କତାରରେ ଫିଫା ବିଶ୍ୱକପ୍-୨୦୨୨ ଫିଭର, ରହିବା ପାଇଁ ଲଗଜୁରୀ କ୍ରୁଜ୍ ବ୍ୟବସ୍ଥା
ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ଜିତିଲେ ବ୍ରୋଞ୍ଜ ପଦକ
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଦଳ । ବର୍ଷା ଯୋଗୁଁ ବାତିଲ ହୋଇଥିଲା ପ୍ରଥମ ମ୍ୟାଚ୍ ।
ଚର୍ଚ୍ଚା ହେଉଛି ଯେ ଟି-୨୦ ଆନ୍ତର୍ଜାତିକରେ ରୋହିତ ଶର୍ମାଙ୍କ ସମୟ ଶେଷ ହୋଇଯାଇଛି। କେବଳ ନେତୃତ୍ୱ ଛାଡ଼ିବାର ସମୟ ଆସିନି, ଟିମ୍ରେ ଆଉ ତାଙ୍କର ସ୍ଥାନ ନାହିଁ। ଭାରତୀୟ ଟି-୨୦ ଟିମ୍ର ଭବିଷ୍ୟତ ଦୃଷ୍ଟିରୁ ରୋହିତଙ୍କ ଭଳି ବରିଷ୍ଠ ଖେଳାଳିଙ୍କୁ ସ୍ୱତଃପ୍ରବୃତ୍ତ ଭାବେ ବାଟ ଛାଡ଼ିବାକୁ ହେବ, ଅନ୍ୟଥା ସେମାନଙ୍କୁ ଟିମ୍ରୁ କାଢ଼ି ଦିଆଯିବ।
୨୯ ଦିନ, ୩୨ ଟିମ୍, ୬୪ ମ୍ୟାଚ୍ ବିଶ୍ୱର ସବୁଠୁ ବଡ ସ୍ପୋର୍ଟସ ଇଭେଣ୍ଟ ପାଇଁ ଫ୍ୟାନ୍ସଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଖେଳାଳି ଓ ସେମାନଙ୍କ ପରିବାର ରହିବା ପାଇଁ ଲକ୍ଜୁରୀ କ୍ରୁଜ୍ର ବ୍ୟବସ୍ଥା ହୋଇଛି। ସେଭେନ୍ ଷ୍ଟାର ହୋଟେଲରୁ କମ୍ ନୁହେଁ ଏହି ଷ୍ଟାର କ୍ରୁଜ୍।
ଟି-୨୦ ବିଶ୍ୱକପ ସେମି ଫାଇନାଲରୁ ଟିମ୍ ଇଣ୍ଡିଆ ଲଜ୍ଜାଜନକ ଭାବେ ବିଦାୟ ନେବାର ସାଂଘାତିକ ପ୍ରଭାବ ଦେଖିବାକୁ ମିଳିଛି। ପରାଜୟ ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ବିସିସିଆଇ।
ନ୍ୟୁଜିଲ୍ୟାଣ୍ଡର ୱେଲିଂଟନରେ ଆଜି ଅପରାହ୍ନରୁ ହିଁ ବର୍ଷା ଆରମ୍ଭ ହୋଇଯାଇଥିଲା। ଭାରତୀୟ ସମୟ ଦିନ ୧୨ଟା ଓ ନ୍ୟୁଜିଲ୍ୟାଣ୍ଡ ସମୟ ସନ୍ଧ୍ୟା ୭ଟାରେ ମ୍ୟାଚ୍ ଆରମ୍ଭ ହେବାକୁ ଥିଲେ ହେଁ ବର୍ଷା ଛାଡ଼ି ନଥିଲା।
ଟି-ଟ୍ୱେଣ୍ଟି ବିଶ୍ୱକପ ସେମିଫାଇନାଲରେ ଉଭୟ ଦଳ ହାରିବା ପରେ ପରସ୍ପରକୁ ଭେଟୁଛନ୍ତି । ଆଜି ୱେଲିଂଟନରେ ପ୍ରଥମ ଟ୍ୱେଣ୍ଟି-୨୦ ମୁକାବିଲା ହେବ ।
ପୂର୍ବତନ ବିଶ୍ୱ ନମ୍ବର-୧ ଡବଲ୍ସ ତାରକା ସାନିଆ ମିର୍ଜା ତାଙ୍କ ନାମରେ ଅନେକ ଟାଇଟଲ୍ ଜିତିଛନ୍ତି। ତାଙ୍କ ନାମରେ ୬ଟି ଗ୍ରାଣ୍ଡସ୍ଲାମ ଟାଇଟଲ୍ ଅଛି। ଅନେକ କିମ୍ବଦନ୍ତୀ ଖେଳାଳିଙ୍କୁ ପରାସ୍ତ କରିଥିବା ଏହି ଟେନିସ୍ ସେନ୍ସେସ୍ ଅନେକ ବିବାଦରେ ମଧ୍ୟ ଛନ୍ଦି ହୋଇଛନ୍ତି। ଆସନ୍ତୁ ଜାଣିବା…
ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା(Sania Mirza) ଓ ପାକିସ୍ତାନୀ କ୍ରିକେଟର ଶୋଏବ ମଲ୍ଲିକ(Shoaib Malik)ଙ୍କ ବୈବାହିକ ସମ୍ପର୍କକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ଶୋଏବଙ୍କ ଏକ ଭିଡିଓ ବେଶ୍ ଭାଇରାଲ୍ ହେବାରେ ଲାଗିଛି।
ଆଇସିସି ଅଣ୍ଡର-19 ମହିଳା ବିଶ୍ୱକପ୍ ୨୦୨୫ର ଆୟୋଜନ ଦାୟିତ୍ୱ ମାଲେସିଆ ଓ ଥାଇଲାଣ୍ଡକୁ ମିଳିଥିବା ବେଳେ ୨୦୨୭ ଅଣ୍ଡର-19 ମହିଳା ବିଶ୍ୱକପ୍ର ଆୟୋଜନ ଦାୟିତ୍ୱ ମିଳିତ ଭାବେ ବାଂଲାଦେଶ ଓ ନେପାଳକୁ ମିଳିଛି ।
ହାରିଲା ପାକିସ୍ତାନ, ବିଶ୍ୱକପ୍ ନେଲା ଇଂଲଣ୍ଡ
ଶୋଏବ-ସାନିଆ ଏକାଠି ରହିବେ ନା ଅଲଗା ହୋଇଯିବେ । ଟକ୍ ସୋରେ ଜଣାପଡ଼ିବ ସତ ।
ଯଦିଓ ବିଶ୍ୱକପ୍ ମ୍ୟାଚ୍ରୁ ଟିମ୍ ଇଣ୍ଡିଆ ବାଦ୍ ପଡ଼ିଛି ହେଲେ ଟୁର୍ଣ୍ଣାମେଣ୍ଟରେ ଏବେ ବି ଟିମ୍ ଇଣ୍ଡିଆର ଜଲୱା କାଏମ ରହିଛି। ଯଦିଓ ଭାରତ ଟାଇଟଲ୍ ଜିତିପାରି ନାହିଁ, ହେଲେ ଟିମ୍ ଇଣ୍ଡିଆ ନିଶ୍ଚିତ ଭାବେ ପ୍ଲେୟାର ଅଫ୍ ଦ ଟୁର୍ଣ୍ଣାମେଣ୍ଟ୍ ଆୱାର୍ଡ ଜିତିପାରେ ବୋଲି କୁହାଯାଉଛି।
ଟିମ୍ ଇଣ୍ଡିଆ କ’ଣ ଟି-୨୦ ବିଶ୍ୱକପ୍ ଟ୍ରଫି ଜିତିବା ଲାଗି ଯୋଗ୍ୟ ଥିଲା? ନିଜ ବ୍ୟାଟିଂରେ ନିରାଶ କରିଥିବା ରୋହିତଙ୍କ ନେତୃତ୍ୱ-ଦକ୍ଷତା ପ୍ରତି ମଧ୍ୟ ଅଙ୍ଗୁଳି ନିର୍ଦ୍ଦେଶ ହେଉଛି । ବିଫଳତା ପାଇଁ ରୋହିତ କେତେ ମାତ୍ରାରେ ଦାୟୀ? ଏବେ ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ଖେଳାଳିଙ୍କୁ ନେତୃତ୍ୱ ଦିଆଯିବା ଆବଶ୍ୟକ କି?
ଚର୍ଚ୍ଚା ହେଉଛି ଯେ, ସୋଏବ କୁଆଡ଼େ ସାନିଆଙ୍କୁ ଧୋକା ଦେଇଛନ୍ତି। ଯେଉଁଥିପାଇଁ ଉଭୟଙ୍କ ମଧ୍ୟରେ ମତାନ୍ତର ଆରମ୍ଭ ହୋଇଥିଲା। ଫଳରେ ସାନିଆ, ସୋଏବଙ୍କଠୁ ଛାଡ଼ପତ୍ର ନେବାକୁ ନିଷ୍ପତ୍ତି ନେଇଥିଲେ।
ଶ୍ରୀଲଙ୍କା କ୍ରିକେଟର ଦାନୁଷ୍କା ଗୁଣାତିଲକ ଏବେ ଜେଲ୍ରେ ଅଛନ୍ତି। ତାଙ୍କ ବିରୋଧରେ ଜଣେ ମହିଳା ଦୁଷ୍କର୍ମ ଅଭିଯୋଗ ଆଣିବା ପରେ ସିଡ୍ନୀ ପୋଲିସ୍ ତାଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଚାଲିଥିବା ବେଳେ ଏସବୁ ଭିତରେ ଏକ ଆଶ୍ଚର୍ଯ୍ୟକର ଖୁଲାସା ହୋଇଛି।
ସେମିଫାଇନାଲରେ ଇଂଲଣ୍ଡଠୁ ଶୋଚନୀୟ ପରାଜୟର ଶିକାର ହେବା ପରେ ଟିମ୍ ଇଣ୍ଡିଆ ଏବେ ରାଡାର୍ରେ ଅଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(BCCI) ପୁରା ଟିମ୍ରେ ପରିବର୍ତ୍ତନ ପାଇଁ ଯୋଜନା କରୁଥିବା ସୂଚନା ମିଳିଛି।
୧୫ ବର୍ଷ ତଳେ ଅର୍ଥାତ ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା । ଲାଗୁଥିଲା ଏଥର ୧୫ ବର୍ଷ ଧରି ଭାରତୀୟ ଫ୍ୟାନ୍ସଙ୍କ ଅପେକ୍ଷାରେ ପୂର୍ଣ୍ଣଚ୍ଛେଦ ପଡ଼ିବ । ହେଲେ...
ସେମି ଫାଇନାଲରେ ଇଂଲଣ୍ଡ ଠାରୁ ୧୦ ୱିକେଟରେ ହାରି ଭାରତ ବିଶ୍ୱକପରୁ ବିଦା ହୋଇଛି ।
ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ଟସ୍ ବଟଲର୍ ।
ଭାରତୀୟ ଟେନିସ୍ ତାରକା ସାନିଆ ମିର୍ଜା(Sania Mirza) ଓ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ(Shoaib Malik)ଙ୍କ ବିବାହ ବିଚ୍ଛେଦ ହୋଇଥିବା ନେଇ ଚର୍ଚ୍ଚା ହେଉଛି।
୨୦୦୭ ବିଶ୍ୱକପର ହେବ କି ପୁନରାବୃତ୍ତି ? ପୁଣି ଥରେ ପାକିସ୍ତାନକୁ ମାତ୍ ଦେଇ ଟ୍ରଫି ହାତେଇବ କି ଟିମ୍ ଇଣ୍ତିଆ ?
ବିରାଟ ଏବଂ ସୂର୍ଯ୍ୟକୁମାର ଯାଦବ ସାଜିବେ ତ ମ୍ୟାଚ ୱିନର ? କାରଣ ସାମ୍ନା ସାମ୍ନି ହେବେ ରୋହିତ ଆଣ୍ଡ କୋ ଏବଂ ବଟଲର ବ୍ରିଗେଡ ।
ସୂର୍ଯ୍ୟକୁମାର ଯାଦବ ଯେପରି ବ୍ୟାଟିଂରେ ଜଲୱା ଦେଖାଉଛନ୍ତି ସେହିପରି ତାଙ୍କର ଆୟ ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି ।