ଆଇସିସି ମହିଳା ଟି-୨୦ ବିଶ୍ୱକପ୍ ୨୦୨୩ରେ ଅଷ୍ଟ୍ରେଲିଆ, ଇଂଲଣ୍ଡ, ନ୍ୟୁଜିଲାଣ୍ଡ ଓ ଭାରତ ମୁକୁଟର ଦାବିଦାରଙ୍କ ମଧ୍ୟରେ ସାମିଲ ହୋଇଛନ୍ତି। ତେବେ ଭାରତର ସମ୍ଭାବନା କେତେ? କ୍ଷୁଦ୍ରତମ ଫର୍ମାଟ୍ରେ ଭାରତୀୟ ମହିଳା ଟିମ୍ ପ୍ରଥମ ଥର ବିଶ୍ୱ ଚାମ୍ପିଅନ୍ ହୋଇପାରିବ କି?
ସୋସିଆଲ ମିଡିଆରେ ଫଟୋ କଲେ ସେୟାର
ବିଶ୍ୱରେ ସେ ଏହି ବର୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ।
ଗତ ଡିସେମ୍ବର ୩୦ରେ କ୍ରିକେଟର୍ ରିଷଭ ପନ୍ତ୍ ଦୁର୍ଘଟଣାର ଶିକାର ହୋଇଥିଲେ।
ଅଝରୁଦ୍ଦିନ ଆଜି ତାଙ୍କର ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅଜହର ୮ ଫେବୃଆରୀ ୧୯୬୦ରେ ହାଇଦ୍ରାବାଦରେ ଜନ୍ମଗ୍ରହଣ କରିଥିଲେ। କ୍ରିକେଟର ଭାବରେ ତାଙ୍କର ଏକ କ୍ୟାରିୟର ଥିଲା, କିନ୍ତୁ ତାଙ୍କ ପ୍ରେମ ଜୀବନ ମଧ୍ୟ ଅନେକ ବିବାଦରେ ଘେରି ରହିଥିଲା। ୨ ଜଣଙ୍କ ସହ ହୋଇଥିଲା ଛାଡପତ୍ର।
ଅକ୍ଷମତା ସତ ହେଲେ ହାର ମାନିନାହାନ୍ତି। ଦିବ୍ୟାଙ୍ଗ ହେବା ପରେ ବି ସାଧାରଣ ବର୍ଗରେ ଭାଗନେଇ ଜିତିଛନ୍ତି ଅନେକ ମେଡାଲ
ଭାରତୀୟ କ୍ରିକେଟର ଶିଖର ଧୱନଙ୍କ ପତ୍ନୀ ଆୟଶା ମୁଖାର୍ଜୀଙ୍କୁ ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟ ଚେତାବନୀ ଦେଇଛନ୍ତି। ଧୱନଙ୍କ ବିରୋଧରେ କେଉଁଠି ବି କେବେ ବି ବଦ୍ନାମ କଲା ଭଳି ମନ୍ତବ୍ୟ ନଦେବା ପାଇଁ ଆୟଶାଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଟି-୨୦ ଟିମ୍ର ଅଧିନାୟକ ଦାୟିତ୍ୱ ଦେଇ ବିସିସିଆଇ ଏକ ଉଚିତ ନିଷ୍ପତ୍ତି ନେଇଛି। ହାର୍ଦ୍ଦିକଙ୍କ ନେତୃତ୍ୱକୁ ନେଇ ଏବେ କ୍ରିକେଟ୍ ମହଲରେ ଚର୍ଚ୍ଚା। ତେବେ ଅଧିନାୟକ ଭାବେ ସେ ବେଶୀ ଦୂର ଯାଇ ନାହାନ୍ତି। ଆଗକୁ ସେ ଅନେକ ପରୀକ୍ଷାର ସମ୍ମୁଖୀନ ହେବେ।
ରାଜ୍ୟ ସରକାର ବିଜୟୀ ଟିମ୍ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ବିଶ୍ୱକପ୍ ଜିତିବା ପରେ କୋହ ରୋକିପାରିଲେନି ଶେଫାଳି ବର୍ମା । ଆଖିରୁ ବହିଯାଇଥିଲା ଧାରଧାର ଖୁସିର ଲୁହ ।
କଳିଙ୍ଗ ଷ୍ଟାଡିୟମରେ କିଏ ହେବ ବାଦ୍ଶାହ ? ବିଶ୍ୱକପ୍ ତାଜ ପାଇଁ ସାମ୍ନାସାମ୍ନି ହେବେ ବିଶ୍ୱ ହକିର ଦୁଇ ସୁପର ପାଓ୍ୱାର ଜର୍ମାନୀ ଓ ବେଲଜିୟମ।
ଏଫ୍ଆଇଏଚ୍ ଓଡ଼ିଶା ହକି ପୁରୁଷ ବିଶ୍ୱକପ୍ ୨୦୨୩ରେ କ୍ୱାର୍ଟର-ଫାଇନାଲ୍କୁ ବି ଯାଇପାରିଲାନି ଆୟୋଜକ ଭାରତ। ୧୯୭୫ ପରଠାରୁ ଭାରତ ବିଶ୍ୱକପ୍ରେ କେବେ ପଦକ ଜିତିପାରି ନାହିଁ। ଏବେ ବଡ଼ ପ୍ରଶ୍ନ ହେଉଛି ଯେ ଟିମ୍ କାହିଁକି ବିଫଳ ହେଲା? ଭୁଲ୍ ରହିଲା କେଉଁଠି?
ଫାଇନାଲରେ ଭାରତ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାଙ୍କୁ ଭେଟିବ ।
ଭାରତୀୟ ହକି ଟିମ୍ର ପୂର୍ବତନ କ୍ୟାପଟେନ୍ ପ୍ରବୋଧ ତିର୍କୀଙ୍କ ଘରୁ ଚୋରି ଘଟଣାରେ ୫ ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି। ଜେଲ୍ ଫେରନ୍ତା ଅଭିଯୁକ୍ତଙ୍କ ସହ ମିଶି ଅଟୋରେ ରେକି କରି ଏମାନେ ଚୋରି କରୁଥିଲେ।
ଭାରତୀୟ ଟେନିସ ଜଗତରେ ଏକ ଯୁଗର ଅବସାନ। ଗ୍ରାଣ୍ଡସ୍ଲାମ୍ ଟେନିସରୁ ଟେନିସ୍ ତାରକା ସାନିଆ ମିର୍ଜା ଅବସର ନେଇଛନ୍ତି।
ଗତକାଲି ଅକ୍ଷର ବାନ୍ଧବୀ ମେହା ପଟେଲଙ୍କୁ ବିବାହ କରିଛନ୍ତି। ଗତବର୍ଷ ଜାନୁଆରୀ ୨୦ରେ ଅକ୍ଷର ଓ ମେହାଙ୍କ ନିର୍ବନ୍ଧ ହୋଇଥିଲା।
ବିରାଟ୍ କୋହଲି ଲଗାତର ତିନି ବର୍ଷ ହେବ ଫର୍ମରେ ନଥିଲେ । ତାଙ୍କ ବ୍ୟାଟ୍ ବହୁତ କଷ୍ଟରେ ଚାଲୁଥିଲା । ରନ୍ ମେସିନ ବିରାଟ, ଯେମିତିକି ପୁରା ଧିମା ପଡ଼ିଯାଇଥିଲା ।
୯ରୁ ୧୬ ପୋଜିସନ୍ ଲାଗି ଜାପାନ ସହ ଲଢ଼େଇକୁ ଅପେକ୍ଷା ।
ନ୍ୟୁଜିଲାଣ୍ଡ ପକ୍ଷରୁ ପ୍ରଥମ ଗୋଲ କରିଥିଲେ ଲେନ୍ ସାମ୍।
ଦୁବାଇ ଚାମ୍ପିଅନ୍ସିପ୍ ହେବ ସୁପରଷ୍ଟାର୍ ସାନିଆ ମିର୍ଜାଙ୍କ ଦୀର୍ଘ ପେସାଦାର କ୍ୟାରିଅରର ଶେଷ ପ୍ରତିଯୋଗିତା। ଏହା ସହିତ ଭାରତୀୟ ଟେନିସ୍ରେ ସାନିଆଙ୍କ ଯୁଗର ଅନ୍ତ ଘଟିବ।
ଗୋଟିଏପଟେ ରାଜ୍ୟରେ ପୁରୁଷ ହକି ବିଶ୍ୱକପ୍ ମ୍ୟାଚ୍ ଚାଲିଥିବା ବେଳେ ଅନ୍ୟପଟେ ଭାରତୀୟ ହକି ଟିମ୍ର ପୂର୍ବତନ କ୍ୟାପଟେନ୍ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି।
ୟୁଟ୍ୟୁବରୁ ଦେଖିଲେ । ପୋଲିସ ଜିମକୁ ଗଲେ । ବଦଳିଗଲା ମାଲକାନଗିରିର ଯୁବକ ରାଜେଶଙ୍କ ଭାଗ୍ୟ ।
ଅସଦାଚରଣ ଓ ଯୌନଶୋଷଣ ଅଭିଯୋଗର ଲମ୍ବା ତାଲିକା, ଅନେକ ଥର ସ୍ୱର ଉଠାଇଛନ୍ତି ନିର୍ଯାତିତ ମହିଳା ଖେଳାଳି
ପ୍ରତି ଗୋଲ୍, ପେନାଲ୍ଟି କର୍ଣ୍ଣର ଓ କ୍ୱାର୍ଟର ଶେଷରେ ସେମାନେ ଭାରତୀୟ ଦଳକୁ ଚିୟର କରୁଥିଲେ ।
ଦେବଗଡ ଜିଲ୍ଲାରେ ଅଛନ୍ତି ଅନେକ ଜାତୀୟ ଓ ରାଜ୍ୟସ୍ତରୀୟ ହକି ଖେଳାଳି । ମାତ୍ର ଭିତ୍ତିଭୂମିର ଅଭାବ ଯୋଗୁଁ ହକି ପ୍ରତିଭାଙ୍କୁ ଦେଶ ପାଇଁ ଖେଳିବାର ସ୍ୱପ୍ନ ସ୍ୱପ୍ନରେ ରହିଯିବାର ଆଶଙ୍କା ଘାରିଛି ।