• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Sports Updates

Can India win the Hockey World Cup crown after 47 years?
୪୭ ବର୍ଷ ପରେ ହକି ବିଶ୍ୱକପ୍ ମୁକୁଟ ଜିତିପାରିବ କି ଭାରତ

ଭାରତ ଶେଷଥର ୧୯୭୫ରେ ମାଲେସିଆର କୁଆଲାଲମ୍ପୁର ଠାରେ ଆୟୋଜିତ ପୁରୁଷ ହକି ବିଶ୍ୱକପ୍‌ରେ ଚାମ୍ପିଅନ୍ ହୋଇଥିଲା। ଏହା ପରଠାରୁ ଭାରତକୁ ଆଉ କେବେ ଏହି ସମ୍ମାନଜନକ ଟ୍ରଫି ଉଠାଇବାର ସୌଭାଗ୍ୟ ମିଳି ନାହିଁ। ୪୭ ବର୍ଷ ପରେ ବିଶ୍ୱକପ୍ ଟାଇଟଲ୍ ଜିତିପାରିବ କି ଭାରତ? ଆୟୋଜକ ଟିମ୍ ଏଥିପାଇଁ କେତେ ପ୍ରସ୍ତୁତ?

Shiv Sundar Das
BCCI ସିନିୟର ଚୟନ କମିଟିର ଚୟନକର୍ତ୍ତା ଭାବେ ଶିବସୁନ୍ଦର ଦାସଙ୍କୁ ନିଯୁକ୍ତି

ଚୟନ କମିଟିର ଅଧ୍ୟକ୍ଷ ପଦ ବଜାୟ ରଖିଛନ୍ତି ଚେତନ ଶର୍ମା।

  • Saturday, 07 January 2023
  • BCCI
Rishabh Pant
ଲିଗାମେଣ୍ଟ ଇନଜ୍ୟୁରିର ଚିକିତ୍ସା ପାଇଁ ରିଷଭ ପନ୍ତଙ୍କୁ ମୁମ୍ବାଇ ଏୟାରଲିଫ୍ଟ

ଡିସେମ୍ବର ୩୦ରେ ଦୁର୍ଘଟଣାର ଶିକାର ହୋଇଥିଲେ ରିଷଭ

Jasprit Bumrah
ଦଳକୁ ଫେରିଲେ ବୁମରା, ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରେ ଦେଖାଇବେ ଜଲୱା

ଜାତୀୟ କ୍ରିକେଟ ଏକାଡେମୀ ବୁମରାଙ୍କୁ ଫିଟ୍ ଘୋଷଣା କରିବା ପରେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସ୍କ୍ୱାଡରେ ତାଙ୍କୁ ସାମିଲ କରାଯାଇଛି ।

Odisha Hockey World Cup
‘ହକି ବିଶ୍ୱକପ୍ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍‌ଲାଇନ୍‌ ରହିବନି’

ପୂର୍ଣ୍ଣ ଦର୍ଶକଙ୍କ କ୍ଷମତାରେ ଏଥର ହକି ବିଶ୍ୱକପ୍ ମ୍ୟାଚ୍‌ର ଆୟୋଜନ ହେବ। ହକି ବିଶ୍ୱକପ୍ ପାଇଁ କୌଣସି ବାଧ୍ୟତାମୂଳକ ଗାଇଡ୍‌ଲାଇନ୍‌ ରହିବ ନାହିଁ।

Hardik Pandya tops the limited overs captaincy race
ସୀମିତ ଓଭର୍ ଅଧିନାୟକ ଦୌଡ଼ରେ ସର୍ବାଗ୍ରେ ହାର୍ଦ୍ଦିକ ପାଣ୍ଡ୍ୟା

ହ୍ୱାଇଟ୍ ବଲ୍ କ୍ରିକେଟ୍‌ରେ ରୋହିତ ଶର୍ମାଙ୍କ ସ୍ଥାୟୀ ଉତ୍ତରାଧିକାରୀ କରାଯିବା ଲକ୍ଷ୍ୟ ନେଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ରେ ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି। ଏବେ ରୋହିତଙ୍କ ପାଇଁ ନିଜ ଅଧିନାୟକତ୍ୱ ବଞ୍ଚାଇବା ଏବଂ ହାର୍ଦ୍ଦିକଙ୍କ ପାଇଁ ସୁଯୋଗ ମିଳିବା ସ୍ଥଳେ ନିଜ ନେତୃତ୍ୱ-ଦକ୍ଷତାକୁ ବଳିଷ୍ଠ ଓ ପରିପକ୍ୱ କରିବାର ଆହ୍ୱାନ ରହିଛି।

Virat Kohli - Anushka Sharma
ଦୁବାଇରୁ ଭାଇରାଲ ହେଉଛି ବିରାଟ-ଅନୁସ୍କାଙ୍କ ଫଟୋ..

ନୂଆ ବର୍ଷରେ ଛୁଟି କାଟିବା ପାଇଁ ଉଭୟ ଏବେ ଦୁବାଇରେ ସମୟ ବିତାଉଛନ୍ତି ।

Rishabh Pant Likely To Be Airlifted To Delhi
ପ୍ଲାଷ୍ଟିକ୍‌ ସର୍ଜରୀ ପାଇଁ ଏୟାରଲିଫ୍ଟ ହୋଇପାରନ୍ତି ଋଷଭ୍‌ ପନ୍ତ

କ୍ରିକେଟର ଋଷଭ୍‌ ପନ୍ତଙ୍କୁ ଏୟାରଲିଫ୍ଟ କରାଯାଇପାରେ। ଅଧିକ ଚିକିତ୍ସା ପାଇଁ ଡେରାଡୁନରୁ ଦିଲ୍ଲୀକୁ ତାଙ୍କୁ ଏୟାରଲିଫ୍ଟ କରାଯାଇପାରେ ବୋଲି ସୂଚନା ମିଳିଛି। 

Why Cricketer Rishabh Pant Self Drive Car
କାହିଁକି ନିଜେ କାର୍‌ ଚଲାଉଥିଲେ ଋଷଭ୍‌ ପନ୍ତ ? ଆମ୍ବୁଲାନ୍ସ ଭିତରେ କହିଲେ ଅସଲ କାରଣ...

କାହିଁକି ନିଜେ ଡ୍ରାଇଭ କରୁଥିଲେ ପନ୍ତ ? କେମିତି ହେଲା ଦୁର୍ଘଟଣା ? ଏହାର କାରଣ ଏବେ ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରୁ ଯେଉଁ ଆମ୍ବୁଲାନ୍ସରେ ପନ୍ତଙ୍କୁ ହସ୍ପିଟାଲ୍‌ ନିଆଯାଇଥିଲା, ସେହି ଆମ୍ବୁଲାନ୍ସର ଫାର୍ମାସିଷ୍ଟ ମୋନୁ କୁମାର ଘଟଣା ସମ୍ପର୍କରେ କହିଛନ୍ତି।

Some unkhown facts related with Football player Pele
ପେଲେଙ୍କ ପିଲାଦିନ; ବାପା ଥିଲେ ଝାଡୁଦାର୍, ନିଜେ ଚା’ ଷ୍ଟଲ୍‌ରେ କରୁଥିଲେ କାମ

୮୨ ବର୍ଷ ବୟସରେ ଏ ଦୁନିଆକୁ ବିଦାୟ ଦେଇଛନ୍ତି ପେଲେ। ବ୍ରାଜିଲ୍‌ର ସର୍ବକାଳୀନ ଶ୍ରେଷ୍ଠ ସ୍କୋରର୍‌ ପେଲେ ଦେଶକୁ ୩ ଫିଫା ବିଶ୍ୱକପ ଜିତେଇଥିଲେ। ଆଜି ବି ତାଙ୍କୁ ଏହି ପ୍ରସଙ୍ଗରେ ଶୀର୍ଷରେ ରଖାଯାଇଛି। ପେଲେ ଫୁଟବଲରେ ତାଙ୍କ କ୍ୟାରିୟର ଏମିତି ସେମିତିରେ କରି ନଥିଲେ। ସେ ଏହା ପଛରେ କଠିନ ପରିଶ୍ରମ କରିଥିଲେ।

Rishabh Pant car accident
ମା’କୁ ସରପ୍ରାଇଜ୍‌ ଦେବାକୁ ଚାହୁଁଥିଲେ ଋଷଭ୍‌ ପନ୍ତ ! କାର୍‌ରେ ଏକୁଟିଆ ଯାଉଥିଲେ ରୁର୍‌କି

ମା’କୁ ଭେଟିବା ପୂର୍ବରୁ ଦୁର୍ଘଟଣାର ଶିକାର ହେଲେ ଭାରତୀୟ କ୍ରିକେଟର୍‌।

Know What Cricketer Rishabh Pant Said During Rescue After Horrific Car Crash
‘ମୁଁ ଋଷଭ୍‌ ପନ୍ତ, ମୋତେ ଉଦ୍ଧାର କର...’

ଭୟଙ୍କର କାର୍‌ ଦୁର୍ଘଟଣାର ଶିକାର ହୋଇ ଟିମ୍‌ ଇଣ୍ଡିଆର ୱିକେଟ୍‌ କିପର୍‌ ଋଷଭ୍ ପନ୍ତ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ସୌଭାଗ୍ୟବଶତଃ, ଏକ ବଡ଼ ଧରଣର ଅଘଟଣରୁ ସେ ଅଳ୍ପକେ ଭର୍ତ୍ତି ଯାଇଛନ୍ତି। ହେଲେ ଦୁର୍ଘଟଣାରେ ଋଷଭ୍‌ଙ୍କ ପିଠି, ଆଣ୍ଠୁ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ପନ୍ତଙ୍କୁ ହଠାତ୍ କେହି ଚିହ୍ନି ପାରିନଥିଲେ..।

Video Shows Cricketer Rishabh Pant Car Catches Fire
ଭୟଙ୍କର ଥିଲା କ୍ରିକେଟର ଋଷଭ୍‌ ପନ୍ତଙ୍କ କାର୍‌ ଦୁର୍ଘଟଣା, ସାମ୍ନାକୁ ଆସିଲା Video...

ମର୍ସିଡିଜ୍‌ କାର୍‌ରେ ପନ୍ତ ଘରକୁ ଫେରୁଥିବା ବେଳେ ଗାଡ଼ି ଡିଭାଇଡରରେ ପିଟି ହୋଇ ସମ୍ପୂର୍ଣ୍ଣ ଭାବେ ଜଳି ଯାଇଛି। ଦୁର୍ଘଟଣାରେ ଋଷଭ୍‌ଙ୍କ ପିଠି, ଆଣ୍ଠୁ ଓ ମୁଣ୍ଡରେ ଆଘାତ ଲାଗିଛି।

Rishabh Pant Car Accident
କେତେବେଳେ ଓ କେମିତି ଦୁର୍ଘଟଣାର ଶିକାର ହେଲା ଋଷଭ୍‌ ପନ୍ତଙ୍କ କାର୍‌ ? ମର୍ସିଡିଜ୍‌ ଜଳିକି ସମ୍ପୂର୍ଣ୍ଣ ନଷ୍ଟ

ନୂଆଦିଲ୍ଲୀରୁ ଉତ୍ତରାଖଣ୍ଡର ରୁରକି ଅଭିମୁଖେ ଯାଉଥିବା ସମୟରେ ଋଷଭ ପନ୍ତଙ୍କ ମର୍ସିଡିଜ୍ କାର ଆଜି ସକାଳ ୫.୧୫ ରେ ନାରସନ୍ ସୀମାରେ ରେଲିଂ ସହ ମୁହାଁମୁହିଁ ଧକ୍କା ହୋଇଥିଲା

Cricketer Rishabh Pant Car Accident
ଦୁର୍ଘଟଣାରେ ଟିମ୍‌ ଇଣ୍ଡିଆ କ୍ରିକେଟର ଋଷଭ୍ ପନ୍ତ ଗୁରୁତର

ସଡ଼କ ଦୁର୍ଘଟଣାରେ କ୍ରିକେଟର ଋଷଭ୍ ପନ୍ତ ଗୁରୁତର ଆହତ ହୋଇଛନ୍ତି। ଦିଲ୍ଲୀରୁ ରୁର୍କୀ କାର୍‌ରେ ଫେରିଲା ବେଳେ ସେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ।

Pele Legendary Footballer Dies At The Age Of 82
ଆରପାରିରେ ଫୁଟବଲ୍ ଇତିହାସର ସର୍ବଶ୍ରେଷ୍ଠ ଖେଳାଳି ପେଲେ

ପରଲୋକରେ ଫୁଟବଲ୍ ଇତିହାସର ସର୍ବଶ୍ରେଷ୍ଠ ଖେଳାଳି ତଥା ବ୍ରାଜିଲ୍‌ର ସୁପରଷ୍ଟାର ପେଲେ। କର୍କଟ ରୋଗରେ ଆକ୍ରାନ୍ତ ହୋଇ ୮୨ ବର୍ଷ ବୟସରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି।

E-Sports
ମଲ୍ଟିସ୍ପୋର୍ଟ୍ସ ଇଭେଣ୍ଟରେ ସାମିଲ ହେଲା ଇ-କ୍ରୀଡା, ମିଳିଲା ସରକାରୀ ସ୍ୱୀକୃତି

ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧୀନରେ ଥିବା କ୍ରୀଡ଼ା ବିଭାଗ ଅଧୀନରେ "ଇ-ସ୍ପୋର୍ଟ୍ସକୁ ସୂଚିତ କରାଯାଇଥିଲା । ଏହାକୁ ନେଇ ୨୩ ଡିସେମ୍ୱରରେ ବିଜ୍ଞପ୍ତି ପଠାଯାଇଥିଲା । ଇ-ସ୍ପୋର୍ଟ୍ସ ଇଣ୍ଡଷ୍ଚ୍ରୀକୁ ନିୟମିତ କରିବା ଦିଗରେ ଏହା ଏକ ପ୍ରମୁଖ ପଦକ୍ଷେପ ।

  • Thursday, 29 December 2022
Hockey India
Paytm Insider ରେ ମିଳିବ ହକି ଉଦ୍‌ଘାଟନୀ ସମାରୋହ ଟିକେଟ

ବିଶ୍ୱକପ୍ ହକିରେ ଟ୍ରାଫିକ୍ ଟେନ୍‌ସନ୍ । ବଢ଼ିଲା କମିଶନରେଟ୍ ପୋଲିସର ଚିନ୍ତା ।

Hockey
ଅବହେଳିତ ହକିର ଅନ୍ତୁଡିଶାଳ; ମାଟି ପଡ଼ିଆ-କାଠ ଗୋଲପୋଷ୍ଟରେ ଖେଳାଳି କରୁଛନ୍ତି ଅଭ୍ୟାସ

ଆବୁଡା ଖାବୁଡା ଖାଲ ଢିପ ଭରା ମାଟି ପଡିଆ, ତାରି ଭିତରେ ୬ ଖଣ୍ଡ କାଠରେ ତିଆରି ହୋଇଛି ଗୋଲ ପୋଷ୍ଟ । ହାତରେ ଖଣ୍ଡିଏ ଖଣ୍ଡିଏ ହକି ଷ୍ଟିକ୍ ଧରି ସେଠାରେ ଅଭ୍ୟାସ କରୁଛନ୍ତି ଖେଳାଳି । ସୁନ୍ଦରଗଡ଼ ବାଲିଶଙ୍କରା ବ୍ଳକ୍‌ର ଲୁଲକିଡିହି ଗାଁ, ଏହି ଗାଁରୁ ହିଁ ବାହାରିଛନ୍ତି ଇଗ୍ନେସ ତିର୍କି, ପ୍ରବୋଧ ତିର୍କି ଏବଂ ଦୀପଗ୍ରେସ ଏକ୍କାଙ୍କ ଭଳି ଅଲିମ୍ପିଆନ୍ ।

Hockey
ହକି ପାଇଁ ଏବେଠୁ ଦୁଲୁକିଲାଣି ଭୁବନେଶ୍ୱର। ସବୁଠି ହକି ଫିଭର...ଓଡିଶା ଫେରିଲା ବିଶ୍ୱକପ୍‌ ଟ୍ରଫି

ଓଡ଼ିଶା ଫେରିଲା ବିଶ୍ୱକପ ହକି ଟ୍ରଫି। ୧୩ଟି ରାଜ୍ୟ ଓ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳ ଭ୍ରମଣ କରି ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲା ଟ୍ରଫି। ବିମାନ ବନ୍ଦରରେ ହକି ଇଣ୍ଡିଆ ସଭାପତି ଦିଲ୍ଲୀପ ତିର୍କୀ ଏବଂ କ୍ରୀଡ଼ା ମନ୍ତ୍ରୀ ତୁଷାର କାନ୍ତି ବେହେରା ଟ୍ରଫିକୁ ସ୍ୱାଗତ କରିଥିଲେ।

Hockey fever grips Rourkela
ଷ୍ଟ୍ରିଟ୍‌ ଫୁଡ୍‌ ମେଳା : ଚିକେନ୍‌, ମଟନ୍‌ ସହ ମନ କିଣୁଛି ମସାଲା ପନିର୍‌

ଶୀତୁଆ ସଂନ୍ଧ୍ୟାରେ ପ୍ରତ୍ୟେକ ଦିନ ହଜାର ହଜାର ଲୋକଙ୍କର ଲାଗିଛି ଭିଡ। ଖାଲି ସେତିକି ନୁହେଁ ମିଠା ପାନର ଆସର ମଧ୍ୟ ଦେଖିବାକୁ ମିଳୁଛି । କେବଳ ରଜ ସମୟରେ ପାନ ଷ୍ଟଲରେ ଭିଡ ଲାଗେ ବୋଲି ଆମେ ସମସ୍ତେ ଜାଣନ୍ତି। କିନ୍ତୁ ରାଉରକେଲାରେ ଅଦିନିଆ ସମୟରେ ପାନ ଦୋକାନରେ ଲାଗିଛି ଭିଡ

Two legendary players - Sain Tendulkar and Lionel Messi
ଦୁଇ କିମ୍ବଦନ୍ତୀ ତେନ୍ଦୁଲକର - ମେସୀଙ୍କ ବଡ ଉପଲବ୍ଧି ଓ ସମାନତା

ଦୁଇ କିମ୍ବଦନ୍ତୀ ଖେଳାଳି - କ୍ରିକେଟର୍ ସଚିନ ତେନ୍ଦୁଲକର ଓ ଫୁଟ୍ବଲର୍ ଲିଓନେଲ୍ ମେସୀଙ୍କ ସବୁଠାରୁ ବଡ଼ ଉପଲବ୍ଧି ମଧ୍ୟରେ ସମାନତାକୁ ନେଇ ଏବେ ଚର୍ଚ୍ଚା। କ୍ୟାରିଅର୍ରେ ବ୍ୟାପକ ସଫଳତା ସତ୍ତ୍ୱେ ଉଭୟ ତେନ୍ଦୁଲକର ଓ ମେସୀଙ୍କର ଏକ ଅଧୁରା ସ୍ୱପ୍ନ ରହିଥିଲା - ଦୁହେଁ ବିଶ୍ୱକପ୍ ଟ୍ରଫି ଜିତି ନ ଥିଲେ। କିନ୍ତୁ ଉଭୟ ନିଜ ନିଜ ଶେଷ ବିଶ୍ୱକପ୍ରେ ଏହି ସ୍ୱପ୍ନକୁ ସାକାର କରିଥିଲେ।

Cyclist Swasti Singh receives 30th Ekalabya Puraskar
ସାଇକେଲ ଚାଳିକା ସ୍ୱାସ୍ତୀ ସିଂହ ପାଇଲେ ଏକଲବ୍ୟ ପୁରସ୍କାର

ଇମ୍ପା ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା।

Sam Curran becomes the most expensive player
IPL ନିଲାମୀ: ସାମ କରନ୍ ସବୁଠୁ ମହଙ୍ଗା ଖେଳାଳି

କରନଙ୍କ ପାଇଁ ନିଲାମୀ ମୈଦାନକୁ ଏଣ୍ଟ୍ରୀ କରିଥିଲା ଚେନ୍ନାଇ ସୁପରକିଙ୍ଗ୍ସ କିନ୍ତୁ...

 Hockey Men's World Cup 2023
ବିଶ୍ୱକପ୍‌ ହକି ଟିମ୍‌: ହରମନ୍‌ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ, ଓଡ଼ିଶାର ଅମିତ ରୋହିଦାସ ଉପଅଧିନାୟକ

ହକି ବିଶ୍ୱକପ୍‌ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ହରମନ୍‌ ପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ ଭାବେ ନିଯୁକ୍ତ ହୋଇଥିବା ବେଳେ ଓଡ଼ିଶାର ଅମିତ ରୋହିଦାସଙ୍କୁ ଉପଅଧିନାୟକ ଦାୟିତ୍ୱ ମିଳିଛି।