ପରେ ଚେତିବ BMC? ଗତକାଲି ୟୁନିଟ୍-୩ ମସଜିଦ ବସ୍ତିରେ ମୁକୁଳା ଡ୍ରେନରେ ପଡ଼ି ପୁଣି ଜଣେ ବାଳକର ମୃତ୍ୟୁ ଏବଂ ଗଲା ୭ ବର୍ଷ ଭିତରେ ୬ଟି ଅମୂଲ୍ୟ ଜୀବନ ଯିବା ପରେ ଏ ପ୍ରଶ୍ନ ଉଠିଛି।
ରାଜଧାନୀରେ ଆଉ କେତେ ମୁଣ୍ଡ ନେବ ମୁକୁଳା ଡ୍ରେନ୍ ? ଟିକିଏ ବର୍ଷା ହେଲେ, ଆଉ କେତେଦିନ ଯାଏଁ ବିପଦଶଙ୍କୁଳ ହୋଇ ଉଠୁଥିବ ଭୁବନେଶ୍ୱର ମହାନଗରୀ ?
ବାପୁଜୀ ନଗର, ୟୁନିଟ୍-୨ ମାର୍କେଟ ବିଲଡିଂରେ ଅଳିଆ, ଅଳିଆ, ଆଉ ଖାଲି ଅଳିଆ। ରାସ୍ତା ଉପରେ ହେଉ ବା କଲୋନୀ କିମ୍ବା ମାର୍କେଟ କମ୍ପ୍ଲେକ୍ସ ସାମ୍ନା।
ବଦଳିଲେ ଭୁବନେଶ୍ୱର ମହାନଗର ନିଗମ କମିଶନର । ରାଜେଶ ପ୍ରଭାକର ପାଟିଲ ହେଲେ BMC କମିଶନର । ୨୦୦୫ ବ୍ୟାଚର ଆଇଏଏସ୍ ରାଜେଶ ପ୍ରଭାକର ପାଟିଲ
ବଦଳିଲେ ଭୁବନେଶ୍ବର ମହାନଗର ନିଗମ କମିଶନର । ନୂଆ କମିଶନର ହୋଇଛନ୍ତି ୨୦୦୫ ବ୍ୟାଚର ଆଇଏଏସ୍ ରାଜେଶ ପ୍ରଭାକର ପାଟିଲ୍ ।
ନିର୍ବାଚନ କମିଶନଙ୍କ ଗାଇଡ୍ଲାଇନ୍ ଉଲ୍ଲଂଘନ କରି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଦଳୀୟ ପ୍ରଚାର ପାଇଁ ଯେଉଁ ସବୁ ପୋଷ୍ଟର ବ୍ୟାନର ଲାଗିଛି, ତାକୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି।
ବିଏମସି ଅଫିସ୍ ଆସି ବି ଖୋଜାଖୋଜି କରିଛନ୍ତି। ହେଲେ କାହାଠୁ କୌଣସି ସନ୍ତୋଷଜନକ ଉତ୍ତର ପାଇନାହାନ୍ତି।
ରାସ୍ତା ଉପରେ ଅଳିଆ ପକାଇଲେ କଡ଼ା କାର୍ଯାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛି BMC ।
ରାଜସ୍ୱ ଆଦାୟ ଲକ୍ଷ୍ୟ ପୂରଣ ହୋଇନଥିବାରୁ କଡ଼ା ଆଭିମୁଖ୍ୟ ।
ହକି ବିଶ୍ୱକପ୍ ଥିବାରୁ ସହରର ସୌନ୍ଦର୍ଯ୍ୟ ବଢାଇବା ଲାଗି ହୋଇଥିଲା ନୋ ହୋଡିଂ ଜୋନ ନିୟମ, ଆଉ ହକି ବିଶ୍ୱକପ ସରିବା ପରେ ଯେଶା କୁ ତେଶା। ଆସୁଛି ନୂଆ ବର୍ଷ ଆଉ ନୂଆ ବର୍ଷରେ ଲୋକଙ୍କୁ ଶୁଭେଚ୍ଛା ଜଣାଇବା ଲାଗି ଆରମ୍ଭ ହୋଇଗଲାଣି ହୋଡିଂ ୱାର ।
ବିଏମସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫ ମଧ୍ୟରେ ପହଞ୍ଚିବା ଦରକାର ।
ଭୁବନେଶ୍ୱରରେ କୁକୁରଙ୍କ ପାଇଁ ମଶାଣି କରିବ BMC । ଏଭଳି ଏକ ନୂଆ ଯୋଜନା ହାତକୁ ନେଇଛି ବିଏମସି ।
BMCର ଆନ୍ତଃବିଭାଗୀୟ ବୈଠକରେ ନିଷ୍ପତ୍ତି ଗ୍ରହଣ....ସଂପୃକ୍ତ ସଂସ୍ଥା ଓ ବ୍ୟକ୍ତିଙ୍କ ବିରୋଧରେ ଦିଆଯିବ ଏତଲା...ଆନ୍ତଃ ବିଭାଗୀୟ ବୈଠକରେ ହୋଇଛି ନିଷ୍ପତ୍ତି...ରାସ୍ତାରେ ବାଲି, ମାଟି ଓ ଗୋଡ଼ି ଗଦାଇବାକୁ ମଧ୍ୟ ବାରଣ କରିଛି BMC..
୨୦୨୨-୨୩ ଆର୍ଥକ ବର୍ଷରେ ବିଏମସି ହୋଲ୍ଡିଂ ଟିକସ ଆଦାୟରେ ରେକର୍ଡ କରିଥିଲା । ୧୨୫ କୋଟି ଟଙ୍କା ଟାର୍ଗେଟ ଥିବା ବେଳେ, ଆଦାୟ ହୋଇଥିଲା ୭୫ କୋଟି ।